Home

୨୪ ବର୍ଷରେ ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୮।୯: ଆଫଗାନିସ୍ତାନର ୨୪ ବର୍ଷୀୟ ବୋଲର ନବୀନ-ଉଲ-ହକ ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ଆସନ୍ତା ବିଶ୍ୱକପ୍‌ ତାଙ୍କର ଦିନିକିଆ କ୍ରିକେଟରେ ଅନ୍ତିମ ଟୁର୍ନାମେଣ୍ଟ ହେବ। ଦୁଇ ବର୍ଷ ପରେ ଦିନିକିଆ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିଥିଲେ ସେ। ଏବେ ତାଙ୍କୁ ଜାତୀୟ…

ବଲିଉଡରେ ୨୦ ବର୍ଷ ପୂରଣ କଲେ କଟ୍ରିନା, ପ୍ରଶଂସାରେ ପୋତିଲେ ସ୍ବାମୀ

ବମ୍ବେ: ବଲିଉଡରେ ୨୦ ବର୍ଷ ପୂରଣ କରିଛନ୍ତି ଅଭିନେତ୍ରୀ କଟ୍ରିନା କୈଫ। ଜଣେ ହିନ୍ଦୀ କହି ପାରୁ ନ ଥିବା ଝିଅରୁ ପୋଖତ କଳାକାର ଭାବେ ତାଙ୍କର ଏହି ଯାତ୍ରା ବେଶ ପ୍ରେରଣାଦାୟୀ। ଏହି ବର୍ଷଗୁଡ଼ିକରେ ସେ ଭେଟି ଦେଇଛନ୍ତି ଗୋଟିଏରୁ…

ଘର ଭାଙ୍ଗିଲେ ହାତୀପଲ

ମୋରଡ଼ା,୨୮ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ମୋରଡ଼ା ବ୍ଲକର ମାଜଣା ଗ୍ରାମରେ ଗୁରୁବାର ଜଙ୍ଗଲୀ ହାତୀପଲ ପଶି ଦୁଇ ଜଣଙ୍କ ଘର ଭାଙ୍ଗିଥିବାର ଜଣାପଡ଼ିଛି। ସୂଚନାନୁଯାୟୀ, ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନରେ ଥିବା ମୋରଡ଼ା ଓ ରାସଗୋବିନ୍ଦପୁର…

ସିଙ୍ଗାପୁରରେ ଜଣେ ଭାରତୀୟ ମୂଳ ବାସିନ୍ଦା ମହିଳାଙ୍କୁ ହୋଇପାରେ ଏକ ବର୍ଷର ଜେଲ ଦଣ୍ଡ

ସିଙ୍ଗାପୁର,୨୮।୯: ସିଙ୍ଗାପୁରର ଜଣେ ଭାରତୀୟ ମୂଳବାସିନ୍ଦା ମହିଳା ନକଲି କଲ କରି ପୋଲିସକୁ ହଇରାଣ କରୁଥିବା ଅଭିଯୋଗ ହୋଇଛି। ମହିଳା ଜଣକ ତାଙ୍କର ଜଣେ ବନ୍ଧୁଙ୍କ ଆତ୍ମହତ୍ୟା ଉଦ୍ୟମ ସଂପର୍କରେ ପୋଲିସକୁ ଡାକିଥିଲେ, କିନ୍ତୁ ଯାଞ୍ଚ ପରେ କଲ୍‌ଟି ନକଲି ବୋଲି…

ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ସାଇବର କ୍ୟାମ୍ପେନ୍‌

ରାୟଗଡ଼ା,୨୮ା୯(ଭାଗ୍ୟଶ୍ରୀ ମିଶ୍ର): ସାଇବର ନିରାପତ୍ତା କ୍ୟାମ୍ପେନ ଆଗାମୀ ୩୦ରୁ ଆରମ୍ଭ ହୋଇ ଅକ୍ଟୋବର ୧୫ରେ ସରିବ। ଏନେଇ ଗୁରୁବାର ସ୍ଥାନୀୟ ଜିଲା ପରିଷଦ ସଭାଗୃହରେ ଆରକ୍ଷୀ ଅଧୀକ୍ଷକ ବିବେକାନନ୍ଦ ଶର୍ମା ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହି ସମ୍ମିଳନୀରେ ରାଜ୍ୟ…

ଅକ୍ଷୟ କୁମାରଙ୍କ ସହ ବ୍ରେକ୍‌ଅପ୍‌ ହେବାର କାରଣ କହିଲେ ରବୀନା

ମୁମ୍ବାଇ: ୯୦ ଦଶକରେ ବଲିଉଡ୍‌ ସୁପରଷ୍ଟାର ଅକ୍ଷୟ କୁମାର ଏବଂ ଅଭିନେତ୍ରୀ ରବୀନା ଟଣ୍ଡନ ସେମାନଙ୍କ ସମ୍ପର୍କକୁ ନେଇ ବେଶ୍‌ ଚର୍ଚ୍ଚାରେ ଥିଲେ। ସେ ଅନ୍‌ସ୍କ୍ରିନ୍‌ ହେଉ କି ଅଫ୍‌ସ୍କ୍ରିନ୍‌। ସବୁଠି ଦୁହିଁଙ୍କ ନାଁରେ ଖୁବ୍‌ ଚର୍ଚ୍ଚା ହେଉଥିଲା। ୯୦ ଦଶକରେ…

କାବେରୀ ଜଳ ବିବାଦକୁ ନେଇ ଶୁକ୍ରବାର କର୍ନାଟକ ବନ୍ଦ, ପ୍ରଭାବିତ ହୋଇପାରେ ସାଧାରଣ ଜୀବନଯାତ୍ରା

ବେଙ୍ଗାଲୁରୁ,୨୮।୯: ତାମିଲନାଡୁକୁ କାବେରୀ ନଦୀ ଜଳ ଛାଡିବାକୁ ବିରୋଧ କରି ଲଗାତାର ବିରୋଧ ପ୍ରଦର୍ଶନ କରାଯାଉଛି। ପଡୋଶୀ ରାଜ୍ୟରେ ଚାଲିଥିବା ବିରୋଧ ମଧ୍ୟରେ ଶୁକ୍ରବାର ପୁଣି ଥରେ ଏକ ବନ୍ଦ ଡାକରା ଦିଆଯାଇଛି। ଏହାପୂର୍ବରୁ ମଙ୍ଗଳବାର ବେଙ୍ଗାଲୁରୁ ବନ୍ଦ ରହିଥିଲା ଏବଂ…

ରାଜସ୍ଥାନ-ତେଲଙ୍ଗାନା ଗସ୍ତ କରିବେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୮।୯: ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନ ରାଜ୍ୟ ଗସ୍ତରେ ଯାଇ ପ୍ରସ୍ତୁତିର ଆକଳନ କରୁଛନ୍ତି। ନିର୍ବାଚନ ହେବାକୁ ଥିବା ରାଜ୍ୟରେ ପ୍ରସ୍ତୁତିର ଆକଳନ ପାଇଁ ଶୁକ୍ରବାରଠାରୁ ରାଜସ୍ଥାନକୁ ତିନି ଦିନିଆ ଗସ୍ତରେ ଯିବେ। ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରବୀଣ…

ଅଗଷ୍ଟରେ କ୍ରେଡିଟ କାର୍ଡରେ କାରବାର ହୋଇଛି ୧.୫ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୨୮।୯: ଭାରତରେ କ୍ରେଡିଟ କାର୍ଡର ବ୍ୟବହାର ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ସପିଂ ଠାରୁ ଆରମ୍ଭ କରି ଘର ଭଡା ଦେବା କାମ ମଧ୍ୟ କ୍ରେଡିଟ କାର୍ଡ ଦ୍ୱାରା ହୋଇପାରୁଛି। କ୍ରେଡିଟ କାର୍ଡ ମାଧ୍ୟମରେ ଲୋକମାନେ ଇଏମଆଇ ବି ଦେଉଛନ୍ତି।…

ବିଶିଷ୍ଟ କୃଷି ବୈଜ୍ଞାନିକ ଡ. ଏମ୍‌ଏସ୍‌ ସ୍ବାମୀନାଥନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୯(ଅସମାପିକା ସାହୁ): ବିଶିଷ୍ଟ କୃଷି ବୈଜ୍ଞାନିକ ଡ. ଏମ୍‌ଏସ୍‌ ସ୍ବାମୀନାଥନଙ୍କ ଗୁରୁବାର ଦେହାନ୍ତ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି କହିଛନ୍ତି, ବିଶିଷ୍ଟ ବୈଜ୍ଞାନିକ ଡକ୍ଟର ଏମ୍‌ଏସ୍‌ ସ୍ବାମୀନାଥନଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ। ଭାରତରେ…

ଭାରତୀୟ ଦୂତାବାସ ଜାରି କଲା ୧୦ ଲକ୍ଷରୁ ଅଧିକ ଭିଜା, ୨୦୧୯ ତୁଳନାରେ ୨୦ ପ୍ରତିଶତରୁ ଅଧିକ ଆବେଦନ

ନୂଆଦିଲ୍ଲୀ,୨୮।୯: ଭାରତରେ ଆମେରିକାର ମିଶନ ୨୦୨୩ ରେ ୧ମିଲିୟନ ଅଣ-ପ୍ରବାସୀ ଭିଜା ଆବେଦନ ପ୍ରକ୍ରିୟାକରଣ ଲକ୍ଷ୍ୟକୁ ଅତିକ୍ରମ କରିଛି। ଆମେରିକାର ଦୂତାବାସ ଗୁରୁବାର ଘୋଷଣା କରିଛି ଯେ ଏହି ମିଶନ ୨୦୨୨ରେ ପ୍ରକ୍ରିୟାକୃତ ମୋଟ ମାମଲାକୁ ଅତିକ୍ରମ କରିସାରିଛି ଏବଂ ୨୦୧୯ରେ…

ଇଣ୍ଡିଆ ମେଣ୍ଟକୁ ଟାର୍ଗେଟ କଲେ ମୁଖତାର

ନୂଆଦିଲ୍ଲୀ,୨୮।୯: ପଞ୍ଜାବ ଏବଂ ବିହାରରେ ଚାଲିଥିବା ବିବାଦକୁ ନେଇ ଭାଜପା ନେତା ମୁଖତାର ଅବ୍ବାସ ନକଭି ଇଣ୍ଡିଆ ବିରୋଧୀ ଦଳର ମେଣ୍ଟକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ସେମାନେ ଏକାଠି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ବିଷୟରେ କହୁଛନ୍ତି ଏବଂ ପରସ୍ପରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri