ଜିଲା ମତ୍ସ୍ୟ ଅଧିକାରୀଙ୍କ ଜାଲ୍ ଦସ୍ତଖତ କରି ୧୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିଥିଲେ କିରାଣି, ବାନ୍ଧିଲା ପୋଲିସ
ଦେବଗଡ଼,୭ା୮(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ମତ୍ସ୍ୟ ବିଭାଗରେ କାର୍ଯ୍ୟରତ ଜଣେ ବରିଷ୍ଠ କିରାଣି ଜିଲା ମତ୍ସ୍ୟ ଅଧିକାରୀଙ୍କ ଦସ୍ତଖତ ଜାଲିଆତି କରି ମୋଟ୍ ୧୩ ଲକ୍ଷ ୨୦ ହଜାର ୬୪୯ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ସମ୍ପୃକ୍ତ ବିଭାଗର…
ହିଜାବ ନ ପିନ୍ଧିବାରୁ ମୁର୍ଦାଘରେ ମୃତଦେହ ସଫା କରିବା ଦଣ୍ଡାଦେଶ…
ତେହେରାନ,୭।୮ : ଇରାନ ସରକାର ହିଜାବ ପିନ୍ଧୁ ନ ଥିବା ମହିଳାଙ୍କ ପାଇଁ ନୂଆ ନୂଆ ଦଣ୍ଡାଦେଶ ଘୋଷଣା କରୁଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମହିଳାମାନେ ଯେତେ ଅଧିକ ନିୟମ ଉଲ୍ଲଂଘନ କରୁଛନ୍ତି, ସରକାର ସେତେ ଅଧିକ ଏହାକୁ କଡାକଡି କରୁଛନ୍ତି।…
ଓଏସ୍ଏଚ୍ବିରୁ ଘର କିଣି ହଟହଟା, କାନ୍ଥରୁ ଝରୁଛି ପାଣି, ବିଜ୍ଞପ୍ତି ଅନୁସାରେ ମିଳୁନି ସେବା
ଭୁବନେଶ୍ୱର,୭।୮(ଅନୁରାଧା ମହାରଣା): ଓଡ଼ିଶା ରାଜ୍ୟ ଗୃହନିର୍ମାଣ ସଂସ୍ଥା (ଓଏସ୍ଏଚ୍ବି)ଠାରୁ ଘର କିଣି ଏବେ ନାନା ହଟହଟାର ସମ୍ମୁଖୀନ ହେଉଛନ୍ତି ଡ଼ୁମୁଡୁମା ଫେଜ୍-୬ସ୍ଥିତ ତାଳଧ୍ୱଜ ଏନ୍କ୍ଲେଭ୍ର ବାସିନ୍ଦା। ୬୦ରୁ ୮୫ ଲକ୍ଷ ଦେଇ ଘର କିଣିଥିଲେ। ସ୍ମାର୍ଟସିଟିରେ ରହିବା ସହ ନିଜ ଘରକୁ…
କେନାଲ ବନ୍ଧରେ ୨୦ ଫୁଟର ଘାଇ
ବାଳକାଟୀ,୭।୮(ମନୋଜ ମଣ୍ଡଳ): ଭୁବନପୁର ଜଳସମ୍ପଦ କାର୍ଯ୍ୟାଳୟ ଅଧୀନ ବାଳକାଟୀସ୍ଥିତ ସାଇଫୋନ ନିକଟରେ କେନାଲ ବନ୍ଧ ଭାଙ୍ଗି ପ୍ରାୟ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଶନିବାର ବିଳମ୍ବିତ ରାତିରେ ଅଚାନକ ବନ୍ଧ ଭାଙ୍ଗିବା ଫଳରେ ସ୍ଥାନୀୟ ନର୍ସରୀ ଆଉ କଲେଜ ପଡ଼ିଆ…
ବ୍ରିଟେନରେ ବ୍ୟାପୁଛି କରୋନା ମହାମାରୀର ନୂଆ ଭାରିଆଣ୍ଟ ଇଜି.୫.୧…
ଲଣ୍ଡନ,୭।୮ : ପୁଣିଥରେ ବ୍ରିଟେନରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରୁଛି। କରୋନାର ନୂଆ ଭାରିଆଣ୍ଟ ଇଜି.୫.୧ ଆରିସ ଦ୍ୱାରା ଲୋକେ ସଂକ୍ରମିତ ହେବାରେ ଲାଗିଛନ୍ତି। ଏହାକୁ ଇଜି.୫.୧ ଏରିସ ସବ ଭାରିଆଣ୍ଟ ନାମିତ କରାଯାଇଛି। ସାତଟି ନୂତନ କୋଭିଡ ଭାରିଆଣ୍ଟ…
ଜନଜାତି ଛାତ୍ରୀଛାତ୍ରଙ୍କଠାରୁ ନାମ ଲେଖା ଫି’ ଆଦାୟ
ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ସଭିଏଁ ପଢ଼ିବେ ସଭିଏଁ ବଢ଼ିବେ ସର୍ବଶିକ୍ଷା ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଶିକ୍ଷାର ସୁଦୂର ପ୍ରଚାର ପ୍ରସାର କ୍ଷେତ୍ରରେ ବିପୁଳ ଅର୍ଥ ବ୍ୟୟ କରୁଛନ୍ତି। ଯେପରି ଗ୍ରାମାଞ୍ଚଳ ହେଉ କି ସହରାଞ୍ଚଳର…
୨୨ କୋଟିର ରାସ୍ତାରୁ ପିଚୁ ଉଠିଗଲା
କେନ୍ଦ୍ରାପଡ଼ା,୭ା୮(ଜଗନ୍ନାଥ ଧଳ): ସରକାର ରାସ୍ତାର ଉନ୍ନତି ପାଇଁ କୋଟି କୋଟି ଟଙ୍କା ଆର୍ଥତ୍କ ଅନୁଦାନ ଯୋଗାଇ ଦେଉଛନ୍ତି। ହେଲେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଠିକାଦାର ପ୍ରୀତି ଯୋଗୁ ବିକାଶରେ ବାଧକ ସାଜିଛି। ଫଳରେ ନିମ୍ନମାନର ରାସ୍ତା ନିର୍ମାଣ କାମ ଯୋଗୁ ଯୋଜନାର ସୁଫଳ…
ଭାରତୀୟ ସୁଇମିଂ ଦଳ ଫାଇନାଲରେ
ଭୁବନେଶ୍ୱର, ୭।୮(ତପନ ସ୍ବାଇଁ): ଚାଇନାର ଚେଙ୍ଗଡୁଠାରେ ଚାଲିଥିବା ଓ୍ବାଲର୍ଡ ୟୁନିଭର୍ସିଟି ଗେମ୍ସରେ ଭାରତୀୟ ପୁରୁଷ ସୁଇମିଂ ଦଳ ପ୍ରଭାବୀ ପ୍ରଦର୍ଶନ କରି ୪x୨୦୦ ମିଟର ଫାଇନାଲରେ ପ୍ରବେଶ କରିଛି। ପ୍ରତିଯୋଗିତା ଇତିହାସରେ ଭାରତୀୟ ଦଳ ପ୍ରଥମଥରପାଇଁ ଏହି ସଫଳତା ପାଇଛି। ଶ୍ରୀହରି…
ବନ୍ୟାରେ ଜିଲା କୃଷି ଅର୍ଥନୀତି ବିପନ୍ନ
କେନ୍ଦ୍ରାପଡ଼ା,୭ା୮(ଜଗନ୍ନାଥ ଧଳ): ଚଳିତ ବନ୍ୟା କେନ୍ଦ୍ରାପଡ଼ା ଜିଲାର କୃଷି ଅର୍ଥନୀତିକୁ ବିପନ୍ନ କରିଛି। ଜିଲାର ୫ ବ୍ଲକ ଅଞ୍ଚଳର ୪୭ ପଞ୍ଚାୟତରେ ବନ୍ୟା ଜଳ ଜମି ରହି ଖରିଫ ଚାଷ ସହ ପନିପରିବା ଫସଲକୁ ଉଜାଡ଼ି ଦେଇଛି। ଏବେ ସୁଦ୍ଧା ବନ୍ୟା…
ପ୍ରମୋଦଙ୍କୁ ୧ ସ୍ବର୍ଣ୍ଣ, ୨ ରୌପ୍ୟ
ଭୁବନେଶ୍ୱର, ୭।୮ (ତପନ ସ୍ବାଇଁ): ଇଂଲଣ୍ଡର ଶେଫିଲ୍ଡଠାରେ ଅନୁଷ୍ଠିତ ଚତୁଃରାଷ୍ଟ୍ରୀୟ ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟରେ ଓଡ଼ିଶାର ପ୍ରମୋଦ ଭଗତ ଗୋଟିଏ ସ୍ବର୍ଣ୍ଣ ଓ ୨ଟି ରୌପ୍ୟ ପଦକ ହାସଲ କରିଛନ୍ତି। ସେ ପୁରୁଷ ଡବଲ୍ସରେ ସ୍ବର୍ଣ୍ଣ ଏବଂ ସିଙ୍ଗଲ୍ସ ଓ…
ଭାରତ ଆସିବାକୁ ପାକିସ୍ତାନ କ୍ରିକେଟ ଦଳକୁ ଅନୁମତି
କରାଚୀ, ୭ା୮ (ପି.ଟି.): ଅନ୍ତର୍ଜାତୀୟ ଦିନିକିଆ ବିଶ୍ୱକପ୍ ୨୦୨୩ରେ ଖେଳିବା ପାଇଁ ପାକିସ୍ତାନ ସରକାର ରବିବାର ଦେଶର ସିନିୟର ପୁରୁଷ କ୍ରିକେଟ ଦଳକୁ ଭାରତ ଯିବା ଲାଗି ଅନୁମତି ପ୍ରଦାନ କରିଛି। ତେବେ ଦଳର ସୁରକ୍ଷା ନେଇ ଚିନ୍ତା ପ୍ରକଟ କରିବା…
ସଡନ୍ଡେଥ୍ରେ ହାରିଲା ଚାମ୍ପିୟନ ଆମେରିକା
ସିଡ୍ନୀ,୭ା୮(ପି.ଟି.): ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ଅନୁଷ୍ଠିତ ମହିଳା ଫୁଟବଲ୍ ବିଶ୍ୱକପ୍ରେ ରବିବାର ଏକ ବଡ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଡିଫେଣ୍ଡିଂ ଚାମ୍ପିୟନ ଯୁକ୍ତରାଷ୍ଟ୍ର ଆମେରିକାକୁ ବିଦା କରି ଅନ୍ତିମ-୮ରେ ସ୍ଥାନ ସୁରକ୍ଷିତ କରିଛି ସୁଇଡେନ୍। ଅନ୍ୟପକ୍ଷରେ ବିଗତ ସଂସ୍କରଣର ରନର ଅପ୍…
Archives


