ସୁଇଜ କେନାଲରେ ୨ ଟ୍ୟାଙ୍କର୍ ମୁହାଁମୁହିଁ …
କାହିରା,୨୩।୮: ଇଜିପ୍ଟର ସୁଇଜ କେନାଲରେ ସିଙ୍ଗାପୁରରୁ ଯାଇଥିବା ବିଡବ୍ଲୁ ଲେସମେସ ଏବଂ କେମାନ ଦ୍ୱୀପପୁଞ୍ଜରୁ ଆସିଥିବା ଟ୍ୟାଙ୍କର୍ ମୁହାଁମୁହିଁ ହୋଇଛନ୍ତି। ବୁଧବାର ସକାଳେ ଜାହାଜ ଟ୍ରାକିଂ କମ୍ପାନୀ ମେରାଇନ ଟ୍ରାଫିକ ଏହି ସୂଚନା ଦେଇଛି। ଶିପିଂ ଟ୍ରାକରରେ ଏଲଏନଜି ବାହକ ବିଡବ୍ଲୁ…
ଚନ୍ଦ୍ରୟାନ-୩ ଲ୍ୟାଣ୍ଡିଙ୍ଗ୍ ସମୟରେ ଦକ୍ଷିଣ ଆଫ୍ରିକାରୁ ଭର୍ଚୁଆଲ ମାଧ୍ୟମରେ ସାମିଲ ହେବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୩।୮: ଭାରତର ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ‘ବିକ୍ରମ’ ବୁଧବାର ସନ୍ଧ୍ୟାରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ ଲାଗି ଉଦ୍ୟମ କରିବ। ସମଗ୍ର ଦେଶରେ ଚନ୍ଦ୍ରୟାନର ସଫ୍ଟ ଲ୍ୟାଣ୍ଡିଙ୍ଗ୍ ପାଇଁ ପ୍ରାର୍ଥନା କରାଯାଉଛି। ଏଥି ସହିତ ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସାମିଲ…
ବ୍ରିକ୍ସରେ ପ୍ରଧାନମନ୍ତ୍ରୀ ମୋଦି
ଜୋହାନ୍ସବର୍ଗ/ନୂଆଦିଲ୍ଲୀ,୨୩ା୮: ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଓ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ରାଷ୍ଟ୍ର ସମୂହ ବ୍ରିକ୍ସର ପଞ୍ଚଦଶ ସମ୍ମିଳନୀ ମଙ୍ଗଳବାର ଜୋହାନ୍ସବର୍ଗରେ ଆରମ୍ଭ ହୋଇଛି। ୩ ଦିନ ଧରି ଚାଲିବାକୁ ଥିବା ଏହି ସମିଟ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ…
ଇତିହାସ ରଚିବାକୁ ପ୍ରସ୍ତୁତ ଭାରତ, ଆଜି ସନ୍ଧ୍ୟାରେ ଚନ୍ଦ୍ରର ଦକ୍ଷିଣ ପୋଲରେ ହେବ ‘ସଫ୍ଟ ଲ୍ୟାଣ୍ଡିଙ୍ଗ୍’
ନୂଆଦିଲ୍ଲୀ,୨୩।୮: ମହାକାଶ ଜଗତରେ ଇତିହାସ ସୃଷ୍ଟି କରିବାକୁ ଭାରତ ପ୍ରସ୍ତୁତ ରହିଛି। ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ)ର ତୃତୀୟ ଚନ୍ଦ୍ର ମିଶନର ଅଧୀନରେ ଚନ୍ଦ୍ରୟାନ -୩ ର ଲ୍ୟାଣ୍ଡର ମଡ୍ୟୁଲ (ଏଲଏମ୍) ବୁଧବାର ସନ୍ଧ୍ୟା ୬.୦୪ରେ ଚନ୍ଦ୍ର ପୃଷ୍ଠରେ ଅବତରଣ…
ଗାଡ଼ିରେ ଲେଖା ହେବନି ଜାତି ସୂଚକ ଶବ୍ଦ, ନୋଏଡା ଟ୍ରାଫିକ ପୋଲିସର କଡ଼ା ପଦକ୍ଷେପ…
ଲକ୍ଷ୍ନୌ,୨୨।୮ : ଯେଉଁମାନେ ଉତ୍ତରପ୍ରଦେଶର ଯାନବାହାନରେ ଜାତି ଓ ଧର୍ମ ସୂଚକ ଶବ୍ଦ ଲେଖୁଛନ୍ତି, ସେମାନେ ଏବେ ଆଉ ସୁରକ୍ଷିତ ନୁହଁନ୍ତି। ଏଭଳି ଗାଡି ବିରୋଧରେ ନୋଏଡା ଟ୍ରାଫିକ ପୋଲିସ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଏଭଳି ଗାଡି ବିରୋଧରେ ଟ୍ରାଫିକ…
ଚନ୍ଦ୍ରର ଦକ୍ଷିଣ ଭାଗରେ କାହିଁକି ଅବତରଣ କରିବ ଚନ୍ଦ୍ରାୟାନ ୩, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨୨।୮: ଇତିହାସ ରଚିବାକୁ ଯାଉଛି ଭାରତ। ୨୩ ଅଗଷ୍ଟ ଅର୍ଥାତ୍ ବୁଧବାର ଭାରତ ପାଇଁ ବଡ ଦିନ। ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ଚନ୍ଦ୍ରାୟାନ-୩ ଉପରେ ରହିଛି ସାରା ବିଶ୍ୱର ନଜର। ବିକ୍ରମ ଲ୍ୟାଣ୍ଡର ଓ ପ୍ରଜ୍ଞା ରୋଭର୍ ଅଲଗା ହେବା…
ମା‘ର ମମତା: ଜୀବନକୁ ଖାତିର ନ କରି ଗୁଣ୍ଡାଙ୍କ ସହ ଲଢ଼ି ବଞ୍ଚାଇଲେ ପୁଅଙ୍କର ଜୀବନ…
ପାଟନା,୨୨।୮ : କୌଣସି ମା ପାଇଁ, ନିଜ ପିଲାମାନଙ୍କଠାରୁ ବଡ଼ କିଛି ନାହିଁ। ମା ନିଜ ପିଲାଙ୍କୁ ସୁରକ୍ଷା ଦେବାକୁ ଜୀବନ ସହ ବାଜି ଲଗାଇଦେଇଥାନ୍ତି। ଜଣେ ମା ନିଜ ପିଲାମାନଙ୍କ ପ୍ରତି ସ୍ନେହ ଏବଂ ପ୍ରେମ ଆଚରଣ ପ୍ରଦର୍ଶନକରିବା ସହିତ…
ଓଏଏସ୍ ଅଫିସରସ୍ତରରେ ବଦଳି: ଆଶିଷ କୁମାର ଜେନାଙ୍କୁ ଯୁଗ୍ମ ଏସ୍ଆର୍ସି ଦାୟିତ୍ୱ
ଭୁବନେଶ୍ୱର, ୨୨।୮(ସୁନିତ୍ ମିଶ୍ର): ରାଜ୍ୟ ସରକାର ମଙ୍ଗଳବାର ଓଏଏସ୍ ଅଫିସର ସ୍ତରରେ ବଦଳି କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ରାଜସ୍ବ ଅଧିକାରୀ ପ୍ରଶିକ୍ଷଣ ସଂସ୍ଥାନ(ରୋଟି) ଯୁଗ୍ମ ନିର୍ଦ୍ଦେଶକ ତଥା ବରିଷ୍ଠ ଓଏଏସ୍ ଅଫିସର ଆଶିଷ କୁମାର…
ମହିଳା ହୋମଗାର୍ଡଙ୍କୁ ନିର୍ଯାତନା ମାମଲା: ପୋଲିସ ମୁଖ୍ୟାଳୟକୁ ଡିଆଇଜି ବ୍ରିଜେଶ ରାୟଙ୍କ ବଦଳି
ଭୁବନେଶ୍ୱର,୨୨ା୮(ଅନିଲ ଦାସ): ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟଙ୍କୁ ରାଜ୍ୟ ସରକାର କଟକ ସ୍ଥିତ ପୋଲିସ ମୁଖ୍ୟାଳୟକୁ ବଦଳି କରିଛନ୍ତି। ତାଙ୍କ ସ୍ତ୍ରୀ ଜଣେ ମହିଳା ହୋମ୍ଗାର୍ଡଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଡିଆଇଜି…
ଆମେରିକାରେ କରୋନା ଲହର: ଇଜି.୫-ଏଫଏଲ.୧.୫.୧-ବିଏ.୨.୮୬ ଭାରିଆଣ୍ଟ ସକ୍ରିୟ…
ଓ୍ବାଶିଂଟନ,୨୨।୮ : କୋଭିଡ-୧୯ ଆମେରିକାରେ ଏକ ନୂଆ ଲହର ଭାବରେ ଫେରି ଆସିିଛି ବୋଲି ଚର୍ଚ୍ଚା ହେଉଛି। ଏନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦେଶରେ ଇଜି.୫-ଏଫଏଲ.୧.୫.୧-ବିଏ.୨.୮୬ ଭାରିଆଣ୍ଟ ସକ୍ରିୟ ହେବାରେ ଲାଗିଛନ୍ତିି। ଫଳରେ ସ୍ଥାନୀୟ ଲୋକେ ସତର୍କ ହେବାରେ ଳାଗିଛନ୍ତି।…
ଏସିଆ କପ୍ ପୂର୍ବରୁ ବାଲାଂଦେଶକୁ ବଡ଼ ଝଟ୍କା
ଢ଼ାକା,୨୨।୮: ଏସିଆ କପ୍ ପୂର୍ବରୁ ବାଲାଂଦେଶକୁ ଲାଗିଛି ବଡ଼ ଝଟ୍କା। ଦଳର ଦ୍ରୁତ ବୋଲର ଇବାଦତ ହୁସେନ ଆଣ୍ଠୁରେ ଆଘାତ ଲାଗିବା କାରଣରୁ ଟୁର୍ନାମେଣ୍ଟରୁ ବାଦ ପଡ଼ିଛନ୍ତି। ଗତ ମାସରେ ଆଫଗାନିସ୍ତାନ ବିପକ୍ଷରେ ଖେଳା ଯାଇଥିବା ଦିନିକିଆ ସିରିଜ ସମୟରେ ତାଙ୍କୁ…
ବୃଦ୍ଧଙ୍କ ଆକାଉଣ୍ଟରେ ଥିଲା ମହିଳାଙ୍କ ନାଁ , ପେନସନ୍ରୁ ବଞ୍ଚିତ ବୃଦ୍ଧ
ନିରାକାରପୁର,୨୨।୮(ମାନସ ଚନ୍ଦ୍ର ପଟ୍ଟନାୟକ)ଏବେ ଗାଁ ଗହଳିରେ ବିନା ତାଲିମ ପ୍ରାପ୍ତ ଏବଂ କମ୍ପୁଟରରେ କିଛି ଧାରଣା ନ ଥିବା କିଛି ବ୍ୟକ୍ତି ଗୋଟେ ଗୋଟେ କମ୍ପୁଟର ରଖି ସେଠାରେ ଅନ୍ଲାଇନ୍ ସେବା ଗୁଡିକ ଯୋଗାଇ ଦେବା ପାଇଁ ପ୍ରୟାସ କରି ଗାଁ…
Archives


