Home

ଭାରତ ତୈଳ କ୍ରୟ କରିବା କମ କରିବାରୁ ଉତ୍ପାଦନ କମାଇ ଦାମ ବଢାଇଲା ରୁଷିଆ

ମସ୍କୋ,୧୯।୮: ଯେତେବେଳେ ଭାରତ ରୁଷିଆରୁ ତେଲ କିଣିବା ଆରମ୍ଭ କଲା, ସେତେବେଳେ ବ୍ୟାରେଲ ପିଛା ପ୍ରାୟ ୧୩ଡଲାର ରିହାତି ମିଳୁଥିଲା। ଅଗଷ୍ଟରେ ଏହା ବ୍ୟାରେଲ ପିଛା ୪ଡଲାରକୁ ଖସି ଆସିଥିଲା, ଏହା ପରେ ଭାରତ ରୁଷରୁ ତେଲ କିଣିବା ହ୍ରାସ କରିଥିଲା।…

ଖବରଦାତାଙ୍କ ହତ୍ୟା ଘଟଣାକୁ ନେଇ ନୀତୀଶଙ୍କୁ ଟାର୍ଗେଟ କଲେ ସୁଶୀଲ ମୋଦି

ପାଟନା,୧୯।୮: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ସଭା ସଦସ୍ୟ ସୁଶୀଲ କୁମାର ମୋଦି ସାମରିଆପୁରର ଅରରିଆରେ ଖବରଦାତା ତଥା ଇନ୍ସପେକ୍ଟରଙ୍କ ହତ୍ୟା ଘଟଣାକୁ ଦୃଢ ନିନ୍ଦା କରିବା ସହ ଶୁକ୍ରବାର କହିଛନ୍ତି ସରକାର ଅପରାଧୀଙ୍କ ନିକଟରେ ସରକାର ଆତ୍ମସମର୍ପଣ କରିଛନ୍ତି। କ୍ଷମତାରେ…

ଜିଓ-ନେଟ୍‌ଫ୍ଲିକ୍ସ ପ୍ରିପେଡ୍‌ ପ୍ଲାନ୍‌

ଭୁବନେଶ୍ୱର,୧୯।୮: ରିଲାଏନ୍ସ ଜିଓ ପକ୍ଷରୁ ନିକଟରେ ନେଟ୍‌ଫ୍ଲିକ୍ସ ସବ୍‌ସ୍କ୍ରିପ୍‌ସନ୍‌ ଥିବା ୨ଟି ନୂଆ ଜିଓ-ନେଟ୍‌ଫ୍ଲିକ୍ସ ପ୍ରିପେଡ୍‌ ପ୍ଲାନ୍‌ର ଶୁଭାରମ୍ଭ କରାଯାଇଛି। ୧୦୯୯ ଟଙ୍କିଆ ପ୍ଲାନ୍‌ରେ ଗ୍ରାହକମାନଙ୍କୁ ଦୈନିକ ୨ଜିବି ହାଇ ସ୍ପିଡ୍‌ ଡାଟା ମିଳୁଥିବାବେଳେ ୧୪୯୯ଟଙ୍କିଆ ପ୍ଲାନ୍‌ରେ ପ୍ରତିଦିନ ୩ଜିବି ହାଇ…

ଅକ୍ଟୋବରରେ ‘ଫିଜିକ୍ସ ଓ୍ବାଲ୍‌’ର ବୃତ୍ତି ପରୀକ୍ଷା

ଭୁବନେଶ୍ୱର,୧୯।୮: ଦେଶର ପ୍ରମୁଖ ଘରୋଇ ୟୁନିକର୍ନ ଇ-ଟେକ୍‌ କମ୍ପାନୀ ତଥା କୋଚିଂ ସେଣ୍ଟର ‘ଫିଜିକ୍ସ ଓ୍ବାଲ୍‌’ (ପିଡବ୍ଲ୍ୟୁ)ର ବହୁ ପ୍ରତୀକ୍ଷିତ ପ୍ରବେଶିକା ପରୀକ୍ଷା ‘ପିଡବ୍ଲ୍ୟୁଏନ୍‌ଏସ୍‌ଏଟି-୨୦୨୩’ (ଫିଜିକ୍ସ ଓ୍ବାଲ୍‌ ନ୍ୟାଶନାଲ ସ୍କଲାରଶିପ କମ୍‌ ଆଡମିଶନ ଟେଷ୍ଟ) ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ…

ଏନ୍‌ଏମ୍‌ଡିସି ଷ୍ଟିଲ୍‌ ପ୍ଲାଣ୍ଟ ବ୍ଲାଷ୍ଟ ଫର୍ନେସ ଲୋକାର୍ପିତ

ଭୁବନେଶ୍ୱର,୧୯।୮: ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ (ଏନ୍‌ଏମ୍‌ଡିସି)ର ପ୍ରମୁଖ ସଂସ୍ଥାନ ଏନ୍‌ଏମ୍‌ଡିସି ଷ୍ଟିଲ୍‌ ପ୍ଲାଣ୍ଟର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂତନ ବ୍ଲାଷ୍ଟ ଫର୍ନେସ ନିକଟରେ ଶୁଭାରମ୍ଭ ହୋଇଯାଇଛି। ବିଶେଷକରି ଛତିଶଗଡ଼ର ନଗରନାରଠାରେ ଦେଶର ୨ୟ ସର୍ବବୃହତ ବ୍ଲାଷ୍ଟ…

ବଜାରରେ ମର୍ସିଡିଜ୍‌-ବେଞ୍ଜ୍‌ର ନୂଆ ଜିଏଲ୍‌ସି

ଭୁବନେଶ୍ୱର,୧୯।୮ (ଅଭୟ ଦାଶ): ଦେଶର ପ୍ରମୁଖ ପ୍ରିମିୟମ (ଲକ୍‌ଜୁରି) କାର୍‌ ନିର୍ମାତା ମର୍ସିଡିଜ୍‌-ବେଞ୍ଜ ଇଣ୍ଡିଆର ବହୁ ପ୍ରତୀକ୍ଷିତ ମିଡ୍‌-ସାଇଜ୍‌ ଏସ୍‌ୟୁଭି ‘ଜିଏଲ୍‌ସି’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଟି ଆଣ୍ଡ ଟି ମୋଟର୍ସ ପକ୍ଷରୁ ଏକ…

ନୂଆ ସମ୍ବିଧାନ ଲୋଡ଼ା

ନୂଆଦିଲ୍ଲୀ,୧୯ା୮, (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆର୍ଥିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ୍‌) ଅଧ୍ୟକ୍ଷ ଡକ୍ଟର ବିବେକ ଦେବରାୟ ଭାରତ ପାଇଁ ଏକ ନୂଆ ସମ୍ବିଧାନ ପ୍ରଣୟନ ଦାବିକରି ବିବାଦରେ ଫସିଛନ୍ତି। କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ଏହାକୁ ନେଇ…

କୋବ୍ରା କମାଣ୍ଡୋଙ୍କ ଆତ୍ମହତ୍ୟା

ବିଜାପୁର,୧୯।୮: ଛତିଶଗଡ଼ର ବିଜାପୁରରେ ମାଓବାଦୀ ଦମନ ଲାଗି ମୁତୟନ ଥିବା ସିଆର୍‌ପିଏଫ୍‌ (କୋବ୍ରା) କମାଣ୍ଡୋ ବାଟାଲିୟନର ଜଣେ ଇନ୍ସପେକ୍ଟର ଶୁକ୍ରବାର ପୂର୍ବାହ୍ନରେ ନିଜ ସର୍ଭିସ ରାଇଫଲରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି। କୋବ୍ରା ୨୧୦ ବାଟାଲିୟନର ଇନ୍ସପେକ୍ଟର ଶଫି ଅଖତର ତାଙ୍କ ଏକେ-୪୭…

ଡାଭୋଲକର, ପାନ୍‌ସାରେ, ଲଙ୍କେଶ, କାଲବୁର୍ଗୀ ହତ୍ୟା ମଧ୍ୟରେ ସମ୍ପୃକ୍ତି ଅଛି କି

ନୂଆଦିଲ୍ଲୀ,୧୯ା୮(ପି.ଟି.): ହେତୁବାଦୀ ନରେନ୍ଦ୍ର ଡାଭୋଲକର, ସିପିଆଇ ନେତା ଗୋବିନ୍ଦ ପାନ୍‌ସାରେ, ସାମାଜିକ କର୍ମୀ ତଥା ସାମ୍ବାଦିକ ଗୌରୀ ଲଙ୍କେଶ ଏବଂ ବିଦ୍ୱାନ ଏମ୍‌.ଏମ୍‌. କାଲବୁର୍ଗୀ ହତ୍ୟାକାଣ୍ଡ ପଛରେ କୌଣସି ସମାନ ସୂତ୍ର ରହିଛି କି ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ…

୧୨% ରାଜ୍ୟ ସଭା ସଦସ୍ୟ ବିଲିଅନେୟାର

ନୂଆଦିଲ୍ଲୀ,୧୯ା୮: ରାଜ୍ୟ ସଭା ସଦସ୍ୟଙ୍କ ମଧ୍ୟରୁ ୧୨ ପ୍ରତିଶତ ବିଲିଅନେୟାର (ସମ୍ପତ୍ତି ପରିମାଣ ୧୦୦ କୋଟି ଟଙ୍କାରୁ ଅଧିକ)। ଆନ୍ଧ୍ରପ୍ରଦେଶ ଏବଂ ତେଲଙ୍ଗାନାରେ ବିଲିଅନେୟାର ଏମ୍‌ପିଙ୍କ ହାର ଅଧିକ ବୋଲି ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌) ରିପୋର୍ଟରୁ ଜଣାପଡ଼ିଛି। ରାଜ୍ୟ ସଭାର…

୧୦୦ ବର୍ଷ ମଧ୍ୟରେ ଅଗଷ୍ଟରେ ସର୍ବନିମ୍ନ ବୃଷ୍ଟିପାତ ହୋଇଥିବା ଅନୁମାନ

ନୂଆଦିଲ୍ଲୀ,୧୯।୮: ଗତ ୧୦୦ ବର୍ଷ ମଧ୍ୟରେ ସର୍ବନିମ୍ନ ବୃଷ୍ଟିପାତ ଅଗଷ୍ଟ ୨୦୨୩ରେ ଦେଖିବାକୁ ମିଳିପାରେ। ଏଲ ନିନୋର ପ୍ରଭାବ ଯୋଗୁ ଦେଶର ଅନେକ ରାଜ୍ୟରେ ମୌସୁମୀ ବର୍ଷାରେ ବହୁତ ଅଭାବ ଦେଖାଦେଇଛି। ରଏଟର୍ସ ଏହାର ରିପୋର୍ଟରେ ଦୁଇ ପାଣିପାଗ ବିଭାଗର ଅଧିକାରୀଙ୍କ…

ସୋସିଆଲ ମିଡିଆରେ କାମ ମାଗୁଛନ୍ତି କରିନା-ଆଲିଆ

ମୁମ୍ବାଇ: ବି ଟାଉନରେ କରିନା କପୁର ଓ ଆଲିଆ ଭଟ୍ଟଙ୍କ ଫ୍ରେଣ୍ଡସିପ୍‌କୁ ନେଇ ଖୁବ୍‌ ଚର୍ଚ୍ଚା ହୁଏ। ଦୁହେଁ ଏକାଠି ସମୟ ବିତାଇବାକୁ ବହୁତ ଭଲ ପାଆନ୍ତି। ନିକଟରେ ଦୁହେଁ ଏକାଠି ନିଜର କିଛି ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri