Home

NEET Re-Exam ପରୀକ୍ଷାରେ ବଡ଼ ପରିବର୍ତ୍ତନ, ପରୀକ୍ଷା ସମୟ ଅବଧି…..

ନୂଆଦିଲ୍ଲୀ,୧୨।୬: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) NEET ପୁନଃପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ଏହି ପ୍ରକ୍ରିୟାର ଏକ ଅଂଶ ଭାବରେ, NTA କିଛି ପରିବର୍ତ୍ତନ ଘୋଷଣା କରିଛି, ଯେଉଁଥିରେ ଉତ୍ତର ଖାତାର ଡିଜାଇନରେ ପରିବର୍ତ୍ତନ କରାଯାଇଛି । ଏହା…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର ଓ ଖ୍ରୀଷ୍ଟପୂର୍ ଗାଁରେ ୬ ଜଣଙ୍କ ଘରର ଟିଣ ଛପର ଉଡିଯାଇଥିବା ବେଳେ…

ବିନା ଲାଇସେନ୍ସରେ ୯୦୦ରୁ ଅଧିକ ବିମାନ ଉଡ଼ାଣ କରିଛନ୍ତି ଏହି ପାଇଲଟ୍‌, ପୂରା ଘଟଣା ଜାଣିଲେ…

ଅଟାଓ୍ବା,୧୨ା୬: କାନାଡାର ପ୍ରମୁଖ ବିମାନ କମ୍ପାନୀ ଏୟାର କାନାଡା ସହିତ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୂର୍ବତନ ବିମାନ ପାଇଲଟ୍‌ ଜେଫ୍ରି ଓ୍ବାଲ ପ୍ରାୟ ୧୭ ବର୍ଷ ଧରି ଆବଶ୍ୟକ ଏବଂ ଉପଯୁକ୍ତ ଲାଇସେନ୍ସ ବିନା ବଡ଼ ଯାତ୍ରୀବାହୀ…

ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର ୯୪୦ ଟଙ୍କା ବୃଦ୍ଧି ପାଇଛି। ଫଳରେ ୨୪ କ୍ୟାରେଟ ସୁନା ଦର ୧…

ଓଡ଼ିଶା ପାଇଁ ଗୌରବ ଆଣିଲେ ସୁଦର୍ଶନ ପଟ୍ଟନାୟକ: ପ୍ରଥମ ଭାରତୀୟ ଭାବେ ଜିତିଲେ…

ଭୁବନେଶ୍ୱର,୧୨।୬: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇତିହାସ ରଚିଛନ୍ତି। ସେ ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି। ପ୍ରଥମ ଭାରତୀୟ ବାଲୁକା ଶିଳ୍ପୀ ଭାବେ ଏହି ଉପଲବ୍ଧି ହାସଲ କରିଛନ୍ତି। ବାଲୁକା କଳା କ୍ଷେତ୍ରରେ ଅତୁଳନୀୟ…

ପୁଣି ମହାପ୍ରଭଙ୍କୁ ଅସମ୍ମାନ, ଶାଢ଼ିରେ ଜଗନ୍ନାଥଙ୍କ ଚିତ୍ର ଦେଖି ତେଜିଲା ଅସନ୍ତୋଷ

ଭୁବନେଶ୍ୱର,୧୨ା୬: ପୁଣି ମହାପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଛି। ଶାଢ଼ିରେ ମହାପ୍ରଭୁଙ୍କ ଚିତ୍ର ଥିବା ସୋସିଆଲ ମିଡିଆରେ ବିଜ୍ଞାପନ ଭାଇରାଲ ହେଉଛି। ଶାଢ଼ି କାନିରେ ତିନି ରଥ ଓ ସେହି ରଥରେ ତିନି ଠାକୁରଙ୍କ ଚିତ୍ର ରହିଛି। ସୋନାଇ ଷ୍ଟୋର ନାମକ ଏକ…

ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ

ଗୁଣପୁର,୧୨।୬(ସଂକେତ ପାତ୍ର): ରାୟଗଡା ଜିଲା ଗୁଣପୁରର ପୂର୍ବତନ ବିଧାୟକଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଅମଡିଙ୍ଗ୍ ଗ୍ରାମର ରାମମୂର୍ତ୍ତି ଗମାଙ୍ଗଙ୍କ ଭୁବନେଶ୍ୱରରେ ଦେହାନ୍ତ ହୋଇଯାଇଛି । ସେ କିଛି ଦିନ ଧରି ଭୁବନେଶ୍ୱରରେ ଘରଭଡ଼ା ନେଇ ସପରିବାର ରହୁଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରରେ…

ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା: ଜୁଲାଇ ୧୫ ସୁଦ୍ଧା ଆରମ୍ଭ ହେବ…

ନୂଆଦିଲ୍ଲୀ,୧୨।୬: ରେଳ ଟିକେଟ ବୁକ କରୁଥିବା ଲୋକଙ୍କ ପାଇଁ ଏକ ଖୁସି ଖବର। ଏକ ନୂତନ IRCTC ୱେବସାଇଟ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଲୋକମାନେ ପ୍ରାୟତଃ IRCTC ମାଧ୍ୟମରେ ଟିକେଟ ବୁକ କରିବା ସମୟରେ ଅସୁବିଧାର ସମ୍ମୁଖୀନ ହୁଅନ୍ତି।…

ଜେଲ୍ ୱାର୍ଡରଙ୍କ ଦବଙ୍ଗଗିରି! ବିଚ୍ ରାସ୍ତାରେ ଯୁବକଙ୍କୁ ଚାପୁଡ଼ା, ଭିଡିଓ ଭାଇରାଲ

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ) : ବ୍ରହ୍ମପୁର ମଣ୍ଡଳ କାରାଗାର ମୁଖ୍ୟ ଫାଟକ ସମ୍ମୁଖରେ ଜେଲ ଓ୍ବାର୍ଡର ଜଣେ ଯୁବକଙ୍କୁ ମାଡ ମାରୁଥିବା ଭିଡିଓ ଭାଇରାଲ ହେଉଛି । ଜଣେ ମହିଳାଙ୍କ ମୋବାଇଲ ଫୋନ ଚୋରି କରିବା ଅଭିଯୋଗରେ ଓ୍ବାର୍ଡର ଜଣକ ଯୁବକଙ୍କୁ…

କମ୍‌ ବୟସରେ ଟଳିପଡ଼ିଲେ ଭାରତର ପ୍ରସିଦ୍ଧ ଶୁଟର: ଜିତିଥିଲେ ସ୍ବର୍ଣ୍ଣପଦକ

ନୂଆଦିଲ୍ଲୀ,୧୨।୬:ପ୍ରସିଦ୍ଧ ଶୁଟର ତଥା ଭାରତୀୟ ଅଲିମ୍ପିକ ଷ୍ଟାର ମନୁ ଭାକରଙ୍କ କୋଚ ଜସପାଲ ରାଣାଙ୍କ ଦେହାନ୍ତ ହୋଇଛି। ମ୍ୟୁନିଚ୍‌ରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ ପରେ ଭାରତ ଫେରିବା ସମୟରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ଭାରତ ଫେରିବା ପରେ, ତାଙ୍କୁ ଦିଲ୍ଲୀର ଏକ…

ସରଗୀ ଫୁଲରେ ଦଲାଲଙ୍କ ଦବଦବା : ଏମଏସପି ଘୋଷଣା, କ୍ରୟ କେନ୍ଦ୍ର ଖୋଲିବାକୁ ଦାବି

ଅମରପାଲି,୧୨।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ଏବେ ଶାଳ (ସରଗୀ) ଫୁଲ ସଂଗ୍ରହ କାର୍ଯ୍ୟ ଜୋରଦାର ଭାବେ ଚାଲିଛି। ଆଦିବାସୀ ଓ ଜଙ୍ଗଲ ଉପରେ ନିର୍ଭରଶୀଳ ହଜାର ହଜାର ପରିବାର ସକାଳୁ ଜଙ୍ଗଲକୁ ଯାଇ ସରଗୀ ଫୁଲ ସଂଗ୍ରହ କରୁଥିବା…

ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ, ଚାରିଆଡ଼େ ଚର୍ଚ୍ଚା: ନରେନ୍ଦ୍ର ମୋଦିଙ୍କ…

ଭୁବନେଶ୍ୱର,୧୨।୬: ଓଡ଼ିଶାରେ ଭାଜପା ସରକାରକୁ ୨ବର୍ଷ ପୂରିଛି। ଏହି ଅବସରରେ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ସେ କହିଛନ୍ତି, ୧୨ ଜୁନ ୨୦୨୪, ଆଜିକୁ ଠିକ ଦୁଇ ବର୍ଷ ପୂର୍ବେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?