Home

୫ ଦିନରେ ଏତେ କୋଟି କ୍ଷତି, CJP ଧାରଣା ଶେଷ କରିବାକୁ ମୋଦିଙ୍କୁ ଚିଠି ଲେଖିଲେ…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀରେ ଚାଲିଥିବା ବଡ଼ ଧରଣର ପ୍ରତିବାଦ ଏବଂ ପ୍ରଦର୍ଶନ ଯୋଗୁଁ ବାଣିଜ୍ୟ ଏବଂ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପଡ଼ିବା ସମ୍ପର୍କରେ ଚାମ୍ବର ଅଫ୍ ଟ୍ରେଡ୍ ଆଣ୍ଡ୍ ଇଣ୍ଡଷ୍ଟ୍ରି (CTI) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ସିଟିଆଇ ଅଧ୍ୟକ୍ଷ…

ବତିଘର ପଞ୍ଚାୟତକୁ ମିଳିଲା ମୋବାଇଲ ଆମ୍ବୁଲାନ୍ସ: ଡୋର୍‌ ଟୁ ଡୋର୍‌ ସ୍କ୍ରିନ୍‌ ଟେଷ୍ଟ କରିବେ ସ୍ବାସ୍ଥ୍ୟ କର୍ମଚାରୀ

ମହାକାଳପଡ଼ା,୨୪ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଆଇଲାଣ୍ଡ ବତିଘର ପଞ୍ଚାୟତକୁ ନାହିଁ ଯାତାୟାତ ବ୍ୟବସ୍ଥା। ଫଳରେ ପଞ୍ଚାୟତ ଅଧୀନ ୧୦ଟି ଗାଁରେ ବସବାସ କରୁଥିବା ୧୨ହଜାରରୁ ଊର୍ଦ୍ଧ୍ୱ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ସୋନମ ଓ୍ବାଙ୍ଗ୍‌ଚୁକ୍‌ ଅନଶନ ଭାଙ୍ଗିବା ପରେ ଏହି ବଡ଼ କଥା କହିଦେଲେ ରେଖା ଗୁପ୍ତା, ଛାତ୍ରଙ୍କ ସମସ୍ୟା…

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍‌ ନେଇ ଅନିର୍ଦ୍ଦିଷ୍ଟ କାଳ ପାଇଁ ଅନଶନରେ ବସିଥିବା ପରିବେଶବିତ୍‌ ତଥା ସମାଜସେବୀ ସୋନମ ଓ୍ବାଙ୍ଗ୍‌ଚୁକ୍‌ ସରକାରଙ୍କଠାରୁ ପ୍ରତିଶ୍ରୁତି ପାଇବା ପରେ ତାଙ୍କର ଅନଶନ ଭାଙ୍ଗିଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ମେଦାନ୍ତ ହସ୍ପିଟାଲରେ କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା…

ପୁଣି ଫୁଟିଲା ଟ୍ରମ୍ପଙ୍କ ଟାରିଫ୍‌ ବୋମା: ଭାରତ ଉପରେ ଲଗାଇଲେ ଟାରିଫ୍‌

ଓ୍ବାଶିଂଟନ୍‌,୨୪।୭:ମଧ୍ୟ ପୂର୍ବର ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ ପଦକ୍ଷେପ ନେଇଛନ୍ତି। ବାଧ୍ୟତାମୂଳକ ଶ୍ରମ ସହ ଜଡିତ ଉତ୍ପାଦ ବିରୋଧରେ ସେମାନେ ଏକ ବଡ ପଦକ୍ଷେପ ନେଇଛନ୍ତି। ଭାରତରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଟ୍ରମ୍ପ ଅତିରିକ୍ତ…

ମୋଦିଙ୍କ ମଧ୍ୟରାତ୍ରି ଭିଡିଓକୁ ନେଇ CJPର କଟାକ୍ଷ! ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲା ଏହି କଥା

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘୋଷଣା ପରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ଏକ ବିବୃତ୍ତି ଜାରି କରିଛି । NEET ପେପର୍ ଲିକ୍ ବିରୋଧରେ କଠୋର ବ୍ୟବସ୍ଥା ସମ୍ବଳିତ ଏକ ବିଲ୍ ସଂସଦରେ ଆଗତ କରାଯିବ। ତେବେ ସିଜେପିର ଯୁକ୍ତି…

ଅଭିଶପ୍ତ ଜୀବନ ବିତାଉଛନ୍ତି କୁମିଆପାଲିର ଉମାଙ୍କ ପରିବାର: କବାଟ ବନ୍ଦ କରି ରହିବାକୁ ପଡୁଛି

ବଲାଙ୍ଗୀର,୨୪ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ କୁମିଆପାଲି ଗଁା ଏବେ ଚର୍ଚ୍ଚାରେ ରହିଛି। ଲୋୟର ସୁକ୍‌ତେଲ ଡ୍ୟାମ୍‌ର ଠେଲା ପାଣିରେ ଆଉ ଅଳ୍ପ କିଛି ଦିନ ପରେ ଏଇ ଗଁା ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯିବା କୁହାଯାଉଛି। ଏହି ଗଁାର…

ଥମିଯିବ କି ଆନ୍ଦୋଳନ, ଅଭିଜିତ କଲେ ବଡ଼ ଘୋଷଣା: ମୁଁ ଖୁସି ଯେ…

ନୂଆଦିଲ୍ଲୀ,୨୪।୭: ପରିବେଶବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସରକାରଙ୍କ ପ୍ରତିଶ୍ରୁତି ପରେ ତାଙ୍କ ଅନଶନ ସମାପ୍ତ କରିଛନ୍ତି। କକ୍ରୋଚ ଜନତା ପାର୍ଟି(ସିଜେପି) ମୁଖ୍ୟ ଅଭିଜିତ ଦୀପକେ ସୋନମ ୱାଙ୍ଗଚୁକ ଅନଶନ ବାତିଲ କରିବା ଉପରେ ପ୍ରତିକ୍ରିୟା ଦେଇଛନ୍ତି। ସୋସିଆଲ ମିଡିଆରେ…

ଟେନ୍‌ସନ୍‌ରେ ମୋଦି: ଡାକିଲେ କ୍ୟାବିନେଟ୍‌ ବୈଠକ, ୨୪ ଘଣ୍ଟା ଭିତରେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ପେପର ଲିକ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରହିଛି। ଦାୟୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନର ପ୍ରତିଶ୍ରୁତି ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ମଧ୍ୟ ତାଙ୍କର ଅନଶନ ସମାପ୍ତ କରିଛନ୍ତି। ସୋନମ ତାଙ୍କ ଅନଶନ ପ୍ରତ୍ୟାହାର କରିବା…

ମାନବିକତା ଦେଖାଇଲେ ଏସଡିପିଓ: ଦୁର୍ଘଟଣାରେ ଆହତ ସେନା କର୍ମଚାରୀଙ୍କ କଲେ ଚିକିତ୍ସା ବ୍ୟବସ୍ଥା

ଭଞ୍ଜନଗର,୨୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏସଡିପିଓ ଡ.ଦୀପକ କୁମାର ମିଶ୍ର ଗୁରୁବାର ରାତିରେ ଦୁର୍ଘଟଣାରେ ଆହତ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଫଳରେ ସେନା କର୍ମଚାରୀ ଜଣଙ୍କ ନିର୍ଦ୍ଧାରିତ…

ଏହି ସର୍ତ୍ତରେ ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ: ମାନିବାକୁ ସରକାର ଦେଲେ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୨୪।୭: ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଜନ୍ତର ମନ୍ତରରେ ଅନଶନ ମାଧ୍ୟମରେ ଶିକ୍ଷା ବ୍ୟବସ୍ଥା ସଂସ୍କାର ପାଇଁ ଏକ ଅଭିଯାନ ଆରମ୍ଭ କରିଥିଲେ। ସେ ୨୩ ଜୁଲାଇରେ ତାଙ୍କର ୨୬ ଦିନିଆ ଅନଶନ ସମାପ୍ତ କରିଥିଲେ। ଆଜି ସକାଳେ ସେ ସୋସିଆଲ ମିଡିଆରେ…

ହୋଇଯାନ୍ତୁ ସତର୍କ…ଅନଶନ ଭାଙ୍ଗିବା ପରେ କାହିଁକି ଏମିତି ଅପିଲ୍‌ କଲେ ଓ୍ବାଙ୍ଗଚୁକ୍‌

ନୂଆଦିଲ୍ଲୀ,୨୪।୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ଗତ ୨୬ ଦିନ ଧରି ପେପର ଲିକ ପ୍ରସଙ୍ଗରେ ଅନଶନରେ ବସିଥିଲେ। କିନ୍ତୁ ଏବେ ଏହାକୁ ସମାପ୍ତ କରିଛନ୍ତି। ଗୁରୁବାର ରାତିରେ କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ ଜିତେନ୍ଦ୍ର ସିଂହଙ୍କୁ ଭେଟିବା ପରେ…

ଏହି ପ୍ରସଙ୍ଗରେ ଜବାବ ରଖିଲେ ନବୀନ-ପାଣ୍ଡିଆନ୍‌: ରାଜନୈତିକ ଉଦ୍ଦେଶ୍ୟ…

ଭୁବନେଶ୍ୱର,୨୪।୭(ତ୍ରିନାଥ ମହାନ୍ତି):ତତ୍କାଳୀନ ୫ଟି ସଚିବ ଥିବା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟରରେ ବୁଲିବା ଖର୍ଚ୍ଚ ମାମଲାରେ କୋର୍ଟରେ ଜବାବ ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନ। ଖୋର୍ଦ୍ଧା ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଉଭୟ ନବୀନ ଏବଂ ପାଣ୍ଡିଆନ ନିଜର ଓକିଲଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?