ସାବରମତି ଆଶ୍ରମ ନିକଟରେ ମୋଦିଙ୍କ ସହ ଗୁଡ଼ି ଉଡାଇଲେ ଜର୍ମାନ ଚାନ୍ସେଲର
ଅହମଦାବାଦ,୧୨।୧: ଜର୍ମାନ ଚାନ୍ସେଲର ଫ୍ରେଡ୍ରିଚ ମର୍ଜ ତାଙ୍କର ପ୍ରଥମ ଭାରତ ଗସ୍ତ ପାଇଁ ରବିବାର ରାତିରେ ଅହମଦାବାଦରେ ପହଞ୍ଚିଥିଲେ। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରି ତାଙ୍କର ଦୁଇ ଦିନିଆ ଯାତ୍ରା ଆରମ୍ଭ କରିଥିଲେ। ଦୁଇ ନେତା ସାବରମତୀ…
ଯୌନ ସମ୍ପର୍କ ପାଇଁ ଝରକା ଦେଇ ଯାଇଥିଲେ ୧୮ ବର୍ଷୀୟ ଛାତ୍ର, ସଫଳ ନହେବାରୁ ନିଆଁ ଲଗାଇ…
ନୂଆଦିଲ୍ଲୀ,୧୨ା୧: ବେଙ୍ଗାଲୁରୁରେ ଜଣେ ସଫ୍ଟୱେର୍ ଇଞ୍ଜିନିୟରଙ୍କୁ ପୋଡ଼ି ହତ୍ୟା କରିବା ଘଟଣାରେ ଏକ ନୂତନ ମୋଡ଼ ଆସିଛି । ଏହି ମହିଳା ସଫ୍ଟୱେର୍ ଇଞ୍ଜିନିୟରଙ୍କ ହତ୍ୟା ମାମଲାରେ ପୋଲିସ ତାଙ୍କ ପଡ଼ୋଶୀରେ ରହୁଥିବା ଜଣେ ଯୁବକଙ୍କୁ ଗିରଫ କରିଛି । ତଦନ୍ତରୁ…
ନୂଆ ଲୋକସେବା ଭବନ, ବିଧାନସଭା ପାଇଁ ମାଷ୍ଟରପ୍ଲାନ୍ ପ୍ରସ୍ତୁତ, ଖର୍ଚ୍ଚ ହେବ ଏତିକି କୋଟି…
ଭୁବନେଶ୍ୱର,୧୨ା୧: ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଗୋଟିଏ ସ୍ଥାନରେ ଲୋକସେବା ଭବନ ଓ ନୂଆ ବିଧାନସଭା ରହିବ। ୭୧ ଏକର ଜମିରେ ଏହା ନିର୍ମାଣ…
ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ
ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ ଯାଇଥିବାବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଖବର ପାଇ ସ୍ଥାନୀୟ ଲୋକେ ତାଙ୍କୁ…
T20 World Cup 2026: ବାଂଲାଦେଶରେ ମ୍ୟାଚ ଆୟୋଜନ ପାଇଁ ଦାବି କଲା ପାକିସ୍ତାନ, ICCର ହେଲା ଦ୍ୱାରସ୍ଥ
ନୂଆଦିଲ୍ଲୀ,୧୨।୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ମୁସ୍ତାଫିଜୁର ରହମାନକୁ ନେଇ ବିବାଦ ଏବେ ଏକ ନୂଆ ମୋଡ଼ରେ ପହଞ୍ଚିଛି। ରିପୋର୍ଟ ହୋଇଛି ଯେ ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ସହିତ ଯୋଗାଯୋଗ କରିଛି ଏବଂ ବାଂଲାଦେଶର…
ମା’ ବାପାଙ୍କ ମୃତ୍ୟୁ ପରେ ବେସାହାରା ହୋଇପଡ଼ିଛନ୍ତି ଭଉଣୀ-ଭାଇ
ଗଞ୍ଜାମ,୧୨ା୧(ବିଦ୍ୟାଧର ସାହୁ): ବାପାଙ୍କର ଦୁର୍ଘଟଣାଜନିତ ମୃତ୍ୟୁ ପରେ କ୍ୟାନ୍ସରରେ ମା’ଙ୍କ ଅକାଳ ବିୟୋଗରେ ବେସାହାରା ହୋଇ ପଡ଼ିଛନ୍ତି ଭଉଣୀ ଭାଇ। ଏପରି ଏକ ହୃଦୟବିଦାରକ ଘଟଣା ଗଞ୍ଜାମ ବ୍ଲକର କାଇଁଚପୁର ପଞ୍ଚାୟତ ଅଧୀନ ଝରପଦର ଗାଁରେ ଦେଖିବାକୁ ମିଳିଛି। ଏକ ଭୂମିହୀନ…
ବ୍ୟାଙ୍କ ସଟର ତାଡି ଲୁଟ ଉଦ୍ୟମ କରୁଥିଲେ ଦୁର୍ବୃତ୍ତ: ମାଡ଼ିବସିଲେ ଗ୍ରାମବାସୀ
ଭୋଗରାଇ, ୧୨l ୧( ପ୍ରଦୀପ ଦାସ ): ବ୍ୟାଙ୍କ ସଟର ତାଡି ଲୁଟ କରିବାକୁ ଉଦ୍ୟମ କରୁଥିବାବେଳେ ଧରିପକାଇଲେ ଗ୍ରାମବାସୀ। ରବିବାର ବିଳମ୍ବିତ ରାତିରେ ୩ ଜଣ ଲୁଟେରା ଲୁଟ କରିବାକୁ ଆସି ଜଣେ କାବୁ ହୋଇଥିଲାବେଳେ ୨ ଜଣ ଚମ୍ପଟ…
ମଦ୍ୟପଙ୍କ ଉନ୍ମତ୍ତ କାଣ୍ଡ, ପିକନିକ୍ ଗ୍ରୁପକୁ ମାଡମାରି କଲେ ଲହୁଲୁହାଣ
ରାଇକିଆ,୧୨/୧-(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ମଣ୍ଡାସରୁ ପର୍ଯ୍ୟଟନସ୍ଥଳୀରେ ମାରପିଟ୍ ।ରବିବାର ଅପରାହ୍ନରେ ରାଇକିଆ ଅଞ୍ଚଳର ଏକ ପାରିବାରିକ ଗ୍ରୁପ୍ ପିକନିକ କରିବାକୁ ଯାଇଥିବା ବେଳେ କିଛି ମଦ୍ୟପ ଯୁବକ ମରଣାନ୍ତକ ଆକ୍ରମଣ କରି ଖସି ପଳାଇବାକୁ ଉଦ୍ୟମ କରୁଥିଲେ ।…
ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ!, ISRO କରୁଛି ‘ବିଶ୍ଳେଷଣ’
ନୂଆଦିଲ୍ଲୀ,୧୨।୧: ଜାନୁଆରୀ ୧୨, ୨୦୨୬ ରେ, ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ବର୍ଷର ପ୍ରଥମ ମିଶନ ଆରମ୍ଭ କରିଥିଲା। ସକାଳ ୧୦ଟା୧୭ ରେ ଶ୍ରୀହରିକୋଟାର ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ୧୬ ଟି ଉପଗ୍ରହ ମହାକାଶକୁ ଉତକ୍ଷେପଣ କରାଯାଇଥିଲା। କିନ୍ତୁ,…
ଖାଇ ସାରି ବିଶ୍ରାମ ନେଉଥିବାବେଳେ ଟଳିପଡିଲେ ହୋମଗାର୍ଡ: ଆଉ ତା’ପରେ…
ବାଲେଶ୍ୱର,୧୨।୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆରଡ଼ିଓରେ କାର୍ଯ୍ୟରତ ଜଣେ ହୋମଗାର୍ଡଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି l ମୃତ ହୋମଗାର୍ଡ ହେଲେ ଅଲେଖ ଜେନା (୪୨) l ତାଙ୍କ ଘର କେନ୍ଦୁଝର ଜିଲା କୁଆଗଡ଼ିଆ ଅଞ୍ଚଳରେ l ଦ୍ୱିପ୍ରହର ସମୟରେ…
ଇତିହାସ ରଚିଲା ‘ଇସ୍ରୋ’: ଭାରତର ସୁପର୍ ସିସିଟିଭି ‘ଅନ୍ବେଶା’ର ସଫଳ ଉତ୍କ୍ଷେପଣ
ନୂଆଦିଲ୍ଲୀ,୧୨।୧: ଭାରତୀୟ ମହାକାଶ ଗବେଷଣା ସଂଗଠନ ‘ଇସ୍ରୋ’(ISRO) ଆଜି ଇତିହାସ ରଚିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ୨୦୨୬ ବର୍ଷର ପ୍ରଥମ ଉପଗ୍ରହ ମିଶନ ଉତକ୍ଷେପଣ କରିଛି। ଏହି ଉତ୍କ୍ଷେପଣ ପୋଲାର ସାଟେଲାଇଟ ଲଞ୍ଚ ଯାନ (PSLV)-C ୬୨…
ଘରକୁ ଫେରୁଥିଲେ ୨ ଭାଇ, ବିଦ୍ୟୁତ ଖୁଣ୍ଟରେ ପିଟିହେଲା ବାଇକ୍: ଆଉ ତା’ପରେ…
ଗୁଣପୁର,୧୨।୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ନିକଟ ଲିମାମଡା ଗ୍ରାମ ମୁଖ୍ୟ ରାସ୍ତା ନିକଟରେ ବାଇକ ଦୁର୍ଘଟଣାରେ ଦୁଇ ସମ୍ପର୍କୀୟ ଭାଇ ମୃତ। ମୃତକ ଦୁଇ ଭାଇ ମୁନା କିମ୍ବାକା, କ୍ରିଷ୍ଣା କିମ୍ବାକା। ମୃତକମାନେ ହେଲେ ଗୁଡାରି ବ୍ଲକ କଦମା…
Archives


