Home

ସାହିତ୍ୟ ପାଇଁ ନୋବେଲ ପୁରସ୍କାର ଘୋଷଣା

ଷ୍ଟକହୋମ,୫।୧୦: ସାହିତ୍ୟ ପାଇଁ ଗୁରୁବାର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଚଳିତବର୍ଷ ନରଓ୍ବେ ସାହିତି୍ୟକ ଜନ ଫୋସେଙ୍କୁ ତାଙ୍କର ଅଭିନବ ନାଟକ ଏବଂ ଗଦ୍ୟ, ଯାହା ଅଜ୍ଞାତର ସ୍ବର ହୋଇଯାଏ ପାଇଁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଗତକାଲି କ୍ୱାଣ୍ଟମ୍‌ ଡଟ୍‌ସ…

ସାହିତ୍ୟ ପାଇଁ ଜନ ଫୋସେଙ୍କୁ ନୋବେଲ

ଷ୍ଟକହୋମ,୫।୧୦: ସାହିତ୍ୟ ପାଇଁ ୨୦୨୩ର ନୋବେଲ ପୁରସ୍କାର ଘୋଷଣା ହୋଇଛି। ନରଓ୍ବେ ଲେଖକ ଫୋସେଙ୍କୁ ତାଙ୍କ ନାଟକ ଓ ଗଦ୍ୟ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଚଳିତ ବର୍ଷର ସାହିତ୍ୟରେ ନୋବେଲ ପୁରସ୍କାର ବିଜେତା ଜନ ଫୋସେ ଉପନ୍ୟାସକୁ ଏକ…

ଭାଜପା ମହିଳା ମୋର୍ଚ୍ଚାର ୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ପାଳନ

ସୁନ୍ଦରଗଡ଼,୫ା୧୦(ଜୟନାରାୟଣ ମେଣ୍ଡୁଳି): ରାଉରକେଲାର ସହକାରୀ ଉପଜିଲପାଳ ସୁସ୍ମିତା ମିଞ୍ଜ ଓ ପୋଲିସ ଏଏସ୍‌ଆଇ ଆଲିଶା ଲୁଗୁନ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବିରେ ଗୁରୁବାର ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ୧୨ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ପାଳନ କରାଯାଇଛି। ଫଳରେ ଏଠାରେ ସମସ୍ତ…

‘ମୋଦି ନିର୍ବାଚନ ହାରୁଛନ୍ତି…ସେଥିପାଇଁ ଏମିତି କରୁଛନ୍ତି’, ନିଜ ଗରିଫକୁ ନେଇ କହିଲେ ସଞ୍ଜୟ ସିଂ

ନୂଆଦିଲ୍ଲୀ,୫।୧୦: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ପଚରାଉଚରା ପରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବୁଧବାର ରାଜ୍ୟ ସଭା ଏମପି ତଥା ଆମ ଆଦମୀ ପାର୍ଟିର ନେତା ସଞ୍ଜୟ ସିଂଙ୍କୁ ଗିରଫ କରିଛି। ତାଙ୍କୁ ରିମାଣ୍ଡରେ…

ମଧ୍ୟପ୍ରଦେଶ, ରାଜସ୍ଥାନ ସମେତ ୫ ରାଜ୍ୟରେ କେବେ ବି ହୋଇପାରେ ନିର୍ବାଚନ ତାରିଖ ଘୋଷଣା, ଆସନ୍ତା କାଲି ନିର୍ବାଚନ କମିଶନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୫।୧୦: ପାଞ୍ଚଟି ରାଜ୍ୟରେ ଯେକୌଣସି ସମୟରେ ନିର୍ବାଚନ ବିଗୁଲ ବାଜିପାରେ। ବିଧାନସଭା ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିବା ପୂର୍ବରୁ ନିର୍ବାଚନ ଆୟୋଗର ସୁନିଶ୍ଚିତତା ପାଇଁ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ପର୍ଯ୍ୟବେକ୍ଷକମାନଙ୍କର ଏକ ବୈଠକ ଡାକିଛନ୍ତି। ନିର୍ବାଚନ ଆୟୋଗର ପୋଲିସ, ସାଧାରଣ ତଥା…

ଇନ୍ଦିରା ଗାନ୍ଧୀଙ୍କୁ ମହାପୁରୁଷ କହିଲେ ପ୍ରିୟଙ୍କା, ଭୁଲ୍‌ ବୁଝିବା ପରେ…

ଭୋପାଳ,୫।୧୦: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ମଧ୍ୟପ୍ରଦେଶ ଗସ୍ତରେ ଯାଇଛନ୍ତି। ପ୍ରିୟଙ୍କା ଧରର ମୋହନଖେଡା ଠାରେ ଜୈନ ତୀର୍ଥସ୍ଥାନ ପରିଦର୍ଶନ କରି ଏକ ଜନ ସମାବେଶକୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣ ସମୟରେ ପ୍ରିୟଙ୍କା ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ…

ଦମ୍ପତିଙ୍କୁ ଆକ୍ରମଣ: ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ନିଶ୍ଚିନ୍ତକୋଇଲି,୫ା୧୦(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କୁଳିଆ ବଜାରରେ ଥିବା ଏକ ଚା’-ଜଳଖିଆ ଦୋକାନର ମାଲିକ ଓ ତାଙ୍କ ସ୍ତ୍ରୀ ଦୋକାନ ଘରେ ଶୋଇଥିବା ଅବସ୍ଥାରେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ସ୍ବାମୀ ହରେକୃଷ୍ଣ ପୃଷ୍ଟିଙ୍କର ମୃତ୍ୟୁ ଘଟିଥିବା…

ଜାକଲିନଙ୍କ ଫଟୋରେ କମେଣ୍ଟ ଦେବା ମିକାଙ୍କୁ ପଡ଼ିଲା ମହଙ୍ଗା: ସୁକେଶ ପଠାଇଲେ ଆଇନଗତ ନୋଟିସ

ଅଭିନେତ୍ରୀ ଜାକଲିନ ଫର୍ନାଣ୍ଡିଜଙ୍କ ପ୍ରେମରେ ଏକପ୍ରକାର ଦିଓ୍ବାନା ହୋଇଯାଇଛନ୍ତି ମହାଠକ ସୁକେଶ ଚନ୍ଦ୍ରଶେଖର। ଜେଲରୁ ଅନେକ ଥର ତାଙ୍କୁ ଚିଠି ଲେଖିଛନ୍ତି। ଏହି ଚିଠିଗୁଡ଼ିକରେ ଜ୍ୟାକଲିନଙ୍କ ପ୍ରତି ତାଙ୍କର ପ୍ରେମ ସ୍ପଷ୍ଟ ଦେଖାଯାଏ। ବର୍ତ୍ତମାନ ସୁକେଶ ଏପରି କିଛି କରିଛନ୍ତି, ଯାହା…

ୟୁକ୍ରେନ ଉପରେ ପୁଣି ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

କିଭ୍‌,୫ା୧୦: ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୟୁରୋପୀୟ ନେତାଙ୍କ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ସ୍ପେନ ଯାତ୍ରା କରିଥିବା ବେଳେ ଏହି ସମୟରେ ରୁଷିଆ ୟୁକ୍ରେନ ଉପରେ ଅଧିକ ଡ୍ରୋନ ଆକ୍ରମଣ କରିଛି। ୟୁକ୍ରେନର ବାୟୁସେନା କହିଛି, ଦେଶର ବାୟୁ ପ୍ରତିରକ୍ଷା…

ଅଲିମ୍ପିକ୍ସ ପୂର୍ବରୁ ଫ୍ରାନ୍ସକୁ ଚିନ୍ତାରେ ପକାଇଛି ଛାରପୋକ, ଜାତୀୟ କାର୍ଯ୍ୟ ଯୋଜନା ପ୍ରସ୍ତୁତି ପାଇଁ ହେଲାଣି ଦାବି

ପ୍ୟାରିସ,୫।୧୦: ଆଜିକାଲି ବେଡବଗ ଛାରପୋକ ଆତଙ୍କ ସହ ଫ୍ରାନ୍ସ ସଂଘର୍ଷ କରୁଛି। ଫ୍ରାନ୍ସର ସବୁ ସ୍ଥାନରେ ଏହି ଛାରପୋକ ସଂଖ୍ୟା ବୃଦ୍ଧି ପାଉଛି। ବିଶେଷକରି ଫ୍ରାନ୍ସର ପ୍ୟାରିସ ଏବଂ ମାର୍ସେଲ ସହର ଏହି ସମସ୍ୟା ସହ ସଂଘର୍ଷ କରୁଛନ୍ତି। ଏହି କାରଣରୁ…

ମଦ ନିଶାରେ ଟଳମଳ ହେଲେ ଆମିର, ପ୍ରଶଂସକ କହିଲେ କାହାକୁ ମନେ ପକାଇ…

ବମ୍ବେ: ମଦ ନିଶାରେ ଟଳମଳ ହେଉଛନ୍ତି ବଲିଉଡ୍‌ ଅଭିନେତା ଆମିର ଖାନ୍‌। ତାଙ୍କର ଏଭଳି ଏକ ଭିଡିଓ ଭାଇରାଲ ହେବା ପରେ ଟ୍ରୋଲ ହେଉଛନ୍ତି ସେ। ବୁଧବାର ଆମିର ଏକ ପାର୍ଟିରେ ଯୋଗଦେଇ ଫେରୁଥିଲେ। ଏହି ସମୟରେ ସେ ହଠାତ ଝୁଣ୍ଟି…

‘ମୋତେ ସାବୁନ ପସନ୍ଦ’ କହି ଖାଇବାକୁ ଲାଗିଲେ ମହିଳା, ଭିଡିଓ ଭାଇରାଲ ହେବା ପରେ ଜଣାପଡ଼ିଲା ସତ

ମୋତେ ସାବୁନ ପସନ୍ଦ । ଏଭଳି କହି ଜଣେ ମହିଳା ସାବୁନକୁ ଦୁଇଖଣ୍ଡ କରି କାଟିଲେ। ପରେ ଏହାକୁ ବେଶ ଆଗ୍ରହର ସହ ଚୋବେଇବାକୁ ଲାଗିଲେ। ସୋସିଆଲ ମିଡିଆରେ ମହିଳାଙ୍କର ଏଭଳି କାରନାମାର ଭିଡିଓ ଭାଇରାଲ ହେବା ପରେ ଯେକେହି ଚକିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?