Home

ଦକ୍ଷିଣ କୋରିଆରେ ପ୍ରବଳ ବର୍ଷା, ମୃତ୍ୟୁସଂଖ୍ୟା ୩୯କୁ ବୃଦ୍ଧି

ସିଓଲ,୧୭ା୭: ଦକ୍ଷିଣ କୋରିଆରେ ପ୍ରବଳ ବର୍ଷା ଓ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୯କୁ ବୃଦ୍ଧି ପାଇଛି। ଏହି ସମୟରେ, ରାଷ୍ଟ୍ରପତି ୟୋନ ସୁକ ୟୋଲ ସୋମବାର ଏକ ନିର୍ଦ୍ଦେଶ ଜାରି କରି ଅନେକ ଦିନର ପ୍ରବଳ ବର୍ଷା ହେତୁ ହୋଇଥିବା ବିନାଶର…

ଆନ୍ତଃରାଜ୍ୟ ଖଣିଜ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ

ଯୋଡ଼ା,୧୭ା୭(ମାନସ ମହାନ୍ତି): କେନ୍ଦୁଝର ଜିଲା ବାମେବାରି ପୋଲିସ ଏକ ଆନ୍ତଃରାଜ୍ୟ ଖଣିଜ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ଏହି କାରବାରରେ ସମ୍ପୃକ୍ତି ଅଭିଯୋଗରେ ୭ ଅଭିଯୁକ୍ତ ଗିରଫ ହୋଇଛନ୍ତି। ସେମାନେ ହେଲେ ରୁଗୁଡ଼ି ଥାନା ଚୋରମାଲଦା ଅଞ୍ଚଳର ସଚିନ ମହାକୁଡ,ସତୀଶ ଖଛପ,…

୮ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷିବା ସମ୍ଭାବନା

ଭୁବନେଶ୍ୱର,୧୭ା୭ (ଅନୁରାଧା ମହାରଣା): ଓଡ଼ିଶା ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ରବିବାର ବୌଦ୍ଧ ଜିଲାରେ ସର୍ବାଧିକ ୫୪.୦ ମିମି ବର୍ଷା ହୋଇଥିବାବେଳେ ରାଉରକେଲାରେ ୩୨.୧ ମିମି, ନୂଆପଡ଼ା ୩୦.୪ ମିମି,…

ନ୍ୟୁଜର୍ସି ଅକ୍ଷରଧାମ ମନ୍ଦିରରେ ହୋଇନି ଭେଦଭାବ: ଅଭିଯୋଗକୁ ଖଣ୍ଡନ କଲେ ଷ୍ଟୋନକଟର୍ସ ଆସୋସିଏଶନ…

ନ୍ୟୁଜର୍ସି,୧୭।୭ : ନ୍ୟୁ ଜର୍ସିର ରୋବିନ୍ସଭିଲ୍ଲାର ଅକ୍ଷରଧାମ ମନ୍ଦିରରେ କାର୍ଯ୍ୟ କରୁଥିବା କାରିଗରଙ୍କ ଦ୍ୱାରା ଦିଆଯାଇଥିବା ଅଭିଯୋଗକୁ ଷ୍ଟୋନକଟର୍ସ ଆସୋସିଏଶନ (ପିଜିଏସ) ଖଣ୍ଡନ କରିଛି। ପିଜିଏସ ଅନୁଯାୟୀ, ଏହି ଅଭିଯୋଗଗୁଡିକ ମିଥ୍ୟା ଏବଂ ଚାପ ଯୋଗୁ କରାଯାଇଛି। ପିଜିଏସ ହେଉଛି ରାଜସ୍ଥାନର…

ଇରାନକୁ ପୁଣି ଫେରିଲା ହିଜାବ, ରାସ୍ତାଘାଟରେ ପୋଲିସ ଚେକିଂ…

ତେହେରାନ,୧୭।୭ : ହିଜାବ ବିରୋଧୀ ବିରୋଧ ପରେ ମାସ ମାସ ଧରି ଦେଶବ୍ୟାପୀ ଗିରଫ ହେବା ପରେ ଇରାନର ହିଜାବ ନିୟମକୁ ଆହୁରି କଡାକଡି କରାଯାଇଛି। ରାଜ ରାସ୍ତାରେ ପୋଲିସ ପାଟ୍ରୋଲିଂ କରାଯାଉଛି। ଇରାନର ଆଇନ ଶୃଙ୍ଖଳା ବାହିନୀର ମୁଖପାତ୍ର ସୟଦ…

ପାକିସ୍ତାନରେ ଚିନି ଦାମ କିଲୋଗ୍ରାମ ପିଛା ୧୬୦ ଛୁଇଁଲା, ଅଟା ୩୨୦…

ଇସଲାମାବାଦ,୧୭।୭ : ମୁଦ୍ରାସ୍ଫୀତି ବୃଦ୍ଧି ଯୋଗୁଁ ପାକିସ୍ତାନର ଲୋକମାନେ ସମସ୍ୟାରେ ପଡ଼ିଛନ୍ତି। ଗତ କିଛି ସପ୍ତାହ ଧରି ଦେଶରେ ଅଟା ମୂଲ୍ୟ ଆକାଶଛୁଆଁ ହୋଇପଡିଛି। ଅଟା ମୂଲ୍ୟ କରାଚି ଏବଂ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ସମସ୍ତ ରେକର୍ଡ ଭାଙ୍ଗିଛି। ପାକିସ୍ତାନର କରାଚିରେ…

ହସ୍ପିଟାଲରୁ ଫେରିଲେ ନେତାନ୍ୟାହୁ…

ଜେରୁଜେଲମ୍‌,୧୭।୭ : ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଡାକ୍ତରମାନେ ଡାକ୍ତରଖାନାରୁ ଡିସଚାର୍ଜ କରିଛନ୍ତି। ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ମୁଣ୍ଡ ବୁଲାଇବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ପରୀକ୍ଷା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି। ସୂଚନାନୁସାରେ, ୭୩ ବର୍ଷିୟ ନେତାନ୍ୟାହୁଙ୍କୁ ସାମାନ୍ୟ…

କିମ୍‌ଙ୍କ ଆଣବିକ ପରୀକ୍ଷଣ ନେଇ ଆମେରିକାର ବଢ଼ିଲା ଚିନ୍ତା…

ଓ୍ବାଶିଂଟନ,୧୭।୭ : ଉତ୍ତର କୋରିଆ ଦ୍ୱାରା କ୍ରମାଗତ ବାଲିଷ୍ଟିକ କ୍ଷେପଣାସ୍ତ୍ର ଉତକ୍ଷେପଣ ପରେ ଆମେରିକା ବର୍ତ୍ତମାନ ଏକ ବିବୃତ୍ତି ଜାରି କରିଛି। ହ୍ବାଇଟ ହାଉସର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଉତ୍ତର କୋରିଆ ଆଉ ଏକ ଆଣବିକ ପରୀକ୍ଷା କଲେ ଆମେରିକା…

ଅଲକାରାଜ ନୂଆ ଚାମ୍ପିୟନ

ଲଣ୍ଡନ, ୧୭।୭: ବିଶ୍ୱର ନମ୍ବରଓ୍ବାନ ଟେନିସ ଖେଳାଳି ସ୍ପେନର କାର୍ଲୋସ ଅଲ୍‌କାରାଜ ଗାର୍ଫିଆ ଚଳିତ ବର୍ଷର ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ଏକ ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ସେ ଦ୍ୱିତୀୟ ସିଡ୍‌ ତଥା ୭ ଥର…

ଆୟୁଷଙ୍କୁ ତ୍ରିମୁକୁଟ, ଶ୍ରୁତିଙ୍କୁ ଦ୍ୱିମୁକୁଟ

ବଲାଙ୍ଗୀର,୧୭ା୭ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ପୃଥ୍ବୀରାଜ ହାଇସ୍କୁଲ ବ୍ୟାଡ୍‌ମିଣ୍ଟନ ଇନ୍‌ଡୋର ଷ୍ଟାଡିୟମରେ ଓଡିଶା ରାଜ୍ୟ ସିନୟର ର଼୍ୟାଙ୍କିଙ୍ଗ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଛି। ଫାଇନାଲରେ ଆୟୁଷ ଦାସ ପୁରୁଷ ସିଙ୍ଗଲ୍ସ, ଡବଲ୍ସ ଓ ମିକ୍ସଡ ଡବଲ୍ସ ମ୍ୟାଚ୍‌ ଜିତି…

ଧନଞ୍ଜୟଙ୍କ ଦୃଢ଼ ବ୍ୟାଟିଂ

ଗାଲେ, ୧୭।୭: ଶ୍ରୀଲଙ୍କା ଓ ପାକିସ୍ତାନ ମଧ୍ୟରେ ଚଳିତ ସିରିଜର ପ୍ରଥମ କ୍ରିକେଟ ଟେଷ୍ଟ ରବିବାର ଏଠାରେ ଆରମ୍ଭ ହୋଇଛି। ପାକିସ୍ତାନ ବୋଲରମାନେ ଶ୍ରୀଲଙ୍କାର ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ ହେଁ ଧନଞ୍ଜୟ ଡି’ସିଲ୍‌ଭାଙ୍କ ଦୃଢ଼ ବ୍ୟାଟିଂ ବଳରେ ଶ୍ରୀଲଙ୍କା ଏକ…

ଭାରତକୁ ତୃତୀୟ ସ୍ଥାନ

ବ୍ୟାଙ୍କକ୍‌, ୧୭ା୭(ପି.ଟି.): ଭାରତର ଆଭା ଖଟୁଆ (୧୯.୦୬ ମିଟର) ଏଠାରେ ଅନୁଷ୍ଠିତ ଏସିଆନ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ଶଟ୍‌ପୁଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ଏଥିସହ ସେ ଜାତୀୟ ରେକର୍ଡ ସମକକ୍ଷ ହୋଇଛନ୍ତି। ଅନ୍ୟପକ୍ଷରେ ଜ୍ୟୋତି ଆରାଜୀ ଓ ପାରୁଲ ଚୌଧାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri