Home

ପ୍ରଥମ ପର୍ଯ୍ୟାୟରେ ଭାଗନେଲେ ୩୫୮

ଭୁବନେଶ୍ୱର, ୬।୭ (ତପନ ସ୍ବାଇଁ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ପେସ୍‌ ବୋଲର ପ୍ରତିଭା ଅନ୍ବେଷଣ ଶିବିର (ପ୍ରଥମ ପର୍ଯ୍ୟାୟ) ବୁଧବାର କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଅନୁଗୋଳ, ବାଲେଶ୍ୱର, ଭଦ୍ରକ, କଟକ, ଗଞ୍ଜାମ, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା,…

ବ୍ୟାପୁଛି ଆଖିଧରା ରୋଗ

ରସୁଲପୁର,୬।୭(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅଞ୍ଚଳରେ ଆଖିଧରା ରୋଗ ବ୍ୟାପିବାରେ ଲାଗିଛି। ଏହି ରୋଗରେ ପୀଡ଼ିତ ରୋଗୀଙ୍କ ଆଖିରେ ଯନ୍ତ୍ରଣା ହେବା ସହ ଆଖି ନାଲି ପଡ଼ିଯାଉଛି। ଆଖିରୁ ପାଣି ଗଡୁଛି, ଧଳା ଓ ଧୂସର ରଙ୍ଗର ଅଠାଳିଆ ପଦାର୍ଥ ନିର୍ଗତ ହେଉଥିବା…

ସୁପର କପ୍‌ ବିଜେତାକୁ ପୁରସ୍କାର ପ୍ରଦାନ

କଟକ,୬ା୭ (ସୁପ୍ରିୟା ପ୍ରିୟର୍ଶିନୀ): ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ବୁଧବାର ଫୁଟବଲ ଲିଗ୍‌ ଉଦ୍‌ଘାଟିତ ହୋଇଛି। ଫାଓ ଲିଗ୍‌ ନାମରେ ପରିଚିତ ଏହି ପ୍ରତିଯୋଗିତାର ପ୍ରଥମ ମ୍ୟାଚ ଓଡ଼ିଶା ପୋଲିସ ଓ ସ୍ପୋଟର୍‌ସ ଓଡ଼ିଶା…

ଇଂଲଣ୍ଡ ଫୁଟ୍‌ବଲରେ ପ୍ରଥମ ମହିଳା କୋଚ୍‌

ମାଞ୍ଚେଷ୍ଟର, ୬ା୭(ପି.ଟି.): ଇଂଲଣ୍ଡରେ ଦିନକୁ ଦିନ ମହିଳା ଫୁଟବଲର ଲୋକପ୍ରିୟତା ବୃଦ୍ଧି ପାଇବାରେ ଲାଗିଛି। ତେବେ ପୁରୁଷ ଟିମ୍‌ରେ ମହିଳା କୋଚ୍‌ ବା ସପୋର୍ଟ ଷ୍ଟାଫ୍‌ଙ୍କ ଉପସ୍ଥିତି ନଗଣ୍ୟ କହିଲେ ଅତ୍ୟୁକ୍ତି ହେବ ନାହିଁ। ଏଭଳି ଏକ ପରସ୍ଥିତିରେ ଇତିହାସ ରଚିଛନ୍ତି…

ସୂଚନା କର୍ମୀଙ୍କ ମୋରମ ଲୁଟ୍‌ ଚର୍ଚ୍ଚା

ଯାଜପୁର,୬।୭(ହର୍ଷବର୍ଦ୍ଧନ ବେହେରା)ରାଜ୍ୟରେ ଲଘୁ ଖଣିଜ ଦ୍ରବ୍ୟର ଲୁଟ୍‌କୁ ଦୃଢ଼ ହସ୍ତରେ ଦମନ କରିବା ଏବଂ ରାଜସ୍ବ କ୍ଷତିକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ହେଲେ ଯାଜପୁର ଜିଲାର ଧର୍ମଶାଳା ତହସିଲ ଅଞ୍ଚଳରେ କଳାପଥର ଏବଂ ଦର୍ପଣ ତହସିଲ…

ଉତ୍ତରାଞ୍ଚଳ ୧୯୮ରେ ଅଲ୍‌ଆଉଟ

ବେଙ୍ଗାଲୁରୁ, ୬।୭: ଦୁଲିପ ଟ୍ରଫି କ୍ରିକେଟର ଏଠାରେ ଆରମ୍ଭ ହୋଇଥିବା ଦ୍ୱିତୀୟ ସେମିଫାଇନାଲରେ ଦକ୍ଷିଣାଞ୍ଚଳ ବୋଲରମାନେ ଚମତ୍କାର ବୋଲିଂ କରି ଉତ୍ତରାଞ୍ଚଳ ପ୍ରଥମ ଇନିଂସକୁ ୧୯୮ ରନରେ ସୀମିତ ରଖିଛନ୍ତି। ପଶ୍ଚିମାଞ୍ଚଳ ବୋଲିଂ ଆକ୍ରମଣର ନେତୃତ୍ୱ ନେଇଛନ୍ତି ବିଦ୍ୱାଥ କଭେରପ୍ପା। ଏହି…

ବିଭିନ୍ନ ଫେକ୍‌ ଆପ୍‌ର ୭୫ ଲକ୍ଷ ଫ୍ରିଜ୍‌ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୬।୭(ସତ୍ୟଜିତ୍‌ ରାଉତ)ଦେଶର ବଡ଼ ଶିଳ୍ପପତି, ଖେଳାଳି ଓ ଅଭିନେତାଙ୍କ ଫଟୋ ବ୍ୟବହାର କରି ନିବେଶ ଆଳରେ ସାଧାରଣ ଲୋକଙ୍କୁ ଠକେଇ କରାଯାଉଛି। ଏହି ମାମଲାର ତଦନ୍ତ କରୁଥିବାବେଳେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବିଭିନ୍ନ ଠକେଇ ଆପ୍‌ର ସନ୍ଧାନ ପାଇଛି।…

ଏମ୍‌ଏଲ୍‌ଏସ୍‌ର ମହଙ୍ଗା ଖେଳାଳି ମେସି

ନୂଆଦିଲ୍ଲୀ, ୬ା୭: ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ ମେସି ନିକଟରେ ମେଜର ଲିଗ୍‌ ସକର (ଏମ୍‌ଏଲ୍‌ଏସ୍‌) ଦଳ ଇଣ୍ଟର ମାୟାମିରେ ଯୋଗ ଦେଇଥିଲେ। ପ୍ରାରମ୍ଭିକ ଭାବରେ ମେସିଙ୍କ ବେତନ ସମ୍ପର୍କରେ କୌଣସି ସୂଚନା ନ ଥିବା ବେଳେ ସେ ବାର୍ଷିକ…

ପଶ୍ଚିମାଞ୍ଚଳ ତାରକା ବ୍ୟାଟର ବିଫଳ

ଅଲୁର, ୬।୭ (ପି.ଟି.): ଦୁଲିପ ଟ୍ରଫି କ୍ରିକେଟର ପ୍ରଥମ ସେମିଫାଇନାଲ ଏଠାରେ ବୁଧବାର ପଶ୍ଚିମାଞ୍ଚଳ ଓ କେନ୍ଦ୍ରାଞ୍ଚଳ ମଧ୍ୟରେ ଆରମ୍ଭ ହୋଇଛି। ତାରକା ବ୍ୟାଟରଙ୍କ ବିଫଳତା ଯୋଗୁ ପଶ୍ଚିମାଞ୍ଚଳ ପ୍ରଥମ ଦିବସ ଖେଳ ଶେଷ ବେଳକୁ ପ୍ରଥମ ଇନିଂସରେ ୨୧୬ ରନ…

ୟୁନିୟନ୍‌ ବ୍ୟାଙ୍କ ପକ୍ଷରୁ ସୋଲାର ଟ୍ୟୁବ୍‌ ଲାଇଟ୍‌ ବଣ୍ଟନ

ଭୁବନେଶ୍ୱର,୬।୭: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଏକ ସାମାଜିକ କାର୍ଯ୍ୟକ୍ରମ ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ କେନ୍ଦୁପାଲି ଗ୍ରାମର ଆର୍ଥିକ ଅନଗ୍ରସର ମହିଳାମାନଙ୍କୁ ୨୦୦ ସୋଲାର ଟ୍ୟୁବ୍‌ ଲାଇଟ୍‌ ବଣ୍ଟନ…

୩ ବର୍ଷ ହେବ ପିଲା ଖୋଜୁଛନ୍ତି ପୁରସ୍କାର

ଭୁବନେଶ୍ୱର,୬।୭ (ଶର୍ମିଷ୍ଠା ପାଣିଗ୍ରାହୀ)ପିଲାଙ୍କୁ ପୁରସ୍କାର ଲୋଭ ଦେଖାଇ ଭୁଲି ଯାଇଛନ୍ତି ରାଜ୍ୟ ସରକାର। ଇତିମଧ୍ୟରେ ୩ବର୍ଷ ବିତିଯାଇଛି। ‘ମୋ ପ୍ରତିଭା’ ପୁରସ୍କାର ପାଇବାକୁ ୩୫ରୁ ଊର୍ଦ୍ଧ୍ୱ ପିଲା ଚାହିଁବସିଛନ୍ତି। କରୋନା ସମୟରେ ସ୍କୁଲ ବନ୍ଦ ରହିବା ସହ ବାହାରେ ଖେଳିବାକୁ ପିଲାମାନଙ୍କୁ…

ଉଠିଲା ଅଳିଆ, ହଟିବେ ଉଠାଦୋକାନୀ

ଭୁବନେଶ୍ୱର,୬।୭(ଅନୁରାଧା ମହାରଣା)ୟୁନିଟ-୨ ମାର୍କେଟ ବିଲ୍ଡିଂର ସ୍ଥାୟୀ ବ୍ୟବସାୟୀ ଓ ଉଠାଦୋକାନୀ ଙ୍କ ମଧ୍ୟରେ ଲାଗି ରହିଥିବା ବିବାଦର ସ୍ଥାୟୀ ସମାଧାନ ହେଉନାହିଁ। ଫଳରେ ଉଭୟ ଗୋଷ୍ଠୀ ବାରମ୍ବାର ମୁହଁାମୁହିଁ ହେବା ସହ ବଜାର ବନ୍ଦ, ଅଳିଆ ଉଠା ବନ୍ଦ ମାଧ୍ୟମରେ ପ୍ରତିବାଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri