Home

ଜଳବାୟୁ ପରିବର୍ତ୍ତନରୁ ବିନାଶ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୬ା୯,(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ମାତ୍ର ଦୁଇ ଚାରି ଦିନର ବ୍ୟବଧାନରେ ଉତ୍ତର ଆଫ୍ରିକାର ଦୁଇଟି ରାଷ୍ଟ୍ର ଅଭୂତପୂର୍ବ ବିପର୍ଯ୍ୟୟକୁ ସାମ୍ନା କରିଛି। ମରକ୍କୋର ବିନାଶକାରୀ ଭୂକମ୍ପରେ ୩୦୦୦ରୁ ଊର୍ଦ୍ଧ୍ୱଙ୍କ ମୃତ୍ୟୁ ଘଟିବା ପରେ ଲିବ୍ୟାରେ ଭୂମଧ୍ୟସାଗରୀୟ ଡାନିଏଲ୍‌ ଝଡ଼ ଓ ତଜ୍ଜନିତ…

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୮ ମୃତ

ଇସଲାମାବାଦ,୧୬।୯: ପାକିସ୍ତାନର ସାଦିକାବାଦରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ସାଦିକାବାଦର ମୋଟରୱେ ଏମ୍‌-୫ ରାଜପଥରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଦ୍ରୁତ ଗତିରେ ଆସୁଥିବା…

ଚନ୍ଦ୍ରରେ ଜଳ ସୃଷ୍ଟି ସମ୍ଭବ

ବେଙ୍ଗାଲୁରୁ,୧୬ା୯: ପୃଥିବୀର ଉଚ୍ଚ ଶକ୍ତିଯୁକ୍ତ ଇଲେକ୍ଟ୍ରୋନ୍‌ଗୁଡ଼ିକରୁ ଚନ୍ଦ୍ର ପୃଷ୍ଠରେ ଜଳ ପ୍ରସ୍ତୁତ କରାଯାଇପାରିବ। ବୈଜ୍ଞାନିକମାନଙ୍କର ଏକ ଟିମ୍‌ ଭାରତର ଚନ୍ଦ୍ରୟାନ-୧ ଲୁନାର ମିଶନ ପଠାଇଥିବା ରିମୋଟ୍‌ ସେନ୍‌ସିଂ ଡେଟା ଅନୁଧ୍ୟାନରୁ ଏହା ଜାଣିବାକୁ ପାଇଛନ୍ତି। ଉକ୍ତ ଆବିଷ୍କାର ନେଚର ଆଷ୍ଟ୍ରୋଲୋଜି ପତ୍ରିକାରେ…

ଚାଇନା ପ୍ରତିରକ୍ଷା ମନ୍ତ୍ରୀ ଗୃହବନ୍ଦୀ ଥିବା ଚର୍ଚ୍ଚା

ଟୋକିଓ,୧୬ା୯: ଚାଇନାର ପ୍ରତିରକ୍ଷା ମନ୍ତ୍ରୀ ଲି ଶାଙ୍ଗଫୁ ଗୃହବନ୍ଦୀ ରହିଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ପ୍ରତିରକ୍ଷା ମନ୍ତ୍ରୀ କେଉଁଠି ଅଛନ୍ତି ବୋଲି ଜାପାନରେ ଥିବା ଆମେରିକା ରାଷ୍ଟ୍ରଦୂତ ସୋସିଆଲ ମିଡିଆରେ ପ୍ରଶ୍ନ ଉଠାଇଥିଲେ। ୨ ସପ୍ତାହ ହେଲା ଲି’ଙ୍କୁ ସର୍ବସାଧାରଣରେ…

ଗ୍ରେଟାଙ୍କ ନାଁରେ ଦ୍ୱିତୀୟ ମାମଲା

ଷ୍ଟକ୍‌ହୋମ୍‌,୧୬ା୯: ସୁଇଡେନ୍‌ର କ୍ଲାଇମେଟ୍‌ ଆକ୍ଟିଭିଷ୍ଟ ଗ୍ରେଟା ଥନ୍‌ବର୍ଗଙ୍କ ବିରୋଧରେ ଶୁକ୍ରବାର ଟ୍ରାଫିକ୍‌ ଅବରୋଧ ଓ ପୋଲିସ ଶୃଙ୍ଖଳା ଅବମାନନା ଅଭିଯୋଗରେ ମାମଲା ରୁଜୁ କରାଯାଇଛି। ଦୁଇମାସ ମଧ୍ୟରେ ଏହା ହେଉଛି ତାଙ୍କ ନାଁରେ ଏହି ଧରଣର ଦ୍ୱିତୀୟ ମାମଲା। ୨୦ ବର୍ଷୀୟା…

ରିପୋର୍ଟରେ ଭୁଲ୍‌ ବିବୃତି ଅପରାଧ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬ା୯: ମଣିପୁର ହିଂସାବେଳେ ସରକାରଙ୍କ ବିରୋଧରେ ଖବର ଛାପିଥିବାରୁ ଏଡିଟର୍ସ ଗିଲ୍ଡ ଓ ଏହାର ୪ ଜଣ ସଦସ୍ୟଙ୍କ ବିରୋଧରେ ମାମଲା ଦାଏର ହୋଇଛି। ସୈନ୍ୟବାହିନୀର ନିବେଦନକ୍ରମେ ଖବର ଛାପିଥିବା ଏକ ସାମ୍ବାଦିକ ସଂଗଠନ ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ଶତ୍ରୁତା ବଢ଼ାଇଲା…

ଅନନ୍ତନାଗରେ ଗୁଳି ବିନିମୟ ଜାରି

ନୂଆଦିଲ୍ଲୀ,୧୬ା୯: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ବୁଧବାର ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ସେନା କଲୋନେଲ, ଜଣେ ମେଜର ଏବଂ ଜଣେ ପୋଲିସ ଅଫିସର ଶହୀଦ ହୋଇଥିଲେ। ଏହି ଗୁଳି ବିନିମୟ ବେଳେ ଆହତ ହୋଇଥିବା…

ଗିଲ୍‌ଙ୍କ ଶତକ ସତ୍ତ୍ୱେ ଭାରତ ପରାସ୍ତ

କଲମ୍ବୋ, ୧୬।୯: ଶୁବମନ ଗିଲଙ୍କ ଲଢ଼ୁଆ ଶତକ ସତ୍ତ୍ୱେ ଭାରତ ଚଳିତ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ଅନ୍ତିମ ସୁପର-୪ ମ୍ୟାଚରେ ବାଂଲାଦେଶଠାରୁ ୬ ରନରେ ହାରି ଯାଇଛି। ବାଂଲାଦେଶ ୫୦ ଓଭରରେ ୮ ଉଇକେଟ ହରାଇ ୨୬୫…

୫୪ ଦେଶର ୫୦୦ ସ୍ଥାନରେ ବିକ୍ଷୋଭ

ବ୍ରସେଲ୍ସ,୧୬ା୯: ପୃଥିବୀକୁ ଉତ୍ତପ୍ତ କରୁଥିବା ଜୀବାଶ୍ମ ଇନ୍ଧନକୁ ପର୍ଯ୍ୟାୟକ୍ରମେ ହ୍ରାସ କରିବା ଦାବିରେ ୫୪ ଦେଶରେ ଜଳବାୟୁ ବିକ୍ଷୋଭକାରୀମାନେ ଶୁକ୍ରବାର ରାସ୍ତାକୁ ଓହ୍ଲାଇଛନ୍ତି। ରବିବାର ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସପ୍ତାହାନ୍ତ ବିକ୍ଷୋଭରେ ସେମାନେ ସାମିଲ ହୋଇଛନ୍ତି। ରବିବାର ନ୍ୟୁୟର୍କରେ ହେବାକୁ…

୪୫ ହଜାର କୋଟିର ପ୍ରତିରକ୍ଷା ସରଞ୍ଜାମ କ୍ରୟକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୬ା୯: ଧ୍ରୁବାସ୍ତ୍ର ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର, ୧୨ଟି ଏସ୍‌-୩୦ ଏମ୍‌କେଆଇ ଯୁଦ୍ଧବିମାନ ସମେତ ବିଭିନ୍ନ ଅସ୍ତ୍ର ସିଷ୍ଟମ କ୍ରୟ ଲାଗି ୪୫ ହଜାର କୋଟି ଟଙ୍କାର ପ୍ରସ୍ତାବକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ଦେଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ…

ଆଜି ୫୪ କଳାକାରଙ୍କୁ ମିଳିବ ସଙ୍ଗିତ ନାଟକ ଏକାଡେମୀ ଅମୃତ ଆଓ୍ବାର୍ଡ, ଉପରାଷ୍ଟ୍ରପତି କରିବେ ସମ୍ମାନୀତ

ନୂଆଦିଲ୍ଲୀ,୧୬।୯: ଆଜାଦି କା ଅମୃତ ମହୋତ୍ସବ ଅଧୀନରେ ୭୫ବର୍ଷରୁ ଅଧିକ ୮୪ କଳାକାରଙ୍କୁ ସଙ୍ଗିତ ନାଟକ ଏକାଡେମୀ ଅମୃତ ପୁରସ୍କାରରେ ସମ୍ମାନିତ କରାଯିବ। ପ୍ରଥମ ଥର ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ସଂଗୀତ ନାଟକ ଏକାଡେମୀ ଦ୍ୱାରା ଏହି ଭେଟେରାନ…

୫ମ କକ୍ଷପଥରେ ଆଦିତ୍ୟ-ଏଲ୍‌୧

ବେଙ୍ଗାଲୁରୁ,୧୬ା୯(ପି.ଟି.): ସୂର୍ଯ୍ୟଙ୍କ ଉପରେ ଅଧ୍ୟୟନ ପାଇଁ ଭାରତର ପ୍ରଥମ ମିଶନ ଆଦିତ୍ୟ-ଏଲ୍‌୧ର ଚତୁର୍ଥ ପୃଥିବୀ କୈନ୍ଦ୍ରିକ କକ୍ଷପଥ ଉତ୍ଥାନ ଶୁକ୍ରବାର ଭୋର ସମୟରେ ସଫଳତାର ସହ ସମ୍ପନ୍ନ ହୋଇଛି। ଏବେ ଏହା ପଞ୍ଚମ କକ୍ଷପଥରେ ପ୍ରବେଶ କରିଛି। ନୂଆ କକ୍ଷପଥର ପୃଥିବୀଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri