ଦେଶ ସୁରକ୍ଷାରେ ଚିନ୍ତା ବଢ଼ାଉଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ
ମହାକାଳପଡ଼ା,୨୦ା୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଦେଶରେ ସୁରକ୍ଷା ଓ ଉପକୂଳ ଅଞ୍ଚଳରେ ବିଶେଷ କରି ବାଂଲାଦେଶୀ ଅନୁପ୍ରବେଶକାରୀ ଆଡ୍ଡା ଜମାଇବା ସହ ଦେଶ ପାଇଁ ବିପଦ ସୃଷ୍ଟି କରୁଛନ୍ତି। ୩ ଦିନ ପୂର୍ବରୁ ଜଗତ୍ସିଂହପୁର ଜିଲାରୁ କେତେଜଣ ବେଆଇନ ଭାବେ ବାଂଲାଦେଶୀ…
ଚାଲିଥିଲା ବାପାଙ୍କ ଦଶାହ, ହଠାତ୍ ଅସୁସ୍ଥ ହୋଇପଡ଼ିଲେ ପୁଅ: ଆଉ ତା’ପରେ ଘଟିଗଲା…
ଆସିକା,୨୦।୧୧: ଗଞ୍ଜାମ ଆସିକା ବ୍ଲକର ସିଦ୍ଧନଇ ପଂଚାୟତ ଅନ୍ତର୍ଗତ ଅତରଙ୍ଗ ଗ୍ରାମରେ ଗୁରୁବାର ଘଟିଛି ଏକ ଦୁଃଖଦ ତଥା ଅଭାବନୀୟ ଘଟଣା। ବାପାଙ୍କ ମୃତ୍ୟୁର ଦଶାହରେ ପୁଅଙ୍କ ମୃତ୍ୟୁ ଭଳି ଘଟଣା ଗାଁରେ ଶୋକର ଛାୟା ଖେଳାଇଦେଇଛି। ଅତରଙ୍ଗ ଗ୍ରାମର ଉଦୟ…
କେମିତି ଅଛନ୍ତି ଧର୍ମେନ୍ଦ୍ର: ଆସିଲା ବଡ଼ ଅପ୍ଡେଟ୍
ଗୋଟିଏ ସପ୍ତାହ ପୂର୍ବରୁ ୮୯ ବର୍ଷୀୟ ଅଭିନେତା ଧର୍ମେନ୍ଦ୍ରଙ୍କୁ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା ଏବଂ ସେ ଘରକୁ ଫେରିଥିଲେ। ବର୍ତ୍ତମାନ ସେ ଘରେ ଚିକିତ୍ସିତ ହେଉଛନ୍ତି ଏବଂ ସୁସ୍ଥ ହେଉଛନ୍ତି। ପ୍ରଶଂସକମାନେ ଏହି ବରିଷ୍ଠ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା…
ବଙ୍ଗୋପସାଗରରେ ପୁଣି ବାତ୍ୟା! ବଙ୍ଗୋପସାଗରରେ ବଡ଼ ହଲଚଲ
ଭୁବନେଶ୍ୱର,୨୦ା୧୧: ବଙ୍ଗୋପସାଗରରେ ପୁଣି ବାତ୍ୟା ସମ୍ଭାବନା। ୨୨ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ସମୁଦ୍ର ଭିତରେ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଦକ୍ଷିଣବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତରେ…
ମସ୍କ-ଟ୍ରମ୍ପଙ୍କ ମଧ୍ୟରେ ବିବାଦ ଥମିଲା : କହିଲେ, ‘Thank You’
ଓ୍ବାଶିଂଟନ୍,୨୦।୧୧: ସାଉଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ (MBS) ଆମେରିକା ଗସ୍ତ ସମୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ଏବଂ ରଣନୈତିକ ଆଲୋଚନା ପାଇଁ ବିଶ୍ୱସ୍ତରୀୟ ଚର୍ଚ୍ଚାରେ ସ୍ଥାନ ପାଇଥିଲେ। କିନ୍ତୁ ଏହି ଗସ୍ତର ଗୋଟିଏ ଚିତ୍ର ସୋସିଆଲ ମିଡିଆରେ…
ବିଧାୟକଙ୍କ ପରଲୋକ: ଆଶୀର୍ବାଦ ଦେଇ ଫେରୁଥିବାବେଳେ…
ଲକ୍ଷ୍ନୌ,୨୦।୧୧: ଉତ୍ତର ପ୍ରଦେଶର ମାଉ ଜିଲାର ଘୋସି ବିଧାନସଭା ନିର୍ବାଚନମଣ୍ଡଳୀର ସମାଜବାଦୀ ପାର୍ଟି ବିଧାୟକ ଏବଂ ତାଙ୍କ ସ୍ପଷ୍ଟବାଦୀ ଶୈଳୀ ପାଇଁ ଜଣାଶୁଣା ସୁଧାକର ସିଂହଙ୍କର ଆଜି ସକାଳେ ଲକ୍ଷ୍ନୌର ମେଦାନ୍ତ ହସ୍ପିଟାଲରେ ପରଲୋକ ଘଟିଛି। ଦୀର୍ଘ ଦିନ ଧରି ଗମ୍ଭୀର…
ଭାରତ-ଆମେରିକା ମଧ୍ୟରେ ହୋଇଗଲା ମେଗା ଡିଲ୍: ଚାହିଁରହିଗଲା ପାକିସ୍ତାନ
ଓ୍ବାଶିଂଟନ୍,୨୦।୧୧: ଆମେରିକା ଭାରତ ପାଇଁ ୯୩ ନିୟୁତ ଡଲାରର ଏକ ସାମରିକ ପ୍ୟାକେଜ ମଞ୍ଜୁର କରିଛି। ଏହା ଦ୍ୱାରା ଭାରତ ଜାଭେଲିନ ଆଣ୍ଟି-ଟ୍ୟାଙ୍କ ମିସାଇଲ ଏବଂ ଏକ୍ସକାଲିବର ପ୍ରିସିସନ-ଗାଇଡେଡ ଆର୍ଟିଲାରୀ ରାଉଣ୍ଡର ଏକ ନୂତନ ବ୍ୟାଚ କିଣିପାରିବ। ଏହି ଅନୁମୋଦନ ଅନୁଯାୟୀ,…
ଯୁବତୀଙ୍କ ସହ ଶାରିରୀକ ସମ୍ପର୍କ ରଖିଥିଲେ ଏୟାରଫୋର୍ସ ଯବାନ: ଆଉ ତା’ପରେ ଘଟିଲା…
ଭୁବନେଶ୍ୱର,୨୦ା୧୧(ସତ୍ୟଜିତ ରାଉତ):ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା କରିବା ଅଭିଯୋଗରେ ବଡ଼ଗଡ଼ ଥାନା ପୋଲିସ ଏୟାରଫୋର୍ସର ଜଣେ ଯବାନଙ୍କୁ ବୁଧବାର ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ନୟାଗଡ଼ ଜିଲା ଇଟାମାଟି ଅଞ୍ଚଳର ଗୋଲକ…
ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ମାମଲା: ହାଇକୋର୍ଟ ଦେଲେ ଏମିତି ରାୟ
କଟକ,୨୦।୧୧ (କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଡ. ସୁବାସ ମହାପାତ୍ର କରିଥିବା ନିର୍ବାଚନୀ ମକଦ୍ଦମାକୁ ହାଇକୋର୍ଟ ବୁଧବାର ଖାରଜ କରିଛନ୍ତି। ସମ୍ବଲପୁର ଲୋକ ସଭା ନିର୍ବାଚନୀ ମାମଲାରେ ହାଇକୋର୍ଟ ମହାପାତ୍ରଙ୍କ ଆବେଦନକୁ ଖାରଜ କରିବା ସହ ଧର୍ମେନ୍ଦ୍ରଙ୍କ ଆବେଦନକୁ…
ବିହାର ମୁଖ୍ୟମନ୍ତ୍ରୀ ରୂପେ ନୀତୀଶ କୁମାର ଆଜି ନେବେ ଶପଥ
ପାଟନା,୨୦ା୧୧: ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ନୀତୀଶ କୁମାର ବୁଧବାର ସର୍ବସମ୍ମତିକ୍ରମେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ନେତା ନିର୍ବାଚିତ ହୋଇଛନ୍ତି। ଏହା ପରେ ସେ ପାଟନାସ୍ଥିତ ରାଜଭବନରେ ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନ୍ଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା…
ଲଖନା ପଞ୍ଚାୟତ: ଭତ୍ତାରୁ ବଞ୍ଚିତ ବୃଦ୍ଧାବୃଦ୍ଧ
ନୂଆପଡ଼ା,୧୯ା୧୧(ମକାରୁ ବେମାଲ) -ନୂଆପଡ଼ା ଜିଲା କୋମନା ବ୍ଲକ୍ ଲଖନା ପଞ୍ଚାୟତ ଅନ୍ତର୍ଗତ ମୁରଲିବାହାଲି ଗାଁରେ ଅନେକ ବୃଦ୍ଧାବୃଦ୍ଧ ଭତ୍ତାରୁ ବଞ୍ଚତ୍ତ ହୋଇ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜିଲାପାଳ ମଧୁସୂଦନ ଦାଶଙ୍କ ଅନୁପସ୍ଥିତିରେ ସେମାନେ ଡାକ ବାକ୍ସରେ ଦରଖାସ୍ତ ଦେଇ ଫେରିଯାଇଛନ୍ତି।…
ଆଜି ଜୟ ନେବେ ଶପଥ
ଭୁବନେଶ୍ୱର,୨୦ା୧୧ (ରବିନାରାୟଣ ଜେନା): ବିଧାନସଭାର ଶୀତକାଳୀନ ଅଧିବେଶନ ଅବ୍ୟବହିତ ପୂର୍ବରୁ ନୂଆପଡ଼ାର ନବନିର୍ବାଚିତ ଭାଜପା ବିଧାୟକ ଜୟ ଢୋଲକିଆ ଗୁରୁବାର ଶପଥ ଗ୍ରହଣ କରିବେ। ବାଚସ୍ପତି ସୁରମା ପାଢ଼ୀ ଅପରାହ୍ନ ପ୍ରାୟ ଗୋଟାଏ ବେଳେ ଜୟଙ୍କୁ ପଦ ଓ ଗୋପନୀୟତାର ଶପଥ…
Archives


