ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା
ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି। ସେ ଏସିଆନ ଗେମ୍ସରେ ଗଲ୍ଫରେ ସ୍ବର୍ଣ୍ଣ ଜିତିଥିବା ପ୍ରଥମ ଭାରତୀୟ…
ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ
ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର ପଞ୍ଚାୟତ ସାନକିରାସିରା ଗ୍ରାମର ଆଦିବାସୀ ଝିଅ ଝରଣା ନାଏକ (୧୫)। ରାଜ୍ୟସ୍ତରୀୟ ବିଦ୍ୟାଳୟ…
ମହିଳା ହକି ଟିମ୍ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…
ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ ସିଧାସଳଖ ୨୦୨୮ ଲସଏଞ୍ଜେଲ୍ସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛି। ପୂର୍ବରୁ ଭାରତ…
୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ
ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ ପଦକ। ମହିଳା ରିକର୍ଭ ବ୍ୟକ୍ତିଗତ ବର୍ଗରେ ସେ ଚମତ୍କାର ପ୍ରଦର୍ଶନ କରି ଦକ୍ଷିଣ…
ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍ ଆକ୍ରମଣ କଲା ବାର୍ହା, ଆଉ ତା’ପରେ ଘଟିଲା…
ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ ଜଣକ ସେହି ଗ୍ରାମର କଷ୍ଟୁ ସାହୁ (୪୩) ବୋଲି…
ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…
ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ ଦୁଇଟି ଭିନ୍ନ ଦେଶ ବିପକ୍ଷରେ ମ୍ୟାଚ ଖେଳିବ। ପ୍ରଥମେ ଜାପାନରେ ଏସିଆନ ଗେମ୍ସ…
ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍
ନୂଆଦିଲ୍ଲୀ,୩।୧୦: କ୍ରିକେଟ୍ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା ସଠିକ ଡାଇରେକ୍ଟ ହିଟ ମ୍ୟାଚ୍ର ଫଳାଫଳ ବଦଳାଇପାରେ। ଏହି ପରିପ୍ରେକ୍ଷୀରେ ପୂର୍ବତନ ଭାରତୀୟ…
ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ
ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ବିନା କଂକ୍ରିଟ ପିଲରରେ ଥିବା ପୁରୁଣା କୋଠାର କାନ୍ଥ, ଛାତ ଓ ଅନ୍ୟାନ୍ୟ…
ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ
ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…
IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!
ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍ଜା କରିସାରିଛି। ଆସନ୍ତା ଅକ୍ଟୋବର ୩ ତାରିଖରେ ନ୍ୟୁ ଚଣ୍ଡୀଗଡ଼ର ମୁଲ୍ଲାନ୍ପୁରଠାରେ ତୃତୀୟ ତଥା…
ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!
୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ, ଆର୍ଥିକ ସ୍ଥିତି, ସୁଖ-ସୁବିଧା ଏବଂ ବ୍ୟକ୍ତିଗତ ନିଷ୍ପତ୍ତି ଉପରେ ବିଶେଷ ପ୍ରଭାବ ପଡ଼ିବ।…
SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ
ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାରତୀୟ ଟି-୨୦ ଟିମ୍ର ବିସ୍ଫୋରକ ଓପନର୍ ଅଭିଷେକ ଶର୍ମା ଫ୍ରାଞ୍ଚାଇଜର ଅଧିନାୟକତ୍ୱ ନିଷ୍ପତ୍ତିକୁ…

