Home

ଦେଶର ୧ କୋଟି ୪୦ ଲକ୍ଷ ରିଟେଲର ଡିଜିଟାଲ ତାଲିମ ପାଇବେ: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬ା୧୦(ସୁନିତ୍‌ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଶାରଦୀୟ ନବରାତ୍ର୍‌ର ଶୁଭ ଅବସରରେ ଭୁବନେଶ୍ୱରଠାରେ କୋକାକୋଲା ଇଣ୍ଡିଆ ଓ ଜାତୀୟ ଦକ୍ଷତା ବିକାଶ ନିଗମ(ଏନ୍‌ଏସ୍‌ଡିସି)ର ମିଳିତ ସହଯୋଗରେ ଆରମ୍ଭ ହୋଇଥିବା ‘ଖୁଚୁରା ବ୍ୟବସାୟୀ ତାଲିମ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ…

ବ୍ୟକ୍ତି ନୁହେଁ, ବହି ପୁରସ୍କୃତ ହେଲେ ପୁରସ୍କାରର ମର୍ଯ୍ୟାଦା ବଢ଼ିବ

ଶାରଳା ପୁରସ୍କାର ପାଇଁ ଚଳିତବର୍ଷ ବିଶିଷ୍ଟ ସାହିତି୍ୟକ ଭୀମ ପୃଷ୍ଟି ମନୋନୀତ ହୋଇଛନ୍ତି। ୨୦୧୭ ମସିହାରେ ପ୍ରକାଶିତ ତାଙ୍କ ଉପନ୍ୟାସ ‘ଜମ୍ବୁଲୋକ’ ପାଇଁ ତାଙ୍କୁ ଏହି ପୁରସ୍କାର ମିଳୁଛି। ଯାଜପୁର ଜିଲା ଧର୍ମଶାଳା କଏମାରେ ୧୯୫୯ ଜାନୁୟାରୀ ୧୧ରେ ଜନ୍ମ ଗ୍ରହଣ…

ଘରେ ପଶି ଇସ୍ରାଏଲ ନାଗରିକଙ୍କୁ ହତ୍ୟା, ଭାଇରାଲ ହେଉଛି ଭୟଙ୍କର ଭିଡିଓ

ଜେରୁଜେଲମ୍‌,୧୬ା୧୦(୦୫): ହମାସ୍‌ ଆତଙ୍କବାଦୀମାନେ କିପରି ଇସ୍ରାଏଲୀଙ୍କ ଘରେ ପଶି ସାଧାରଣ ନାଗରିକଙ୍କୁ ହତ୍ୟା କରିଥିଲେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (ଆଇଡିଏଫ୍‌) ସୋମବାର ଏକ ଭିଡିଓ ଜାରି କରିଛି। ହମାସ୍‌ ଆତଙ୍କବାଦୀଙ୍କ ସୀମା ପାର କରି ଇସ୍ରାଏଲକୁ ପ୍ରବେଶ କରି ସାଧାରଣ ନାଗରିକଙ୍କୁ…

ତୁଷାରଙ୍କ ‘ଟାଇପୋଗ୍ରାଫି’ରେ ସେଲିବ୍ରିଟିଙ୍କ ଚିତ୍ର

ଭୁବନେଶ୍ୱର,୧୬ା୧୦(ଅନୁରାଧା ମହାରଣା): ଅନେକ ସେଲିବ୍ରିଟି ଓ ରାଜନେତାଙ୍କୁ ସେମାନଙ୍କ ଚିତ୍ର ଆଙ୍କି ଉପହାର ଦିଅନ୍ତି ନିଆରା ଶିଳ୍ପୀ ତୁଷାର ବେହେରା। ତେବେ ସେ ଆଙ୍କୁଥିବା ଚିତ୍ରଗୁଡ଼ିକର ସ୍ବତନ୍ତ୍ରତା ରହିଛି। ଟାଇପୋଗ୍ରାଫିରେ ଚିତ୍ରଗୁଡ଼ିକ ପ୍ରସ୍ତୁତ କରାଯାଇଥାଏ। ଜଣେ ବ୍ୟକ୍ତି ବା ବସ୍ତୁର ଚିତ୍ରକୁ…

ସୁଶ୍ରୀତାଙ୍କ ‘ଡୁଡୁଲ ଆର୍ଟରେ’ ଓଡ଼ିଶାର ମନ୍ଦିର

ଭୁବନେଶ୍ୱର ନୀଳାଦ୍ରି ବିହାର ଅଞ୍ଚଳର ସୁଶ୍ରୀତା ସାମନ୍ତରାୟ ଆଉ ଜଣେ ନିଆରା ଶିଳ୍ପୀ। ଡୁଡୁଲ୍‌ ଆର୍ଟ ବା ମାଇକ୍ରୋ ଆର୍ଟ ଏବଂ ଡିଜିଟାଲ ଟାଇପୋଗ୍ରାଫିରେ ଚିତ୍ରକଳା ପ୍ରସ୍ତୁତ କରି ପ୍ରଶଂସା ସାଉଣ୍ଟିବାରେ ଲାଗିଛନ୍ତି। ବିଭିନ୍ନ ପ୍ରକାର ଚିତ୍ର ପ୍ରସ୍ତୁତ କରିବାରେ ସିଦ୍ଧହସ୍ତ…

ରଙ୍ଗିନ ରାତି ପାଇଁ ନିୟମ ଫୁ’

ଭୁବନେଶ୍ୱର,୧୬।୧୦(ସତ୍ୟଜିତ୍‌ ରାଉତ): କମିଶନରେଟ ପୋଲିସର କଡ଼ା ନିୟମ, ହେଲେ ଢିଲା ପାଳନ। ବାରମ୍ବାର ଚଢ଼ାଉ ଚାଲୁଛି, କିନ୍ତୁ ସବୁ ନିୟମ ଭାଙ୍ଗି ରାତି ସେମିତି ରଙ୍ଗିନ ହେଉଛି। ରାଜଧାନୀରେ ଥିବା ବାର୍‌, ନାଇଟ୍‌ କ୍ଲବ୍‌ ଓ ଡ୍ୟାନ୍ସବାର୍‌ଗୁଡ଼ିକ ବିଳମ୍ବିତ ରାତି ଯାଏ…

ପୋଲିସ ଠିକା କମ୍ପାନୀର ଗୁଣ୍ଡା ସାଜିଛି: ମାଓବାଦୀ ସଂଗଠନ

ରାୟଗଡ଼ା,୧୬।୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଏସ୍‌ପି ବିବେକାନନ୍ଦ ଶର୍ମା ଓ ଘରୋଇ କମ୍ପାନୀ ବିରୋଧରେ ବାଂଶଧାରା-ଘୁମୁସର-ନାଗାବଳୀ (ବାଘୁନା) ଡିଭିଜନାଲ ମାଓବାଦୀ କମିଟି ପ୍ରେସ୍‌ ରିଲିଜ ଜାରି କରିଛି। ଏସ୍‌ପି ଶର୍ମାଙ୍କ ନେତୃତ୍ୱରେ ଜିଲା ପୋଲିସ ଠିକା କମ୍ପାନୀର ଗୁଣ୍ଡା ସାଜିଛି। ପୋଲିସ…

କଷ୍ଟ ଲାଘବ କରେ ନିଶ୍ଚେତକ

ଚିକିତ୍ସା କ୍ଷେତ୍ରରେ ନିଶ୍ଚେତକର ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ। ଏହା ବିନା ସାଧାରଣ ପରୀକ୍ଷାଠାରୁ ଆରମ୍ଭ କରି ଛୋଟ ଅବା ବଡ଼ ଅପରେଶନ ସମ୍ଭବ ହୋଇପାରି ନ ଥାଏ। ନିଶ୍ଚେତକ ବ୍ୟବହାର ଦ୍ୱାରା ରୋଗୀ ଅପରେଶନ ସମୟରେ କଷ୍ଟ ଅନୁଭବ କରିପାରି ନ…

ବିଶ୍ୱ ଖାଦ୍ୟ ଦିବସ

ବିଶ୍ୱ ଖାଦ୍ୟ ଦିବସ ପ୍ରତିବର୍ଷ ଅକ୍ଟୋବର ୧୬ ତାରିଖ ଦିନ ସାରା ବିଶ୍ୱରେ ପାଳିତ ହୁଏ। ମିଳିତ ଜାତିସଂଘ ଦ୍ୱାରା ୧୯୪୫ ମସିହାରେ ଖାଦ୍ୟ ଏବଂ କୃଷି ସଂଗଠନର ସ୍ଥାପନା ଦିବସକୁ ସମ୍ମାନ ଜଣାଇ ଏହି ଦିନଟିକୁ ବିଶ୍ୱ ଖାଦ୍ୟ ଦିବସ…

ନୀରବ ନାୟକ-ନବୀନ

ନବୀନ ପଟ୍ଟନାୟକ- କେବଳ ଏକ ନାମ ନୁହେଁ, ବରଂ ଅନନ୍ୟ ସଫଳତାର ଏକ ବିରଳ କାହାଣୀ। ଏକ ଦୁର୍ବାର ରାଜନୈତିକ ଅଭିଯାନ। ସେ ଅଭିଯାନ ଯେତିକି ରୋମାଞ୍ଚକର, ସେତିକି ଉଦ୍‌ବୋଧନୀୟ। ରାଜନୀତିରେ ରୁଚି ନ ଥାଇ ମଧ୍ୟ ଓଡ଼ିଶାବାସୀଙ୍କ ଶ୍ରଦ୍ଧା, ଆଗ୍ରହ…

ପଳାଶୁଣୀରେ ଲକ୍ଷ୍ମୀନାରାୟଣ ମନ୍ଦିର ତୋରଣ

ଭୁବନେଶ୍ୱର,୧୬।୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ଅବତରଣ କରିବେ ମା’ ଦୁର୍ଗା। ରବିବାରଠାରୁ ନବରାତ୍ର ପୂଜା ଆରମ୍ଭ ହୋଇଥିବାବେଳେ ଦୁର୍ଗାପୂଜା ପାଇଁ ଆୟୋଜକମାନେ ସେମାନଙ୍କ ପ୍ରସ୍ତୁତିକୁ ଜୋର୍‌ଦାର କରିଛନ୍ତି। ରାଜଧାନୀର ଅନ୍ୟତମ ମଣ୍ଡପ ପଳାଶୁଣୀରେ ଏଥର ମଧ୍ୟପ୍ରଦେଶର ଲକ୍ଷ୍ମୀନାରାୟଣ…

କାଚ ମେଢ଼ରେ ଶୋଭାପାଇବେ ମା’

କଟକ,୧୬ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ): ଶାରଦୀୟ ପୂଜା ପାଇଁ ଚଳଚଞ୍ଚଳ ହୋଇଛି କଟକ ସହର। ବିଭିନ୍ନ ମଣ୍ଡପରେ ପୂଜା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପୂଜା ପାଇଁ କମିଟି କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ତେବେ ଏହି ପୂଜା ଦୌଡ଼ରେ ସାମିଲ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?