Home

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା ପରେ ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଏକ ବଡ଼…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ । ବହୁ ପୁରୁଣା ବିରାଟକାୟ ପିପଲ୍ ଗଛର ଅଧାଭାଗ ବୁଧବାର ଅପରାହ୍ନ ପ୍ରାୟ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ ଥିବା ପରି ମନେ ହେଉଛି। ମମତା ସମ୍ପ୍ରତି କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କୁ…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ ଥିବା ସମସ୍ତ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି,…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ କଟନୀ ଛଟନୀ ଚାଷୀଙ୍କ ଦୁଃଖ ଦ୍ବିଗୁଣିତ କରିଛି । ତାହା ସତ୍ତ୍ୱେ ଯେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ ସ୍କୁଟିକୁ ଧକ୍କା ଦେବା ପରେ ଘୋଷାଡ଼ି ନେଇଛି। ଏହି ଦୁର୍ଘଟଣାରେ ଓକିଲ କୃଷ୍ଣ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ ନ ଥିବା ୪୨ଜଣ ହିତାଧିକାରୀମାନଙ୍କୁ ନେଇ ପରିଷଦର ସଦ୍‌ଭାବନା ସଭାଗୃହରେ ଏକ ଆଲୋଚନା…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା। ମୃତା ମହିଳା ହେଲେ ବଲାଙ୍ଗୀର ସହର ତାଲପାଲିପଡ଼ାର ସୁନୀତା ନାଗ(୪୦) ଓ ତାଙ୍କ…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ପୁନଃ ସାମରିକ ଉତ୍ତେଜନା ଏବଂ ଆମେରିକୀୟ ଡଲାର ସୁଦୃଢ଼…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି ଖାଇ ନଦୀଘାଟକୁ ଗାଧୋଇବାକୁ ଯାଇଥିଲେ। ଦୁଇ ନାବାଳକ ସାଙ୍ଗ ନଦୀରେ ଗାଧୋଇବା ସମୟରେ…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅହମ୍ମଦାବାଦ ମେଟ୍ରୋ ରେଳ ପ୍ରକଳ୍ପର ସମ୍ପ୍ରସାରଣ ସମେତ ଅନେକ ପ୍ରମୁଖ ନିଷ୍ପତ୍ତି ନିଆଯାଇଛି।…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ ବିଧାୟିକା ମନୋରମା ମହାନ୍ତି ଓ ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?