Home

ଇଭି ଇଣ୍ଡଷ୍ଟ୍ରିରେ ଟେକ୍ନୋ-ଇନୋଭେଶନ ପରିଚାଳନା

ଭୁବନେଶ୍ୱର, ୯।୯ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମ ପକ୍ଷରୁ ବିଶ୍ୱ ବୈଦ୍ୟୁତିକ ଯାନ (ଇଭି) ଦିବସ ପାଳିତ ହୋଇଯାଇଛି। ଏପରି କି ଉଚ୍ଚମାନର ବିଶ୍ୱସ୍ତରୀୟ ଉପତ୍ାଦ ପରିସର ମଧ୍ୟରେ କମ୍ପାନୀ ଇଭି ଶିଳ୍ପର ବୃଦ୍ଧି ପାଇଁ ଟେକ୍ନୋ-ଇନୋଭେଶନ ପରିଚାଳନା କରୁଛି, କମ୍ପାନୀର…

ଜି୨୦ ସମିଟ୍‌ ପାଇଁ ଟ୍ରାଫିକ୍‌ କଟକଣା

ନୂଆଦିଲ୍ଲୀ,୯।୯: ଜି୨୦ ସମିଟ୍‌ ପାଇଁ ନୂଆଦିଲ୍ଲୀ ଜିଲାରେ ଶୁକ୍ରବାର ସକାଳେ ଟ୍ରାଫିକ୍‌ କଟକଣା କଡ଼ାକଡ଼ି ହୋଇଛି। ଜି୨୦ ସମ୍ମିଳନୀ ହେବାକୁ ଥିବା ସ୍ଥାନ ଓ ଅତିଥିମାନେ ରହିବାକୁ ଥିବା ହୋଟେଲ୍‌ ଅଞ୍ଚଳରେ ଔଷଧକୁ ବାଦ୍‌ଦେଲେ ଅନ୍ୟ ସମସ୍ତ ଅନ୍‌ଲାଇନ୍‌ ଡେଲିଭରି ସେବାକୁ…

ଏଏସ୍‌ଆଇକୁ ଆଉ ୮ ସପ୍ତାହ ସମୟ

ବାରାଣସୀ,୯ା୯: ଜ୍ଞାନବାପି ମସ୍‌ଜିଦ ପରିସରର ବିଜ୍ଞାନସମ୍ମତ ସର୍ଭେ କାର୍ଯ୍ୟ ଶେଷ କରି ରିପୋର୍ଟ ଦାଖଲ କରିବା ଲାଗି ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ବାରାଣସୀର ଏକ ଅଦାଲତ ଶୁକ୍ରବାର ଆଉ ୮ ସପ୍ତାହ ସମୟ ଦେଇଛନ୍ତି। ଜିଲା ଜଜ୍‌ ଏ.କେ.…

ଅଜିତଙ୍କ ନିଯୁକ୍ତି ଅସାମ୍ବିଧାନିକ: ପାଓ୍ବାର ଗୋଷ୍ଠୀ

ନୂଆଦିଲ୍ଲୀ,୯।୯: ଅଜିତ ପାଓ୍ବାର ରାଷ୍ଟ୍ରୀୟତାବାଦୀ କଂଗ୍ରେସ(ଏନ୍‌ସିପି)ର ଜାତୀୟ ଅଧ୍ୟକ୍ଷ ନୁହଁନ୍ତି ଏବଂ ତାଙ୍କ ନିଯୁକ୍ତି ଅସାମ୍ବିଧାନିକ ବୋଲି ଶରଦ ପାଓ୍ବାର ଗ୍ରୁପ ନିର୍ବାଚନ କମିଶନଙ୍କୁ ଜଣାଇଛି। ଅଜିତ ଗ୍ରୁପ ଏନସିପିର ଦଳୀୟ ଚିହ୍ନ ଜାରି କରିବା ଲାଗି କେନ୍ଦ୍ର ନିର୍ବାଚନ କମିଶନଙ୍କ…

ଦିନେଶ ଶର୍ମା ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ

ଲକ୍ଷ୍ନୌ,୯ା୯: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମା ଉତ୍ତରପ୍ରଦେଶରୁ ଭାଜପା ପ୍ରାର୍ଥୀ ଭାବେ ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆସନ୍ତା ୧୫ ତାରିଖରେ ହେବାକୁ ଥିବା ନିର୍ବାଚନ ପାଇଁ କେବଳ ଭାଜପା ନେତା ଦିନେଶ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବାରୁ ତାଙ୍କୁ…

ମରକ୍କୋରେ ଭୂକମ୍ପ: ଚାଲିଗଲା ୨୯୬ ଜୀବନ, ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା

ରାବତ୍‌,୯।୯: ମରକ୍କୋର ଦକ୍ଷିଣ-ପଶ୍ଚିମ ଭାଗରେ ଶୁକ୍ରବାର ୬.୮ ମ୍ୟାଗ୍ନିଚ୍ୟୁଡର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛଇ। ଯେଉଁଥିରେ ପ୍ରାୟ ୧୩୨ ଜଣ ପ୍ରାଣ ହରାଇଛନ୍ତି। ଆମେରିକାର ଜିଓଲୋଜିକାଲ ସର୍ଭେ ଦ୍ୱାରା ଏହି ସୂଚନା ଦିଆଯାଇଛି। କୁହାଯାଇଛି ଯେ, ରାତି ପ୍ରାୟ ୧୧.୧୧ରେ…

ଲୋକ ସଭା ନିର୍ବାଚନ ପାଇଁ ଭାଜପା-ଜେଡିଏସ୍‌ ବୁଝାମଣା

ବେଙ୍ଗାଲୁରୁ,୯ା୯: ୨୦୨୪ ଲୋକ ସଭା ନିର୍ବାଚନ ଲାଗି ଭାଜପା ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନେତୃତ୍ୱାଧୀନ ଜେଡିଏସ୍‌ ମଧ୍ୟରେ ବୁଝାମଣା ଚୂଡ଼ାନ୍ତ ହୋଇଛି। କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ଶୁକ୍ରବାର ଏହା ଘୋଷଣା କରିବା ପରେ ରାଜ୍ୟରେ ରାଜନୈତିକ…

ମଣିପୁରରେ ପୁଣି ହିଂସାକାଣ୍ଡ: ୨ ମୃତ, ୫୦ ଆହତ

ଗୁଆହାଟୀ,୯।୯: ମଣିପୁରର ଟେଙ୍ଗନୌପାଲ ଓ କାକଚିଂ ଜିଲାରେ ଶୁକ୍ରବାର ପୁଣି ହିଂସାକାଣ୍ଡ ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫୦ ଜଣ ଆହତ ହୋଇଛନ୍ତି। ଶୁକ୍ରବାର ସକାଳୁ ପେଲଲ ସହରରେ ଆସାମ ରାଇଫଲ୍ସର ଯବାନ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଗୁଳି…

ଜି୨୦ରେ ବିଶ୍ୱନେତା

ନୂଆଦିଲ୍ଲୀ,୯ା୯: ଭାରତ ଅଧ୍ୟକ୍ଷତା କରୁଥିବା ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଓ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ୍‌ଙ୍କ ସମେତ ଅନେକ ବିଶ୍ୱନେତା ନୂଆଦିଲ୍ଲୀରେ ପହଞ୍ଚତ୍ଲେଣି। ଶନିବାର ଓ ରବିବାର ଦୁଇଦିନ ଧରି ଚାଲିବାକୁ ଥିବା ଏହି…

ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଗିରଫ

ଅମରାବତୀ,୯।୯: ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ଗିରଫ କରାଯାଇଛି। ଟିଡିପି ଏ ବିଷୟରେ ସୂଚନା ଦେଇଛି। ଦୁର୍ନୀତି ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ବିଭାଗ (ସିଆଇଡି) ଶନିବାର ସକାଳେ ନାଇଡୁଙ୍କ ବିରୋଧରେ…

ବିଶ୍ୱ ମଙ୍ଗଳ ପାଇଁ ବନ୍ଧୁତା

ନୂଆଦିଲ୍ଲୀ,୯ା୯: ବିଶ୍ୱ ମଙ୍ଗଳ ପାଇଁ ଭାରତ-ଆମେରିକା ବନ୍ଧୁତା ବଡ଼ ଭୂମିକା ନେବ ବୋଲି ୨ ଦିନିଆ ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ନୂଆଦିଲ୍ଲୀ ଗସ୍ତରେ ଥିବା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ଆଲୋଚନା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଶାବ୍ୟକ୍ତ…

ଉପନିର୍ବାଚନ: ଆଇ.ଏନ.ଡି.ଆଇ.ଏ ହାତେଇଲା ୪, ଭାଜପାକୁ ମିଳିଲା ୩

ନୂଆଦିଲ୍ଲୀ,୮।୯: ଦେଶରେ ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ହୋଇଥିବା ଉପ ନିର୍ବାଚନ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ୭ ବିଧାନସଭା ଆସନରୁ ବିରୋଧୀ ମେଣ୍ଟ ୪ ସିଟ୍‌ରେ ବିଜୟୀ ହୋଇଥିବାବେଳେ ଭାଜପା ୩ ଆସନ ଅକ୍ତିଆର କରିଛି। କେରଳ, ପଶ୍ଚିମବଙ୍ଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri