ଜେମ୍ସ ୱେବ୍ ଟେଲିସ୍କୋପ୍
ଦୁଇ ବର୍ଷ ତଳର କଥା। ୨୦୨୧ ମସିହା ଡିସେମ୍ବର ୨୫ ତାରିଖ। ସାରା ବିଶ୍ୱରେ ଏପରି ଏକ ଯନ୍ତ୍ରର ଉଦ୍ଭାବନ ହେଲା ଯେ ତାହା ସାରା ବିଶ୍ୱକୁ ଚକିତ କରିଦେଲା। ତାହା ହେଉଛି ‘ଜେମ୍ସ ୱେବ୍ ଟେଲିସ୍କୋପ୍’, ଯେଉଁଟା କି ଆମେରିକୀୟ…
ଖାଇବର ପାସ୍ତୁନଖ୍ବାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର: ୭ ଆତଙ୍କବାଦୀ ନିହତ…
ଇସଲାମାବାଦ,୧୧।୯ : ପାକିସ୍ତାନର ଖାଇବର ପାସ୍ତୁନଖ୍ବା ପ୍ରଦେଶରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟର ରେ ୭ ଜଣ ଆତଙ୍କବାଦୀ ନିହତ ହୋଇଥିବାବେଳେ ୬ ଜଣ ଆତଙ୍କବାଦୀ ଆହତ ହୋଇଛନ୍ତି। ଚିତ୍ରାଲ ଜିଲାରେ ଏହି ଏନକାଉଣ୍ଟର…
ନବୀକରଣ ଅପେକ୍ଷାରେ ଡାଇମଣ୍ଡ ଜୁବିଲି ଲାଇବ୍ରେରି
କେନ୍ଦ୍ରାପଡା,୧୧ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସହର ପୁରୁଣା ବସ୍ଷ୍ଟାଣ୍ଡସ୍ଥିତ ଡାଇମଣ୍ଡ ଜୁବିଲି ଲାଇବ୍ରେରି ଇଂଲଣ୍ଡ ରାଣୀଙ୍କ ସହ ସମ୍ପର୍କ ରହିଛି। ଇଂଲଣ୍ଡ ରାଣୀ ଭିକ୍ଟୋରିଆଙ୍କ ହୀରକ ଜୟନ୍ତୀ ଉପଲକ୍ଷେ ନିର୍ମିତ ରାଜ୍ୟର ପ୍ରଥମ ପବ୍ଲିକ ଲାଇବ୍ରେରି ଏବେ ଗୃହ ନବୀକରଣ ପାଇଁ ଅପେକ୍ଷା…
ଦିବ୍ୟାଙ୍ଗ ଗୋପାଳଙ୍କୁ ମିଳିଲା ନାହିଁ ଘର
ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଜାତି ଓ ଜନଜାତିଙ୍କ ବିକାଶ ପାଇଁ ତୃଣମୂଳସ୍ତରରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଅଦ୍ୟାବଧି ଉପରୋକ୍ତ ଯୋଜନା ଦିବ୍ୟାଙ୍ଗ ଗୋପାଳଙ୍କ ପାଖରେ ପହଞ୍ଚି ପାରୁନି ବୋଲି ଅଭିଯୋଗ ହୋଇଛି।…
କିଶୋର, ଶ୍ରାବଣୀଙ୍କୁ ସ୍ବର୍ଣ୍ଣ ପଦକ
ଭୁବନେଶ୍ୱର, ୧୧।୯ (ତପନ ସ୍ବାଇଁ): ଚଣ୍ଡିଗଡ଼ର ସେକ୍ଟର-୭ ସ୍ପୋଟର୍ସ କମ୍ପ୍ଲେକ୍ସରେ ରବିବାର ଆରମ୍ଭ ହୋଇଥିବା ଇଣ୍ଡିଆନ ଗ୍ରାଁ ପ୍ରି-୫ର ପ୍ରଥମ ଦିବସରେ ଓଡ଼ିଶା ଜାଭେଲିନ ତାରକା କିଶୋର କୁମାର ଜେନା ଓ ମହିଳା ସ୍ପ୍ରିଣ୍ଟର ଶ୍ରାବଣୀ ନନ୍ଦ ସ୍ବର୍ଣ୍ଣ ପଦକ ହାସଲ…
ସେମିଫାଇନାଲରେ କିଟ୍
ଭୁବନେଶ୍ୱର, ୧୧।୯ (ତପନ ସ୍ବାଇଁ): ଭୁବନେଶ୍ୱର ଆଥ୍ଲେଟିକ ଆସୋସିଏଶନ ଆନୁକୂଲ୍ୟରେ ୟୁନିଟ-୧ସ୍ଥିତ ଫୁଟବଲ ଏକାଡେମୀ ପଡ଼ିଆରେ ଚାଲିଥିବା ଗତିକୃଷ୍ଣ ମେମୋରିଆଲ ‘ବି’ ଡିଭିଜନ ଲିଗ୍ର ରବିବାର ଅନୁଷ୍ଠିତ ମ୍ୟାଚରେ ବିଜୟୀ ହୋଇ କିଟ୍ ସେମିଫାଇନାଲରେ ପ୍ରବେଶ କରିଛି। ତୃତୀୟ କ୍ୱାର୍ଟର ଫାଇନାଲରେ…
ଗଫ୍ଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ
ନ୍ୟୁୟର୍କ,୧୧ା୯(ପି.ଟି.): ବର୍ଷର ଶେଷ ଗ୍ରାଣ୍ଡସ୍ଲାମ ୟୁଏସ୍ ଓପନ୍ ଟେନିସ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଟ୍ରଫି ହାସଲ କରିଛନ୍ତି ଆମେରିକୀୟ କୋକୋ ଗଫ୍। ଦ୍ୱିତୀୟ ଥର ଗ୍ରାଣ୍ଡସ୍ଲାମ ଫାଇନାଲରେ ପ୍ରବେଶ କରିଥିବା ଗଫ୍ ୨-୬, ୬-୩ ଓ ୬-୨ ସେଟ୍ରେ ବେଲାରୁଷର ଆରିନା…
ସ୍କୁଲ୍ସ ଓପନ ଚେସ୍: ଭିନିତ ଚାମ୍ପିୟନ
ଭୁବନେଶ୍ୱର, ୧୧।୯ (ତପନ ସ୍ବାଇଁ): ଓଡ଼ିଶା ରାଜ୍ୟ ଚେସ୍ ଆସୋସିଏଶନ ଓ ମଦର୍ସ ପବ୍ଲିକ୍ ସ୍କୁଲ, ଖଣ୍ଡଗିରି ଆନୁକୂଲ୍ୟରେ ସ୍କୁଲ୍ସ ଓପନ ଚେସ୍ ଚାମ୍ପିୟନଶିପ୍ ରବିବାର ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ବିଜେଇଏମ୍ ସ୍କୁଲ-୧ର ଭିନିତ ନାୟକ ପୂରା…
ମାଛଧରା ଜାଲରେ ପଡ଼ିଲା କୁମ୍ଭୀର
ପଟ୍ଟାମୁଣ୍ଡାଇ,୧୧ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ନିକଟସ୍ଥ ନାଇଆଡିଆ ଗାଁ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ରବିବାର ସନ୍ଧ୍ୟାରେ ଜଣେ ଧୀବର ମାଛ ଧରିବା ପାଇଁ ଜାଲ ଟାଣୁଥିବାବେଳେ ଏକ ୪ ଫୁଟ୍ ଲମ୍ବର କୁମ୍ଭୀର ପଡିଥିଲା। ବଡ ମାଛ…
ସମ୍ବଲପୁରକୁ ଦଳଗତ ଟାଇଟଲ
ସମ୍ବଲପୁର,୧୧ା୯ (ବି.ଶଙ୍କର): ଓଡ଼ିଶା ମାଷ୍ଟର୍ସ ସୁଇମର୍ସ କ୍ଲବ ଆକୂକୂଲ୍ୟରେ ୧୧ତମ ଖଟେଶ୍ୱର ପାଣ୍ଡେ ସ୍ମାରକୀ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତା-୨୦୨୩ ରବିବାର ସମ୍ବଲପୁରରେ ସମ୍ପନ୍ନ ହୋଇଯାଇଛି। ସମ୍ବଲପୁର ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ମୁଖ୍ୟ ଅତିଥି, ଜିଲାକ୍ରୀଡା ସଂଘ ଉପସଭାପତି ଦୁଲାଲ…
ସାମୂହିକ ଛୁଟିରେ ଶିକ୍ଷୟିତ୍ରୀଶିକ୍ଷକ, ଛାତ୍ରୀଛାତ୍ର ବୁଲୁଛନ୍ତି
ପଟ୍ଟାମୁଣ୍ଡାଇ,୧୧ା୯ (କଳ୍ପତରୁ ନାୟକ): ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ୫-ଟି ରୁପାନ୍ତରିକରଣରେ କୋଟି କୋଟି ଟଙ୍କା ବ୍ୟୟ କରାଯାଉଛି। ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରଶାସନିକ ଅଧିକାରୀଙ୍କ ନିଷ୍କ୍ରିୟତା ଓ ଶିକ୍ଷକତାର…
ରାଜ୍ୟସ୍ତରୀୟ ବିଦ୍ୟାଳୟ ହକି, ହ୍ୟାଣ୍ଡବଲ ଉଦ୍ଯାପିତ
ସୁନ୍ଦରଗଡ,୧୧ା୯ (ଜୟ ନାରାୟଣ ମେଣ୍ଡୁଳି): ଓଡିଶା ରାଜ୍ୟ ବିଦ୍ୟାଳୟ କ୍ରୀଡା ଆସୋସିଏଶନ ଓ ଜିଲା ବିଦ୍ୟାଳୟ କ୍ରୀଡା ଆସୋସିଏଶନର ଆନୁକୂଲ୍ୟରେ ସ୍ଥାନୀୟ ଭବାନୀପୁର ସ୍ପୋର୍ଟସ କମ୍ପ୍ଲେକ୍ସ ପଡିଆଠାରେ ଚାଲିଥିବା ୩ଦିନିଆ ରାଜ୍ୟ ସ୍ତରୀୟ ହକି ଓ ହ୍ୟାଣ୍ଡ ବଲ ଚାମ୍ପିୟନଶିପ ୨୦୨୩-୨୪…
Archives


