ନିଶାନ୍ତ ଚାମ୍ପିୟନ, ରାକେଶ ରନରଅପ୍
ଭୁବନେଶ୍ୱର, ୧୮।୯ (ତପନ ସ୍ବାଇଁ): ଭିନ୍ଟେଜ୍ କ୍ଲବ ପରିସରରେ ଅନୁଷ୍ଠିତ ୨ୟ ଆଶିଷ ପଣ୍ଡା ସ୍ମାରକୀ ଅଲ୍ ଓଡ଼ିଶା ସ୍ନୁକର ଚାମ୍ପିୟନଶିପ୍ରେ ନିଶାନ୍ତ ବିଶ୍ୱାଳ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ନିଶାନ୍ତ ୬-୪ ଫ୍ରେମ୍ରେ ରାକେଶ ରୋଶନ ପ୍ରଧାନଙ୍କୁ ପରାସ୍ତ…
୨ ବିରଳ ପ୍ରଜାତିର ସାପ
ଯୋଡ଼ା,୧୮ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସହରରେ ଯୋଡ଼ା-ଭୂୟାଁ ବସ୍ତି ନିକଟରୁ ଏକ ବିଲୁପ୍ତ ପ୍ରଜାତିର ବିରଳ ସାପ ଶନିବାର ଉଦ୍ଧାର ହୋଇଛି। ସାପଟିର ନାମ ଅରନେଟ୍ ଫ୍ଲାଇଂ ସ୍ନେକ୍ ବା ଉଡ଼ନ୍ତା ସାପ। ସାପଟି ଦେଖିବା ପାଇଁ ବହୁ ସୁନ୍ଦର…
କରାଟେ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ
ଭୁବନେଶ୍ୱର, ୧୮ା୯ (ବିଜୟ ରଣା): ଚଳିତମାସ ୨୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଡେରାଡୁନ୍ଠାରେ ଜାତୀୟ କ୍ୟାଡେଟ୍, ଜୁନିୟର, ସିନିୟର ଏବଂ ୨୧ ବର୍ଷରୁ କମ୍ ଦଳଗତ ପ୍ରତିଯୋଗିତା ପାଇଁ ଓଡ଼ିଶା ରାଜ୍ୟ କରାଟେ ସଂଘ ଦ୍ୱାରା ୫୫ ପ୍ରତିଯୋଗୀ ଓ ଅଫିସିଆଲ…
ଓଡ଼ିଶାକୁ ୨୩ ପଦକ
କଟକ,୧୮ା୯ ପ୍ରିୟଦର୍ଶିନୀ): ଉତ୍ତରାଖଣ୍ଡରେ ଜାତୀୟ କାନୋଇଂ ସ୍ପ୍ରିଣ୍ଟ ଚାମ୍ପିଅନଶିପ ରବିବାର ଉଦ୍ଯାପିତ ହୋଇଯାଇଛି । ୮ ସ୍ବର୍ଣ୍ଣ, ୬ ରୌପ୍ୟ ଏବଂ ୯ଟି ବ୍ରୋଞ୍ଜ ପଦକକୁ ମିଶାଇ ଚାମ୍ପିଅନଶିପ୍ରେ ଓଡ଼ିଶା ମୋଟ୍ ୨୩ଟି ପଦକ ଜିତିଛି । ଏଥି ସହିତ ଦଳଗତ…
ସ୍ବାମୀଙ୍କ ଅନ୍ତିମ ସଂସ୍କାର ବେଳେ ସ୍ତ୍ରୀଙ୍କ ମୃତ୍ୟୁ
ବେଲଗୁଣ୍ଠା,୧୮ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍ ବରପଲ୍ଲୀ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଦୁଃଖରେ ମ୍ରିୟମାଣ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ପରେ ଏକାଠି ଦମ୍ପତିଙ୍କ ଜୁଇ ଜଳିଛି। ବେଲଗୁଣ୍ଠା ବ୍ଲକ ଗାଙ୍ଗପୁର…
କାଗଜରେ ୫ ଫୁଟ୍ର ଗଣେଶ ମୂର୍ତ୍ତି
ରାଇରଙ୍ଗପୁର,୧୮ା୯ (ମନୋରଞ୍ଜନ ତିରିଆ): ମଙ୍ଗଳବାର ଶ୍ରୀଗଣେଶ ଚତୁର୍ଥୀ। ବିଭିନ୍ନ କ୍ଲବ୍, ସାହି ପକ୍ଷରୁ ଗଣେଶଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଚାଲିଛି। ସାଧାରଣତଃ ବିଭିନ୍ନ ଶିକ୍ଷାନୁଷ୍ଠାନ ବିଦ୍ୟାଳୟ, ମହାବିଦ୍ୟାଳୟରେ ପୂଜା ପାଉଥିବା ଗଣେଶଙ୍କ ମୂର୍ତ୍ତି ମାଟି, ନଡ଼ାରେ ନିର୍ମିତ ହୋଇଥାଏ। ଏହାକୁ ପୂଜା ପରେ…
ସେଞ୍ଜ୍ ଜିତିଲେ ସିଙ୍ଗାପୁର ଗ୍ରାଁପ୍ରି
ସିଙ୍ଗାପୁର, ୧୮ା୯ (ଏପି): ଫେରାରିର କାର୍ଲୋସ ସେଞ୍ଜ ଜୁନିୟର ସିଙ୍ଗାପୁର ଫର୍ମୁଲା ଓ୍ବାନ ମୋଟର ରେସ୍ ଗ୍ରାଁ ପ୍ରି ଜିତିଛନ୍ତି। ଏହାଦ୍ୱାରା ଫର୍ମୁଲାଓ୍ବାନରେ ମାର୍କ୍ସ ଭର୍ଷ୍ଟାପେନ୍ ଓ ରେଡ୍ ବୁଲ୍ର ଐତିହାସିକ ବିଜୟ ଧାରାରେ ବ୍ରେକ୍ ଲାଗିଛି। ରେଡ୍ ବୁଲ୍ ଚଳିତବର୍ଷର…
ଇଣ୍ଡୋନେସିଆରେ ଅଭ୍ୟାସ କରିବେ ଅନୁପମା
ଭୁବନେଶ୍ୱର, ୧୮।୯(ତପନ ସ୍ବାଇଁ): ଚାଇନାର ହାଙ୍ଗଝୋଠାରେ ହେବାକୁଥିବା ଏସିଆନ ଗେମ୍ସର ଜୁ-ଜିଟ୍ସୁ ଇଭେଣ୍ଟରେ ପ୍ରଥମଥରପାଇଁ ଭାରତରୁ ପ୍ରତିନିଧିତ୍ୱ କରିବାକୁ ଯାଉଛନ୍ତି ଓଡ଼ିଶାର ଅନୁପମା ସ୍ବାଇଁ। ଓଡ଼ିଶା ପୋଲିସରେ କାର୍ଯ୍ୟରତ ଅନୁପମା ପୂର୍ବରୁ ଉତ୍କଳ କରାଟେ ସ୍କୁଲରେ ପ୍ରଶିକ୍ଷଣ ନେଉଥିଲେ। ଅଧିକ ଦକ୍ଷ…
ଆଜିଠାରୁ ଅଧିକାଂଶ ଅଞ୍ଚଳରେ ଝଡ଼ବର୍ଷା
ଭୁବନେଶ୍ୱର,୧୮।୯(ଅନୁରାଧା ମହାରଣା): ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦୁର୍ବଳ ହୋଇପଡ଼ିଛି। ତେଣୁ ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ଏବେ ପୁନର୍ବାର ସକ୍ରିୟ ହୋଇପଡ଼ିଛି। ଫଳରେ ସୋମବାରଠାରୁ ରାଜ୍ୟରେ ଝଡ଼ବର୍ଷା ଲାଗି…
ଡେଭିସ୍ କପ୍ରୁ ବୋପାନ୍ନାଙ୍କ ଅବସର
କଲମ୍ବୋ,୧୮ା୯(ପି.ଟି.): ଭାରତର ଷ୍ଟାର ଟେନିସ୍ ଖେଳାଳି ରୋହନ ବୋପାନ୍ନା ଡେଭିସ୍ କପ୍ କ୍ୟାରିୟରକୁ ଅଲ୍ବିଦା ଜଣାଇଛନ୍ତି। ବୋପାନ୍ନା ନିଜ କ୍ୟାରିୟରର ଅନ୍ତିମ ମ୍ୟାଚ ଜିତିବା ଫଳରେ ଭାରତ ୩-୧ରେ ମରକ୍କୋକୁ ପରାସ୍ତ କରିଛି। ଲକ୍ଷ୍ନୌର ମିନି ଷ୍ଟାଡିୟମରେ ଅନୁଷ୍ଠିତ ବିଶ୍ୱ ଗ୍ରୁପ୍-୨ର…
ବିଓଆଇର ହିନ୍ଦୀ ମାସ ସମାରୋହ
ଭୁବନେଶ୍ୱର,୧୮।୯: ବ୍ୟାଙ୍କ ଅଫ୍ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ହିନ୍ଦୀ ମାସ ସମାରୋହ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କ ପକ୍ଷରୁ ସମାଚାର ପାଠ, ଇ-ମେଲ୍ ପ୍ରତିଯୋଗିତା, ହିନ୍ଦୀରେ ସର୍ବାଧିକ କାମକାର୍ଯ୍ୟ, ପ୍ରବନ୍ଧ, ଓଡ଼ିଆ-ହିନ୍ଦୀ ସଙ୍ଗୀତ ପ୍ରତିଯୋଗିତା ଏବଂ…
ନିର୍ମାଣ କ୍ଷେତ୍ରରେ ନୂଆ ଟେକ୍ନୋଲୋଜିର ବ୍ୟବହାର
ଭୁବନେଶ୍ୱର,୧୮।୯ (ଅଭୟ ଦାଶ): ଦେଶର ପ୍ରମୁଖ ଗୃହ ନିର୍ମାଣକାରୀ ସଂଗଠନ କ୍ରେଡାଇର ଓଡ଼ିଶା ୟୁନିଟ୍(କ୍ରେଡାଇ ଭୁବନେଶ୍ୱର)ର ବାର୍ଷିକ ସାଧାରଣ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି କ୍ରେଡାଇ ଭୁବନେଶ୍ୱର ସିଟି ଚାପ୍ଟରର ସଭାପତି ସୋଫିଆ ଫିରଦୋଷଙ୍କ ଅଧ୍ୟକ୍ଷତାରେ ସଭା ପରିଚାଳିତ ହୋଇଥିଲା।…
Archives


