Home

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାସଭବନର ନବୀକରଣ ମାମଲା: ସିବିଆଇ ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବାସଭବନର ନବୀକରଣ ମାମଲାରେ ସିବିଆଇ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରୀୟ ଏଜେନ୍ସି ଦିଲ୍ଲୀ ସରକାରଙ୍କଠାରୁ ଫାଇଲ ମାଗିଛି। ପ୍ରାଥମିକ ଅନୁସନ୍ଧାନ ଏକ ଆପରାଧିକ ମାମଲା ନୁହେଁ ବରଂ ଆପରାଧିକ ତଦନ୍ତ…

ଧାରଣାରେ ପାଚିକା, ରୋଷେଇ କଲେ ଶିକ୍ଷୟିତ୍ରୀ-ଶିକ୍ଷକ

ବାଲିଗୁଡ଼ା,୨୭ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମ୍‌ଜି ଛକରେ ବିଭିନ୍ନ ଦାବି ନେଇ ଆନ୍ଦୋଳନ କରୁଛି ପାଚିକା ସଂଘ। ପାଚିକା ସଂଘର ଆନ୍ଦୋଳନ ଯୋଗୁ ସ୍କୁଲଗୁଡ଼ିକ ପ୍ରଭାବିତ ହୋଇଛି ପିଲାଙ୍କ ମଧ୍ୟାହ୍ନଭୋଜନ। ସ୍କୁଲ ପିଲାଙ୍କ ମଧ୍ୟାହ୍ନଭୋଜନ ବନ୍ଦ ହୋଇଗଲେ ପିଲା…

ମୋ ନାଁରେ କୌଣସି ଘର ନାହିଁ, କିନ୍ତୁ ଲକ୍ଷ ଲକ୍ଷ ମହିଳାଙ୍କୁ ଘରର ମାଲିକାଣୀ କରିଛି: ମୋଦି

ଅହମ୍ମଦାବାଦ୍‌,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି। ବୁଧବାର ଭଦୋଦରାଠାରେ ସେ ଏକ ରୋଡ ଶୋ’ କରିଥିଲେ। ରୋଡ ଶୋ’ ପରେ ପ୍ରଧାନମନ୍ତ୍ରୀ ନାରୀ ଶକ୍ତି ବନ୍ଦନ ଅଭିନନ୍ଦନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ତାଙ୍କୁ ଏଠାରେ ଅଭୂତପୂର୍ବ…

ଅକ୍ଟୋବର ୧୦ରୁ ସାରା ରାଜ୍ୟରେ ବସ୍‌ ଧର୍ମଘଟ

ଭୁବନେଶ୍ୱର,୨୭ା୯: ଆସନ୍ତା ଅକ୍ଟୋବର ୧୦ରୁ ସାରା ରାଜ୍ୟରେ ବସ୍‌ ଧର୍ମଘଟ କରାଯିବ ବୋଲି ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ବୁଧବାର ବସିଥିବା ବୈଠକରେ ନିଷ୍ପତ୍ତି ହୋଇଛି। ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ କରି ଏହି ଧର୍ମଘଟକୁ ଓହ୍ଲାଇବ ବସ୍‌…

ସଂସଦରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ବିଧୁରୀଙ୍କୁ ଭାଜପା ଦେଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୭।୯: ସଂସଦ ସ୍ବତନ୍ତ୍ର ଅଧିବେଶନରେ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଏମ୍‌ପି କୁଅଁର ଦାନିସ ଅଲୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଭାଜପାର ଲୋକ ସଭା ସଦସ୍ୟ ରମେଶ ବିଧୁରୀଙ୍କୁ ବୁଧବାର ବଡ଼ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ଭାଜପା ପକ୍ଷରୁ ରାଜସ୍ଥାନ…

ମଣିପୁର ଓ ଭାରତୀୟ ଖ୍ରୀଷ୍ଟିଆନଙ୍କ ପ୍ରତି ଅନ୍ୟାୟ ପ୍ରତିବାଦରେ ରାଷ୍ଟ୍ରପତିଙ୍କୁ ଦାବିପତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): କୋରାପୁଟିଆ ପାଳକ ସମ୍ମିଳନୀ ପକ୍ଷରୁ ମଣିପୁର ଓ ଭାରତୀୟ ଖ୍ରୀଷ୍ଟିଆନମାନଙ୍କ ପ୍ରତି ଅନ୍ୟାୟ ଅତ୍ୟାଚାର ଓ ଅବହେଳା ପ୍ରତିବାଦରେ ଏକ ବିଶାଳ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ରେଭିନ୍ୟୁ ପଡ଼ିଆଠାରୁ କଳାନିକେତନ ଛକ ଦେଇ ଜଗନ୍ନାଥ ମନ୍ଦିର…

ଭାରତକୁ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ

ରାଜକୋଟ,୨୭।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଶେଷ ମ୍ୟାଚ ଆଜି ରାଜକୋଟ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୫୦ ଓଭରରେ…

ଆପୋଲ ୧ର ୩ମହାକାଶ ଯାତ୍ରୀ ମହାକାଶରେ ହୋଇଯାଇଥିଲେ ଜୀବନ୍ତ ଦଗ୍ଧ, ଦୁର୍ଘଟଣାର ଅଡିଓ ଭାଇରାଲ

ଓ୍ବାଶିଂଟନ୍‌,୨୭।୯: ବିଶ୍ୱର ଅନେକ ଚନ୍ଦ୍ର ମିଶନ ସମ୍ପର୍କରେ କେବେ ବି ଆଲୋଚନା ହେଲେ ଆମେରିକାର ଆପୋଲୋ ୧ ବିଷୟରେ ନିଶ୍ଚେ ଆଲୋଚନା ହୁଏ। ଚନ୍ଦ୍ରରେ ପାଦ ଥାପିବା ପାଇଁ ଆମେରିକାର ଅପୋଲୋ ୧ ୩ଯାତ୍ରୀଙ୍କ ସହ ମହାକାଶକୁ ଯାଇଥିଲା। କିନ୍ତୁ ସେହି…

ପୁଣି ଚମକିଲେ ଓଡ଼ିଆ ଝିଅ ମନସ୍ବିନୀ

ଗଞ୍ଜାମ,୨୭ା୯(ବିଦ୍ୟାଧର ସାହୁ): ମୁମ୍ବାଇର ଜାତୀୟ ୟାଚିଂ ସିନିୟର ସେଲିଂ ଚାମ୍ପିୟନଶିପ୍‌ରେ ଗଞ୍ଜାମର ଝିଅ ମନସ୍ବିନୀ ମହାରଣା ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ମନସ୍ବିନୀ ଆର୍‌ଏକ୍ସ ମହିଳା ବର୍ଗରେ ଓଡ଼ିଶା ୟାଚିଂ ଆସୋସିଏଶନ ପକ୍ଷରୁ ଅଂଶଗ୍ରହଣ କରିଥିଲେ। କୋଚ୍‌ ସବୀର ବକ୍ସଙ୍କଠାରୁ ପ୍ରଶିକ୍ଷଣ…

ବିବାହ ଲେହେଙ୍ଗାରେ ଏପରି କାରୁକାର୍ଯ୍ୟ କରି ଜେଜେମାଆଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପରିଣୀତି

ମୁମ୍ବାଇ: ପରିଣୀତି ଓ ରାଘବ ଚଢାଙ୍କ ବିବାହ ଧୁମଧାମରେ ଶେଷ ହୋଇଛି। ତେବେ ମ୍ୟାରେଜରେ ପରିଙ୍କର ଲେହେଙ୍ଗାକୁ ଫ୍ୟାନ୍ସ ବହୁତ ପସନ୍ଦ କରିଛନ୍ତି। ଅଫ ହ୍ବାଇଟ ରଙ୍ଗର ଏହି ଲେହେଙ୍ଗାକୁ ମନୀଷ ମାଲହୋତ୍ରା ଡିଜାଇନ କରିଛନ୍ତି। ପରିଙ୍କ ଏହି ଲେହେଙ୍ଗାରେ ତାଙ୍କ…

ଏଲପିଜି ସବସିଡି-ମାଗଣା ରାଶନ ଯୋଜନାର ହେବ ସମୀକ୍ଷା, ଉପଯୁକ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚାଇବା ଲାଗି ନୂଆ ରଣନୀତି …

ନୂଆଦିଲ୍ଲୀ,୨୭।୯ : ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ଏଲପିଜିର ସମୀକ୍ଷା କରିବାକୁ କେନ୍ଦ୍ର ସରକାର ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ କୋଟି ଟଙ୍କା ମୂଲ୍ୟର ସର୍ବବୃହତ ସବସିଡି ଯୋଜନା ପ୍ରସ୍ତୁତ କରୁଛନ୍ତି। ଏହି ଦାୟିତ୍ୱ ନୀତି ଆୟୋଗକୁ ଦିଆଯାଇଛି। ୪…

୩ମାସରେ ୮୩୦୦କୋଟି ଟଙ୍କା ଋଣ ପରିଶୋଧ କରିବ ବେଦାନ୍ତ, କମ୍ପାନୀର ରେଟିଂ ହ୍ରାସ କଲା ମୁଡିଜ

ନୂଆଦିଲ୍ଲୀ,୨୭।୯: ଉଦ୍ୟୋଗପତି ଅନିଲ ଅଗ୍ରୱାଲଙ୍କ କମ୍ପାନୀ ବେଦାନ୍ତର ସମସ୍ୟା ବଢିବାରେ ଲାଗିଛି। କମ୍ପାନୀ କରଜରେ ବୁଡି ରହିଛି। ବର୍ତ୍ତମାନ ମୁଡି ଇନଭେଷ୍ଟର୍ସ ସର୍ଭିସେସ କମ୍ପାନୀର କ୍ରେଡିଟ ରେଟିଂ ହ୍ରାସ କରିଛି। କମ୍ପାନୀ ଦିନକୁ ଦିନ ଋଣ ଚାପରେ ଫସୁଥିବା ଦେଖି ବେଦାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?