ସପ୍ତାହେ ହେଲା କର୍ଲିପାର୍ଟ ଜଳ ଯୋଗାଣ ପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ
ଲୋଇସିଂହା,୨୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ନବଗଠିତ ଏନଏସି ଅଧୀନ କର୍ଲିପାର୍ଟ ଜଳ ଯୋଗାଣ ପ୍ରକଳ୍ପ ଗୋଟିଏ ସପ୍ତାହ ହେଲା ଅଚଳ ହୋଇପଡ଼ିଛି। ପ୍ରକଳ୍ପର କେବୁଲକୁ କେହି ଦୁର୍ବୃତ୍ତ ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ଏହି କାରଣରୁ କର୍ଲିପାର୍ଟ ବସ୍ତିକୁ ଜଳଯୋଗାଣ ଠପ୍…
ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ: ସ୍ଥାୟୀ ସମାଧାନ ଦାବି
ପଦ୍ମପୁର,୨୪ା୪ (ପ୍ରଦୀପ୍ତ ଦାଶ):ପଦ୍ମପୁରରେ ଚିରାଚରିତ ସମସ୍ୟାରେ ପରିଣତ ହୋଇସାରିଛି ପାନୀୟ ଜଳ ସମସ୍ୟା। ଦୀର୍ଘ ବର୍ଷ ଧରି ଏହି ସମସ୍ୟା ଲାଗି ରହିଥିବା ବେଳେ ଏହାର ସ୍ଥାୟୀ ସମାଧାନ ହୋଇପାରୁନାହିଁ। ଫଳରେ ବର୍ତ୍ତମାନ ପଦ୍ମପୁର ଜନସାଧାରଣ ପାଣି ଟୋପାଏ ପାଇଁ ଡହଳବିକଳ…
ଘରେ କେହି ନଥିବା ସୁଯୋଗ ନେଇ ଲୁଟିନେଲେ ଦୁର୍ବୃତ୍ତ, ୩ ଲକ୍ଷ ସହ ସୁନା ଗହଣା…
କଲ୍ୟାଣସିଂହପୁର,୨୪।୪(ଦୀପକ କୁମାର ପରିଡା): ରାୟଗଡା ଜିଲାରେ ଦିନକୁ ଦିନ ଚୋରି ଓ ଲୁଟ୍ ଘଟଣା ବୃଦ୍ଧି ପାଉଛି । କଲ୍ୟାଣସିଂହପୁର ବ୍ଲକର ଦାନୁ ସାହିରେ ଘରେ କେହି ନଥିବା ସୁଯୋଗ ନେଇ ଦୁର୍ବୁତ୍ତମାନେ ଲୁଟ୍ କରିଥିବା ଘଟଣା ସମ୍ମୁଖକୁ ଆସିଛି ।…
ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ: ଧାନ ସଂଗ୍ରହ କମିଟି ବୈଠକ ପୂର୍ବରୁ ଘଟିଲା..
ବରଗଡ,୨୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ରହିଛି। ତେବେ ଏହି ବୈଠକ ପୂର୍ବରୁ ସକାଳୁ ପୋଲିସ କେତେକ ଚାଷୀନେତାଙ୍କୁ ଉଠାଇ ନେଇ ବିଭିନ୍ନ ଥାନାରେ ଅଟକ ରଖିବା…
ଯୌତୁକ ପାଇଁ ହତ୍ୟା, ସ୍ତ୍ରୀର ପେଟକୁ ଗୋଇଠା ମାରି ଜୀବନ ନେଇଗଲେ ସ୍ବାମୀ
ମୋରଡ଼ା,୨୪।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଯୌତୁକ ଦାବିରେ ସ୍ତ୍ରୀଙ୍କ ପେଟକୁ ଗୋଇଠା ମାରି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୧୬୬/୨୬) ରୁଜୁକରି ଅଭିଯୁକ୍ତ ସ୍ବାମୀ ଜଗଦୀଶ ପାତ୍ରଙ୍କୁ ଗିରଫ କରିଛି।…
ଜନଗଣନାରେ ବାଧା ଦେଲେ ୩ ବର୍ଷ ଜେଲଦଣ୍ଡ: ଜାରି ହେଲା ଏସ୍ଓପି
ଭୁବନେଶ୍ୱର,୨୪।୪ (ରବିନାରାୟଣ ଜେନା):ରାଜ୍ୟରେ ଏପ୍ରିଲ ୧୬ରୁ ଆରମ୍ଭ ହୋଇଥିବା ଜନଗଣନାକୁ କିଭଳି ଶୃଙ୍ଖଳିତ କରାଯିବ ସେନେଇ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହେବା ପରେ ଗୁରୁବାର…
ପ୍ରଥମେ ନର୍କ କହିଲେ ଏବେ ପ୍ରଶଂସା କଲେ, ଭାରତକୁ ସମାଲୋଚନା କରିବା ପରେ ନରମିଲା ଟ୍ରମ୍ପଙ୍କ ସ୍ବର
ଓ୍ବାଶିଂଟନ,୨୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କିଛି ରାଷ୍ଟ୍ରକୁ “ନର୍କଗହ୍ୱର” ବୋଲି ବର୍ଣ୍ଣନା କରିବା ନେଇ ଭାରତରେ ଏକ ବିବାଦ ଦେଖାଦେଇଛି । ଟ୍ରମ୍ପ ଏକ ବାର୍ତ୍ତାଳାପର ଏକ ଟ୍ରାନ୍ସକ୍ରିପ୍ଟ ସେୟାର କରିଥିଲେ ଯେଉଁଥିରେ ଭାରତ, ଚାଇନା ଏବଂ ଅନ୍ୟ ଅନେକ…
ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ରେ କ୍ରିୟାଂଶ ପାତ୍ର: ଛୁଟୁଛି ଶୁଭେଚ୍ଛାର ସୁଅ
କୃଷ୍ଣପ୍ରସାଦ,୨୪ା୪(କୈଳାସ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପାରିକୁଦଗଡ଼ର ୨ ବର୍ଷ ୪ ମାସର କ୍ରିୟାଂଶ ପାତ୍ର ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ରେ ସ୍ଥାନ ପାଇଛନ୍ତି। ଆଇବିଆର୍ ଆଚିଭର ପ୍ରତିଯୋଗିତାରେ କ୍ରିୟାଂଶ ୧୮ଟି ଫଳ, ୨୦ ପଶୁ, ୧୨ ପକ୍ଷୀ,…
ବର୍ବରତା…ମାଆର ମୁଣ୍ଡ କାଟିଲେ; ବାପା-ଭଉଣୀଙ୍କୁ ଆକ୍ରମଣ କଲେ ଝିଅ, କଟା ମୁଣ୍ଡ ପାଖରେ ରାତିସାରା ଜଗି ବସିଲେ
ନୂଆଦିଲ୍ଲୀ,୨୪ା୪: ଆସାମର ପଶ୍ଚିମ କାର୍ବି ଆଙ୍ଗଲଙ୍ଗ ଜିଲାର ଡେରାମୁଖ ଲାଲୁଙ୍ଗ ଗାଁରୁ ଏକ ବିଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଏଠାରେ ଜଣେ ୧୯ ବର୍ଷୀୟା ଯୁବତୀ ନିଜ ମାଆଙ୍କ ମୁଣ୍ଡ କାଟି ହତ୍ୟା କରିଛନ୍ତି । ଅଭିଯୁକ୍ତ ମହିଳା ତାଙ୍କ…
ଚଳିତ ଶିକ୍ଷାବର୍ଷରେ ଏତିକି ଦିନ ସ୍କୁଲ ଖୋଲା, ଜାଣନ୍ତୁ କେଉଁ ମାସରେ କେତେ ଦିନ…
ଭୁବନେଶ୍ବର,୨୪ା୪(ସୁଚିସ୍ମିତା ସାହୁ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ଚଳିତ ଶିକ୍ଷାବର୍ଷ ପାଇଁ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟର ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏହି କ୍ୟାଲେଣ୍ଡରରେ କାର୍ଯ୍ୟଦିବସଠୁ ଆରମ୍ଭକରି ଛୁଟି, ପରୀକ୍ଷା…
ଓଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ୨୦ ବରିଷ୍ଠ ଅଧିକାରୀ
ଭୁବନେଶ୍ୱର,୨୪।୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ବିଏମ୍ସିର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ଭାବେ…
ଗାଁ ଓଡ଼ିଶାରେ, ଭୋଟ ଦେଲେ ପଶ୍ଚିମବଙ୍ଗରେ: ଜାଣନ୍ତୁ କେମିତି…
ଭୋଗରାଇ,୨୪ା୪(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ସୀମାକୁ ଲାଗିଥିବା ପଡ଼ୋଶୀ ପଶ୍ଚିମବଙ୍ଗର ୧୬ ଜିଲାରେ ୧୫୨ ବିଧାନସଭା ଆସନ ଲାଗି ପ୍ରଥମ ପର୍ଯ୍ୟାୟ ନିର୍ବାଚନ କଡ଼ା ନିରାପତ୍ତା ମଧ୍ୟରେ ଗୁରୁବାର ଶେଷ ହୋଇଛି। ଏହି ସାଧାରଣ ନିର୍ବାଚନରେ ବାଲେଶ୍ୱର ଜିଲାର ୧୨ଖଣ୍ଡ ଗାଁ ଏବଂ…
Archives


