ରିଲାଏନ୍ସ ଜୁଏଲ୍ସର ଆନିଭର୍ସାରି କଲେକ୍ସନ
ଭୁବନେଶ୍ୱର,୧୦।୮: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲ୍ସର ଆନିଭର୍ସାରି କଲେକ୍ସନ ‘ଆଭାର’ର ଉନ୍ମୋଚନ ସହ ପ୍ରତିଷ୍ଠାନର ୧୬ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଭାର କଲେକ୍ସନ-୨୦୨୩ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା ମଧ୍ୟ କରାଯାଇଛି। ବିଶେଷକରି ଆଭାର…
କୋଇଲା ଉତ୍ପାଦନରେ ଓସିପିଏଲ୍ର ସଫଳତା
ଭୁବନେଶ୍ୱର,୧୦।୮: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଓଡ଼ିଶା କୋଲ୍ ଆଣ୍ଡ୍ ପାୱାର ଲିମିଟେଡ୍ (ଓସିପିଏଲ୍) ରେକର୍ଡ ପରିମାଣର କୋଇଲା ଉତ୍ପାଦନକରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା ସରକାର ଏବଂ ଓପିଜିସି ଦ୍ବାରା ପରିଚାଳିତ ଓସିପିଏଲ୍ ରାଜ୍ୟର ପ୍ରମୁଖ…
ଆଇସିଆଇସିଆଇ ବ୍ୟାଙ୍କର ‘ମୌସୁମୀ ବୋନାଞ୍ଜା’
ଭୁବନେଶ୍ୱର,୧୦।୮: ଆଇସିଆଇସିଆଇ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ତଥା ଲୋକପ୍ରିୟ ଅଫର ‘ମୌସୁମୀ ବୋନାଞ୍ଜା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଇଲେକ୍ଟ୍ରୋନିକ୍ସ ସାମଗ୍ରୀଠାରୁ ଆରମ୍ଭକରି ଟ୍ରାଭେଲ୍, ଅନ୍ଲାଇନ୍ ଶପିଂ, ଡାଇନିଂ, ଖାଦ୍ୟ ବରାଦ, ସ୍ବାସ୍ଥ୍ୟ, ବିଉଟି ଏବଂ ଉପହାର ପର୍ଯ୍ୟନ୍ତ ବିଭିନ୍ନ…
ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ
ଭୁବନେଶ୍ୱର,୧୦।୮(ଅସମାପିକା ସାହୁ)ରାଜ୍ୟରେ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀ ଗୃହର ରୂପ ବଦଳିବ। ଛାତ୍ରୀଛାତ୍ରଙ୍କ କୋମଳ ମନରେ ଶିକ୍ଷା ପ୍ରତି ଆଗ୍ରହ, କୌତୁହଳ, ଉତ୍ସାହ ଆଣିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏହି ବ୍ୟବସ୍ଥା କରିଛି। ପ୍ରଥମ ପର୍ଯ୍ୟାୟରେ ୧୬ଟି ଜିଲାର ୬ହଜାରରୁ…
ଓଡ଼ିଶା ବଜାରରେ ଟ୍ରାୟମ୍ପର ସ୍ପିଡ୍ ୪୦୦
ଭୁବନେଶ୍ୱର,୧୦।୮ (ଅଭୟ ଦାଶ): ଟ୍ରାୟମ୍ପ ମାଟରସାଇକେଲସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ସ୍ପିଡ୍ ୪୦୦’ର ସର୍ବଭାରତୀୟ ବଜାର ପ୍ରବେଶ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଟ୍ରାୟମ୍ପ ମାଟରସାଇକେଲସର ସ୍ବୀକୃତିପ୍ରାପ୍ତ ଡିଲର ଶ୍ରୀ ଭାରତ ମୋଟର୍ସ ଲିମିଟେଡ୍ ପକ୍ଷରୁ…
ଜିଓର ପ୍ରଥମ ପର୍ଯ୍ୟାୟ ସେବା ପରୀକ୍ଷଣ
ଭୁବନେଶ୍ୱର,୧୦।୮: ଓଡ଼ିଶାରେ ରିଲାଏନ୍ସ ଜିଓର ୫ଜି ସେବା ଜାରି ରହିଥିବାବେଳେ ଦ୍ରୁତ ଗତିରେ ଉକ୍ତ ସେବାର ସମ୍ପ୍ରସାରଣ କରାଯାଉଛି। ବିଶେଷକରି ରିଲାଏନ୍ସ ଜିଓର ୫ଜି ସାଇଟ୍ରେ ୨୬ ଗିଗାହର୍ଜ ଓ ୩୩୦୦ମେଗାହର୍ଜର ପ୍ରଥମ ପର୍ଯ୍ୟାୟ ସେବା ପରୀକ୍ଷଣ ଭାରତ ସରକାରଙ୍କ ଦୂରସଞ୍ଚାର…
ପୁତୁରାକୁ ଛୁରି ଭୁସି ହତ୍ୟା, ମଉସା ଗିରଫ
ପୁରୀ,୧୦।୮(ଅଜିତ ମହାନ୍ତି)ପାରିପାରିକ କଳହକୁ ନେଇ ପୁରୀରେ ଏକ ହତ୍ୟାକାଣ୍ଡ ଘଟିଛି। ମଉସା ଛୁରିରେ ଆକ୍ରମଣ କରିବାରୁ ପୁତୁରାଙ୍କ ମୃତ୍ୟୁ ଘଟିଥିବା ବେଳେ ଶ୍ୱଶୁର ଘର ଲୋକ ଗୁରୁତର ଆହତ ହୋଇଛନ୍ତି। କୁମ୍ଭାରପଡା ଥାନା ଅନ୍ତର୍ଗତ ପୁରୀ ଉପରମାଳି ସାହି ତାତାମ୍ବରୀ ଆଖଡା…
ଶେୟାର ବଜାର କାରବାରରେ ଉତ୍ସାହ
ଭୁବନେଶ୍ୱର,୧୦।୮: ଦିନକ ପରେ ପୁଣି ଥରେ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୩ୟ କାର୍ଯ୍ୟ ଦିବସ (ଷ୍ଟକ୍ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାର…
ଏପିଏସ୍ଇଜେଡ୍ର ପ୍ରଥମ ତ୍ରୈମାସିକ ଫଳାଫଳ
ଭୁବନେଶ୍ୱର,୧୦।୮: ଆଦାନୀ ପୋର୍ଟସ ଆଣ୍ଡ ସ୍ପେଶିଆଲ ଇକୋନୋମିକ୍ ଜୋନ୍ (ଏପିଏସ୍ଇଜେଡ୍) ଲିମିଟେଡ୍ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଏପିଏସ୍ଇଜେଡ୍ ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ସମ୍ପର୍କରେ ବିସ୍ତୃତ ଘୋଷଣା କରାଯାଇଛି। ବିଶେଷକରି ଉଚ୍ଚ…
ମନଇଚ୍ଛା ଧରି ପାରିବେନି ସାପ
ଭୁବନେଶ୍ୱର,୧୦।୮(ଅନିଲ ଦାସ)ରାଜ୍ୟରେ ସାପ କାମୁଡ଼ାରେ ପ୍ରତିବର୍ଷ ଅନେକ ଲୋକଙ୍କ ଜୀବନ ଯାଉଛି। ସାପଗୁଡ଼ିକ ଜନବସତିକୁ ପଶି ଆସୁଥିବାରୁ ଭୟଙ୍କର ପରିସ୍ଥିତି ସୃଷ୍ଟି ହେଉଛି। ଗତ କିଛିଦିନ ହେବ ରାଜ୍ୟରେ ସାପ ଆତଙ୍କ ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ସାପ ଧରିବା ଓ…
ସଂସଦରେ ଡେଟା ସୁରକ୍ଷା ବିଲ୍ ଗୃହୀତ
ନୂଆଦିଲ୍ଲୀ,୧୦ା୮: ଲୋକ ସଭାରେ ସୋମବାର ଗୃହୀତ ହୋଇଥିବା ଡେଟା ପ୍ରୋଟେକ୍ସନ ବିଲ୍, ୨୦୨୩ ବୁଧବାର ରାଜ୍ୟ ସଭାରେ ପାରିତ ହୋଇଛି। ରାଷ୍ଟ୍ରପତିଙ୍କ ମୋହର ବାଜିବା ପରେ ଏହା ଆଇନରେ ପରିଣତ ହେବ। ସୁପ୍ରିମକୋର୍ଟ ପ୍ରିଭେସି ଅଧିକାରକୁ ମୌଳିକ ଅଧିକାର ବୋଲି ସ୍ପଷ୍ଟ…
ଡିଗ୍ରୀ କଲେଜ ଭିତ୍ତିଭୂମିର ମୂଲ୍ୟାୟନ ହେବ
ଭୁବନେଶ୍ୱର, ୧୦।୮(ଅସମାପିକା ସାହୁ)ରାଜ୍ୟରେ ଥିବା ସରକାରୀ ଡିଗ୍ରୀ ମହାବିଦ୍ୟାଳୟ ଏବଂ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନଗୁଡ଼ିକରେ ଉପଲବ୍ଧ ଭିତ୍ତିଭୂମିର ମୂଲ୍ୟାୟନ କରାଯିବ। ଶିକ୍ଷାର ଗୁଣାତ୍ମକ ମାନ ଏବଂ କ୍ୟାମ୍ପସରେ ସୁବିଧା ବଜାୟ ରଖିବା ତଥା ବୃଦ୍ଧି କରିବା ଉପରେ ଗୁରୁତ୍ୱ ଦେଇ ଉଚ୍ଚଶିକ୍ଷା…
Archives


