Home

ତେନ୍ଦୁଲକର ୟୁନିସେଫ୍‌ର ଗୁଡ୍‌ଓ୍ବିଲ ଆମ୍ବାସାଡର

କଲମ୍ବୋ,୮ା୮: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ସଚିନ୍‌ ତେନ୍ଦୁଲକରଙ୍କୁ ୟୁନିସେଫର ଗୁଡ୍‌ଓ୍ବିଲ ଆମ୍ବାସାଡର ଭାବରେ ନିଯୁକ୍ତ କରାଯାଇଛି। ଏହି ପରିପ୍ରେକ୍ଷୀରେ ସଚିନ୍‌ ସୋମବାର ଦୁଇଟି ସ୍କୁଲ ପରିଦର୍ଶନ କରିବା ସହ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଛନ୍ତି। ଏହା ପୂର୍ବରୁ ୨୦୧୩ରେ ତାଙ୍କୁ ଦକ୍ଷିଣ…

ଭାରତ, ମାଲେସିଆ ସେମିରେ

ଚେନ୍ନାଇ, ୮।୮: ଭାରତ ଓ ମାଲେସିଆ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକିର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ଅନୁଷ୍ଠିତ ମ୍ୟାଚରେ ଭାରତ ୩-୨ ଗୋଲରେ ଦକ୍ଷିଣ କୋରିଆକୁ ହରାଇଥିବାବେଳେ ମାଲେସିଆ ୩-୧ ଗୋଲରେ ଜାପାନକୁ ପରାସ୍ତ କରିଛି। ଅନ୍ୟଏକ ମ୍ୟାଚରେ ପାକିସ୍ତାନ…

‘୨୦୨୪ ନିର୍ବାଚନ ସ୍ଥିର କରିବ ଦେଶରେ ଗଣତନ୍ତ୍ର ରହିବ ନା ନାହିଁ’, ଏମକେ ଷ୍ଟାଲିନଙ୍କ ବଡ ଦାବି

ଚେନ୍ନାଇ,୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ସୋମବାର ଚେନ୍ନାଇରେ ୨୦୨୪ ସାଧାରଣ ନିର୍ବାଚନକୁ ନେଇ ଏକ ବଡ଼ ଦାବି କରିଛନ୍ତି। ଷ୍ଟାଲିନ କହିଛନ୍ତି ଯେ ୨୦୨୪ ସାଧାରଣ ନିର୍ବାଚନ ଦେଶରେ ଗଣତନ୍ତ୍ର ରହିବ କି ନାହିଁ ତାହା ସ୍ଥିର କରିବ। ସେ…

ଥଣ୍ଡା ପାନୀୟ ଜଳ ଯାନର ଶୁଭାରମ୍ଭ

ଭୁବନେଶ୍ୱର,୮।୮: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ୍‌ ପାୱାର (ଜେଏସ୍‌ପି)ର ସାମାଜିକ ଅନୁଷ୍ଠାନ ଜେଏସ୍‌ପି ଫାଉଣ୍ଡେଶନ ପକ୍ଷରୁ ସୋମବାର ଏକ ଥଣ୍ଡା ପାନୀୟ ଜଳ ସେବା ଯାନର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର…

ଗର୍ଭଧାରଣ କଲେ ସମଲିଙ୍ଗୀ ଯୋଡ଼ି

ସିଓଲ: ନିକଟରେ ୨ ଜଣ ଝିଅଙ୍କ ପ୍ରେମ କାହାଣୀ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଦୁହେଁ କିଛି ବର୍ଷ ତଳେ ବିବାହ କରିଥିବାବେଳେ ଏବେ ସେ ମା’ ହେବାକୁ ଯାଉଥିବା ନେଇ ଫଟୋ ଶେୟାର କରିଛନ୍ତି। ସେମାନଙ୍କ ପାଇଁ ଏହା…

ରୁଷିଆରୁ ତେଲ କିଣି ଭାରତୀୟ କମ୍ପାନୀ ଲାଭବାନ

ନୂଆଦିଲ୍ଲୀ୮।୮ : ଗତ କିଛି ବର୍ଷ ହେବ ଅନ୍ତଃରାଷ୍ଟ୍ରୀୟ ତୈଳ ବଜାରରେ ବିଭିନ୍ନ ସମସ୍ୟା ଲାଗି ରହିଥିବାରୁ ଉଭୟ ତୈଳ ଉତ୍ପାଦନ ଓ ଦର ମଧ୍ୟରେ ପରିବର୍ତ୍ତନ ଦେଖାଦେଇଛି। ଏପରିକି ଦର ବୃଦ୍ଧି ଓ ଉତ୍ପାଦନ ହ୍ରାସ କାରଣରୁ ଭାରତୀୟ ତୈଳ ବଜାରରେ…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୮।୮ :କ୍ରମାଗତ ୨ୟ ଦିନ ଲାଗି ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସ(ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାର ନିବେଶକଙ୍କ…

ମିଶୋ ପ୍ରଥମ ଭାରତୀୟ ଭୂସମାନ୍ତର ଇ-ବାଣିଜ୍ୟ କମ୍ପାନୀ

ଭୁବନେଶ୍ୱର,୮।୮ : ଦେଶର ପ୍ରମୁଖ ଇ-କମର୍ସ କମ୍ପାନୀ ମିଶୋ ଭାରତର ପ୍ରଥମ ଭୂସମାନ୍ତର ଇ-ବାଣିଜ୍ୟ କମ୍ପାନୀ ଭାବେ ମାନ୍ୟତା ଲାଭ କରିଛି। ବିଶେଷ କରି ବିଗତ ୧୨ମାସ ମଧ୍ୟରେ ମିଶୋର ଉଲ୍ଲେଖନୀୟ ଅଭିବୃଦ୍ଧି ସହ ଅର୍ଡର ପରିମାଣ ୪୩% ବୃଦ୍ଧି ପାଇ ଏକ…

ବେଦାନ୍ତ ଆଲୁମିନିୟମରେ ନୂତନ ନୀତି ପ୍ରଣୟନ

ଭୁବନେଶ୍ୱର,୮।୮ (ଅଭୟ ଦାଶ) :ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଏକ ନୂତନ ନୀତି ‘ ନ୍ୟୁ ଜେଣ୍ଡର ରିଆଫାରମେଶନ ପଲିସି’ପ୍ରଚଳନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କମ୍ପାନୀରେ କାର୍ଯ୍ୟରତ ଏଲ୍‌ଜିବିଟିକ୍ୟୁ+କର୍ମଚାରୀଙ୍କ ପାଇଁ ଗ୍ରାଉଣ୍ଡ ବ୍ରେକିଂ ଜେଣ୍ଡର ରିଆଫାରମେଶନ ପ୍ରମାଣପତ୍ର ଓ…

ଆକ୍ସିସ୍‌ ବ୍ୟାଙ୍କ ସହ ଅଲ୍‌ଟିଗ୍ରିନର ସହଭାଗିତା

ଭୁବନେଶ୍ୱର,୮।୮ : ଆକ୍ସିସ୍‌ ବ୍ୟାଙ୍କ ଏବଂ ଅଲ୍‌ଟିଗ୍ରିନ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଥିବା ଘୋଷଣା କରାଯାଇଛି। ବିଶେଷ କରି ଗ୍ରାହକମାନଙ୍କୁ ସୁହାଇବା ଭଳି ସ୍ବତନ୍ତ୍ର ଫାଇନାନ୍ସ ସୁବିଧା ପ୍ରଦାନ କରିବାସହ କାରବାର ବୃଦ୍ଧି ଆଦି ସମ୍ପର୍କରେ ଉକ୍ତ ସହଭାଗିତା ସ୍ଥାପନ…

କମିଟିରେ ୩ ଅବସରପ୍ରାପ୍ତ ମହିଳା ବିଚାରପତି

ନୂଆଦିଲ୍ଲୀ,୮ା୮: ମଣିପୁରରେ ୩ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଜାତିଆଣ ହିଂସା ଲାଗିରହିଥିବାବେଳେ ଏଥିରେ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ଏବଂ ସହାୟତା ଦେବା ସମ୍ପର୍କରେ ଅନୁଧ୍ୟାନ କରିବା ଲାଗି ସୁପ୍ରିମକୋର୍ଟ ସୋମବାର ଏକ ୩ ଜଣିଆ କମିଟି ଗଠନ କରିଛନ୍ତି। କମିଟିରେ ହାଇକୋର୍ଟର ୩…

ପିଏମ୍‌ଏଲ୍‌-ଏନ୍‌ ଜିତିଲେ ନଓ୍ବାଜ ଶରିଫ ପ୍ରଧାନମନ୍ତ୍ରୀ ହେବେ

ଲାହୋର,୮ା୮: ଆସନ୍ତା ନଭେମ୍ବର ମାସରେ ହେବାକୁ ଥିବା ପାକିସ୍ତାନର ସାଧାରଣ ନିର୍ବାଚନରେ ଯଦି ଶାସକ ପିଏମ୍‌ଏଲ୍‌-ଏନ୍‌ କ୍ଷମତାକୁ ଫେରେ ତେବେ ନଓ୍ବାଜ ଶରିଫ୍‌ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ ବୋଲି ତାଙ୍କ ଭାଇ ତଥା ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ କହିଛନ୍ତି। ଲାହୋରଠାରୁ ୫୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri