ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ‘ପ୍ରତୀକ୍ଷା’
ଭୁବନେଶ୍ୱର,୨୪।୮(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ଏଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛି। ଫିଚର ଫିଲ୍ମ ବର୍ଗରେ ଏହା ମନୋନୀତ ହୋଇଥିବାବେଳେ ନନ୍ ଫିଚର ଫିଲ୍ମ ବର୍ଗର ସ୍ପେଶାଲ ମେନ୍ସନ୍ରେ ଅନ୍ୟତମ ଓଡ଼ିଆ ଚଳଚ୍ଚିତ୍ର ‘ଦ ହିଲିଙ୍ଗ ଟଚ୍’…
ଜଳୁନି ଷ୍ଟ୍ରିଟ ଲାଇଟ, ବଢ଼ୁଛି ଅସନ୍ତୋଷ
ବ୍ରହ୍ମପୁର,୨୫ା୮(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) ପକ୍ଷରୁ ବିଦ୍ୟୁତ ବିଲ ଦେୟ ହ୍ରାସ ଲକ୍ଷ୍ୟ ନେଇ ସହରର ପ୍ରତି ଅଞ୍ଚଳରେ ଏଲ୍ଇଡି ଷ୍ଟ୍ରିଟ ଲାଇଟ ଦ୍ୱାରା ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ୨୦୧୮ରେ ନିଗମ ପକ୍ଷରୁ ଏହି ବ୍ୟବସ୍ଥା ଆରମ୍ଭ…
୩୦ ଯାଏ ବର୍ଷା ନାହିଁ: ୨ରେ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର,୨୫ା୮(ଅନିଲ ଦାସ):ଚଳିତ ବର୍ଷ ମୌସୁମୀ ଧୋକା ଦେଇଛି। ରାଜ୍ୟରେ ଏହା ସ୍ବାଭାବିକ ହେଉନାହିଁ। ୧୧ ଜିଲାରେ ନିଅଣ୍ଟିଆ ପରିସ୍ଥିତି। ନିକଟରେ ରାଜ୍ୟକୁ ଆଉ ବଡ଼ ବର୍ଷାର କୌଣସି ସୂଚନା ନ ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଚାଷ କେମିତି ହେବ…
ବର୍ଷା ଅଭାବରୁ ଜମି ଫାଟି ଆଁ, ଚାଷୀ ଚିନ୍ତାରେ
ପାରଳାଖେମୁଣ୍ଡି,୨୫ା୮(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଓ ପାରଳା ଖାସ୍ପା ଅଞ୍ଚଳର ଚାଷୀ ଏବେ ଚିନ୍ତାରେ। ବର୍ଷା ଅଭାବ ଯୋଗୁଁ ଜମି ଫାଟି ଆଁ କରିବା ସହ ଧାନ ଗଛ ସବୁ ନଷ୍ଟ ହେବାକୁ ଲାଗିଲାଣି। ଜିଲାରେ ଅଗଷ୍ଟ ମାସରେ ୫୭…
ଗୋଟିଏ ଗୋଡ଼ରେ ଭତ୍ତା ପାଇଁ ଦୌଡ଼
ପରଜଙ୍ଗ, ୨୫।୮(ନିଗମାନନ୍ଦ ଦଳବେହେରା): ଜନ୍ମରୁ ଗୋଟିଏ ଗୋଡ଼ ଅଚଳ। ପ୍ରମାଣପତ୍ର କହୁଛି ୫୦% ଦିବ୍ୟାଙ୍ଗ। ନିୟମ ଅନୁଯାୟୀ ଅନେକ ସରକାରୀ ଯୋଜନାର ଲାଭ ପାଇବାକୁ ଯୋଗ୍ୟ। ହେଲେ ଅଦ୍ୟାବଧି ଦୂର ହୋଇପାରିନାହିଁ ଦୁଃଖ। ଏଭଳି ସ୍ଥିତିରେ ଗୋଟିଏ ଗୋଡ଼ରେ ୧୬ ବର୍ଷ…
ବିନା ଅନୁମତି ଯୋଗୁ ବାହାନଗା ଦୁର୍ଘଟଣା
ନୂଆଦିଲ୍ଲୀ,୨୫ା୮(ପି.ଟି.):ବାଲେଶ୍ୱର ଜିଲା ବାହାନଗା ବଜାର ରେଳ ଷ୍ଟେଶନ ନିକଟ ଲେଭଲ କ୍ରସିଂରେ ମରାମତି କାର୍ଯ୍ୟ ପୂର୍ବରୁ ବରିଷ୍ଠ ଡିଭିଜନାଲ ଏବଂ ଟେଲିକମ୍ ଇଞ୍ଜିନିୟରଙ୍କ ଅନୁମତି ନିଆଯାଇ ନ ଥିଲା। ଏପରି କି ଏଥିପାଇଁ କୌଣସି ସର୍କିଟ୍ ଡାଏଗ୍ରାମକୁ ମଧ୍ୟ ଅନୁମୋଦନ କରାଯାଇ…
ସ୍ବାବଲମ୍ବୀ କରିଛି ଅର୍ଗାନିକ ଚାଷ
ଯୋଡା,୨୫ା୮(ମାନସ ମହାନ୍ତି): କାନପୁର ଡ୍ୟାମ୍ ପାଇଁ ବିସ୍ଥାପିତ ହୋଇ ଯୋଡ଼ାକୁ ଆସିଥିଲେ। ପରିବାର ଚଳାଇବା ପାଇଁ ବିଭିନ୍ନ ଖଣି ବୁଲି ମଧ୍ୟ ରୋଜଗାର ପାଇ ନ ଥିଲେ। ଶେଷରେ ନିଜ ଉଦ୍ୟମ ବଳରେ ଯୋଡ଼ା ଭଳି ଖଣି ଉପତ୍ୟକାରେ ହରିତ ବିପ୍ଲବର…
ମଣିପୁର ଘଟଣା ପାଇଁ କଂଗ୍ରେସ ଦାୟୀ: ବୀରେନ ସିଂ
ନୂଆଦିଲ୍ଲୀ,୨୫।୮: ଗତ କିଛି ମାସ ଧରି ଉତ୍ତର-ପୂର୍ବ ରାଜ୍ୟ ମଣିପୁରରେ ଚାଲିଥିବା ହିଂସା ପାଇଁ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ କଂଗ୍ରେସକୁ ଦାୟୀ କରିଛନ୍ତି। ରାଜ୍ୟରେ ଶାନ୍ତି ଫେରାଇ ଆଣିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ…
ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ଲୋଗୋ ପ୍ରସ୍ତୁତି ଶେଷ
ନୂଆଦିଲ୍ଲୀ,୨୫।୮: ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ତୃତୀୟ ବୈଠକ ପୂର୍ବରୁ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ଏହାର ଲୋଗୋ ପ୍ରସ୍ତୁତ କରିଛି। ଜାତୀୟ ପତାକାର ତିନୋଟି ରଙ୍ଗ ବ୍ୟତୀତ, ଲୋଗୋରେ ନୀଳ ରଙ୍ଗ ବ୍ୟବହାର କରାଯିବ। ତିନି ଦିନିଆ ବୈଠକର ପ୍ରଥମ ଦିନ…
ରେକର୍ଡ ଭାଙ୍ଗିଲେ ବାବର ଆଜମ
ନୂଆଦିଲ୍ଲୀ,୨୫।୮: ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍ର ପାକିସ୍ତାନ ଆଫଗାନିସ୍ତାନକୁ ଗୋଟିଏ ଉଇକେଟ୍ର ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଆଫଗାନିସ୍ତାନ ୩୦୦ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ପାକିସ୍ତାନ ୯ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିଛି। ବାବର ଆଜାମ…
ପୁରୁଣା ଜେଲ ଜମିରେ ପୋତାଯାଉଛି ଖୁଣ୍ଟ, ବୁଲାଯିବ ବାଡ଼
ନୟାଗଡ,୨୫।୮(ଲୋକନାଥ ମିଶ୍ର): ଜବରଦଖଲକୁ ଏଡ଼ାଇବା ପାଇଁ ନୟାଗଡ଼ର ହାର୍ଟ କୁହାଯାଉଥିବା ପୁରୁଣା ଜେଲ ଜମିକୁ ମ୍ୟୁନିସିପାଲିଟି ପକ୍ଷରୁ ସିମେଣ୍ଟ ଖୁଣ୍ଟ ପୋତା ଯାଉଥିବାବେଳେ ତାର ବାଡ ବୁଲାଇବାର ବ୍ୟବସ୍ଥା ରହିଛି। ତେବେ ପୁରୁଣା ଜେଲ ଜମିର କିଛି ଅଂଶରେ ପରିବା ମାର୍କେଟ…
ପାଣି ନାହିଁ: ଜମି ପଡ଼ିଆ, ମରୁଡ଼ି ଆଶଙ୍କା
ରଣପୁର,୨୫ା୮(ସୁକାନ୍ତ କିଶୋର ଡ଼ାକୁଆ): ନୟାଗଡ଼ ଜିଲା ରଣପୁର ଏନ୍ଏସି ସହ ବ୍ଲକର ୩୭ଟି ପଞ୍ଚାୟତରେ ଚଳିତବର୍ଷ ପର୍ଯ୍ୟାପ୍ତ ପରିମାଣର ବର୍ଷା ନ ହେବାରୁ ଜମି ପଡ଼ିଆ ପଡ଼ିଥିବା ବେଳେ ମରୁଡ଼ି ହେବା ନେଇ ଚାଷୀ ଆଶା ଆଶଙ୍କାରେ ରହିଛନ୍ତି। ଜୁନଠାରୁ ରାଜ୍ୟରେ…
Archives


