ବିଭାଗୀୟ ଅଧିକାରୀଙ୍କୁ ବିଧାୟକଙ୍କ ତାଗିଦ୍
କଟକ,୪ା୧୦(କାର୍ତ୍ତିକ ସାହୁ)ଏସ୍ସିବି ମେଡିକାଲରେ କ୍ରମାଗତ ୨ ଦିନ ଧରି ବିଦ୍ୟୁତ୍ ବିଭ୍ରାଟ ଓ ତା’ପରେ ଗୋଟିଏ ଦିନ ଜଳଯୋଗାଣ ବିଭ୍ରାଟକୁ ନେଇ ବିଭାଗୀୟ ଅଧିକାରୀଙ୍କୁ ଦାୟୀ କରିଛନ୍ତି ବିଧାୟକ ସୌଭିକ୍ ବିଶ୍ୱାଳ। ଏଭଳି ବିଭ୍ରାଟ ଘଟଣାକୁ ନେଇ ବିଧାୟକ ସୌଭିକ୍ ଏସ୍ସିବି…
ନର୍ଦ୍ଦମାପାଣିରେ ମୂର୍ତ୍ତି ବିସର୍ଜନ
ଯୋଡା,୪ା୧୦(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ସହରର ବିଭିନ୍ନ ସ୍ଥାନରେ ହେଉଥିବା ମୃଣ୍ମୟୀ ମୂର୍ତ୍ତିର ବିସର୍ଜନ ପାଇଁ ସୁନା ନଦୀ ଅବବାହିକା ଆମ୍ ବାଗାନଠାରେ ଏକ କୃତ୍ରିମ ପୋଖରୀ କରାଯାଇଛି। ଏହି ପୋଖରୀରେ ପ୍ରତିବର୍ଷ ଠାକୁରଙ୍କ ମୂର୍ତ୍ତି ବିସର୍ଜନ କରାଯାଇଥାଏ। ତେବେ ଏହି…
ଜିଲା ଦାବିରେ ନୀଳଗିରି ୧୨ଘଣ୍ଟା ବନ୍ଦ
ନୀଳଗିରି, ୪।୧୦(ପ୍ରଶାନ୍ତ ବିଶ୍ୱାଳ)ବାଲେଶ୍ୱର ଜିଲା ନୀଳଗିରିକୁ ଜିଲା ଦାବିରେ ମଙ୍ଗଳବାର ଜିଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏହି ଡାକରାକୁ ନୀଳଗିରିର ଜନସାଧାରଣ ସମର୍ଥନ ଦେବା ସହ ଦୋକାନ ବଜାର, ସମସ୍ତ ଅଫିସ୍ ବନ୍ଦ ଓ ଗାଡ଼ି…
୫ ଜିଲାରୁ ଯିବେ ୧ ହଜାର ତୀର୍ଥଯାତ୍ରୀ
ଛତ୍ରପୁର,୪ା୧୦(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ)ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ ଓ ନୟାଗଡ଼ ଜିଲାର ବରିଷ୍ଠ ନାଗରିକମାନେ ତୀର୍ଥ କରିବାକୁ ଯିବେ। ଉକ୍ତ ୫ ଜିଲାର ୧ ହଜାର ବରିଷ୍ଠ ନାଗରିକ ଏଥିରେ ସାମିଲ ହେବେ। ବ୍ରହ୍ମପୁର ରେଲୱେ…
ଭାଇଚାରାର ସମ୍ପର୍କ ଗଢ଼ିଥାଏ ଦାଣ୍ଡିଆ
ବ୍ରହ୍ମପୁର,୪ା୧୦(ସ୍ମୃତି ରଞ୍ଜନ ମହାଲିକ)ବ୍ରହ୍ମପୁର ସହରରେ ପାର୍ବଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବିିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ମୂର୍ତ୍ତି, ତୋରଣ ନିର୍ମାଣ କାର୍ଯ୍ୟ ଚାଲିଛି। ମା’ଙ୍କ ନବରାତ୍ର ଓ ଦଶହରା ଲାଗି ବିଭିନ୍ନ ସାଜସଜା ଓ ଆଲୋକମାଳାରେ ସହର ଝଲସି ଉଠିବ।…
ବିଶ୍ୱ ସଂସ୍କୃତି ମହୋତ୍ସବରେ ଓଡ଼ିଶୀନୃତ୍ୟ ପ୍ରଶଂସିତ
କଟକ,୪ା୧୦ (କାର୍ତ୍ତିକ ସାହୁ)ୱାଶିଂଟନ ଡିସିସ୍ଥିତ ନ୍ୟାଶନାଲ ମଲ୍ଠାରେ ୩ ଦିନିଆ ବିଶ୍ୱ ସଂସ୍କୃତି ମହୋତ୍ସବ-୨୦୨୩ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୮୦ ଦେଶର ଲୋକମାନେ ଯୋଗ ଦେଇଥିଲେ। ନୃତ୍ୟ, ସଙ୍ଗୀତ, ଧ୍ୟାନ ଏବଂ ସଂସ୍କୃତି ମାଧ୍ୟମରେ ମାନବ ବିବିଧତାକୁ ପାଳନ କରି ଭାଇଚାରା…
ରାମଗଡ଼କୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦାବି
ଜେନାପୁର,୪ା୧୦(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ବ୍ଲକ୍ ଅନ୍ତର୍ଗତ ତାଳଜଙ୍ଗ ଗ୍ରାମ ନିକଟସ୍ଥ ପାହାଡ଼ରେ ଥିବା ରାମଗଡ଼ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ତେଣୁ ଏହାର ପୁନରୁଦ୍ଧାର କରିବା ସହ ଏହାକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦେବାକୁ ଜେନାପୁର ଗୋପବନ୍ଧୁ ପ୍ରେସ୍ କ୍ଲବର ସଦସ୍ୟ…
ପାର୍ବଣ ପାଇଁ ବାଦ୍ୟଯନ୍ତ୍ର ନିର୍ମାଣକାରୀ ଉତ୍ସାହିତ
କେନ୍ଦ୍ରାପଡା, ୪ା୧୦ (ଜଗନ୍ନାଥ ଧଳ)ଶ୍ରୀଗଣେଶ ପୂଜାଠାରୁ ପାର୍ବଣ ଋତୁ ଆରମ୍ଭ ହୋଇଛି। ଏହା ମଧ୍ୟରେ ଶ୍ରୀଜୀଉଙ୍କ ଭସାଣି ଉତ୍ସବ ସରିଥିବା ବେଳେ ମା’ ଖୁଦୁରୁକୁଣୀଙ୍କୁ ବିଦାୟ ଦିଆଯାଇଛି। ସେହିପରି ମା’ ଦୁର୍ଗାଙ୍କର ପୂଜା ଉତ୍ସବ ଆଗକୁ ଆସୁଛି। ଏହା ପରେ ଆସନ୍ତା…
ସ୍ଲୋଗାନ୍ରେ ସୀମିତ ସ୍ବଚ୍ଛତା ଅଭିଯାନ
ପଟ୍ଟାମୁଣ୍ଡାଇ,୪ା୧୦ (କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ପକ୍ଷରୁ ସହରରେ ସ୍ବଚ୍ଛତା ଅଭିଯାନ ଜାରି ରହିଛି। ସୋମବାର ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ପୌର ପରିଷଦ ପକ୍ଷରୁ ବ୍ୟାପକ ସଫେଇ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା। ହେଲେ ସହରର ବିଭିନ୍ନ ସ୍ଥାନରେ ଅଳିଆ ଗଦା…
ମୂଳ ଖାତାକୁ ଫେରିଲା ୫. ୭୮ ଡିସିମିଲ ବିକ୍ରି ଜମି
ରାଜନଗର, ୪ା୧୦(ଭାସ୍କର ରାଉତରାୟ)ମୃତ ବ୍ୟକ୍ତିଙ୍କୁ ଜୀବତ ଦର୍ଶାଇ ଭୂତ ବିକିଥିବା ଜମି ଘଟଣାର ରହସ୍ୟ ଉପରୁ ପରଦା ହଟିଛି। କେନ୍ଦ୍ରାପଡ଼ା ଜିଲାପାଳ, ଅତିରିକ୍ତ ଜିଲାପାଳ, ଉପଜିଲାପାଳ, କେନ୍ଦ୍ରାପଡ଼ା ଏସ୍ପିଙ୍କ ଜମି ମାଲିକ ମୃତ ଉପେନ୍ଦ୍ର ଖିଲାରଙ୍କ ଝିଅ ମଞ୍ଜୁଲତା ଖିଲାର ଦ୍ୱାରସ୍ଥ…
ଭଙ୍ଗା ଗୃହ ବାରଣ୍ଡାରେ ଚାଲିଛି ଶିକ୍ଷାଦାନ
ବାଲିଗୁଡା,୪ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ)ସରକାର ସଭିଏ ପଢନ୍ତୁ ଓ ସଭିଏ ବଢନ୍ତୁ ନାରା ଦେଇ ଶିକ୍ଷାକୁ ସାର୍ବଜନୀନ କରି ରାଜକୋଷରୁ କୋଟି କୋଟି ଅର୍ଥ ବ୍ୟୟ ବରାଦ କରୁଥିବା ବେଳେ ଭଙ୍ଗା ଶ୍ରେଣୀ ଗୃହରେ ଚାଲିଛି ଭବିଷ୍ୟତ ଗଢା। ଏହା ଦେଖିବାକୁ ମିଳିଛି…
ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ପ୍ରହସନ
ନୂଆଗାଁ,୪।୧୦(ଧନେଶ୍ୱର ସାହୁ)ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ସ୍ବପ୍ନକୁ ସାକାର କରିବା ଉଦ୍ଦେଶ୍ୟରେ ସ୍ବଚ୍ଛ ଭାରତ ଗଠନ କରିବାର ସଂକଳ୍ପ ନେଇଛନ୍ତି ସରକାର । ସେଥିପାଇଁ ଅନେକ ଯୋଜନା ପ୍ରସ୍ତୁତ କରିବା ସହ କର୍ମଚାରୀ ନିୟୋଜିତ କରି ଲକ୍ଷାଧିକ ଟଙ୍କା ଅନୁଦାନ ଦେଉଛନ୍ତି…

