Home

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଶୁକ୍ରବାର ସକାଳ ସୁଦ୍ଧା କେନ୍ଦୁଝର ଜିଲା ହାଟଡିହୀଠାରେ ସର୍ବାଧିକ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ ସିଜେପି ନେତାଙ୍କ ମଧ୍ୟରେ ଅନୁଷ୍ଠିତ ୨ଘଣ୍ଟାର ବୈଠକ ପରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ନିଷ୍ପତ୍ତି…

ଶତାବ୍ଦୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର; ସ୍ତ୍ରୀଙ୍କୁ ଏତେ କୋଟି ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ସିଓଲ,୨୫।୭: ଦକ୍ଷିଣ କୋରିଆର ଜଣାଶୁଣା ‘ଏସକେ ଗ୍ରୁପ’ର କୋଟିପତି ଚେୟାରମାନ ଚେ ତେ-ଓ୍ବନ ତାଙ୍କ ପୂର୍ବତନ ସ୍ତ୍ରୀ ରୋ ସୋ-ୟଙ୍ଗଙ୍କୁ ୯୪୪ ବିଲିୟନ ଓ୍ବନ୍‌ ପ୍ରାୟ ୬୪୦ ମିଲିୟନ ଡଲାର(୫୩୫୦ କୋଟିରୁ ଅଧିକ ଟଙ୍କା) ଦେବା ପାଇଁ ସିଓଲ ହାଇକୋର୍ଟ ନିର୍ଦ୍ଦେଶ…

CJPର ନୂଆ ରଣନୀତି! ପୋଲିସ ଚିହ୍ନଟ ପାଇଁ ଆଣୁଛି….

ନୂଆଦିଲ୍ଲୀ,୨୫।୭(ପି.ଟି.): ଗତ ଜୁଲାଇ ୨୦ ‘ଚଲୋ ସଂସଦ’ ରାଲି ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନରେ ସମ୍ପୃକ୍ତ ପୋଲିସ କର୍ମଚାରୀମାନଙ୍କୁ ଚିହ୍ନଟ କରିବା ପାଇଁ ‘କକ୍‌ରୋଚ୍‌ ଜନତା ପାର୍ଟି’ (ସିଜେପି) ଏକ ସ୍ବତନ୍ତ୍ର ୱେବ୍‌ସାଇଟ୍‌ ଆରମ୍ଭ କରିବାକୁ ଘୋଷଣା କରିଛି।…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ କୃଷି ବିଭାଗ ଆକ୍ସନ ମୋଡରେ ବାହାରିଛି। କୃଷି ବିଭାଗର ଏକ ଏନଫୋର୍ସମେଣ୍ଟ ଟିମ୍‌…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି । ସେ ଏହି ଇଭେଣ୍ଟରେ ଭାରତ ପାଇଁ ପ୍ରଥମ ପଦକ ହାସଲ କରି…

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ ସେ ପୂର୍ବ ଭିଡିଓରେ ମିଳିଥିବା ପ୍ରତିକ୍ରିୟା ଏବଂ ସମର୍ଥନ ପାଇଁ ସମସ୍ତଙ୍କୁ ଧନ୍ୟବାଦ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ ମାସରୁ ଅଧିକ ସମୟ ଧରି ଛାତ୍ରଛାତ୍ରୀମାନଙ୍କର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ,…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର କ୍ଷମତା ମିଳିବାକୁ ଯାଉଛି। ରିପୋର୍ଟ ଅନୁଯାୟୀ, ବେନ୍ ଷ୍ଟୋକ୍ସଙ୍କ ପରେ ହ୍ୟାରି ବ୍ରୁକଙ୍କୁ…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼ ‘ପାକିସ୍ତାନ କନେକ୍ସନ’ ପଦାକୁ ଆଣିବା ସହ ୪୮୦ଟି ସୋସିଆଲ ମିଡିଆ ହ୍ୟାଣ୍ଡେଲକୁ ବ୍ଲକ…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ନିକଟରେ ଭକ୍ତ ଜଣଙ୍କ…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୨୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?