Home

ଦଦରା ଚାଳ ଛପର ଘରେ ବିତୁଛି ସୀତାଙ୍କ ଜୀବନ

ମହାକାଳପଡ଼ା,୨୦ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ପରିଣତ ବୟସରେ ସମାଜରେ ବହୁ ଅସହାୟ ବୃଦ୍ଧାବୃଦ୍ଧମାନେ ଅଛନ୍ତି ଦୁଇ ଓଳିରେ ଦୁଇ ମୁଠା ଖାଇବାକୁ ପାଉ ନାହାନ୍ତି। ପରିଣତ ବୟସରେ ନିଜ ଜନ୍ମ କଲା ପୁଅମାନେ ପର କରିବା ପରେ ଅତି ଅସହାୟ ଭାବେ ଜୀବନ…

ସର୍ଭେରେ ଅଟକିଛି ମାଛଧରା ଜେଟି

ଛତ୍ରପୁର,୨୦ା୧୦(ସନ୍ତୋଷ ପାଢୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀଠାରେ ମାଛ ଧରା ଜେଟି (ଫିସିଂ ହାରବୋର) ନିର୍ମାଣ ପ୍ରସ୍ତାବ ଦୀର୍ଘବର୍ଷ ଧରି ଅଟକିରହିଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଧାରିତ ଜଙ୍ଗଲ ଜମିର କିସମ ପରିବର୍ତ୍ତନ, ଇଂଜିନିୟରିଂ ସର୍ଭେ, ପ୍ରକଳ୍ପ ନକ୍ସା…

୫ ଆସନରୁ ହୋଇନାହାନ୍ତି ବିଧାୟିକା

ବ୍ରହ୍ମପୁର,୨୦ା୧୦(ନରସିଂହ ସାହୁ): ରାଜ୍ୟରେ ୧୯୫୧-୧୯୫୨ରୁ ୨୦୧୯ ସୁଦ୍ଧା ୧୬ ବିଧାନସଭା ନିର୍ବାଚନ ହୋଇଛି। ବୃହତ୍ତମ ଜିଲା ଗଞ୍ଜାମର ୧୩ ନିର୍ବାଚନମଣ୍ଡଳୀ ମଧ୍ୟରୁ ୫ଟି ଯଥା ଛତ୍ରପୁର, ଗୋପାଳପୁର, ହିଞ୍ଜିଳି, ଭଞ୍ଜନଗର ଓ ପୋଲସରାରୁ ବିଧାୟିକା ନିର୍ବାଚିତ ହୋଇନାହାନ୍ତି। ୨୦୨୪ସାଧାରଣ ନିର୍ବାଚନ ନିକଟତର…

ପୁଅ ନାଁରେ ବଳାତ୍କାର ଅଭିଯୋଗ, ପିତାଙ୍କ କଟିଲା ଟିକେଟ୍‌

ଭୋପାଳ,୨୦।୧୦: ମଧ୍ୟପ୍ରଦେଶ କଂଗ୍ରେସ କମିଟି ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଏଥିରେ ବାଦନାଗର ବିଧାୟକ ମୁର୍ଲି ମୋରୱାଲଙ୍କ ଟିକେଟ କାଟି ଦିଆଯାଇଛି। ମୋରୱାଲଙ୍କ ପୁଅ କଂଗ୍ରେସ ନେତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା, ଯାହା ପରେ ତାଙ୍କ…

୧୦ ଲକ୍ଷ ଟଙ୍କା ନେଇ ଚମ୍ପଟ ମହିଳା

ଦେବଗଡ, ୨୦ /୧୦ (ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ଅନ୍ତର୍ଗତ ଗୋଗୁଆ ଗ୍ରାମର ୧୩ ଜଣ ମହିଳାଙ୍କ ୧୦ ଲକ୍ଷ ଟଙ୍କା ନେଇ ଜଣେ ମହିଳା ଚମ୍ପଟ ମାରିଥିବା ନେଇ ଦେବଗଡ ଥାନାରେ ଲିଖିତ ଅଭିଯୋଗ ହୋଇଥିବା ବେଳେ ପୋଲିସ…

ଅନନ୍ୟ ପରମ୍ପରା, ୩୨୨ ବର୍ଷର ବଳି ଖେଳ

ବାଲେଶ୍ୱର,୨୦।୧୦(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ରାଜବାଟୀରେ ରାଜପରିବାରଙ୍କ ଦ୍ୱାରା ପ୍ରତିଷ୍ଠିତ ମା’ କନକଦୁର୍ଗା ମନ୍ଦିରରେ ଦୁର୍ଗାପୂଜା ଉପଲକ୍ଷେ ପ୍ରାୟ ୩୨୨ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି ବଳି ଖେଳ। ମା’ଙ୍କ ନିର୍ଦ୍ଦେଶରେ ଜଣେ ବ୍ୟକ୍ତି ବେଲବରଣ ଦିନଠାରୁ ନିଜ ଘରଦ୍ୱାର ଛାଡ଼ି…

୫ ରାଉଣ୍ଡ ଗୁଳି ଫୁଟାଇ ୫ ଲକ୍ଷ ନେଇଗଲେ

କେନ୍ଦୁଝର,୨୦।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ନୟାକୋଟ ଥାନା ଫୁଲଝର ସ୍ବପ୍ନେଶ୍ୱର ପେଟ୍ରୋଲ ପମ୍ପରେ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତ ୫ ରାଉଣ୍ଡ ଗୁଳି ଫୁଟାଇ ୫ଲକ୍ଷ ଟଙ୍କା ନେଇଯାଇଛନ୍ତି। ଏନେଇ ପେଟ୍ରୋଲ ପମ୍ପ ମାଲିକ କ୍ଷେତ୍ରମୋହନ ମହାନ୍ତ…

ବଡ଼ ଭଉଣୀଙ୍କ ଆଶୀର୍ବାଦ ନେଲେ ରାଜ୍ୟପାଳ ରଘୁବର ଦାସ

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ):ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରଫେସର ଗଣେଶୀ ଲାଲ୍‌ଙ୍କ ସ୍ଥାନରେ ରଘୁବରଙ୍କୁ ଅବସ୍ଥାପିତ କରାଯାଇଛି। ରଘୁବରଙ୍କୁ ରାଜ୍ୟପାଳଭାବେ ନିଯୁକ୍ତ କରାଯିବା ପରେ ତାଙ୍କୁ ସବୁଆଡ଼ୁ ଶୁଭେଚ୍ଛା…

ବେନାମୀ ବ୍ୟାଙ୍କ ଆକାଉଣ୍ଟ୍‌ ରାକେଟ୍‌ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୨୦।୧୦(ସତ୍ୟଜିତ୍‌ ରାଉତ):ନିରୀହ ଗାଁ ଲୋକଙ୍କୁ ଫସାଇ ଖୋଲୁଥିଲେ ମ୍ୟୁଲ୍‌ ବ୍ୟାଙ୍କ୍‌ ଆକାଉଣ୍ଟ୍‌। ପରେ ଏହାକୁ ସାଇବର ଅପରାଧୀଙ୍କୁ ବିକ୍ରି କରି କମାଉଥିଲେ ବିପୁଳ ଟଙ୍କା। ଏଭଳି ଏକ ବେନାମି (ମ୍ୟୁଲ୍‌) ବ୍ୟାଙ୍କ ଆକାଉଣ୍ଟ୍‌ ର଼୍ୟାକେଟ୍‌କୁ ଓଡ଼ିଶା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ…

ମିଳିଲାନି ଲିଖିତ ପ୍ରତିଶ୍ରୁତି: ଆଜିଠୁ ବସ୍‌ ଧର୍ମଘଟ

ଭୁବନେଶ୍ୱର,୨୦ା୧୦ (ଅନିଲ ଦାସ):ରାଜ୍ୟ ସରକାରଙ୍କଠାରୁ ଲିଖିତ ପ୍ରତିଶ୍ରୁତି ମିଳିଲା ନାହିଁ। ଘରୋଇ ବସ୍‌ ମାଲିକ ସଂଘ ଡାକରାରେ ଶୁକ୍ରବାରଠାରୁ ସମଗ୍ର ରାଜ୍ୟରେ ବସ୍‌ ଧର୍ମଘଟ କରାଯିବ। ସରକାର ଲିଖିତ ପ୍ରତିଶ୍ରୁତି ନ ଦେବାରୁ ମାଲିକ ସଂଘ ବସ୍‌ ଧର୍ମଘଟ ନିଷ୍ପତ୍ତିରେ ଅଟଳ…

ଗଠନ ହେବ ୩ ସ୍ବତନ୍ତ୍ର ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୨୦ା୧୦(ଅନିଲ ଦାସ):ପୁରାତନ ଐତିହ୍ୟ, ସଂସ୍କୃତି, ବିଭିନ୍ନ ପ୍ରତ୍ନତାତ୍ତ୍ୱିକ କୀର୍ତ୍ତିରାଜି ତଥା ଗ୍ରନ୍ଥାଗାରଗୁଡ଼ିକର ବିକାଶ ପାଇଁ ରାଜ୍ୟ ସରକାର ୩ଟି ନୂତନ ସ୍ବତନ୍ତ୍ର ନିର୍ଦ୍ଦେଶାଳୟ ଗଠନ କରିବେ। ସେଗୁଡ଼ିକ ହେଲା ଗ୍ରନ୍ଥାଗାର ନିର୍ଦ୍ଦେଶାଳୟ, ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ସଂଗ୍ରହାଳୟ ନିର୍ଦ୍ଦେଶାଳୟ। ଉକ୍ତ…

ମୁଖ୍ୟମନ୍ତ୍ରୀଙ୍କ ଆଗରେ ହାତ ଯୋଡି ନ୍ୟାୟ ମାଗିଲେ ମା’-ଝିଅ

ଲକ୍ଷ୍ନୌ,୨୦।୧୦: ଉତ୍ତରପ୍ରଦେଶର ହାଥରସରେ ଭାଜପା ନାରୀ ଶକ୍ତି ବନ୍ଦନ କାର୍ଯ୍ୟକ୍ରମରେ ହଠାତ୍‌ ଏକ ରୋଚକ ଘଟଣା ଘଟିଛି। ଦୁଇଜଣ ମହିଳା ମଞ୍ଚରେ ଉପସ୍ଥିତ ଥିବା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସାମ୍ନାରେ ହାତ ଯୋଡି ନ୍ୟାୟ ମାଗିଥିଲେ। ଏହି କାର୍ଯ୍ୟକ୍ରମରେ ନାରୀ ଶକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?