ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ
ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ ବିୟୋଗ ଘଟିଛି। ଏହି ଦୁଃଖଦ ଖବର ପାଇବା ପରେ ସ୍ଥାନୀୟ ବିଧାୟକ କୃଷ୍ଣଚନ୍ଦ୍ର…
ବ୍ରେକ୍ଅପ୍ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…
ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର କେରି ଆଡାମ୍ସଙ୍କ ସହ ଯେତେବେଳେ ଏପରି ଘଟିଲା, ସେ ନିଜ ପୂର୍ବତନ ପ୍ରେମିକଙ୍କ…
‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍ନାଲ: ଏବେ ସଲମାନ…
ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ ଥିଏଟରରେ ପ୍ରଦର୍ଶନ ପାଇଁ ସରକାରୀ ଅନୁମତି ମିଳିଛି। ଏହି ଫିଲ୍ମଟି ପୂର୍ବରୁ ‘ବ୍ୟାଟଲ…
ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ
ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ ପଦକ ହାସଲ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ, ଏସୀୟ କ୍ରୀଡ଼ା ଇତିହାସରେ ପୁରୁଷ…
Chanakya Niti: ଭୁଲ୍ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି
ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ ଅନେକ ନୀତିଶିକ୍ଷା ରଚନା କରିଛନ୍ତି। ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଦର୍ଶାଇଛନ୍ତି, ସମସ୍ତଙ୍କ ସହ…
ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍
ନୂଆଦିଲ୍ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର ପିଛା ୫ ଟଙ୍କା ଏବଂ ଡିଜେଲ ଦରରେ ଲିଟର ପିଛା ୩ ଟଙ୍କା…
ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ
ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ ପତି ଅସୁସ୍ଥ ହୋଇପଡ଼ିଛନ୍ତି। ଯାତ୍ରା ସମୟରେ ମିଲକା ପାଙ୍ଗା ନିକଟରେ ସେ ହଠାତ୍…
ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ
ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉତ୍ତରପ୍ରଦେଶର ଅଶୋକ ପାଠକ। ଅଶୋକ ପରିବାର ଲୋକଙ୍କ ସହିତ ବୁଲିବାକୁ…
କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା
ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସ ସମୟରେ ସେ ୨୦୨୬ ବର୍ଷରେ ୧୦୦ଟି…
ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ
ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ ହାଣିଦେବାକୁ କେନ୍ଦ୍ର କରି ଶାଶୁ ଓ ବୋହୂଙ୍କ ମଧ୍ୟରେ କଳହ ହୋଇଥିଲା। ଏଥିରେ…
୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…
ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର ୨୦ଟି ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ଆରମ୍ଭରୁ ହିଁ ସେ ପାକିସ୍ତାନୀ…
ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍ ଦେଲା ଭାରତ
ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ହରାଇ ୨୧୧ ର ସଂଗ୍ରହ କରିଛି।…

