Home

ଶୁକ୍ରବାରଠାରୁ ବସ୍ ଧର୍ମଘଟ, ପୂଜାରେ ଘରକୁ ଫେରିବାକୁ ହନ୍ତସନ୍ତ ହେବେ ଯାତ୍ରୀ

ଭୁବନେଶ୍ୱର,୧୯।୧୦: ପୂର୍ବ ଘୋଷଣା ଆନୁଯାୟୀ ନିଜ ଜିଦରେ ଅଟଳ ବସ୍ ମାଲିକ ସଂଘ। ଆସନ୍ତାକାଲି ଅର୍ଥାତ ଶୁକ୍ରବାରଠାରୁ ଧର୍ମଘଟ କରିବାକୁ ବସ୍‌ ମାଲିକ ସଂଘ ସଂପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ଗୁରୁବାର ପୂର୍ବାହ୍ନରେ ଘରୋଇ ବସ୍ ମାଲିକ ସଂଘ ଓ…

ପୋକ୍ସୋ କୋର୍ଟର ଐତିହାସିକ ରାୟ: ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ

ସୁନ୍ଦରଗଡ଼,୧୯।୧୦(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଟାଉନ୍‌ ଥାନା ଅଞ୍ଚଳରେ ଗତ ୨୦୧୬ ଅକ୍ଟୋବରରେ ଘଟିଥିବା ୪ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ମାମଲାର ଗୁରୁବାର ରାୟ ପ୍ରକାଶ ପାଇଛି। ସୁନ୍ଦରଗଡ଼ ପୋକ୍ସୋ କୋର୍ଟ ଜଜ୍‌ ତଥା ପ୍ରିଜାଇଡିଂ…

ଟିମ୍‌ ଇଣ୍ଡିଆ ଆଗରେ ବିଜୟ ଲକ୍ଷ୍ୟ ୨୫୭ ରନ୍‌

ପୁଣେ,୧୯।୧୦: ଭାରତ ଏବଂ ବାଂଲାଦେଶ ଦଳ ପୁଣେରେ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ପ୍ରଥମେ ବାଂଲାଦେଶ ବ୍ୟାଟିଂ କରି ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୫୬ ରନରେ ସୀମିତ ରହିଛି। ଫଳରେ ଟିମ୍‌ ଇଣ୍ଡିଆ ଆଗରେ ବିଜୟ ଲକ୍ଷ୍ୟ ୨୫୭ ରନ୍‌…

ସିବିଆଇର ଅପରେଶନ ଚକ୍ର: ଇଣ୍ଟରନ୍ୟାଶନାଲ ସାଇବର ଫ୍ରଡ ମାମଲାରେ ୧୧ ରାଜ୍ୟର ୭୬ ସ୍ଥାନରେ ଚଢାଉ

ନୂଆଦିଲ୍ଲୀ,୧୯।୧୦: ସାଇବର ଅପରାଧକୁ ଦମନ କରିବା ପାଇଁ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ବୁଧବାର ରେ ଦେଶବ୍ୟାପୀ ଅଭିଯାନ ‘ଅପରେସନ ଚକ୍ର ୨’ ଆରମ୍ଭ କରିଛି। ଦେଶର ବିଭିନ୍ନ ରାଜ୍ୟରେ ବିଶେଷ କରି ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, କର୍ନାଟକ, ହରିୟାଣା, କେରଳ, ତାମିଲନାଡୁ,…

ବନ୍ଧୁକମୁନରେ ପେଟ୍ରୋଲ ପମ୍ପ୍‌ରୁ ୫ ଲକ୍ଷ ଟଙ୍କା ଲୁଟିନେଲେ ଲୁଟେରା

କେନ୍ଦୁଝର,୧୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ବନ୍ଧୁକମୁନରେ ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟି ନେବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ଦୁର୍ବୃତ୍ତମାନେ ୫ ରାଉଣ୍ଡ ଗୁଳି ଫୁଟାଇ ୫ ଲକ୍ଷ ଟଙ୍କା ଲୁଟିନେଇଛନ୍ତି। ଏଭଳି ଏକ ବଡ଼ଧରଣର ଡକାୟତି ଘଟଣା ବାଂଶପାଳ ବ୍ଲକ…

‘ଗାଜାରୁ ବାହାରିବା ସାଧାରଣ ଜନତାଙ୍କ ପାଇଁ ହୋଇ ପଡିଛି ମୁସ୍କିଲ’, ଇସ୍ରାଏଲ-ହମାସ ଯୁଦ୍ଧକୁ ନେଇ କହିଲା ବୈଦେଶିକ ମନ୍ତ୍ରଣାଳୟ

ଇସ୍ରାଏଲ/ନୂଆଦିଲ୍ଲୀ,୧୯।୧୦: ଇସ୍ରାଏଲ ଏବଂ ପାଲେଷ୍ଟାଇନର ଉଗ୍ରବାଦୀ ସଂଗଠନ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ, ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଗୁରୁବାର କହିଛି ଯେ ଏପର୍ଯ୍ୟନ୍ତ ପ୍ରାୟ ୧୨୦୦ ଭାରତୀୟ ନାଗରିକଙ୍କୁ ଇସ୍ରାଏଲରୁ ସ୍ଥାନାନ୍ତର କରାଯାଇଛି। ଏଥିମଧ୍ୟରେ ୧୮ ଜଣ…

ଦୁନିଆରେ ମାତ୍ର ୪ ଦିନ ବଞ୍ଚିଲେ, କିନ୍ତୁ ୬ ଜଣଙ୍କ ଜୀବନ ବଞ୍ଚାଇଲେ

ସୁରତ,୧୯।୧୦:ଗୁଜରାଟର ସୁରଟ ସହରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଏଠାରେ ମାତ୍ର ୪ ଦିନର ଶିଶୁର ଅଙ୍ଗଦାନ କରିଛନ୍ତି। ଫଳରେ ୬ଟି ଜୀବନ ବଞ୍ଚିଯାଇଛି । ସୁରତ ସରଥାନାରେ ରହୁଥିବା ହର୍ଷଙ୍କ ସ୍ତ୍ରୀ ଚେତନା ଅକ୍ଟୋବର ୧୩ରେ ଏକ ସନ୍ତାନ ଜନ୍ମ…

ନେତାନ୍ୟାହୁ କହିଲେ ଏହା ପୂରା ସଭ୍ୟ ସମାଜର ଲଢେଇ, ସୁନକ କହିଲେ ଆମେ ତୁମ ସହ ଅଛୁ

ଜେରୁଜେଲମ,୧୯।୧୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ବିବାଦ ଆରମ୍ଭ ହେବାର ୧୩ ଦିନ ହୋଇଗଲାଣି। ଏପର୍ଯ୍ୟନ୍ତ ଉଭୟ ପାର୍ଶ୍ୱରୁ ଚାଲିଥିବା ଆକ୍ରମଣରେ ପ୍ରାୟ ୫୦୦୦ ଲୋକ ପ୍ରାଣ ହରାଇଛନ୍ତି। ଇସ୍ରାଏଲରେ ହମାସ ଆକ୍ରମଣରେ ମୃତ୍ୟୁ ସଂଖ୍ୟା ୧୪୦୦ରୁ ଅଧିକ। ଅନ୍ୟପକ୍ଷରେ ଗାଜା…

୬ ବର୍ଷ ପରେ ଏମିତି କାମ କଲେ କୋହଲି

ପୁନେ,୧୯।୧୦: ବିରାଟ କୋହଲି ସବୁବେଳେ ଦଳର ଆବଶ୍ୟକତା ପାଇଁ ଛିଡା ହୁଅନ୍ତି। ଆଜି ଏହାର ଆଉ ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବୋଲିଂ ବେଳେ ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଥିଲେ। ଏହା ପରେ ବିରାଟ କୋହଲି ଅଧା ଓଭର ଶେଷ କରିବାକୁ…

ଅଷ୍ଟ୍ରେଲିଆ-ପାକିସ୍ତାନ ମ୍ୟାଚ ପୂର୍ବରୁ ବେଙ୍ଗାଲୁରୁରେ ବିସ୍ଫୋରଣର ମିଛ ଖବର

ବେଙ୍ଗାଲୁରୁ,୧୯।୧୦: ବିଶ୍ୱକପ ୨୦୨୩ ମ୍ୟାଚ ବେଙ୍ଗାଲୁରୁରେ ଅଷ୍ଟ୍ରେଲିଆ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯିବ। ଏହାପୂର୍ବରୁ ବେଙ୍ଗାଲୁରୁରେ ବୋମା ବିସ୍ଫୋରଣର ମିଥ୍ୟା ଖବର ପ୍ରଚାରିତ ହେଉଛି। ବିଶ୍ୱକପର ୧୮ତମ ମ୍ୟାଚ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ପାକିସ୍ତାନ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଏହି…

ଶାହାରୁଖଙ୍କ ସହ ନଜର ଆସିବେ ଝିଅ ସୁହାନା

ମୁମ୍ବାଇ: ସୁହାନା ଖାନ୍‌ ପ୍ରଥମ ଥର ପାଇଁ ଓଟିଟିରେ ଅଭିନୟ କରୁଥିବା ଦେଖିବାକୁ ମିଳିବ। ବାପା ଶାହାରୁଖଙ୍କ ପରବର୍ତ୍ତୀ ଫିଲ୍ମରେ ଝିଅ ସୁହାନା ନଜର ଆସିବେ। ‘ପଠାନ’ ଏବଂ ‘ଜଓ୍ବାନ’ର ଅଦ୍ଭୁତପୂର୍ବ ସଫଳତା ପରେ ରୋମାନ୍ସ କିଙ୍ଗ୍‌ ଶାହାରୁଖ ତାଙ୍କ ଆକ୍ସନ…

ଛତିଶଗଡ଼ ପାଇଁ ଭାଜପା ଷ୍ଟାର ପ୍ରଚାରକଙ୍କ ଲିଷ୍ଟରେ ମୋଦି

ରାୟପୁର,୧୯।୧୦: ଛତିଶଗଡ଼ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଗୁରୁବାର ଷ୍ଟାର ପ୍ରଚାରକଙ୍କ ଲିଷ୍ଟ ଜାରି କରିଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜେପି ନଡ୍ଡା, ରାଜନାଥ ସିଂ ଓ ଅମିତ ଶାହାଙ୍କ ସମେତ ୪୦ ନେତାଙ୍କ ନାମ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?