Home

ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣ ସନ୍ଦେହ: ସ୍କୁଲରେ ପଶି କଲେ ଛୁରୀରେ ଆକ୍ରମଣ, ଶିକ୍ଷକ ମୃତ

ପ୍ୟାରିସ,୧୩।୧୦: ଫ୍ରାନ୍ସରେ ଏକ ଆତଙ୍କବାଦୀ ଆକ୍ରମଣ ହୋଇଥିବା ଆଶଙ୍କା କରାଯାଉଛି। ଉତ୍ତର ଫ୍ରାନ୍ସର ଏକ ସ୍କୁଲରେ ଆକ୍ରମଣ ଯୋଗୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଆହତ ହୋଇଛନ୍ତି। ଅଭିଯୁକ୍ତ ସମସ୍ତଙ୍କୁ ଛୁରୀରେ ଆକ୍ରମଣ କରିଥିବା ଜଣାପଡ଼ିଛି। ଇସ୍ରାଏଲ ଏବଂ…

ଅଲିମ୍ପିକ୍ସରେ ସାମିଲ ହେବ କ୍ରିକେଟ

ମୁମ୍ବାଇ,୧୩ା୧୦: ୨୦୨୮ ଅଲିମ୍ପିକ୍ସରେ ପୁରୁଷ ଓ ମହିଳା କ୍ରିକେଟ ସାମିଲ ହେବାକୁ ଯାଉଛି। ଲସ୍‌ଏଞ୍ଜେଲ୍ସ ଗେମ୍ସ ଆୟୋଜକଙ୍କ ଏ ସମ୍ପର୍କିତ ପ୍ରସ୍ତାବ ଶୁକ୍ରବାର ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଦ୍ୱାରା ଅନୁମୋଦନ ଲାଭ କରିଛି। କ୍ରିକେଟ ଟି୨୦ ଫର୍ମାଟରେ ଖେଳାଯିବ। ଅନ୍ୟ…

‘ସତ୍ୟଜିତ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡ’ରେ ସମ୍ମାନିତ ହେବେ ହଲିଉଡ ଅଭିନେତା ମାଇକେଲ ଡଗଲାସ

ନୂଆଦିଲ୍ଲୀ,୧୩।୧୦: ଗୋଆରେ ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫଏଫଆଇ)ରେ ଲୋକପ୍ରିୟ ହଲିଉଡ ଅଭିନେତା ମାଇକେଲ ଡଗଲାସଙ୍କୁ ସତ୍ୟଜିତ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡରେ ସମ୍ମାନିତ କରାଯିବ। ଏନେଇ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର।…

ପେଟିଏମ୍‌ ଉପରେ ଜରିମାନା ଲଗାଇଲା ଆର୍‌ବିଆଇ, ଦେବାକୁ ହେବ ୫.୩୯ କୋଟି

ନୂଆଦିଲ୍ଲୀ,୧୩।୧୦: ପେଟିଏମ୍‌ ପେମେଣ୍ଟ ବ୍ୟାଙ୍କ ଲିମିଟେଡ୍‌ ଉପରେ ଜରିମାନା ଲଗାଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ପେଟିଏମ୍‌ କଓ୍ବୋଇସି ସମେତ କିଛି ନିୟମ ପାଳନ ନ କରିବାକୁ ନେଇ ୫.୩୯ କୋଟି ଟଙ୍କାର ଜରିମାନା ଦେବ ବୋଲି ଜଣାପଡ଼ିଛି। ଆର୍‌ବିଆଇ କହିଛି, ବ୍ୟାଙ୍କ…

ନଭେମ୍ବର ପହିଲାରୁ କର୍ମଚାରୀଙ୍କ ଦରମା ବଢ଼ାଇବ ଇନ୍‌ଫୋସିସ୍‌

ନୂଆଦିଲ୍ଲୀ,୧୩।୧୦: ଭାରତର ଦ୍ୱିତୀୟ ସର୍ବବୃହତ ଆଇଟି କମ୍ପାନୀ ‘ଇନ୍‌ଫୋସିସ୍‌’ ଏହାର କର୍ମଚାରୀଙ୍କ ଦରମା ବୃଦ୍ଧି କରିବ। ନଭେମ୍ବର ପହିଲାରୁ କର୍ମଚାରୀଙ୍କ ଦରମାକୁ ବଢ଼ାଯିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ତେବେ ଦ୍ୱିତୀୟ ତ୍ରୈମାସିକରେ କର୍ମଚାରୀଙ୍କ ସଂଖ୍ୟା ୭,୫୦୦ କମିଛି। ଫଳରେ…

ନ୍ୟୁଟନ କିମ୍ବା ଆଇନଷ୍ଟାଇନଙ୍କୁ ଭୁଲ ପ୍ରମାଣ କରିବାକୁ ଆମେ ଏଠାରେ ବସି ନାହୁଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୧୦: ଡାରୱିନଙ୍କ ଜୈବିକ ବିବର୍ତ୍ତନ ଥିଓରି ଓ ଆଲବର୍ଟ ଆଇନଷ୍ଟାଇନଙ୍କ (E = MC2)ର ସୂତ୍ର ଭୁଲ ବୋଲି ଦର୍ଶାଇ ସୁପ୍ରିମକୋର୍ଟରେ ଏକ ମାମଲା ଦାଖଲ କରାଯାଇଛି। ଏହି ଦୁଇ ବୈଜ୍ଞାନିକଙ୍କ ସିଦ୍ଧାନ୍ତରେ ଉନ୍ନତି ଆଣିବା ଉଚିତ ବୋଲି ସୁପ୍ରିମକୋର୍ଟ ଆବେଦନ…

ଜିମ୍‌ ଯାଇ ଝାଳ ବୁହାଉଛନ୍ତି ଜେଜେ! ବୃଦ୍ଧଙ୍କ ଇଚ୍ଛାଶକ୍ତି ଦେଖି ଚକିତ ହେଉଛନ୍ତି ଲୋକେ…

ଆଜିକାଲି ଯୁବପୀଢ଼ିଙ୍କ ମଧ୍ୟରେ ଫିଟ୍‌ନେସକୁ ନେଇ କ୍ରେଜ୍‌ ଅଧିକ। ଏଥିଲାଗି ସେମାନେ ଜିମ୍‌ ଯିବାକୁ ପସନ୍ଦ କରୁଛନ୍ତି। ହେଲେ ଏବେ ଜଣେ ବୃଦ୍ଧ ଜିମ୍‌ ଯିବାର ଦୃଶ୍ୟ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି। ବୟସାଧିକ ସତ୍ତ୍ୱେ ତାଙ୍କର ଇଚ୍ଛାଶକ୍ତି ସାଙ୍ଗକୁ…

ମନୋରଞ୍ଜନ ବିଭାଗ ହୋଇଗଲାଣି ଇଡି, ଶୁଣାଣି ସମୟରେ କୋର୍ଟରେ କହିଲେ ସଞ୍ଜୟ ସିଂ

ନୂଆଦିଲ୍ଲୀ,୧୩।୧୦: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ହାଇକୋର୍ଟ ଆମ ଆଦମୀ ପାର୍ଟି (ଏଏପି) ନେତା ସଞ୍ଜୟ ସିଂଙ୍କୁ ଅକ୍ଟୋବର ୨୭ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। ଇଡିର ରିମାଣ୍ଡ ଅବଧି ଶେଷ ହେବା ପରେ ଏଜେନ୍ସି ସଞ୍ଜୟ ସିଂଙ୍କୁ କୋର୍ଟରେ ହାଜର…

ପାକିସ୍ତାନ-ଆଫଗାନିସ୍ତାନରେ ମେଣ୍ଟ ସରକାର ଗଠନ କରୁ କଂଗ୍ରେସ: ହିମନ୍ତ ବିଶ୍ୱ ସରମା

ଗୁଆହାଟି,୧୩।୧୦: ଇସ୍ରାଏଲ-ହମାସ୍‌ ମଧ୍ୟରେ ଚାଲିଥିବା ରକ୍ତାକ୍ତ ସଂଘର୍ଷ ମଧ୍ୟରେ ଭାରତରେ ଭାଜପା ଓ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଛି। ଭାଜପା ଇସ୍ରାଏଲକୁ ସମର୍ଥନ କରୁଥିବାବେଳେ କଂଗ୍ରେସ ପାଲେଷ୍ଟାନୀୟଙ୍କୁ ସମର୍ଥନ ଜଣାଇଛି। ଏନେଇ କଂଗ୍ରେସକୁ କଟାକ୍ଷ କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ…

ଗୁଗଲ କ୍ରୋମ ଅପଡେଟ୍‌ ନ କଲେ ହୋଇପାରେ ସାଇବର ଆଟାକ୍‌

ନୂଆଦିଲ୍ଲୀ,୧୩।୧୦: ସରକାରଙ୍କ କମ୍ପ୍ୟୁଟର ଜରୁରୀକାଳୀନ ପ୍ରତିକ୍ରିୟା ଦଳ (ସିଇଆରଟି) ଇଣ୍ଟରନେଟର ସବୁଠାରୁ ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ ଗୁଗଲ କ୍ରୋମକୁ ନେଇ ୟୁଜର୍ସଙ୍କୁ ସତର୍କ କରାଇଛି। ଗୁଗଲ କ୍ରୋମ ଦ୍ୱାରା ସାଇବର ଆଟାକ୍‌ ହୋଇପାରେ ବୋଲି ୟୁଜର୍ସଙ୍କୁ ସୂଚନା ଦେଇଛି ସିଇଆରଟି। ଏହାଦ୍ୱାରା…

ଜଟିଳ ରୋଗ ଅପରେଶନର ଲାଇଭ ଷ୍ଟ୍ରିମିଂ ବନ୍ଦ କରିବାକୁ ସୁପ୍ରିମକୋର୍ଟରେ ମାମଲା ଦାଖଲ

ନୂଆଦିଲ୍ଲୀ,୧୩।୧୦: ଜଟିଳ ରୋଗର ଅପରେଶନର ଲାଇଭ ଷ୍ଟ୍ରିମିଂ ବନ୍ଦ କରିବାକୁ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି। କୋର୍ଟରେ ଦାଖଲ ହୋଇଥିବା ପିଟିଶନରେ କୁହାଯାଇଛି, ଲାଇଭ ସର୍ଜରୀ ଟେଲିକାଷ୍ଟ ଆଇନତଃ ଅନୈତିକ। ରିପୋର୍ଟ ଅନୁଯାୟୀ, ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡଙ୍କ ନେତୃତ୍ୱରେ…

ପ୍ରିୟା ଲଭ୍‌ ବିକାଶ କିଭଳି ହେଲା ‘ପିଭିଆର୍‌’; ଜାଣନ୍ତୁ ଜଣେ ଟ୍ରକ ବ୍ୟବସାୟୀଙ୍କ ଗଜବ କାହାଣୀ…

ପିଭିଆର୍‌(ପ୍ରିୟା ଭିଲେଜ୍‌ ରୋଡ ଶୋ’) ଭାରତର ସବୁଠାରୁ ବଡ଼ ସିନେମା ସିରିଜରୁ ଗୋଟିଏ। ୧୯୯୭ରେ ଅଜୟ ବିଜଲୀ ଏହାକୁ ପ୍ରତିଷ୍ଠା କରିଥିଲେ। ପ୍ରଥମେ ସେ ଜଣେ ଟ୍ରକ୍‌ ଟ୍ରାନ୍ସପୋର୍ଟ ବ୍ୟବସାୟୀ ଥିଲେ। ପ୍ରିୟା ସିନେମାଜ୍‌ର ପୁରୁଣା ନାମ ପ୍ରିୟା ଲଭ୍‌ ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?