Home

୯ ବର୍ଷ ପରେ ମହାରାଷ୍ଟ୍ରରୁ ବାପା ଗିରଫ

କଟକ,୨।୭ (କାର୍ତ୍ତିକ ସାହୁ)କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଞ୍ଚଳରେ ୧୦ ବର୍ଷ ତଳେ ଘଟିଥିବା ଏକ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଶାନ୍ତ ସାହାଣୀଙ୍କୁ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଅଭିଯୁକ୍ତଙ୍କୁ ମହାରାଷ୍ଟ୍ରର ଥାନେ ଅନ୍ତର୍ଗତ ମୁରବାଦରୁ ଧରି ଶନିବାର ସନ୍ଧ୍ୟାରେ କଟକରେ…

ପୁରୀରୁ କାକଟପୁର ମୋ ବସ୍‌ ସେବା ଆରମ୍ଭ

ପୁରୀ,୨।୭(ଅଜିତ୍‌ ମହାନ୍ତି)ଜୁଲାଇ ୧ଠାରୁ ବିଧିବଦ୍ଧ ଭାବେ ପୁରୀରୁ କାକଟପୁର ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ଦାରା ମୋ ବସ୍‌ ସେବା ଆରମ୍ଭ ହୋଇଯାଇଛି। ଏହି ବସ୍‌ ଭାୟା ବାଲିଘାଇ ଛକ ଓ କୋଣାର୍କ ହୋଇ ଯାତାୟାତ କରିବ। କୋଣାର୍କ ଏକ ଅନ୍ତର୍ଜାତୀୟସ୍ଥରୀୟ ପର୍ଯ୍ୟଟନସ୍ଥଳୀ,…

ଆଜି ମହାପ୍ରଭୁଙ୍କୁ ଲାଗି ହେବ ନୀଳାଚଳ ଅବଢ଼ା

ପୁରୀ,୨।୭(ଅଜିତ୍‌ ମହାନ୍ତି)ନବଦିନାମତ୍କ ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କ ସହ ଏବେ ଶ୍ରୀମନ୍ଦିର ରତ୍ନସିଂହାସନରେ ଗୋଟି ପହଣ୍ଡିରେ ବିଜେ କରିଛନ୍ତି। ସ୍ନାନପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ଶ୍ରୀମନ୍ଦିର ରତ୍ନବେଦି ମହାପ୍ରଭୁଙ୍କ ବିଜେ ପରେ ପୁଣି ଶ୍ରୀମନ୍ଦିର ପୂର୍ଣ୍ଣ ହୋଇଉଠିଛି। ମହାପ୍ରଭୁ ଶ୍ରୀମନ୍ଦିରକୁ ବିଜେ…

ତାଳଦଣ୍ଡା କେନାଲ: ଜଳ ପ୍ରବାହକୁ ନେଇ ଅନିଶ୍ଚିତତା

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା)ଚଳିତବର୍ଷ ଜୁଲାଇ ୧ ତାରିଖ ସୁଦ୍ଧା ବର୍ଷାର ଅଭାବ ଦେଖାଦେଇଛି। ଏହାଛଡ଼ା ଗରମ ଓ ଗୁଳୁଗୁଳି ଲାଗି ରହିଛି। ଗଜା ମରୁଡି ଆଶଙ୍କାରେ କଟକ ସଦର ବ୍ଲକ ସମେତ ଜଗତ୍‌ସିଂହପୁର ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ତଳି ପକାଇବାକୁ…

ବରଫ ଅତଡ଼ା ଖସି ସେନା କର୍ମଚାରୀ ମୃତ

ପାଟକୁରା,୨।୭(ରବୀନ୍ଦ୍ରନାଥ ବାରିକ)ଲଦାଖରେ ବରଫ ଅତଡା଼ ଧସିବାରୁ ଶହୀଦ ହୋଇଛନ୍ତି କେନ୍ଦ୍ରାପଡ଼ା ଜିଲା ପାଟକୁରା ଅଞ୍ଚଳର ଦେବୀ ପ୍ରସନ୍ନ ସୂତାର। ସେ ଭାରତୀୟ ସୈନ୍ୟବାହିନୀରେ ସିଭିଲ ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଥିଲେ। ଶୁକ୍ରବାର ଦିନ ପ୍ରାୟ ସାଢ଼େ ୧୦ଟା ସମୟରେ ସେ ଲଦାଖ…

ପଡ଼ିଆ ପଡ଼ିବ ୮ହଜାର ହେକ୍ଟର ଚାଷଜମି

ଖଇରା,୨।୭(ଉତ୍କଳବନ୍ଧୁ ପଣ୍ଡା)ବାଲେଶ୍ୱର ଜିଲା ଅଧୀନ ଖଇରା, ଔପଦା ଓ ସୋର ବ୍ଲକର କିଛି ଅଂଶ ଚାଷଜମିକୁ ଜଳସେଚିତ କରିବାକୁ ଏବେ ଭୂତଳଜଳ ପାଇପ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଚାଲୁଛି। ହେଲେ ଠିକାଦାର ଏହାକୁ ଠିକ୍‌ ଢଙ୍ଗରେ କରୁ ନ ଥିବାରୁ ଚାଷୀଙ୍କ…

୪ ଜିଲାର ୧୪ ହଜାର ମତ୍ସ୍ୟଜୀବୀ ପରିବାରକୁ ୨୧.୩୪ କୋଟି ସହାୟତା

ଭୁବନେଶ୍ୱର,୨।୭(ଅନିଲ ଦାସ)ବିରଳ ଅଲିଭ ରିଡ୍‌ଲେ କଇଛଙ୍କ ସୁରକ୍ଷା ନିମନ୍ତେ ଓଡ଼ିଶା ଉପକୂଳରେ ମାଛଧରା କଟକଣା ଲାଗୁ କରାଯାଇଥାଏ। ଏଥିଯୋଗୁ ଜଗତ୍‌ସିଂହପୁର ,କେନ୍ଦ୍ରାପଡ଼ା, ପୁରୀ ଓ ଗଞ୍ଜାମ ଜିଲାର ମତ୍ସ୍ୟଜୀବୀ ପ୍ରଭାବିତ ହୋଇଥାଆନ୍ତି। ଶନିବାର ଲୋକସେବା ଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

ବେଆଇନ ପାର୍କିଂ ବଢ଼ାଉଛି ଦୁର୍ଘଟଣା

ଭୁବନେଶ୍ୱର,୨।୭(ଅନିଲ ଦାସ)ରାସ୍ତାକଡ଼ରେ ବେଆଇନ ପାର୍କିିଂ ଯୋଗୁ ରାଜ୍ୟରେ ସଡ଼କ ଦୁର୍ଘଟଣା ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ଜାତୀୟ ଓ ରାଜ୍ୟ ରାଜପଥ କଡ଼ରେ ୯ ଟ୍ରକ୍‌ ଟର୍ମିନାଲ ନିର୍ମାଣ କରିବାକୁ ବାଣିଜ୍ୟ ଓ ପରିବହନ ବିଭାଗ ନିଷ୍ପତ୍ତି ନେଇଛି। ସୁନ୍ଦରଗଡ଼,…

୨୦୯ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନ ନିଯୁକ୍ତ

ଭୁବନେଶ୍ୱର,୨।୭(ଅନିଲ ଦାସ)ପ୍ରାଣୀଧନ ବିକାଶ କ୍ଷେତ୍ରରେ ରୂପାନ୍ତର ଆଣିବା ପାଇଁ ପ୍ରାଣୀ ଚିକିତ୍ସକମାନେ ୫-ଟି ଉପକ୍ରମର ପ୍ରୟୋଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନଙ୍କୁ ପରାମର୍ଶ ଦେଇଛନ୍ତି। ଶନିବାର ଲୋକସେବା ଭବନ କନ୍‌ଭେନଶନ ହଲ୍‌ରେ ଆୟୋଜିତ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ…

ମନୁଷ୍ୟକୃତ ତ୍ରୁଟିରୁ ଦୁର୍ଘଟଣା ଚର୍ଚ୍ଚା

ବାଲେଶ୍ୱର/ବାହାନଗା,୨।୭(ମାନସ ବିଶ୍ୱାଳ/ ଅରୂପ କୁମାର ଦାସ)ବାଲେଶ୍ୱର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାକୁ ଜୁଲାଇ ୨ତାରିଖ ରବିବାର ଏକ ମାସ ପୂରିବ। ଏହି ଦୁର୍ଘଟଣାରେ ୨୯୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧ହଜାରରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। କେତେଜଣ ଆହତ ଘରକୁ ଫେରିଥିବାବେଳେ ଅନେକେ…

ପୁଣେରୁ ଆଉ ଜଣେ ଗିରଫ

ଭୁବନେଶ୍ୱର,୨।୭(ସୂର୍ଯ୍ୟକାନ୍ତ ବେହେରା)ପାକିସ୍ତାନ ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍‌ସ(ଆଇଏସ୍‌ଆଇ)ର ଏଜେଣ୍ଟଙ୍କୁ ଓଟିପି ଶେୟାରିଂ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଆଉ ଜଣେ ଅଭିଯୁକ୍ତଙ୍କୁ ମହାରାଷ୍ଟ୍ରର ପୁଣେରୁ ଗିରଫ କରିଛି। ଅଭିଯୁକ୍ତ ହେଲେ ଅଭିଜିତ ସଞ୍ଜୟ ଜାମ୍ବୁର। ସେ ଏକ ସଫ୍ଟୱେର…

ବିପୁଳ ମାଓବାଦୀ ସାମଗ୍ରୀ ଜବତ

ମାଲକାନଗିର,୨।୭(ଦୁର୍ଯ୍ୟୋଧନ ପାତ୍ର)ମାଲକାନଗିରି ପୋଲିସ ଓ ବିଏସ୍‌ଏଫ୍‌ ବାହିନୀ ଦ୍ୱାରା ଚିତ୍ରକୋଣ୍ଡା ବ୍ଲକ ଜଡାମ୍ବ ଥାନା ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଅଞ୍ଚଳରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଗତ ୨୯ ତାରିଖରେ ଜବତ କରାଯାଇଥିଲା। ଏ ସମ୍ପର୍କରେ ମାଲକାନଗିରି ଏସ୍‌ପି ନୀତୀଶ୍‌ ଓ୍ବାଧଓ୍ବାନି ଶନିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri