Home

ସାମୂହିକ ଛୁଟିରେ ଗଲେ ପ୍ରାଥମିକ ଶିକ୍ଷକ

ନୟାଗଡ଼,୧୪।୯(ଲୋକନାଥ ମିଶ୍ର)ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନ ଭୁବନେଶ୍ୱର ଡାକରାରେ ସାରା ରାଜ୍ୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ତଥା ଉଚ୍ଚ ବିଦ୍ୟାଳୟର କାର୍ଯ୍ୟରତ ପ୍ରାଥମିକ ଶିକ୍ଷକମାନେ ଛୁଟିରେ ଯିବା ପରେ ବୁଧବାରଠାରୁ ପାଠପଢ଼ାରେ ଅଚଳାବସ୍ଥା ଦେଖା ଦେଇଛି। ଜିଲାର ୮ଟି…

ସୋଆ ଆଇନ୍‌ ଛାତ୍ରୀ ସମ୍ବର୍ଦ୍ଧିତ

ଭୁବନେଶ୍ୱର,୧୪।୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ସୋଆ ନ୍ୟାଶନାଲ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲ (ସ୍ନିଲ୍‌)ର ଛାତ୍ରୀ କୁମାରୀ ରାଧିକା ଶର୍ମା ଚଳିତ ବର୍ଷ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଏ ନେଇ ସୋଆ ପକ୍ଷରୁ ବୁଧବାର…

ବେଦାନ୍ତ ପକ୍ଷରୁ ଜାତୀୟ ପୋଷଣ ସପ୍ତାହ

ଭୁବନେଶ୍ୱର,୧୪।୯: ଭାରତର ସର୍ବବୃହତ୍‌ ଆଲୁମିନିୟମ ଉପତ୍ାଦକ ‘ବେଦାନ୍ତ ଆଲୁମିନିୟମ’ ପକ୍ଷରୁ ଜାତୀୟ ପୋଷଣ ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ବିଶେଷକରି କମ୍ପାନୀର ଓଡ଼ିଶା ୟୁନିଟ୍‌ (ଝାରସୁଗୁଡ଼ା ଆଲୁମିନିୟମ ସ୍ମେଲଟର ଏବଂ ଲାଞ୍ଜିଗଡ଼ ଆଲୁମିନା ରିଫାଇନେରି) ଏବଂ ଛତିଶଗଡ଼ ୟୁନିଟ୍‌ (ବାଲ୍‌କୋ)ରେ ମଧ୍ୟ…

ମେଧାବୀ ବିଦ୍ୟାର୍ଥୀ ସମ୍ମାନ ସମାରୋହ

ଭୁବନେଶ୍ୱର,୧୪।୯: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର ମେଧାବୀ ବିଦ୍ୟାର୍ଥୀ ସମ୍ମାନ ସମାରୋହର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଉତ୍କଳ ବିଶ୍ୱବିଦ୍ୟାଳୟର ଏମ୍‌ଏ (ହିନ୍ଦୀ)ବିଭାଗର କୃତୀ ବିଦ୍ୟାର୍ଥୀମାନଙ୍କୁ ବିଓବି ପକ୍ଷରୁ ପୁରସ୍କୃତ ସହ…

ବାରଣ୍ଡା,ଶିଡ଼ି ତଳେ ପାଠପଢ଼ା

ନୟାଗଡ଼,୧୪।୯(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକ ନୟାଗଡ଼ର ଘଡୁଆଳ ସରକାରୀ ଉଚ୍ଚ ବିଦ୍ୟାଳୟ ୫-ଟିରେ ସାମିଲ ହୋଇ ଗୃହ ନିର୍ମାଣ କାମ ଆରମ୍ଭ ପାଇଁ ପିଲର ଗାତ ଖୋଳା ଯାଇଛି। ତେବେ ପିଲର ଗାତ ଖୋଳି ୧ମାସ ହେଲା ପକାଯାଇଛି ା…

ୟୁଏନ୍‌ଡିପି ସହ ନାବାର୍ଡର ସହଭାଗିତା

ଭୁବନେଶ୍ୱର,୧୪।୯: ନ୍ୟାଶନାଲ ବ୍ୟାଙ୍କ ଫର୍‌ ଅଗ୍ରିକଲ୍ଚର ଆଣ୍ଡ ରୁରାଲ ଡେଭଲପମେଣ୍ଟ (ନାବାର୍ଡ) ଏବଂ ଦି ୟୁନାଇଟେଡ୍‌ ଡେଭଲପମେଣ୍ଟ ପ୍ରୋଗ୍ରାମ (ୟୁଏନ୍‌ଡିପି)ର ଭାରତ ଶାଖା ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ବିଶେଷ କରି ଭାରତୀୟ କ୍ଷୁଦ୍ରଚାଷୀଙ୍କ ବିକାଶ ଓ…

ବ୍ୟାଙ୍କ ନ ଥିବା ପଞ୍ଚାୟତରେ ଶାଖା ଖୋଲିବାକୁ ପଦକ୍ଷେପ ନିଆଯାଇଛି: ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୧୪।୯(ସୁନିତ୍‌ ମିଶ୍ର)ଓଡ଼ିଶା ସ୍ବଳ୍ପ ସଞ୍ଚୟ ନିର୍ଦ୍ଦେଶାଳୟ ଅର୍ଥ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସ୍ବଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା ଏ.ଟି. ସିରିଜ୍‌ ଉଠାଣ ସୂଚନା ଭବନଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ…

ଭୋଟର ତାଲିକାରେ ୩.୪୫ ଲକ୍ଷ ମୃତ ମତଦାତା

ଭୁବନେଶ୍ୱର,୧୪ା୯(ଅନିଲ ଦାସ)ରାଜ୍ୟରେ ୩,୪୫,୦୦୦ ମୃତ ମତଦାତାଙ୍କ ନାମ ଭୋଟର ତାଲିକାରେ ରହିଛି। ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କ ଦ୍ୱାରା ନିକଟରେ ଘରକୁ ଘର ବୁଲି କରାଯାଇଥିବା ସର୍ଭେରୁ ଏହା ଜଣାପଡ଼ିଛି। ସେଗୁଡ଼ିକୁ ତୁରନ୍ତ ଭୋଟର ତାଲିକାରୁ ବାଦ୍‌ ଦେବା ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିତ୍କାରୀ(ସିଇଓ)…

ଜଣେ ମାଓବାଦୀ ଗିରଫ, ୬ ଜଣଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୪ା୯(ଦୁର୍ଯ୍ୟୋଧନ ପାତ୍ର)ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲା କୋଣ୍ଟା ଅଞ୍ଚଳରେ ପୋଲିସ ଓ ସିଆର୍‌ପିଏଫ୍‌ର ୨୧୯ ବାଟାଲିୟନର ଯବାନ କୋମ୍ବିଂ ଅପରେଶନ କରୁଥିବାବେଳେ ମାଡକମ ବୁଦରା ନାମକ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଥିଲା। ତାଙ୍କ ନିକଟରୁ ୧୦ଟି ଜିଲୋଟିନ ଷ୍ଟିକ୍‌,…

ଜୀବନକୁ ବାଜି ଲଗାଇ ନଦୀ ପାର

ବାଲିଗୁଡା,୧୪ା୯(ସଞ୍ଜୟ କୁମାର ପାଣିଗ୍ରାହୀ)ଗାଁ କୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଭରା ନଈରେ ରୋଗୀଙ୍କୁ ଟ୍ୟୁବରେ ବସାଇ ଖଡ଼ଗ ନଦୀ ପାର କରାଇଲେ ପରିବାର। ବାଲିଗୁଡାଠାରୁ ସାଇନପଡାକୁ ଯିବା ପାଇଁ ଖଡ଼ଗ ନଦୀରେ ଏକ ପୋଲ ହେବାକୁ ଥିବା ବେଳେ ଏପର୍ଯ୍ୟନ୍ତ କାମ…

ବାଇକ୍‌ ଧକ୍କାରେ ଯୁବ କାଉନସିଲରଙ୍କ ମୃତ୍ୟୁ

କାମାକ୍ଷାନଗର,୧୪।୯(ସୁଧୀର କୁମାର ପରିଡ଼ା)ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସି ୫ ନମ୍ବର ଓ୍ବାର୍ଡର ବିଜେଡି କାଉନସିଲର ସରୋଜ କୁମାର ମହାଲିକ (୩୫) ବୁଧବାର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ସେ ଜିରିଡାମାଳି ନିକଟରେ ଏକ ହୋଟଲ ସମ୍ମୁଖରେ ଠିଆ ହୋଇଥିବା ବେଳେ ଦ୍ରୁତଗତିରେ ଆସୁଥିବା…

ଏସିଆନ ଗେମ୍ସ ପାଇଁ ଓଡ଼ିଶା ଆଥ୍‌ଲେଟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆର୍ଥିକ ପ୍ରୋତ୍ସାହନ

ଭୁବନେଶ୍ୱର,୧୪।୯(ତପନ ସ୍ବାଇଁ)ଚାଇନାର ହାଙ୍ଗଝୋଠାରେ ଚଳିତ ମାସ ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଏସିଆନ ଗେମ୍ସ ଅନୁଷ୍ଠିତ ହେବ। ଏସିଆର ଏହି ମେଗା ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ଓଡ଼ିଶାର ୧୩ ଆଥ୍‌ଲେଟ ଯୋଗ୍ୟତା ଅର୍ଜନ କରିଛନ୍ତି। ସେମାନଙ୍କ ଟ୍ରେନିଂ, ପ୍ରସ୍ତୁତି ଓ ଅଂଶଗ୍ରହଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri