Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍…
ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ ରଖିବା ପାଇଁ ଚାଣକ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ କଥାକୁ ସ୍ତ୍ରୀଙ୍କ ଆଗରେ ପ୍ରକାଶ ନ…
ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ
ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା ଦିଆଯାଇପାରିବ ନାହିଁ। ଭାରତ ଏହାର କାରଣ ମଧ୍ୟ ସ୍ପଷ୍ଟ କରିଛି। ଶନିବାର (ଅକ୍ଟୋବର…
ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍ଙ୍କ ଶେଷ କଲ୍
ନୂଆଦିଲ୍ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬ ଜଣ ଲୋକ ଯାତ୍ରା କରୁଥିଲେ, ଯେଉଁମାନେ ବୋଷ୍ଟନ ଯାଉଥିଲେ। ବିମାନର ଭଗ୍ନାଂଶ ମିଳିଥିବା…
ବନ୍ଧୁକ ମୁନରେ ଯୁବତୀଙ୍କୁ ବଳାତ୍କାର ମାମଲା: ଗପ ଶୁଣାଉଛି ପୋଲିସ
ଭୁବନେଶ୍ୱର,୪।୧୦ (ତ୍ରିନାଥ ମହାନ୍ତି): ନୟାପଲ୍ଲୀ ବେହେରାସାହି ବନ୍ଧୁକ ମୁନରେ ବଳାକତ୍ାର ମାମଲାରେ ଅଭିଯୁକ୍ତ ସନ୍ତୋଷ ପଣ୍ଡା ଓରଫ ଶ୍ରୀଧରଙ୍କୁ ପୋଲିସ ଗୁଳି କରିିବା ଘଟଣା ଏବେ ସାଧାରଣରେ ସନ୍ଦେହ ସୃଷ୍ଟି କରୁଛି। ପୋଲିସ ପକ୍ଷରୁ ଦିଆଯାଇଥିବା ବୟାନରେ ତାଳମେଳ ରହୁ ନ…
୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍ର ରେକର୍ଡ ରନ୍ ଚେଜ୍, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍
ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ମାତ୍ର ୪ ରନ୍ରେ ୨ଟି ଗୁରୁତ୍ୱପୂର୍ଣ୍ଣ…
ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍ଙ୍କୁ ମିଳିବ…
ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି ଓଡ଼ିଶା ସରକାର। ଭାରତୀୟ ଦଳର ଏହି ଐତିହାସିକ…
କରଞ୍ଜିଆରୁ ଫେରୁଥିଲେ ଏସ୍ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…
ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡ଼ା ଫାଣ୍ଡି ଅଧିକାରୀ ପାର୍ତ୍ତ ଓରାମଙ୍କୁ ଶନିବାର ନିଲମ୍ବିତ କରାଯାଇଛି। କେନ୍ଦୁଝର ଏସ୍ପି…
ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି
ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି ଷୋଡ଼ଶ ଉପଚାର ପର୍ବ। ୧୬ ଦିନ ବ୍ୟାପୀ ପାଳିତ ହେଉଥିବା ଏହି ପାରମ୍ପରିକ…
ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ
ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ ଦୁଇଟି ଦିନିକିଆ ମ୍ୟାଚରେ ବ୍ୟାଟିଂ ସୁଯୋଗ ପାଇ ନ ଥିବା ରାହୁଲ, ତୃତୀୟ…
ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ
ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର ୮ ରନ୍ ପାଇଁ ନିଜର ଶତକରୁ ବଞ୍ଚିତ ହୋଇଥିଲେ ସୁଦ୍ଧା, ଦିନିକିଆ କ୍ରିକେଟରେ…
ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ
ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ ଲଗାତାର ଦ୍ୱିତୀୟ ଥର ଏସିଆନ ଗେମ୍ସ ପୁରୁଷ ହକିରେ ଚାମ୍ପିୟନ ହୋଇଛି। ଏହି…
ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ
ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ ପାକିସ୍ତାନକୁ ପରାସ୍ତ କରି ଭାରତୀୟ ଦଳ ସ୍ବର୍ଣ୍ଣ ପଦକ ହାସଲ କରିଥିଲା। ପ୍ରଥମେ…

