Home

ଦିଲ୍ଲୀକୁ ଏବେ ନୋ ଫ୍ଲାଇଙ୍ଗ୍‌ ଜୋନ୍‌ କରାଯାଇଛି, କେମିତି ଯିବି: ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ରାୟପୁର,୮।୯: ଜି-୨୦ ୨୦୨୩ ଶିଖର ସମ୍ମିଳନୀ ଭାରତରେ ଅନୁଷ୍ଠିତ ହେଉଛି। ଏଥିପାଇଁ ଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ବିଦେଶରୁ ଆସୁଥିବା ସମସ୍ତ ଅତିଥିଙ୍କ ଲାଗି ଶନିବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାତ୍ରିଭୋଜନର ଆୟୋଜନ…

‘ଡାଲଖାଇ’ ଗୀତର ତାଳେ ତାଳେ ନାଚିଲେ ଆଇଏମ୍‌ଏଫ୍‌ ଏମ୍‌ଡି କ୍ରିଷ୍ଟାଲିନା

ନୂଆଦିଲ୍ଲୀ,୮।୯: ଦିଲ୍ଲୀରେ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀ ପାଇଁ ଅତିଥିମାନଙ୍କ ଆଗମନ ପ୍ରକ୍ରିୟା ଜାରି ରହିଛି। ଜଣେ ପରେ ଜଣେ ବିଦେଶୀ ଅତିଥି ଆସି ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚୁଛନ୍ତି। ଏହି କ୍ରମରେ ଗୁରୁବାର ଆଇଏମ୍‌ଏଫ୍‌ (ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି)ର…

ପାରମ୍ପରିକ ଭାରତୀୟ ନୃତ୍ୟ ସହ ବାଇଡେନ୍‌ଙ୍କୁ ସ୍ବାଗତ, ବଜାଗଲା ‘ଚକ୍‌ ଦେ ଇଣ୍ଡିଆ’ ସଙ୍ଗୀତ

ନୂଆଦିଲ୍ଲୀ,୮।୯: ଜି୨୦ ୨୦୨୩ ଶିଖର ସମ୍ମିଳନୀ ଲାଗି ଭାରତରେ ପହଞ୍ଚିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ତାଙ୍କୁ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଜେନେରାଲ(ଅବସରପ୍ରାପ୍ତ) ଭି.କେ. ସିଂହ ତାଙ୍କୁ ସ୍ବାଗତ କରିଛନ୍ତି। ଦିଲ୍ଲୀ ବିମାନବନ୍ଦରରେ ବାଇଡେନ୍‌ଙ୍କୁ ଭାରତୀୟ ପାରମ୍ପରିକ ନୃତ୍ୟ ସହ…

ଶସ୍ତା ହେଲା ସୋଲା, ମସୁର ଡାଲି

ନୂଆଦିଲ୍ଲୀ,୮।୯: ଭାରତ ସୋଲା, ମସୁର ଡାଲି ଓ ସେଓ ସମେତ ୬ଟି ଆମେରିକୀୟ ଉତ୍ପାଦ ଉପରେ ଅତିରିକ୍ତ ଟିକସ ହଟାଇ ଦେଇଛି। ବର୍ତ୍ତମାନ ଏହି ଜିନିଷଗୁଡ଼ିକ ଶସ୍ତା ମୂଲ୍ୟରେ ଭାରତରେ ଉପଲବ୍ଧ ହେବ। ଆମେରିକା ୨୦୧୯ରେ ଇସ୍ପାତ ଏବଂ ଆଲୁମିନିୟମ ଉତ୍ପାଦ…

ଜି୨୦ ଲୋଗାରେ ରହିଛି ସ୍ବତନ୍ତ୍ର ବାର୍ତ୍ତା! ଜାଣନ୍ତୁ କିଏ କରିଛନ୍ତି ପ୍ରସ୍ତୁତ? କ’ଣ ଏହାର ଅର୍ଥ…

ନୂଆଦିଲ୍ଲୀ,୮।୯: ଜି୨୦ ଶିଖର ସମ୍ମିଳନୀକୁ ନେଇ ଚଳଚଞ୍ଚଳ ହୋଇପଡ଼ିଛି ଦେଶର ରାଜଧାନୀ । ଦିଲ୍ଲୀର କୋଣ ଅନୁକୋଣକୁ ସଜା ଯାଇଥିବା ବେଳେ ସ୍ଥାନେସ୍ଥାନେ ସମ୍ମିଳନୀକୁ ନେଇ ବଡ଼ ପୋଷ୍ଟର ଏବଂ ବ୍ୟାନର ଲଗାଯାଇଛି। ଏସବୁ ମଧ୍ୟରେ ସମ୍ମିଳନୀର ଲୋଗୋ ସମସ୍ତଙ୍କ ଦୃଷ୍ଟି…

କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ ସିଇଓ ଉଦୟ କୋଟାକ୍‌ଙ୍କ ଇସ୍ତଫା: ଦୀପକ ଗୁପ୍ତାଙ୍କୁ ନିଯୁକ୍ତି କଲା ଆରବିଆଇ

ନୂଆଦିଲ୍ଲୀ,୮।୯: କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ୍‌ ସିଇଓ ଉଦୟ କୋଟାକ୍‌ଙ୍କ ଇସ୍ତଫା ପରେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ମଧ୍ୟବର୍ତ୍ତୀ ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବରେ ଦୀପକ ଗୁପ୍ତାଙ୍କ ନିଯୁକ୍ତିକୁ ଅନୁମୋଦନ କରିଛି। ଷ୍ଟକ ମାର୍କେଟକୁ…

ଖାସ୍‌ ଢଙ୍ଗରେ ‘ଯବାନ’ର ସଫଳତାକୁ ସେଲିବ୍ରେଟ୍‌ କରୁଛି ଗୁଗୁଲ୍‌, ପ୍ରଶଂସକଙ୍କୁ ଦେଲା ବଡ଼ ସରପ୍ରାଇଜ୍‌

ବମ୍ବେ: ରିଲିଜର ଦୁଇଦିନ ବି ହୋଇନାହିଁ। ହେଲେ ବକ୍ସ ଅଫିସରେ ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ବଲିଉଡ ବାଦଶାହା ଶାହାରୁଖ ଖାନ୍‌ଙ୍କ ଫିଲ୍ମ ‘ଯବାନ’। ସିନେମାଘରଗୁଡ଼ିକ ହାଉସ୍‌ଫୁଲ ହେଉଥିବା ଦେଖାଯାଉଛି। ଏସବୁ ମଧ୍ୟରେ ସିନେମାର ସଫଳତାକୁ ଖାସ ଢ଼ଙ୍ଗରେ ସେଲିବ୍ରେଟ୍‌ କରୁଛି…

ଆଧାର ଅପଡେଟ୍‌ କରିବାର ସମୟସୀମା ୩ମାସ ବୃଦ୍ଧି

ନୂଆଦିଲ୍ଲୀ,୮।୯: ୟୁନିକ ଆଇଡେଣ୍ଟିଫିକେସନ ଅଥରିଟି ଅଫ ଇଣ୍ଡିଆ (ୟୁଆଇଡିଏଆଇ) ଆଧାରକୁ ଅପଡେଟ୍‌ କରିବାର ସମୟସୀମା ଆଉ ତିନିମାସକୁ ବୃଦ୍ଧି କରିଛି। ଅପଡେଟ୍‌ କରିବାର ସମୟସୀମା ସେପ୍ଟେମ୍ବର ୧୪ ପରିବର୍ତ୍ତେ ଡିସେମ୍ବର ୧୪ ରଖାଯାଇଛି। ୟୁଆଇଡିଏଆଇ କାର୍ଯ୍ୟାଳୟ ଦ୍ୱାରା ଜାରି କରାଯାଇଥିବା ସୂଚନା…

ଖ୍ୟାତନାମା କାର୍ଟୁନିଷ୍ଟ ଅଜିତ ନିନାନଙ୍କ ପରଲୋକ

ନୂଆଦିଲ୍ଲୀ,୮।୯: ପରଲୋକରେ ପ୍ରସିଦ୍ଧ କାର୍ଟୁନିଷ୍ଟ ଅଜିତ ନିନାନ। ଶୁକ୍ରବାର ସକାଳେ ମହୀଶୂରସ୍ଥିତ ତାଙ୍କ ଆପାର୍ଟମେଣ୍ଟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ଇଣ୍ଡିଆ…

ଦିଲ୍ଲୀରେ ପହଞ୍ଚି କହିଲେ ସୁନକ: ମୁଁ ଜଣେ ହିନ୍ଦୁ, ଏହାକୁ ନେଇ ମୁଁ ଗର୍ବ କରେ…

ନୂଆଦିଲ୍ଲୀ,୮।୯: ଜି୨୦ ଶିଖର ସମ୍ମିଳନୀରେ ଭାଗ ନେବା ଲାଗି ଦିଲ୍ଲୀରେ ପହଞ୍ଚିଛନ୍ତି ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ। ଭାରତରେ ପହଞ୍ଚିବାକୁ ନେଇ ସେ ନିଜର ଖୁସିବ୍ୟକ୍ତ କରିବା ସହ ହିନ୍ଦୁ ଧର୍ମକୁ ନେଇ ଖୋଲାଖୋଲି ମନ୍ତବ୍ୟ ଦେଇଛନ୍ତି। ସୁନକ କହିଛନ୍ତି, ମୁଁ…

ମାଳଦ୍ୱୀପ ରାଷ୍ଟ୍ରପତି ନିର୍ବାଚନ: ରାଜନୈତିକ ପ୍ରସଙ୍ଗ ‘ଭାରତ’

ମାଲେ,୮।୯: ହିନ୍ଦ୍‌ ମହାସାଗରସ୍ଥିତ ମାଳଦ୍ୱୀପରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ଶନିବାର ଅନୁଷ୍ଠିତ ହେବ। ଏହା ପୂର୍ବରୁ ପ୍ରଚାର ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ପ୍ରାର୍ଥୀ ଭୋଟରଙ୍କୁ ଆପର୍ଷିତ କରିବା ପାଇଁ ଯଥାସମ୍ଭ ଚେଷ୍ଟା କରିଛନ୍ତି। ରାଷ୍ଟ୍ରପତି ନିର୍ବାଚନ ପାଇଁ…

ଜି-୨୦: ଦିଲ୍ଲୀରେ ପହଞ୍ଚିଲେ ଏହି ସବୁ ଦେଶର ପ୍ରମୁଖ ଅତିଥି

ନୂଆଦିଲ୍ଲୀ,୮।୯: ଜି-୨୦ ଶିଖର ସମ୍ମିଳନୀରେ ଯୋଗଦେବାକୁ ୩୦ଦେଶର ରାଷ୍ଟ୍ର ମୁଖ୍ୟଙ୍କ ସହ ବଡ ବଡ ଅଧିକାରୀଙ୍କୁ ନିମନ୍ତ୍ରଣ କରାଯାଇଛି। ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ପରେ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିସିଦା ଓ ତାଙ୍କ ପତ୍ନୀ ଦିଲ୍ଲୀରେ ପହଞ୍ଚିଛନ୍ତି। ସେହିପରି ଋଷିଆର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri