Home

ବଡ ସଫଳତା! ଚନ୍ଦ୍ରାୟନ ୨ର ଅର୍ବିଟରେ ସ୍ଥାପନ ହେଲା ଚନ୍ଦ୍ରାୟନ ୩ର ଲ୍ୟାଣ୍ଡର, ଉଭୟଙ୍କ ମଧ୍ୟରେ ହେଲା ସମ୍ପର୍କ

ବେଙ୍ଗାଲୁରୁ,୨୧।୮: ଭାରତର ଚନ୍ଦ୍ରାୟନ-୩ ମିଶନର ଲ୍ୟାଣ୍ଡର ମଡ୍ୟୁଲ (ଏଲଏମ) ଚନ୍ଦ୍ର କକ୍ଷପଥରେ ବୁଲୁଛି ଏବଂ ଇତିହାସ ସୃଷ୍ଟି କରିବାକୁ ପ୍ରସ୍ତୁତ ହେଉଛି। ଇସ୍ରୋ କହିଛି ଯେ ବୁଧବାର ଅର୍ଥାତ୍‌ ଅଗଷ୍ଟ ୨୩ ରାତି ୬ଟା ୪ରେ ଏହା ଚନ୍ଦ୍ର ପୃଷ୍ଠରେ ଅବତରଣ…

‘ଗଦ୍ଦର ୩’କୁ ନେଇ ପ୍ରତିକ୍ରିୟା ରଖିଲେ ଅମିଶା

ମୁମ୍ବାଇ: ବଲିଉଡର ଅଗାଧାଡିର ନାୟକ ସନ୍ନି ଦଓ୍ବେଲ ଓ ଆଗଧାଡିର ନାୟିକା ଅମିଶା ପଟେଲଙ୍କ ଅଭିନୀତ ମୁଭି ‘ଗଦ୍ଦର ୨’ ବକ୍ସ ଅଫିସରେ ତହଲକା ମଚାଉଛି। ଫିଲ୍ମ ଏମିତି ସକସେସ ହେବ ବୋଲି କେହି ଆଶା ବି କରି ନ ଥିଲେ।…

ଜି-୨୦ ଶିଖର ସମ୍ମିଳନୀରେ ସାଉଦି ଆରବ ମୁଖ୍ୟଙ୍କୁ ଭେଟିବେ ବାଇଡେନ

ଓ୍ବାଶିଂଟନ,୨୧ା୮: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଆସନ୍ତା ମାସରେ ଭାରତର ନୂଆଦିଲ୍ଲୀରେ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ସାଉଦି ଆରବ ମୁଖ୍ୟ ତଥା କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନଙ୍କ ସହ ଆଲୋଚନା କରିବାକୁ ଚିନ୍ତା କରୁଛନ୍ତି ବୋଲି…

ମୟୂରକୁ ଧରି ବିମାନରେ ଚଢ଼ିଲେ ମହିଳା, କୋଳରେ ବସାଇ କଲେ ଯାତ୍ରା, ଭିଡିଓ ଦେଖିଲେ…

ଲୋକମାନେ ନିଜ କୋଳରେ କୁକୁର ଛୁଆକୁ ସାଥୀରେ ଧରି ବିମାନ ଯାତ୍ରା କରିଥିବାର ଆପଣ ନିଶ୍ଚୟ ଦେଖିଥିବେ ମାତ୍ର ଜଣେ ମହିଳା ମୟୂରକୁ ଧରି ବିମାନରେ ଯାତ୍ରା କରିବା କେବେ ଶୁଣି ନ ଥିବେ କି ଦେଖି ନ ଥିବେ । ପ୍ରଥମ…

ପିକ୍‌ଅପ୍‌ ଧକ୍କାରେ ଚାଲିଗଲା ଛାତ୍ରଙ୍କ ଜୀବନ

ଝାରବନ୍ଧ,୨୧ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଜୁନିୟର କଲେଜର ଜଣେ ଛାତ୍ର ସୋମବାର ୟୁନିଟ୍‌ ଟେଷ୍ଟ ପରୀକ୍ଷା ଦେଇ ଘରକୁ ଫେରୁଥିବା ବେଳେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତଛାତ୍ର ଜଣକ ହେଲେ ଝାରବନ୍ଧ ଥାନା ଅନ୍ତର୍ଗତ ଡୁଙ୍ଗୁରିଚଢ଼ା ଗ୍ରାମର ଖଗେଶ୍ୱର…

ବର୍ନାଡୋ ଆରେଭାଲୋ ହେବେ ଗୁଏଟମାଲାର ପରବର୍ତ୍ତି ରାଷ୍ଟ୍ରପତି

ଗୁଏଟମାଲା,୨୧।୮: ବର୍ନାଡୋ ଆରେଭାଲୋ ଗୁଏଟମାଲାର ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି। ରବିବାର ପର୍ଯ୍ୟନ୍ତ ଗୁଏଟମାଲାରେ ରାଷ୍ଟ୍ରପତି ନିର୍ବାଚନର ୯୫ ପ୍ରତିଶତ ଭୋଟ ଗଣତି ହୋଇ ସାରିଥିଲା, ଯେଉଁଥିରେ ୫୯.୧ ପ୍ରତିଶତ ଭୋଟ ବର୍ନାଡୋ ଆରେଭାଲୋଙ୍କୁ ମିଳିଥିଲା। ବର୍ନାଡୋ ଆରେଭାଲୋ ପୂର୍ବତନ ପ୍ରଥମ ମହିଳା…

ୟୁକ୍ରେନର ଦୁଇ ଡ୍ରୋନ୍‌ ନଷ୍ଟ କଲା ରୁଷିଆ, ୫୦ ବିମାନ ଉଡ଼ାଣରେ ବାଧା

ମସ୍କୋ,୨୧ା୮: ସୋମବାର ମସ୍କୋ ଆଡ଼କୁ ଆକ୍ରମଣ ପାଇଁ ଆସୁଥିବା ଦୁଇଟି ୟୁକ୍ରେନ ଡ୍ରୋନକୁ ରୁଷିଆ ନଷ୍ଟ କରିଦେଇଛି। ଏହି ସମୟରେ ମସ୍କୋରେ ୫୦ଟି ବିମାନ ଚଳାଚଳ ବ୍ୟାହତ ହୋଇଥିଲା। ରୁଷିଆର ବିମାନ ଚଳାଚଳ କର୍ତ୍ତୃପକ୍ଷ ରୋସାଭିଆଟିୟା କହିଛନ୍ତି, ମସ୍କୋର ଚାରୋଟି ମୁଖ୍ୟ…

ମୁଖ୍ୟମନ୍ତ୍ରୀଙ୍କ ପାଦ ତଳେ ସାପ

ବିଲାସପୁର,୨୧।୮: ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ସୋମବାର ସାପ ଦଂଶନରୁ ଅଳ୍ପକେ ବର୍ତ୍ତିଛନ୍ତି। ବିଲାସପୁରରେ ଗଣମାଧ୍ୟମକୁ ସମ୍ବୋଧିତ କରୁଥିବାବେଳେ ତାଙ୍କ ପାଦ ତଳେ ସାପ ଆସିଯାଇଥିଲା। ସାପ ଦେଖି ସେଠାରେ ଉପସ୍ଥିତ ଲୋକେ ଭୟଭୀତ ହୋଇଯାଇଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଲୋକମାନଙ୍କୁ…

ମୁମ୍ବାଇରେ ହେବାକୁ ଥିବା ‘ଇଣ୍ଡିଆ’ ବୈଠକରେ ସାମିଲ ହେବ ଏଏପି

ନୂଆଦିଲ୍ଲୀ,୨୧।୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ହେବାକୁ ଥିବା ‘ଇଣ୍ଡିଆ’ର ବୈଠକରେ ଆମ ଆଦମୀ ପାର୍ଟି (ଏଏପି) ସାମିଲ ହେବ। ଏହାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନିଶ୍ଚିତ କରିଛନ୍ତି। ଏହି ବୈଠକ ୩୧ ଅଗଷ୍ଟ ଏବଂ ୧ସେପ୍ଟେମ୍ବରରେ ହେବ। ଅନେକ ପ୍ରସଙ୍ଗରେ…

ଚେରିମୂଲି ଭରସାରେ କିଡ୍‌ନୀ ରୋଗୀ

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଡୁମେରବାହାଲ ଗାଁର ବସ୍ତିପଡ଼ାରେ କଲବଲ କରୁଛି କିଡ୍‌ନୀ ରୋଗ। ଏହି ଗାଁରେ ଚଳିତବର୍ଷ କିଡ୍‌ନୀ ରୋଗର ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେବି ୧୬ଜଣ ଲୋକ ଚିକିତ୍ସିତ ହେଉଛନ୍ତି। ସତେ ଯେମିତି…

ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରକୁ ଜୋତା ମାଡ

ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ସମାଜବାଦୀ ପାର୍ଟିର ଜାତୀୟ ସାଧାରଣ ସମ୍ପାଦକ ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରେ ଜୋତା ମାଡ ହୋଇଛି। ଏକ କାର୍ଯ୍ୟକ୍ରମରେ ଏହି ଘଟଣା ଘଟିଛି। ଯୁବକ ଜଣକ ଜଣେ ଓକିଲଙ୍କ ନାମରେ ଆସିଥିଲେ। ଯୁବକମାନେ ସ୍ବାମୀ ପ୍ରସାଦଙ୍କ ଉପରେ…

କାର୍ଯ୍ୟକ୍ଷମ ହୋଇନି, କାନ୍ଥରେ ଫାଟ

ଲୋଇସିଂହା,୨୧ା୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ମିଶନ ଶକ୍ତି ଭବନ କାର୍ଯ୍ୟକ୍ଷମ ହୋଇନାହିଁ। ହେଲେ କାର୍ଯ୍ୟାଳୟ ବ୍ୟବହାର ପୂର୍ବରୁ କାନ୍ଥ ଚାରିପଟେ ବିରାଟ ଫାଟ ସୃଷ୍ଟି ହୋଇଛି ା ନବନିର୍ମିତ କୋଠାର ଏପରି ଦୂରାବସ୍ଥା ଦେଖିଲେ ଏହାର ସ୍ଥାୟିତ୍ୱକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri