Home

ବିନା ପାଠ୍ୟପୁସ୍ତକରେ ପାଠପଢ଼ା

ନୟାଗଡ଼,୨୯।୯(ଲୋକନାଥ ମିଶ୍ର): ଅନୁସୂଚିତ ଜନଜାତି(ଏସ୍‌ଟି) ଓ ଅନୁସୂଚିତ ଜାତି(ଏସ୍‌ସି) ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଟାକରାଠାରେ ଥିବା ହାଇସ୍କୁଲର ଛାତ୍ରୀଛାତ୍ରଙ୍କ ସହ ସ୍କୁଲ କର୍ତ୍ତୃପକ୍ଷ ଖେଳ ଖେଳୁଥିବା ଅଭିଯୋଗ ହୋଇଛି। ଏଠାରେ ପ୍ରଥମରୁ ଦଶମ ଶ୍ରେଣୀ…

ଦଶପଲ୍ଲା ରେଳଷ୍ଟେଶନ ଉଦ୍‌ଘାଟନ ତାରିଖ ଘୁଞ୍ଚୁଛି

ନୟାଗଡ଼,୨୯ା୯(ଲୋକନାଥ ମିଶ୍ର): ନୟାଗଡ ଜିଲାର ଦଶପଲ୍ଲା ରେଳଷ୍ଟେଶନ ଉଦ୍‌ଘାଟନ ତାରିଖ ବାରମ୍ବାର ଘୁଞ୍ଚତ୍ ଚାଲିଛି। ଦଶପଲ୍ଲାକୁ ଟ୍ରେନ ଚଳାଚଳ ଆରମ୍ଭ ହେଉ ନ ଥିବାରୁ ବଢୁଛି ଅସନ୍ତୋଷ। ଏଣେ ଦାନା ବାନ୍ଧୁଛି ଆନ୍ଦୋଳନ। ରେଳ ଷ୍ଟେଶନର ନିର୍ମାଣ କାର୍ଯ୍ୟ ଶେଷ ହୋଇ…

ମୋଦି ସରକାର ଯୁବବର୍ଗଙ୍କ ସ୍ବପ୍ନକୁ ମାରିଦେଇଥିବାରୁ ଆତ୍ମହତ୍ୟା ବଢ଼ୁଛି: କଂଗ୍ରେସ

ନୂଆଦିଲ୍ଲୀ,୨୯ା୯(ପି.ଟି.):ବେରୋଜଗାରୀ ବୃଦ୍ଧି ପାଉଥିବାରୁ କଂଗ୍ରେସ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛି। ଏହି ସରକାର ଦେଶର ଯୁବବର୍ଗଙ୍କ ଆଶା ଓ ସ୍ବପ୍ନକୁ ଦଳିଦେଇଥିବାରୁ ସେମାନଙ୍କ ମଧ୍ୟରେ ଆତ୍ମହତ୍ୟା ବୃଦ୍ଧି ପାଉଛି ବୋଲି କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ…

ପୂର୍ବତନ ନାଜି ସୈନ୍ୟଙ୍କୁ ସମ୍ମାନିତ କରି କ୍ଷମା ମାଗିଲେ ଟ୍ରୁଡୋ

ଓଟ୍ଟାଓ୍ବା,୨୮ା୯(ପି.ଟି.):ଦ୍ୱିତୀୟ ବିଶ୍ୱଯୁଦ୍ଧ ବେଳେ ନାଜି ସେନା ପାଇଁ ଲଢ଼େଇ କରିଥିବା ବର୍ଷୀୟାନ ସୈନ୍ୟଙ୍କୁ କାନାଡା ପାର୍ଲାମେଣ୍ଟରେ ସମ୍ମାନିତ କରାଯିବାକୁ ବିଶ୍ୱବ୍ୟାପୀ ଏହାକୁ ନିନ୍ଦା କରାଯିବା ପରେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଏଥିପାଇଁ କ୍ଷମା ମାଗିଛନ୍ତି। କାନାଡା ଇତିହାସରେ ଏହା ସବୁଠୁ…

ଗୋଳକୁଣ୍ଡ-ଇନ୍ଦୁପୁର ରାସ୍ତା କାର୍ଯ୍ୟ ନିମ୍ନମାନର

ବରୀ,୨୯ା୯(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ୍‌ ଅଧୀନ ଗୋଳକୁଣ୍ଡ-ଇନ୍ଦୁପୁର ପୂର୍ତ୍ତ ବିଭାଗ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଉକ୍ତ ରାସ୍ତା ସମ୍ପ୍ରସାରଣ ନିମନ୍ତେ ବିଭାଗ ତରଫରୁ ୩୩ କୋଟି ୫୦ ଲକ୍ଷ ୮୧୩ ଟଙ୍କା ମଞ୍ଜୁର କରାଯାଇଛି। ହେଲେ…

ଅକ୍ଟୋବର ୧ରୁ ଅନ୍‌ଲାଇନ ଗେମିଂରେ ୨୮% ଜିଏସ୍‌ଟି

ନୂଆଦିଲ୍ଲୀ,୨୯ା୯: କେନ୍ଦ୍ର ସରକାର ଅକ୍ଟୋବର ୧ରୁ ଅନ୍‌ଲାଇନ ଗେମିଂ ଉପରେ ୨୮ ପ୍ରତିଶତ ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଲାଗୁ କରିବା ପାଇଁ ପ୍ରସ୍ତୁତ ଅଛନ୍ତି। କେନ୍ଦ୍ରୀୟ ପରୋକ୍ଷ ଟିକସ ଓ ସୀମାଶୁଳ୍କ (ସିବିଆଇସି) ଅଧ୍ୟକ୍ଷ ସଞ୍ଜୟ ଅଗ୍ରଓ୍ବାଲ ଏହା…

କେନ୍ଦ୍ରକୁ ନ୍ୟାୟ ମାଗିଲେ ମଣିପୁରୀ ବିଧାୟକ

ଇମ୍ଫାଲ/ନୂଆଦିଲ୍ଲୀ,୨୯।୯:ଜୁନ୍‌ ୩ରୁ ଜାତିଆଣ ହିଂସାରେ ଜଳୁଥିବା ମଣିପୁରରେ ମେଇତି ସମ୍ପ୍ରଦାୟର ନିଖୋଜ ଛାତ୍ରୀ ଲୁଓ୍ବାଙ୍ଗ୍‌ବି ହିଜାମ୍‌ ଏବଂ ଛାତ୍ର ଫିଜାମ୍‌ ହେମନ୍‌ଜିତଙ୍କୁ ଅପହରଣ ଓ ହତ୍ୟା ଘଟଣା ଉତ୍ତେଜନା ବୃଦ୍ଧିର କାରଣ ହୋଇଛି। ମଣିପୁରର ୨୦ରୁ ଊର୍ଦ୍ଧ୍ୱ ବିଧାୟକ ଗୁରୁବାର ନୂଆଦିଲ୍ଲୀରେ…

ଅନିୟମିତତା: ୨ ପ୍ରମୁଖ ଯନ୍ତ୍ରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

ଯାଜପୁର,୨୯ା୯(ହର୍ଷବର୍ଦ୍ଧନ ବେହେରା) : ଓଡ଼ିଶା ଗ୍ରାମ୍ୟ ନିର୍ମାଣ ବିଭାଗ (ବିଲ୍ଡିଂ ଏବଂ ବ୍ରିଜେସ)ର ଚିଫ୍‌ ଇଞ୍ଜିନିୟର ବା ମୁଖ୍ୟଯନ୍ତ୍ରୀ ରମେଶ କୁମାର ବେହେରାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ(ଡିସିପ୍ଲିନାରି ପ୍ରୋସିଡିଂ) ଗ୍ରହଣ କରାଯାଇଛି। ଏହାସହ ଗ୍ରାମ୍ୟ ନିର୍ମାଣ ବିଭାଗର ଇଞ୍ଜିନିୟର-ଇନ୍‌-ଚିଫ୍‌ କାର୍ଯ୍ୟାଳୟରେ ଅଧୀକ୍ଷଣ…

୩୧ କେଜି ଲଡୁ ୨୨ ଲକ୍ଷରେ ନିଲାମ

ତାଳଚେର,୨୯।(ମନୋଜ ନନ୍ଦ):ତାଳଚେର ଗଣପର୍ବର ଅନ୍ତିମ ପର୍ଯ୍ୟାୟରେ ଗୁରୁବାର ଗଜାନନଙ୍କ ଆଜ୍ଞାମାଳ ଓ ୩୧.୬୦ କେଜି ଲଡୁ ନିଲାମ ଅତି ଆଡମ୍ବର ପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ଆଜ୍ଞାମାଳ ଓ ଲଡୁକୁ ଫାଷ୍ଟଗେଟସ୍ଥିତ ଗଣେଶ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇ ବିରାଟ ଶୋଭାଯାତ୍ରାରେ…

ମେଧା ତାଲିକା ପ୍ରକାଶ, ୩ରୁ ନାମଲେଖା

ଭୁବନେଶ୍ୱର, ୨୯।୯(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷାବର୍ଷ ପାଇଁ ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟରେ ଦ୍ୱିତୀୟ ପର୍ଯ୍ୟାୟ ପିଜି ନାମଲେଖା ନିମନ୍ତେ ଗୁରୁବାର ମେଧା ତାଲିକା ପ୍ରକାଶ ପାଇଛି। ମନୋନୀତ ଛାତ୍ରୀଛାତ୍ରମାନେ ଅକ୍ଟୋବର ୩ ତାରିଖ ପୂର୍ବାହ୍ନ ୧୦ଟାରୁ ୫ତାରିଖ ସନ୍ଧ୍ୟା ୫ଟା ଭିତରେ ନାମଲେଖାଇବେ।…

ଘୂର୍ଣ୍ଣିବଳୟ ସୃଷ୍ଟି, ୧ରୁ ବର୍ଷିବ

ଭୁବନେଶ୍ୱର, ୨୯।୯(ଅସମାପିକା ସାହୁ):ମ୍ୟାନ୍‌ମାର ଏବଂ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ…

ଟ୍ରାଫିକ୍‌ ଜାମ୍‌ରେ ଫସିଲେ ଯୁବକ, ପିଜା ଅର୍ଡର କରି ମେଣ୍ଟାଇଲେ ଭୋକ, ଭିଡିଓ ଦେଖିଲେ…

ଆପଣ ବେଶ୍‌ ଭଲ ଭାବେ ଜାଣିଥିବେ ଭାରତର ବଡ଼ ସହରରେ ଟ୍ରାଫିକ୍‌ର ଅବସ୍ଥା କିପରି। ସବୁଠୁ ଟ୍ରାଫିକ୍‌ ଜାମ୍‌ ବେଙ୍ଗାଲୁରୁରେ ଦେଖିବାକୁ ମିଳେ। ଏଠାରେ ଯଦି ଆପଣଙ୍କୁ ୧୦ କିଲୋମିଟର ଯାତ୍ରା କରିବାକୁ ଥାଏ, ତେବେ ଅତି କମରେ ଦେଢ଼ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?