Home

ଟ୍ରେନ ଲାଇନଚ୍ୟୁତ ପାଇଁ ଷଡଯନ୍ତ୍ର: ଟ୍ରାକ୍‌ରୁ ମିଳିଲା ଗ୍ୟାସ ସିଲିଣ୍ଡର

ଆଲିଗଡ଼,୧୭।୧୧: ଉତ୍ତର ପ୍ରଦେଶର ଆଲିଗଡ଼ ଜିଲାର ସୀମା ଫାଟକ ନିକଟରେ ରେଳ ଟ୍ରାକରେ ଏକ ଏଲପିଜି ସିଲିଣ୍ଡର ମିଳିବା ପରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଦିଲ୍ଲୀ-ହାୱଡା ରେଳ ଲାଇନରେ ଏକ ଖାଲି ଏଲପିଜି ସିଲିଣ୍ଡର ମିଳିବା ପରେ ଟ୍ରେନକୁ ଅଟକାଇ ଦିଆଯାଇଥିଲା।…

ଥମୁନି ଜୁଆ ଖେଳ: ୧୧ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୭।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଂଚଳରେ ଏବେବି ଜୁଆ ଖେଳ ଥମିବାକୁ ନାହିଁ। ରବିବାର ରାତିରେ ପୋଲିସ ଭେରେଡାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ୧୧ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୪୩ ହଜାର…

ଭାରତ ବିରୋଧରେ ବିଷ ଓଗାଳୁଥିବା PAK ରାପର ଏବେ ଉଡ଼ାଇଲେ ତ୍ରିରଙ୍ଗା

ଇସଲାମାବାଦ,୧୭।୧୧: ରବିବାର (ନଭେମ୍ବର ୧୬) ନେପାଳରେ ଏକ କନସର୍ଟ ସମୟରେ ପାକିସ୍ତାନୀ ରାପର୍‌ ତଲହା ଅଞ୍ଜୁମ ମଞ୍ଚରେ ଭାରତୀୟ ପତାକା ଉତ୍ତୋଳନ କରିଥିଲେ ଏବଂ ବନ୍ଧୁତାର ବାର୍ତ୍ତା ଦେବା ପାଇଁ ଏହାକୁ ତାଙ୍କ ପିଠିରେ ରଖି ରାପ କରିଥିଲେ। ତଥାପି, ତଲହା…

ହାଇଆଲର୍ଟରେ ବାଂଲାଦେଶ: ଶେଖ ହାସିନାଙ୍କ ପୁଅ ଦେଲେ ଚେତାବନୀ

ଢାକା,୧୭।୧୧: ବାଂଲାଦେଶ ଆଜିକାଲି ରାଜନୈତିକ ଇତିହାସର ସବୁଠାରୁ ଉତ୍ତେଜନାପୂର୍ଣ୍ଣ ସମୟ ଦେଇ ଗତି କରୁଛି। ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ବିରୋଧରେ ମାନବତା ବିରୋଧୀ ଅପରାଧ ଅଭିଯୋଗ ସାରା ଦେଶରେ ଅସ୍ଥିରତା ବୃଦ୍ଧି କରୁଛି। ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ…

Bihar CM Oath : ଆଜି ଇସ୍ତଫା ଦେଇ ନୂଆ ସରକାର ଗଠନ ପାଇଁ ଦାବି ରଖିବେ ନୀତୀଶ

ପାଟନା,୧୭।୧୧: ନୀତୀଶ କୁମାର ସୋମବାର ସକାଳେ କ୍ୟାବିନେଟ ବୈଠକ ଡାକିଛନ୍ତି। ସୂଚନା ଅନୁଯାୟୀ ଏହି ବୈଠକରେ କ୍ୟାବିନେଟ ଭାଙ୍ଗିବାକୁ ଅନୁମୋଦନ ମିଳିପାରେ। ଏହା ପରେ ତୁରନ୍ତ ନୀତୀଶ କୁମାର ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିବେ ଏବଂ ନୂତନ ସରକାର ଗଠନ ପ୍ରକ୍ରିୟା…

ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ: ୨ ଦଫା ଦାବି ନେଇ…

ଭୁବନେଶ୍ୱର,୧୭।୧୧(ଅନୁରାଧା ମହାରଣା):୨ ଦଫା ଦାବି ନେଇ ଡିସେମ୍ବର ୧ରୁ ପ୍ରାଥମିକ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇବେ। ମୂଳ ପଦବୀକୁ ଉନ୍ନୀତ କରି ୪୨୦୦ ଗ୍ରେଡ୍‌ ପେ’ ପ୍ରଦାନ, ୨୦୦୧ରୁ ୨୦୨୪ ମସିହା ପର୍ଯ୍ୟନ୍ତ ୬ ବର୍ଷର କାର୍ଯ୍ୟକାଳକୁ ମୂଳ ଚାକିରିରେ ଗଣନା କରି…

ପାତ୍ର ଥିଲେ ସିନା

ବିହାର ବିଧାନସଭା ନିର୍ବାଚନ ଫଳ ଭାରତୀୟ ରାଜନୈତିକ ଇତିହାସ ପାଇଁ ଏକ ନୂଆ ପାଣ୍ଡୁଲିପି ଲେଖିଛି। ଦୁଇ ଦଶନ୍ଧି ଧରି ମୁଖ୍ୟମନ୍ତ୍ରୀ ରହିଥିବା ନୀତିଶ କୁମାର ଓ କ୍ଷମତା ରାଜନୀତିରେ ସହଯୋଗୀ ଭାଜପା ସରକାରୀ ବିରୋଧୀ ପବନର ସମ୍ମୁଖୀନ ହୋଇପାରନ୍ତି ବୋଲି…

କରିସ୍ମାଙ୍କ ଫିଟ୍‌ନେସ୍‌ ରାଜ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କରିସ୍ମା କପୁର ଆଜିବି ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଛନ୍ତି। ୫୧ ବର୍ଷ ବୟସରେ ମଧ୍ୟ କରିସ୍ମାଙ୍କ ଚମକ ଏବଂ ଫିଟ୍‌ନେସ୍‌ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରେ। ସେ ଏବେବି ଆଗଭଳି ଫିଟ୍‌ ଏବଂ ଆତ୍ମବିଶ୍ୱାସୀ ଅଛନ୍ତି। ରେଡ୍‌ କାର୍ପେଟରେ ହେଉ…

ନିର୍ବାଚନରେ ଲାଗିଥିଲା ୧୪ ହଜାର କୋଟିର ବିଶ୍ୱବ୍ୟାଙ୍କ ପାଣ୍ଠି

ନୂଆଦିଲ୍ଲୀ,୧୭ା୧୧: ବିଭିନ୍ନ ପ୍ରକଳ୍ପରେ ବିନିଯୋଗ ପାଇଁ ଉଦ୍ଦିଷ୍ଟ ୨୧,୦୦୦ କୋଟି ଟଙ୍କା ବିଶ୍ୱବ୍ୟାଙ୍କ ପାଣ୍ଠିରୁ ୧୪,୦୦୦ କୋଟି ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ମହିଳା ଭୋଟରଙ୍କ ଆକାଉଣ୍ଟକୁ ପଠାଯାଇଥିବା ପ୍ରଶାନ୍ତ କିଶୋରଙ୍କ ଜନ ସୁରାଜ ପାର୍ଟି ରବିବାର ଅଭିଯୋଗ କରିଛି। ରାଜ୍ୟରେ…

କ୍ୟାଚ୍‌ ଧରିବା ପରେ ବି ନଟ୍‌ଆଉଟ୍‌…ଭାରତ-ପାକିସ୍ତାନ ମ୍ୟାଚ୍‌ବେଳେ ହାଇଭୋଲଟେଜ୍‌ ଡ୍ରାମା

ନୂଆଦିଲ୍ଲୀ,୧୭।୧୧: ୨୦୨୫ ମସିହାରେ ଏସିଆ କପ ରାଇଜିଂ ଷ୍ଟାର୍ସରେ ଏକ ହାଇଭୋଲଟେଜ ମ୍ୟାଚ୍‌ରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହୋଇଥିଲେ। କିନ୍ତୁ ଏକ ବଡ଼ ବିବାଦ ମଧ୍ୟ ମୁଖ୍ୟ ଖବର ପାଲଟିଥିଲା। ପାକିସ୍ତାନ ମ୍ୟାଚକୁ ୮ ଉଇକେଟ୍‌ରେ ଜିତିଥିଲା, କିନ୍ତୁ ମ୍ୟାଚ…

ପାକିସ୍ତାନ ଜଡ଼ିତ ଥିବା ଅସ୍ତ୍ରଶସ୍ତ୍ର, ଡ୍ରଗ୍ସ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ: ୫ ଗିରଫ

ଚଣ୍ଡିଗଡ଼,୧୭ା୧୧(ପି.ଟି.): ପଞ୍ଜାବ ପୋଲିସ ୬ଟି ଅତ୍ୟାଧୁନିକ ପିସ୍ତଲ ଏବଂ ୧.୧୦ କେ.ଜି. ହେରୋଇନ୍‌ ସହ ୫ ଜଣଙ୍କୁ ଗିରଫ କରିବା ଫଳରେ ପାକିସ୍ତାନ ଜଡ଼ିତ ଥିବା ଅସ୍ତ୍ରଶସ୍ତ୍ର ଓ ଡ୍ରଗ୍ସ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ ହୋଇଛି। ଗିରଫ ଅଭିଯୁକ୍ତମାନେ ପାକିସ୍ତାନରେ ଥିବା ପରିଚାଳକମାନଙ୍କ ସହ…

୨୦୨୮ରେ ଚନ୍ଦ୍ରୟାନ-୪ ଲଞ୍ଚ୍‌ କରିବ ଇସ୍ରୋ

କୋଲ୍‌କାତା,୧୭ା୧୧: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଚଳିତ ଆର୍ଥତ୍କ ବର୍ଷରେ ଆଉ ୭ଟି ଉତ୍‌କ୍ଷେପଣ ଯୋଜନା ରଖିଛି। ୨୦୨୭ରେ ଭାରତର ପ୍ରଥମ ମାନବଯୁକ୍ତ ମହାକାଶ ଅଭିଯାନ ହେବାକୁ ଥିବାବେଳେ ୨୦୨୮ରେ ଚନ୍ଦ୍ରୟାନ-୪ ଚନ୍ଦ୍ର ଅଭିମୁଖେ ପ୍ରେରଣ ନିମନ୍ତେ ଲକ୍ଷ୍ୟ ରଖାଯାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri