Home

ପୁଣି ବୁଲଡୋଜର ମାଡ଼: ଭାଙ୍ଗୁଛି ଗୋଟିଏ ପରେ ଗୋଟିଏ ନିଶା ଆଡ୍ଡାସ୍ଥଳୀ

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବଢି ଚାଲିଥିବା ନିଶା କାରବାର ପୋଲିସର ନିଦ ହଜାଇ ଦେଇଛି। ପୋଲିସ ଥରକୁ ଥର ଚଢାଉ କରୁଛି । କଫ ସିରପ, ମଦ, ବ୍ରାଉନସୁଗାର, ଗଞ୍ଜେଇ ଆଦି ନିଶା ଦ୍ରବ୍ୟ ଜବତ କରୁଛି। ତଥାପି ନିଶା…

IAS ସ୍ତରରେ ଅଦଳବଦଳ, ୫ IASଙ୍କୁ….

ଭୁବନେଶ୍ବର,୧୨।୩: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ୨୦୨୨ କ୍ୟାଡରର ୫ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ…

୬ ମାସ ପ୍ରେମ ୬୦ ବର୍ଷ ପରି… ମୋନାଲିସାଙ୍କୁ ବିବାହ ପରେ ମୁହଁ ଖୋଲିଲେ ଫରମାନ

ମହାକୁମ୍ଭ ମେଳା ୨୦୨୫ରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ମୋନାଲିସା ଏବେ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଚର୍ଚ୍ଚାରେ ଅଛନ୍ତି। ସେ ତାଙ୍କ ପ୍ରେମିକ ଫରମାନ ଖାନଙ୍କୁ ବିବାହ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ମୋନାଲିସା ତାଙ୍କ ବିବାହକୁ ନେଇ ବହୁତ…

ରାଜ୍ୟରେ ବଢୁଛି ଶିଶୁ ଯୌନ ନିର୍ଯାତନା, ଛାତ୍ରୀଛାତ୍ରଙ୍କୁ ତାଲିମ୍ ଦେଲା ଗଜପତି ପୋଲିସ

ମୋହନା,୧୨।୩( ମନ୍ମଥ ମିଶ୍ର ): ଦୀନକୁ ଦିନ ରାଜ୍ୟରେ ଶିଶୁ ନିର୍ଯାତନା ସହ ଦୁଷ୍କର୍ମ ବଢ଼ିବାରେ ଲାଗିଛି । ଯାହା ଫଳରେ ଗଜପତି ପୋଲିସ୍ ପକ୍ଷରୁ ବିଦ୍ୟାଳୟକୁ ବିଦ୍ୟାଳୟ ଯାଇ ସଚେତନ ସହ ସ୍ଵତନ୍ତ୍ର ତାଲିମ୍ ଦିଆଯାଉଛି ।ମୋହନା ଥାନା ଗୁଣ୍ଡୀମା…

ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ପଦକ୍ଷେପ, ଖରାଦିନେ କଟିବନି ଲାଇନ୍

ଭୁବନେଶ୍ବର,୧୨।୩: ମାର୍ଚ୍ଚ ମାସରୁ ଆରମ୍ଭ ହେଲାଣି ମୁଣ୍ଡଫଟା ଖରା । ତେବେ ରାଜ୍ୟ ସରକାରଙ୍କୁ ଘାରିଛି ଅଂଶୁଘାତ ମୁକାବିଲା ଚିନ୍ତା । ଅଂଶୁଘାତ ମୁକାବିଲା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପଦକ୍ଷେପ ନେଇଛନ୍ତି । ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ଶକ୍ତି…

ଭାରତ ପଠାଇବ ଯୁଦ୍ଧ ଜାହାଜ? PMO ରେ ବଡ଼ ହଲଚଲ, ମୋଦି ଦେବେ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧୨।୩: ଇରାନ-ଆମେରିକା ଯୁଦ୍ଧର ପ୍ରଭାବ ଏବେ ସାରା ବିଶ୍ୱରେ ସାମୁଦ୍ରିକ ବାଣିଜ୍ୟ ଉପରେ ପଡ଼ିଛି। ହରମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡ଼ିକ ଉପରେ ଲଗାତାର ଆକ୍ରମଣ ହେଉଛି, ଯାହା ତେଲ ଏବଂ ଗ୍ୟାସ ବାଣିଜ୍ୟକୁ ବାଧା ସୃଷ୍ଟି କରୁଛି। ଭାରତ ସରକାର…

ଗିରଫ ହେଲେ ତହସିଲଦାର, ୭ ପ୍ଲଟ୍‌ ସହ ଠୁଳ କରିଥିଲେ…

କଣ୍ଟାପଡ଼ା,୧୨ା୩(ସୁର ନାରାୟଣ ସାହୁ): ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା କଣ୍ଟାପଡ଼ା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କୁ ଭିଜିଲାନ୍ସ ବିଭାଗ ଗୁରୁବାର ଗିରଫ କରିଛି। ଖବରରୁ ପ୍ରକାଶ, ବୁଧବାର ଭିଜିଲାନ୍ସ ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ତହସିଲଦାର…

ହେବ କି ପରମାଣୁ ଆକ୍ରମଣ? ରିପୋର୍ଟରୁ ଜଣାପଡ଼ିଲା ଏମିତି…

ତେହରାନ,୧୨ା୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ପରେ ପାରସ୍ୟ ଉପସାଗରର ପରିସ୍ଥିତି କ୍ରମାଗତ ଭାବରେ ଖରାପ ହେଉଛି। ଏହି ସମୟରେ ଅନୁମାନ ଆରମ୍ଭ ହୋଇଛି ଯେ, ଯଦି ପରିସ୍ଥିତି ଖରାପ ହେବାକୁ ଲାଗେ ତେବେ ତୃତୀୟ ବିଶ୍ୱଯୁଦ୍ଧ ଲାଗିପାରେ। ଯାହା ପରମାଣୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ; ସାଉଦି ଆରବକୁ ନେଇ ବଡ଼ ବୟାନ ଜାରି କଲା ପାକିସ୍ତାନ, ସମସ୍ତେ ଛାନିଆ!

ନୂଆଦିଲ୍ଲୀ,୧୨।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ ସାଉଦି ଆରବ ପ୍ରତି ତାର ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀ ସ୍ପଷ୍ଟ କରିଛନ୍ତି ଯେ ପାକିସ୍ତାନ ସାଉଦି ଆରବକୁ ସହାୟତା କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ । ଏହି…

ଜଙ୍ଗଲରେ ବ୍ୟାପିଲାଣି ନିଆଁ, ରୋକିବା ପାଇଁ ଅଣ୍ଟାଭିଡ଼ିଲେ ଜିଲାପରିଷଦ ସଭ୍ୟ

ପରଜଙ୍ଗ,୧୨ା୩(ନିଗମାନନ୍ଦ ଦଳବେହେରା): ଦିନକୁ ଦିନ ଖରାର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଢେଙ୍କାନାଳ ବନଖଣ୍ଡର ମହାବିରୋଡ୍‌ ବନାଞ୍ଚଳରେ ଥିବା ଜଙ୍ଗଲଗୁଡ଼ିକରେ ନିଆଁ ଲାଗିବା ଆରମ୍ଭ ହୋଇଛି। ଯାହା ଫଳରେ ଜଙ୍ଗଲରେ ଥିବା ବହୁ ମୂଲ୍ୟବାନ ବୃକ୍ଷଠାରୁ ଆରମ୍ଭ କରି ଔଷଧୀୟ ବୃକ୍ଷ…

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ ଅଧ୍ୟାପକ, ୪ଥର ଗର୍ଭନଷ୍ଟ ପରେ…

ବ୍ରହ୍ମପୁର,୧୨।୩ (ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରିରୀକ ସମ୍ପର୍କ ରଖିବା ଓ ପରବର୍ତ୍ତୀ ସମୟରେ ପ୍ରତାରିତ କରିଥିବା ଜଣେ ଅଧ୍ୟାପକଙ୍କୁ ବୈଦ୍ୟନାଥପୁର ଥାନା ପୋଲିସ ଗିରଫ କରିଛି। ସେ ହେଲେ ବ୍ରହ୍ମପୁରର ଏକ ସରକାରୀ…

କେଉଁ ପ୍ରକାର ସଙ୍କେତ? ନୀଳଚକ୍ରରୁ ଛିଣ୍ଡିଗଲା ବାନା, ବଡ଼ ବିପଦ….

ପୁରୀ,୧୨।୩( ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ନୀଳଚକ୍ର ଉପରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ନୀଳଚକ୍ର ସହ ସଂଯୋଗ ହୋଇ ରହୁଥିବା ମାଳମାଳ ମାନସିକ ବାନା ଛିଣ୍ଡିଯାଇଛି । ଯାହାକୁ ନେଇ ଅନେକ ଅସମାହିତ ପ୍ରଶ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri