Home

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ୫.୨%

ଭୁବନେଶ୍ୱର,୧୩।୧୦ (ଅଭୟ ଦାଶ):ଚଳିତ ବର୍ଷ ସେପ୍ଟେମ୍ବର ମାସରେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ହାର ହ୍ରାସ ହୋଇ ୫.୦୨%ରେ ରହିଛି, ଯାହା ୨୦୨୩ ଅଗଷ୍ଟରେ ୬.୮୩% ରେ ଥିଲା। ଏହା ପୂର୍ବରୁ ୨୦୨୩ ଜୁଲାଇରେ ଖୁଚୁରା ମୁଦ୍ରାସ୍ଫୀତି ହାର ୧୫ ମାସର ସର୍ବୋଚ୍ଚସ୍ତର…

ଲମ୍ପି ଭାଇରସ୍‌, ବହୁ ଗୋରୁ ଆକ୍ରାନ୍ତ

ନିଶ୍ଚିନ୍ତକୋଇଲି,୧୩ା୧୦(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଗତବର୍ଷ ଲମ୍ପି ଭାଇରସ ଯୋଗୁ ବହୁ ଗୋରୁ ଆକ୍ରାନ୍ତ ହୋଇ ମୃତ୍ୟୁ ମୁଖରେ ପଡିଥିଲେ। ଏହା ଗୋପାଳକମାନଙ୍କ ନିଦ ହଜାଇ ଦେଇଥିଲା। ବର୍ଷେ ପରେ ପୁଣି ଥରେ ବ୍ଲକ ଅଞ୍ଚଳରେ…

ଜଣେ ଶିଶୁକୁ ହତ୍ୟା କରିପାରିବୁନି

ନୂଆଦିଲ୍ଲୀ,୧୩ା୧୦:ଆମେ ଜଣେ ଶିଶୁକୁ ହତ୍ୟା କରିପାରିବୁ ନାହିଁ ବୋଲି ଗୁରୁବାର ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଅଜନ୍ମିତ ପିଲା ତଥା ଜୀବନ୍ତ ଭ୍ରୂଣ ଏବଂ ନିଜ ଶରୀର ଉପରେ ମା’ର ନିଷ୍ପତ୍ତି ସ୍ବାୟତ୍ତତା ଅଧିକାର ମଧ୍ୟରେ ସନ୍ତୁଳନ ବଜାୟ ରଖାଯିବା ଜରୁରୀ…

‘ଡଟ୍‌ ପେନ୍‌’: ସାଇକୋ କିଲରର ସତ କାହାଣୀ

ଭୁବନେଶ୍ୱର,୧୩।୧୦(ଶର୍ମିଷ୍ଠା ପାଣିଗ୍ରାହୀ: ଏଥର ଫିଲ୍ମ ଫ୍ରାଇଡେ’ରେ ଓଡ଼ିଆରେ ‘ଡଟ୍‌ ପେନ୍‌’ ଓ ହିନ୍ଦୀରେ ‘ଧକ୍‌ ଧକ୍‌’ ସିନେମା ମୁକ୍ତିଲାଭ କରୁଛି। ଫିଲ୍ମ ‘ଡଟ୍‌ ପେନ୍‌’ ଭଉଣୀ, ଭାଇ ଓ ଏକ ଡଟ୍‌ପେନ୍‌ର କାହାଣୀକୁ ନେଇ ପ୍ରସ୍ତୁତ ହୋଇଛି। ଭାଇ ନିଜ ଭଉଣୀ…

ମଧ୍ୟପ୍ରାଚ୍ୟରେ ତେଜିଲା ଯୁଦ୍ଧ

ଜେରୁଜେଲମ୍‌/ଗାଜା ସିଟି/ଡାମାସ୍କସ୍‌,୧୩ା୧୦:ଇସ୍ରାଏଲ୍‌ ଓ ପାଲେଷ୍ଟିନୀୟ ଆତଙ୍କବାଦୀ ସଙ୍ଗଠନ ହମାସ୍‌ ମଧ୍ୟରେ ୬ ଦିନ ଧରି ଚାଲିଥିବା ଯୁଦ୍ଧର ନିଅଁା ଏବେ ମଧ୍ୟପ୍ରାଚ୍ୟର ଅନ୍ୟ ରାଷ୍ଟ୍ରଗୁଡ଼ିକୁ ବ୍ୟାପିବା ଆରମ୍ଭ ହେଲାଣି। ଇସ୍ରାଏଲ ପକ୍ଷରୁ ଗୁରୁବାର ସିରିଆ ରାଜଧାନୀ ଡାମାସ୍କସ୍‌ ଏବଂ ଆଲେପ୍ପେ ସହରରେ…

ସରକାରୀ ଛୁଟିରେ କାମ କଲେ ଡାକ୍ତରଙ୍କୁ ମିଳିବ ବିକଳ୍ପ ଛୁଟି

ଭୁବନେଶ୍ୱର, ୧୩ା୧୦ (ବନ୍ଦନା ସେଠୀ):ଡାକ୍ତରମାନଙ୍କୁ ମିଳିବ ସି-ଅଫ୍‌। ସରକାରୀ ଛୁଟି ଦିନରେ କାମ କଲେ ବିକଳ୍ପ ଭାବେ ଛୁଟି ମିଳିବ। ସେହି ମାସର ଯେ କୌଣସି ଦିନ ସେମାନେ ଏହି ଛୁଟି ନେଇ ପାରିବେ। ଏନେଇ ମେଡିକାଲ ଅଧୀକ୍ଷକ ଓ ଇନ୍‌ଚାର୍ଜ…

ମାଛ ଉତ୍ପାଦନରେ ଓଡ଼ିଶା ୪ର୍ଥ ବୃହତ୍ତମ ରାଜ୍ୟ:ଅସିତ୍‌

ଭୁବନେଶ୍ୱର, ୧୩ା୧୦(ସୁନିତ୍‌ ମିଶ୍ର):ଦେଶରେ ମାଛ ଉତ୍ପାଦନରେ ଓଡ଼ିଶା ହେଉଛି ୪ର୍ଥ ବୃହତ୍ତମ ରାଜ୍ୟ। ମାଛ ଯାଆଁଳ ଉତ୍ପାଦନରେ ବର୍ତ୍ତମାନ ଓଡ଼ିଶା ଆତ୍ମନିର୍ଭରଶୀଳ ହୋଇପାରିଛି। ବାର୍ଷିକ ୩୧.୫୦% ହାରରେ ମତ୍ସ୍ୟ ଉତ୍ପାଦନରେ ରାଜ୍ୟରେ ଅଭିବୃଦ୍ଧି ଦେଖିବାକୁ ମିଳିଛି ବୋଲି ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା…

ବିଶ୍ୱ କ୍ଷୁଧା ସୂଚକାଙ୍କ:୪ ସ୍ଥାନ ଖସିଲା ଭାରତ

ନୂଆଦିଲ୍ଲୀ,୧୩ା୧୦:ଚଳିତ ବର୍ଷର ବିଶ୍ୱ କ୍ଷୁଧା ସୂଚକାଙ୍କରେ ଭାରତ ୪ ସ୍ଥାନ ତଳକୁ ଖସିଛି। ୧୨୫ ଦେଶକୁ ନେଇ କରାଯାଇଥିବା ଆକଳନରୁ ଭାରତ ୨୮.୭ ସ୍କୋର ସହ ୧୧୧ତମ ସ୍ଥାନରେ ରହିଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବୋଲି ରିପୋର୍ଟ ପ୍ରକାଶ ପାଇଛି। ଗୁରୁବାର…

କବିତାଙ୍କ ଭବିଷ୍ୟବାଣୀ, ଭାଙ୍ଗିଯିବ ‘ଇଣ୍ଡିଆ’ ମେଣ୍ଟ

ନୂଆଦିଲ୍ଲୀ,୧୩।୧୦: ଭାରତ ରାଷ୍ଟ୍ର ସମିତି (ବିଆରଏସ) ନେତା କେ କବିତା ବିରୋଧୀ ଦଳ ‘ଇଣ୍ଡିଆ’ ବିଷୟରେ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ, ପାଞ୍ଚଟି ରାଜ୍ୟର ଆଗାମୀ ବିଧାନସଭା ନିର୍ବାଚନର ଫଳାଫଳ ପରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ଭାଙ୍ଗିଯିବ।…

ତୋରଣରେ ସର୍ବଧର୍ମର ବାର୍ତ୍ତା

ଭୁବନେଶ୍ୱର,୧୩।୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ୍ଟ ସେଣ୍ଟର ଓନର୍ସ ଆସୋସିଏଶନ ପକ୍ଷରୁ ଏଥର ନିଆରା ଢଙ୍ଗରେ ମା’ଙ୍କ ଆବାହନ କରାଯିବ। ୨୦୦୮ରୁ ଆସୋସିଏଶନ ପକ୍ଷରୁ ଦୁର୍ଗାପୂଜା ଆଡମ୍ବର ସହକାରେ କରାଯାଉଛି। ସ୍ଥାୟୀ ମଣ୍ଡପରେ ମା’ଙ୍କ ପୂଜା ହେଉଥିବାବେଳେ ହିନ୍ଦୁ, ମୁସଲିମ୍‌ ଓ ଖ୍ରୀଷ୍ଟିଆନ…

ଇସ୍ରାଏଲ୍‌ରୁ ଆସିଲା ଲୋମଟାଙ୍କୁରା ଦୃଶ୍ୟ: ଶିଶୁଙ୍କୁ ଗୁଳି କରି ଜାଳିଦେଲେ

ଜେରୁଜେଲମ,୧୩।୧୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ହେବାର ୬ ଦିନ ବିତିଗଲାଣି। ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ କାର୍ଯ୍ୟାଳୟ ଏକ ଫଟୋ ଜାରି କରିଛି। ଫଟୋରେ ଶିଶୁଙ୍କୁ ଗୁଳି କରି ଜାଳିଦେଇଛନ୍ତି ହମାସ ଆକ୍ରମଣକାରୀ। ଅନେକ ଫଟୋ ଦେଖାଇ…

ବିକାଶ ଅପେକ୍ଷାରେ ମହାପ୍ରଭୁଙ୍କ ଲୀଳାକ୍ଷେତ୍ର ଗଡ଼ଖୋର୍ଦ୍ଧା

ଖୋର୍ଦ୍ଧା,୧୩ା୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା-ଭୁବନେଶ୍ୱର ୧୬ ନମ୍ବର ଜାତୀୟ ରାଜପଥ ଗଡ଼ଖୋର୍ଦ୍ଧା ଛକଠାରୁ ୨ଶହ ମିଟର ଦୂରରେ ରହିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳାକ୍ଷେତ୍ର। ଗଡ଼ଖୋର୍ଦ୍ଧାଠାରେ ମହାପ୍ରଭୁ ୩ଥର ପଦାର୍ପଣ କରିଛନ୍ତି। ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିବା ଏହି ମନ୍ଦିରକୁ ପରବର୍ତ୍ତୀ ସମୟରେ ରାଜ୍ୟ ପ୍ରତ୍ନତତ୍ତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?