Home

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବ୍ଲକ ମୁଖ୍ୟ ଉନ୍ନୟନ ଅଧିକାରୀ

ଲାଞ୍ଜିଗଡ଼,୧୧ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପରିଦର୍ଶନ କରି ପ୍ରଧାନମନ୍ତ୍ରୀ-ଜନମନ ଗୃହ ପ୍ରକଳ୍ପର ଅଗ୍ରଗତି ଓ ଅନ୍ୟାନ୍ୟ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ ମୁଖ୍ୟ ଉନ୍ନୟନ ଅଧିକାରୀ ସୌମ୍ୟ ରଞ୍ଜନ ପ୍ରଧାନ। ଲାଞ୍ଜିଗଡ଼ ବ୍ଲକର ଭଟାଙ୍ଗପଦର ପଞ୍ଚାୟତର ଟୁଟୁଗୁମା,…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆପଣଙ୍କର ଗୋଟିଏ ଛୋଟ ଅବହେଳା ଯୋଗୁ…

୩୦୦ କିଲୋ ମାଛ, ୬,୦୦୦ କମଳା ଧରି ଫିଫା ବିଶ୍ୱକପ୍‌ରେ ପହଞ୍ଚିଲା ଏହି ଦେଶ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୬: ଫିଫା ବିଶ୍ୱକପ (FIFA ବିଶ୍ୱକପ ୨୦୨୬)ର ୨୩ତମ ସଂସ୍କରଣ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଘଣ୍ଟା ବାକି ଅଛି। ଏଥର ମୋଟ ୪୮ଟି ଦଳ ଅଂଶଗ୍ରହଣ କରୁଛନ୍ତି। ୨୮ ବର୍ଷର ବ୍ୟବଧାନ ପରେ ନରୱେ ଫୁଟବଲ ଦଳ ମଧ୍ୟ…

ବର୍ଜ୍ୟବସ୍ତୁ ପରିଚାଳନା ଠପ୍‌, ସହର ପାଲଟିବ ଡମ୍ପିଂୟାର୍ଡ: ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀଙ୍କ କଥାରେ ନାହିଁ ତାଳମେଳ

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ):ସଫେଇ ଗାଡ଼ି ଅଛି, ସଫେଇ କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ସହରରୁ ନିଷ୍କାସିତ ମଇଲା, ଆବର୍ଜନା ପକାଇବା ପାଇଁ ସ୍ଥାୟୀ ଡମ୍ପିଂୟାର୍ଡ଼ କିମ୍ବା ଜାଗା ନାହିଁ। ବରଗଡ଼ ପୌର ପରିଷଦରେ ଏହା ବର୍ତ୍ତମାନ ଏକ ବଡ଼ ସମସ୍ୟା ପାଲଟିଛି। ଏଭଳି…

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳ ନୋ ଫ୍ଲାଇଂ ଜୋନ୍‌ ଘୋଷଣା

ବାରିପଦା,୧୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆସନ୍ତା ୧୯ ଓ ୨୦ରେ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦୃଷ୍ଟିରୁ ସମସ୍ତ କାର୍ଯ୍ୟକ୍ରମ ସ୍ଥଳ ଓ ଫଙ୍କ୍‌ସନ ସାଇଟ୍‌କୁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା…

ଯାଉଥିଲେ ବିଧାୟକ, ହଠାତ୍‌ ଗାଡ଼ି ଉପରେ ପଡ଼ିଲା ଗଛ: ଆଉ ତା’ପରେ…

କୋରୁକୋଣ୍ଡା/ଚିତ୍ରକୋଣ୍ଡା,୧୧।୬ ( ଅଶୋକ ପରିଡ଼ା /ଶିବଦତ୍ତ ସାହୁ ): ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ। ଚିତ୍ରକୋଣ୍ଡା-ବାଲିମେଳା ମୁଖ୍ୟ ରାସ୍ତାର ଭାଲ୍‌ବ ହାଉସ ଛକ ନିକଟରେ ବୁଧବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଏକ…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ ଆରମ୍ଭ କରି ଖାଦ୍ୟ ପଦାର୍ଥକୁ ନଷ୍ଟ ହେବାରୁ ରକ୍ଷା କରିବାରେ ଏହା ପ୍ରମୁଖ…

ରଜରେ ଭିଜିବ ଓଡ଼ିଶା: ଆସନ୍ତା ୩ ଦିନ ଯାଏ ଝଡ଼ ପବନ, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୧ା୬ (ସୌମ୍ୟରଞ୍ଜନ ରାଉତ):ରଜରେ ଭିଜିବ ଓଡ଼ିଶା। ତାତିରୁ ମିଳିବ ମୁକ୍ତି, ବର୍ଷା ଆଣୁଛି ଆଶ୍ୱସ୍ତି। ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିବ। ଏହାର ପ୍ରଭାବରେ ରଜ ସମୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା…

ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ

ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ସିମେଣ୍ଟ ମିକ୍ସର ଟ୍ରକ(ଓଡି-୧୪-ଏଏଲ-୫୭୧୦) ପ୍ରଥମେ ଏକ ଇଭି ଅଟୋ(ଓଡି-୧୫-ଏବି-୨୨୩୨)କୁ ଧକ୍କା ଦେବା…

ବିନା ବିଦ୍ୟୁତ୍‌ରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଅସହ୍ୟ ଗରମରେ ରୋଗୀ ହନ୍ତସନ୍ତ

ଅମରପାଲି,୧୧ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୀର୍ଘଦିନ ଧରି କାର୍ଯ୍ୟକ୍ଷମ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ସଂଯୋଗ ପାଇନାହିଁ। ଫଳରେ ପ୍ରଚଣ୍ଡ ଖରା ଓ ଅସହ୍ୟ ଗରମ ମଧ୍ୟରେ ରୋଗୀ,…

ଖୁସିରେ ଗଦଗଦ ହୋଇ ମୋଦିଙ୍କୁ ଏମିତି ମେସେଜ୍‌ କରିଦେଲେ ଟ୍ରମ୍ପ: ଚାହିଁ ରହିଗଲା ସାରା ବିଶ୍ୱ

ନୂଆଦିଲ୍ଲୀ,୧୧।୬:ଲଗାତର ଅଧିକ ଦିନ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବେ ଜବାହରଲାଲ ନେହେରୁଙ୍କ କାର୍ଯ୍ୟକାଳ ରେକର୍ଡକୁ ବୁଧବାର ଜୁନ୍‌ ୧୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତିକ୍ରମ କରିଛନ୍ତି। ୨୦୧୪ ମେ’ ୨୬ରେ ମୋଦି ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାବେଳେ ବୁଧବାର ତାଙ୍କର କାର୍ଯ୍ୟକାଳ…

ନିୟମଗିରିକୁ ପୁଣି ଫେରିଲେ ହାତୀପଲ, କଦଳୀ ବଗିଚା ନଷ୍ଟ କରିବା ସହ…

କଲ୍ୟାଣସିଂହପୁର,୧୧ା୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳକୁ ପୁଣି ଫେରିଛନ୍ତି ହାତୀପଲ। କଲ୍ୟାଣସିଂହପୁର ବ୍ଲକ ପାର୍ସଲି ପଞ୍ଚାୟତର ଲମ୍ବା ନ୍‌ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ବୁଧବାର ବିଳମ୍ବିତ ରାତିରେ ୧୦ ଟିକିଆ ହାତୀପଲ ଲମ୍ବା ଗାଁକୁ ପ୍ରବେଶ କରି ନଳକୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?