Home

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି କିମ୍ବା ତଣ୍ଟି ଦରଜ ହେଉଛି ତେବେ ତେଜପତ୍ର ଏବଂ ଅଦା ମିଶ୍ରତ ପାଣିରେ…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧ ରନରେ ପାକିସ୍ତାନକୁ ପରାସ୍ତ କରି ଏକ ବଡ଼ ବିଜୟ ହାସଲ କରିଥିଲା। ତଥାପି,…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର ହୋଇଯାଇଥିଲେ । ଜଣେ ଛାତ୍ରଙ୍କ ଅଭିଭାବକ ସେମାନଙ୍କୁ ଉଦ୍ଧାର କରି ହଷ୍ଟେଲକୁ ଫେରାଇ…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା ଅଷ୍ଟ୍ରେଲିଆର ୧୯ ବର୍ଷର ପୁରୁଣା ବିଶ୍ୱ ରେକର୍ଡକୁ ମଧ୍ୟ ଭାଙ୍ଗି ଦେଇଥିଲା। କଲମ୍ବୋର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ପ୍ରେମିକ ନିଜ ପ୍ରେମିକାକୁ ପାଇବା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି କପିଳେଶ୍ବର…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫ ରବିବାର ଦିନ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଘୋଷଣା କରିଛି । CBSE ଦ୍ୱାଦଶ ବୋର୍ଡ ପରୀକ୍ଷା ଦେଉଥିବା…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ ଆସୁଥିବା ଅଭିଯୋଗ ପୁଣି ବାରମ୍ବାର ସେହି ସମାନ ଅଭିଯୋଗ ଆସୁଥିବା ଓ ଏଥିପାଇଁ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ ବରଂ ଭାରତର ବର୍ଦ୍ଧିତ ବିଶ୍ୱ ଭୂମିକା ପାଇଁ ଏକ ପ୍ରମୁଖ ମଞ୍ଚ ହେବାକୁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ ଶଶି ଥରୁର, ପବନ ଖେରା ଏବଂ ଜୟରାମ ରମେଶଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିବ। ଏହି ବୈଠକରେ ଜେଟ ଅଧିବେଶନ ରଣନୀତି ନେଇ ବିସ୍ତୃତ ଆଲୋଚନା ହୋଇପାରେ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା ଦଳ ଛାଡିଛନ୍ତି। ସେ ପ୍ରାଥମିକ ସଦସ୍ୟତା ସମେତ ଦଳର ସମସ୍ତ ପଦରୁ ଇସ୍ତଫା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri