ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା
ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ ନେଇ ବ୍ଲକ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ସୋମବାର ଉକ୍ତ…
ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍: ଆଉ ତା’ପରେ ଘଟିଲା…
ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର ଛକ ନିକଟସ୍ଥ ପଣସଗୁଡା ରାସ୍ତା ପାର୍ଶ୍ୱରେ ଥିବା ଏକ ବିଦ୍ୟୁତ ଖୁଣ୍ଟକୁ ଯାଇ…
ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ
ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ ମରାମତି ହୋଇ ନାହିଁ । ଏନେଇ ପଞ୍ଚାୟତ ଠାରୁ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ…
ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…
ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା ଟ୍ୱିଟ୍ କରି କହିଛନ୍ତି ଯେ, କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ ଜିତେନ୍ଦ୍ର…
ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ
ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ ଯୁବକଙ୍କୁ ଅଭିନନ୍ଦନ ଜଣାଇ ସୋମବାର ଜିଲା ସଭାପତି ଶ୍ରୀହର୍ଷ ରଥଙ୍କ ସଭାପତିତ୍ୱରେ ଛତ୍ରପୁର…
ପୁଣି ଚର୍ଚ୍ଚାରେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା
ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି । ଦାନ ମାଝୀଙ୍କ ଜୀବନ କାହାଣୀକୁ ନେଇ ନିର୍ମିତ କ୍ଷୁଦ୍ର ଚଳଚ୍ଚିତ୍ର ଫିଲ୍ମ…
ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ
ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ ଖାଦ୍ୟ ସାମଗ୍ରୀ ସମେତ ବିଭିନ୍ନ ସାମଗ୍ରୀର ମୂଲ୍ୟରେ ନିରନ୍ତର ପରିବର୍ତ୍ତନ ଦେଖାଯାଇଥିଲା। ମେ…
ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ
ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ ସମରିନ କୌରଙ୍କ ସହ ଫଟୋ ଶେୟାର କରି ଆନୁଷ୍ଠାନିକ ଭାବରେ ତାଙ୍କ ସମ୍ପର୍କ…
ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…
ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ ଚେଙ୍କ ଦେଇଥିବା ନେଇ ଅଭିଯୋଗ ହୋଇଛି । ପେଣ୍ଟରେ ପରସ୍ରା କରିବାରୁ ତାଙ୍କୁ…
ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…
ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍ପି ଧର୍ମେନ୍ଦ୍ର ପ୍ରଭାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ଧର୍ମେନ୍ଦ୍ର ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଶୋକ…
ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ, ସେ ଗସ୍ତର ମୁଖ୍ୟ କୋଚ ଭିଭିଏସ ଲକ୍ଷ୍ମଣଙ୍କଠାରୁ ଚେତାବନୀ ମିଳିଛି। ସିରିଜ ଶେଷ…
ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….
ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ ଥିଲେ କିନ୍ତୁ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୱାଙ୍ଗଚୁକ୍ ଏବେ ଡିସଚାର୍ଜ…

