ପିଲାମାନଙ୍କୁ ହତ୍ୟା କରାଯାଉଥିଲା ବେଳେ କେଉଁଠି ଥିଲେ ଜାତିସଂଘ-ଡବ୍ଲ୍ୟୁଏଚଓ: ଇସ୍ରାଏଲର ପ୍ରଶ୍ନ…
ଜେରୁଜେଲମ,୧୬।୧୦: ହମାସ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦର ସମାଧାନର ରାସ୍ତା ଦେଖାଯାଉ ନାହିଁ। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢ଼ିବାରେ ଲାଗିଛି। ଗୋଟିଏ ପଟେ ରୁଷିଆ ୟୁକ୍ରେନ ବିବାଦ ନେଇ ବିଶ୍ୱ ଶାନ୍ତି ବ୍ୟାହତ ହୋଇଥିବାବେଳେ ଏବେ ହମାସ ଇସ୍ରାଏଲ…
ମିଜୋରାମ ବିଧାନସଭା ନିର୍ବାଚନ ଲଢିବ ଏଏପି
ନୂଆଦିଲ୍ଲୀ,୧୬।୧୦(୦୭): ଆମ୍ ଆଦମୀ ପାର୍ଟି (ଏଏପି) ମିଜୋରାମ ବିଧାନସଭା ନିର୍ବାଚନ ୨୦୨୩ରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଛି। ଆମ ଆଦମୀ ପାର୍ଟି ଖୁବ ଶୀଘ୍ର ଏଥିପାଇଁ ଆସନ ଘୋଷଣା କରିବେ। ମିଜୋରାମରେ ପ୍ରତିଦ୍ୱନ୍ଦ୍ୱିତା ନିର୍ବାଚନ ଘୋଷଣା ହେବା ସହିତ ଆମ ଆଦମୀ…
ପରିତ୍ୟକ୍ତ ଅବସ୍ଥାରେ ଦେଶର ପ୍ରଥମ ଘରୋଇ ପାୱାର ହାଉସ
ଭବାନୀପାଟଣା,୧୬।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଗାନ୍ଧୀଛକ ନିକଟରେ ୧୯୨୫ରେ ନିର୍ମାଣ ହୋଇଥିବା ଦେଶର ପ୍ରଥମ ଘରୋଇ ପାୱାର ହାଉସ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡିରହିଛି। ତକତ୍ାଳୀନ କଳାହାଣ୍ଡି ମହାରାଜା ବ୍ରଜମୋହନ ଦେଓଙ୍କ ଉଦ୍ୟମକ୍ରମେ ଏହା ଆରମ୍ଭ ହୋଇଥିଲା।…
ଭଙ୍ଗା ଘରେ ଚାଲିଛି ସେବା ସମବାୟ ସମିତି
ତଳଗାଁ,୧୬ା୧୦(କୁନା ବେହେରା): ରାଜ୍ୟ ସରକାର କୃଷକମାନଙ୍କ ଉନ୍ନତି ସକାଶେ ସେବା ସମବାୟ ସମିତି ଜରିଆରେ ବିଭିନ୍ନ ଯୋଜନା କରି ଆସୁଥିବା ବେଳେ ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ହରଭଙ୍ଗାଠାରେ ଥିବା ସେବା ସମବାୟ ସମିତି ନାହି ନାହିଁରେ ଚାଲିଥିବା ଦେଖିବାକୁ ମିଳିଛି।…
ଇସ୍ରାଏଲ-ହାମାସ ବିବାଦରେ ୩,୯୦୦ ନିହତ, ଗାଜାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ରୋଗୀଙ୍କୁ ଧମକ…
ଜେରୁଜେଲମ, ୧୬।୧୦: ହମାସ ଇସ୍ରାଏଲ ଉପରେ ଆକ୍ରମଣ ଆରମ୍ଭ କରିବାର ୧୦ ଦିନ ବିତିଲାଣି । ଆକ୍ରମଣ ଯୋଗୁ ଏପର୍ଯ୍ୟନ୍ତ ୧,୪୦୦ ଇସ୍ରାଏଲ ନାଗରିକଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ, ଗାଜା ଷ୍ଟ୍ରିପରେ ଇସ୍ରାଏଲ ପକ୍ଷରୁ ହୋଇଥିବା ଏୟାର ଷ୍ଟ୍ରାଇକରେ ମୃତ୍ୟୁ ସଂଖ୍ୟା…
ବର୍ଷକୁ ୧୦ଦିନ ଖୋଲାହୁଏ ମା’ ଦାଣ୍ଡୁମାରମ୍ମାଙ୍କ ମନ୍ଦିର
ପାରଳାଖେମୁଣ୍ଡି(ଗିରିଧାରୀ ପରିଛା),୧୬ା୧୦: ଗଜପତି ଜିଲା ପାରଳାଖେମୁଣ୍ଡି ସହରଠାରେ ଏକ ଭିନ୍ନ ପରମ୍ପରାର ଦୁର୍ଗା ମନ୍ଦିର ରହିଛି। ଯେଉଁ ମନ୍ଦିରଟି ବର୍ଷକୁ କେବଳ ୧୦ଦିନ ଖୋଲାଯାଇ ମା’ଙ୍କୁ ପୂଜା କରାଯାଇଥାଏ । ଅନ୍ୟଦିନେ ଏହି ମନ୍ଦିରରେ ତାଲା ଝୁଲିଥାଏ। ଏହି ମନ୍ଦିର ହେଉଛି…
ବାବର ଆଜମ ଆଉଟ୍ ହେବାପରେ ଟିଭି ଭାଙ୍ଗିଦେଲେ କୁନି ପ୍ରଶଂସକ: ଦେଖନ୍ତୁ ଭିଡ଼ିଓ
ଇସଲମାବାଦ୍,୧୬।୧୦(୦୭):ଭାରତ-ପାକିସ୍ତାନ ମ୍ୟାଚ ପାଇଁ କ୍ରେଜ ଅଧିକ ରହିଛି। କ୍ରିକେଟ ଦୁନିଆରେ ପ୍ରଶଂସକମାନେ ଏହି ଦୁଇ ଦଳ ମଧ୍ୟରେ ମୁକାବିଲାକୁ ସବୁବେଳେ ଅପେକ୍ଷା କରନ୍ତି। ଯେଉଁ ଦଳ ମ୍ୟାଚ ଜିତେ, ସେହି ଦଳର ପ୍ରଶଂସକମାନେ ଜୋରଦାର ସେଲିବ୍ରେଶନ କରନ୍ତି, ହାରିଯାଇଥିବା ଦଳର ପ୍ରଶଂସକଙ୍କ…
ବିଲ ନାଳ ଡେଇଁ ବିଦ୍ୟାଳୟ ଯାଉଛନ୍ତି ପିଲା
ଫୁଲବାଣୀ, ୧୬ା୧୦(ରାକେଶ କୁମାର ରାଉତ): ସବୁ ବେଳେ ବିକାଶ କଥା କୁହାଯାଉଛି। ହେଲେ ବିକାଶ କିଭଳି ଅପହଞ୍ଚ ତାହାର ନମୁନା କନ୍ଧମାଳ ଜିଲା ଖଜୁରିପଡା ବ୍ଲକରେ ଦେଖିବାକୁ ମିଳିଛି। ଏହି ବ୍ଲକର ଆଡାସିପଡା ପଞ୍ଚାୟତ ଗବାସରୁ ଗ୍ରାମର କାମ୍ବାନେଡା ସାହିର ଛାତ୍ରୀଛାତ୍ରମାନେ…
ଏମ୍କେସିଜି ପୁରୁଣା ଇନଡୋର୍ କୋଠା ଅସୁରକ୍ଷିତ
ବ୍ରହ୍ମପୁର,୧୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଏମକେସିଜ ମେଡିକାଲର ପୁରୁଣା ଇନଡୋର୍ କୋଠାକୁ ଫାଇଲିନ୍ ମହାବାତ୍ୟା ପରଠାରୁ ଅସୁରକ୍ଷିତ ଘୋଷଣା କରାଯାଇଛି। ଦୀର୍ଘ ୧୧ବର୍ଷ ମଧ୍ୟରେ ବିଭିନ୍ନ କୋଠାରୁ ପଲସ୍ତରା ଖସିବା ସହ ଛାତ ଭାଙ୍ଗି ଗଲାଣି। ସେଠାରେ ଏମକେସିଜି ଅଧିକ୍ଷକଙ୍କ କାର୍ଯ୍ୟାଳୟ ଓ…
ବଇଣ୍ଡାରେ ପୁଣି ଭାଙ୍ଗିଲା ଡ୍ରେନ
ବଇଣ୍ଡା,୧୬।୧୦(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ନିର୍ମାଣ କରାଯାଉଥିବା ଡ୍ରେନ୍ ଗୁଡିକ ଅତି ନିମ୍ନମାନର ହେଉଥିବା ଯୋଗୁ ଏବେ ବିଭିନ୍ନ ସ୍ଥାନରେ ଭାଙ୍ଗିଯାଉଛି। ଫଳରେ ଉକ୍ତ ଡ୍ରେନ୍ ଗୁଡିକର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କାମ…
କଷ୍ଟ ଲାଘବ କରେ ନିଶ୍ଚେତକ
ଚିକିତ୍ସା କ୍ଷେତ୍ରରେ ନିଶ୍ଚେତକର ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ। ଏହା ବିନା ସାଧାରଣ ପରୀକ୍ଷାଠାରୁ ଆରମ୍ଭ କରି ଛୋଟ ଅବା ବଡ଼ ଅପରେଶନ ସମ୍ଭବ ହୋଇପାରି ନ ଥାଏ। ନିଶ୍ଚେତକ ବ୍ୟବହାର ଦ୍ୱାରା ରୋଗୀ ଅପରେଶନ ସମୟରେ କଷ୍ଟ ଅନୁଭବ କରିପାରି ନ…
ଖାଦ୍ୟ ସଂରକ୍ଷଣ ଅପରିହାର୍ଯ୍ୟ
ବିଶ୍ୱ ଖାଦ୍ୟ ଦିବସ ପ୍ରତିବର୍ଷ ଅକ୍ଟୋବର ୧୬ ତାରିଖ ଦିନ ସାରା ବିଶ୍ୱରେ ପାଳିତ ହୁଏ। ମିଳିତ ଜାତିସଂଘ ଦ୍ୱାରା ୧୯୪୫ ମସିହାରେ ଖାଦ୍ୟ ଏବଂ କୃଷି ସଂଗଠନର ସ୍ଥାପନା ଦିବସକୁ ସମ୍ମାନ ଜଣାଇ ଏହି ଦିନଟିକୁ ବିଶ୍ୱ ଖାଦ୍ୟ ଦିବସ…

