‘ଯେଉଁମାନେ ଅହଂକାରୀ ସେମାନେ ହିଁ କ୍ଷମତାରେ ଅଛନ୍ତି’, ଇଣ୍ଡିଆ ମେଣ୍ଟକୁ ଅହଂକାରୀ କହିବା ଉପରେ ଶଶି ଥରୁରଙ୍କ ପାଲଟା ଜବାବ
ନୂଆଦିଲ୍ଲୀ,୧୬।୯: ବିରୋଧୀ ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ମିଳିତ ମେଣ୍ଟ ଗଠନ କରିଛନ୍ତି, ଯାହାକୁ ‘ଇଣ୍ଡିଆ’ମେଣ୍ଟ ନାମରେ ନାମିତ କରାଯାଇଛି। ଏହି ମେଣ୍ଟକୁ ନେଇ ଭାଜପା ପକ୍ଷରୁ କ୍ରମାଗତ ଆକ୍ରମଣ ହେଉଛି। ଭାଜପା ଏହି ମେଣ୍ଟକୁ ‘ଇଣ୍ଡିଆ ମେଣ୍ଟ’…
ଖସିଲା ବିଦେଶୀ ମୁଦ୍ରାଭଣ୍ଡାର ପରିମାଣ
ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଗତ କିଛି ସପ୍ତାହ ହେଲା ଭାରତରେ ବୈଦେଶିକ ମୁଦ୍ରାଭଣ୍ଡାରର ପରିମାଣ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି। ଏପରିକି ୨୦୨୩ ସେପ୍ଟେମ୍ବର ୮ ଶେଷ ସପ୍ତାହରେ ବୈଦେଶିକ ମୁଦ୍ରାଭଣ୍ଡାର ୫ (୪.୯ ବିଲିୟନ) ବିଲିୟନ ଡଲାର ହ୍ରାସ ଘଟି…
ଏନ୍ଏମ୍ଡିସିକୁ ଏଚ୍ଆର୍ ପ୍ରାକ୍ଟିସ ଆଓ୍ବାର୍ଡ
ଭୁବନେଶ୍ୱର,୧୬।୯: ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ (ଏନ୍ଏମ୍ଡିସି)କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ (ଆଓ୍ବାର୍ଡ) ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ବାଙ୍ଗାଲୁରୁଠାରେ ଆୟୋଜିତ ୨୨ତମ ଏସିଆ ପାସିଫିକ ଏଚ୍ଆର୍ଏମ୍ କଂଗ୍ରେସ ସମ୍ମିଳନୀ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏନ୍ଏମ୍ଡିସିକୁ ‘ବେଷ୍ଟ ଅର୍ଗାନାଇଜେଶନ…
ପିଏନ୍ବିକୁ ରାଜଭାଷା କୀର୍ତ୍ତି ପୁରସ୍କାର
ଭୁବନେଶ୍ୱର,୧୬।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)କୁ ନିକଟରେ ରାଜଭାଷା କୀର୍ତ୍ତି ପୁରସ୍କାର-୨୦୨୨-୨୩ ମିଳିଛି। ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷର ହିନ୍ଦୀ ଦିବସ ଉପଲକ୍ଷେ ଆୟୋଜିତ ୩ୟ ସର୍ବଭାରତୀୟ କାର୍ଯ୍ୟାଳୟ (ଅଫିସିଆଲ) ଭାଷା ସମ୍ମିଳନୀ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ମିଳନୀ ଅବସରରେ ରାଜଭାଷା…
ଷ୍ଟେନ୍ଲେସ୍ ଷ୍ଟିଲ୍ ଶିଳ୍ପ ବୃଦ୍ଧିକୁ ଗୁରୁତ୍ୱ
ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ମୁମ୍ବାଇଠାରେ ଆୟୋଜିତ ଗ୍ଲୋବାଲ ଷ୍ଟେନ୍ଲେସ୍-ଷ୍ଟିଲ୍ ଏକ୍ସପୋ-୨୦୨୩ (ଜିଏସ୍ଏସ୍ଇ୨୦୨୩)ର ଉଦ୍ଘାଟନ ଅବସରରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଓଡ଼ିଶା ସରକାରଙ୍କ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ଏକ ମହତ୍ତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ବିଶେଷକରି ରାଜ୍ୟ…
ଶେୟାର ବଜାର କାରବାରରେ ଉତ୍ସାହ
ନୂଆଦିଲ୍ଲୀ,୧୬।୯: ଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ…
ଜିଓ ଟ୍ରୁ ୫ଜିର କ୍ୟାମ୍ପସ ଅଭିଯାନ
ଭୁବନେଶ୍ୱର,୧୬।୯ : ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ଟ୍ରଷ୍ଟ ଫଣ୍ଡ କଲେଜ (ବରଗଡ), ତାଳଚେର ଅଟୋନମସ କଲେଜ (ତାଳଚେର), ବିନାୟକ ଆଚାର୍ଯ୍ୟ କଲେଜ (ବହ୍ମପୁର) ଏବଂ ଦେବରାୟ ନୟାପଲ୍ଲୀ କଲେଜ (ଭୁବନେଶ୍ୱର) ଆନୁଷ୍ଠାନିକ ଭାବେ ରିଲାଏନ୍ସ ଜିଓର ଜିଓ ଟ୍ରୁ ୫ଜି…
କ୍ରମ୍ପଟନ୍ର ନୂତନ ଉତ୍ପାଦ
ଭୁବନେଶ୍ୱର,୧୬।୯: କ୍ରମ୍ପଟନ ଗ୍ରୀଭ୍ସ କଞ୍ଜ୍ୟୁମର ଇଲେକ୍ଟ୍ରିକାଲ୍ସ ଲିମିଟେଡ୍ର ନୂତନ ଉତ୍ପାଦକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି କମ୍ପାନୀର ଗ୍ରାଇଣ୍ଡିଂରେ ଆଶ୍ୱସ୍ତ ଦେଉଥିବା ପାୱାର ଟ୍ରେନ୍ ମଟରଚାଳିତ ଡୁରୋ ଇଲାଇଟ ପ୍ଲସ୍, ଡୁରୋ ରୟାଲ, ବୋଲ୍ଟମିକ୍ସ ପ୍ରୋ , ବୋଲ୍ଟମିକ୍ସ କୁଲକୁ…
ୟୁଏଆଇଏଲ୍ର ପ୍ରୋଜେକ୍ଟ ‘କୁଶଳୀ’
ଭୁବନେଶ୍ୱର,୧୬।୯: ଆଦିତ୍ୟ ବିର୍ଲା ଗ୍ରୁପ୍ର ସହଯୋଗୀ ସଂସ୍ଥା ଉତ୍କଳ ଆଲୁମିନା ଇଣ୍ଟରନ୍ୟାଶନାଲ ଲିମିଟେଡ୍ (ୟୁଏଆଇଏଲ୍)ର ପ୍ରୋଜେକ୍ଟ ‘କୁଶଳୀ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ମେସର୍ସ ଗଣେଶ ଡ୍ରାଇଭିଂ ଟ୍ରେନିଂ ସ୍କୁଲ ସହଯୋଗରେ ଉକ୍ତ ପ୍ରକଳ୍ପ ଆରମ୍ଭ ହୋଇଛି। ବିଶେଷକରି ଗ୍ରାମାଞ୍ଚଳରେ…
ଓଜୋନ ରହିଲେ ଜୀବନ ରହିବ
‘ଓଜନ’ ଓ ‘ଓଜୋନ’ – ଏହି ଶବ୍ଦ ଦୁଇଟା ପରସ୍ପରଠାରୁ ସମ୍ପୂର୍ଣ୍ଣ ଅଲଗା। ‘ଓଜନ’ କହିଲେ ମାପକୁ ବୁଝାଏ, କିନ୍ତୁ ‘ଓଜୋନ’ ହେଉଛି ବାଷ୍ପ, ଯେଉଁ ବାଷ୍ପ ବାୟୁମଣ୍ଡଳରେ ରହି ଆମ ଜୀବନକୁ ରକ୍ଷା କରୁଛି। ଆମେ ବଞ୍ଚତ୍ବା ପାଇଁ ଅମ୍ଳଜାନ…
ମହାକାଶ ଗଲେ ଜଣେ ଆମେରିକୀୟ, ୨ ରୁଷୀୟ
ମସ୍କୋ,୧୬ା୯: ଜଣେ ଆମେରିକୀୟ ଓ ୨ ରୁଷୀୟ ଶୁକ୍ରବାର କାଜାଖସ୍ତାନରୁ ରୁଷିଆର ଏକ ସ୍ପେସ୍କ୍ରାଫ୍ଟରେ ଇଣ୍ଟରନ୍ୟାଶନାଲ୍ ସ୍ପେସ୍ ଷ୍ଟେଶନ୍ (ଆଇଏସ୍ଏସ୍)କୁ ଯାତ୍ରା କରିଛନ୍ତି। ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ମହାକାଶଚାରୀ ଲୋରାଲ ଓ’ହାରାଙ୍କ ସହ ରୁଷିଆର ଓଲେଗ୍ କୋନୋନେଙ୍କୋ…
ମୋଦି ସବୁଠୁ ଲୋକପ୍ରିୟ ବିଶ୍ୱନେତା
ନୂଆଦିଲ୍ଲୀ,୧୬ା୯: ଜି୨୦ ସମିଟ୍ର ସଫଳ ଆୟୋଜନ ପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ସବୁଠୁ ଲୋକପ୍ରିୟ ବିଶ୍ୱନେତାର ପରିଚୟ ହାସଲ କରିଛନ୍ତି। ତାଙ୍କ ପ୍ରତି ସର୍ବାଧିକ ୭୬ ପ୍ରତିଶତ ସ୍ବୀକୃତି ରେଟିଂ ରହିଥିବା ଗ୍ଲୋବାଲ ଲିଡର ଆପ୍ରୁଭାଲ୍ ସର୍ଭେରେ କୁହାଯାଇଛି।…
Archives


