Home

ପାକିସ୍ତାନ କ୍ରିକେଟ ଦଳର ଭିଜାକୁ ଅପେକ୍ଷା

ଇନ୍ଦୋର,୨୪ା୯: ଆଇସିସି ଦିନିକିଆ ବିଶ୍ୱକପ୍‌ ଖେଳିବାକୁ ଭାରତ ଗସ୍ତରେ ଆସିବା ଲାଗି ଭିଜା ପାଇଁ ଅପେକ୍ଷାରେ ଅଛନ୍ତି ପାକିସ୍ତାନୀ ଖେଳାଳି ଓ ଟିମ୍‌ ଅଫିସିଆଲ। ପାକିସ୍ତାନ ଏହାର ଓପ୍‌ନିଂ ଓ୍ବାର୍ମଅପ୍‌ ଖେଳିବାର ଦୁଇ ଦିନ ପୂର୍ବରୁ ଅର୍ଥାତ୍‌ ସେପ୍ଟେମ୍ବର ୨୭ରେ ଭାରତରେ…

କଳିଙ୍ଗରୁ ଓଏଫ୍‌ସିର ବିଜୟ ଅଭିଯାନ

ଭୁବନେଶ୍ୱର,୨୪ା୯(ସରୋଜ ଜେନା): ଇଣ୍ଡିଆନ୍‌ ସୁପର୍‌ ଲିଗ୍‌(ଆଇଏସ୍‌ଏଲ୍‌)ରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି ଓଡ଼ିଶା ଏଫ୍‌ସି(ଓଏଫ୍‌ସି)। ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚ୍‌ରେ ଚେନ୍ନାଇନ୍‌ ଏଫ୍‌ସିକୁ ୨-୦ ଗୋଲରେ ପରାସ୍ତ କରି ସମ୍ପୂର୍ଣ୍ଣ ୩ ପଏଣ୍ଟ ଅର୍ଜନ କରିଛି ଓଏଫ୍‌ସି। ଦଳ…

ଲୋକକଳାକୁ ପ୍ରାଧାନ୍ୟ

ହାଙ୍ଗଝୋ,୨୪ା୯: ବିଶ୍ୱର ଯେ କୌଣସି କ୍ରୀଡା ଇଭେଣ୍ଟରେ ନାମୀଦାମୀ ରାପର ଓ କଳାକାର ମାନଙ୍କୁ ଦେଖିବାକୁ ମିଳିଥାଏ। ମାତ୍ର ଚାଇନାରେ ଅନୁଷ୍ଠିତ ୧୯ ତମ ଏସିଆନ୍‌ ଗେମ୍ସରେ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଥିଲା। ପ୍ରଥମ ଥର ପାଇଁ କୌଣସି ଅନ୍ତର୍ଜାତୀୟ କଳାକାରଙ୍କୁ…

ପ୍ରି-କ୍ୱାର୍ଟରରେ ଟେବୁଲ ଟେନିସ ଦଳ

ହାଙ୍ଗଝୋ,୨୪ା୯: ଚାଇନାର ହାଙ୍ଗଝୋରେ ଅନୁଷ୍ଠିତ ଏସିଆନ୍‌ ଗେମ୍ସର ୧୯ ତମ ସଂସ୍କରଣରେ ଭାରତୀୟ ଟେବୁଲ ଟେନିସ ଦଳ ପ୍ରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଶନିବାର ଉଭୟ ପୁରୁଷ ଓ ମହିଳା ଦଳ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ଦଳ…

ଏସିଆନ୍‌ ଗେମ୍ସ ଉଦ୍‌ଘାଟନୀ ସମାରୋହ

ହାଙ୍ଗଝୋ,୨୪ା୯: ଚାଇନାର ହାଙ୍ଗଝୋରେ ଏସିଆନ୍‌ ଗେମ୍ସ ୧୯ତମ ସଂସ୍କରଣର ଆନୁଷ୍ଠାନିକ ଉଦ୍‌ଘାଟନ ଶନିବାର ସନ୍ଧ୍ୟାରେ ହୋଇଛି। ଏଥିରେ ଭାରତୀୟ କ୍ରୀଡା ଦଳର ନେତୃତ୍ୱ ନେଇଥିଲେ ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ହରମନ୍‌ପ୍ରୀତ୍‌ ସିଂ ଓ ଅଲିମ୍ପିକ୍ସ ପଦକ ବିଜୟିନୀ ବକ୍ସର…

ପଟିଆରେ ସକ୍ସେସ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ମେନ୍ସୱେର ବ୍ରାଣ୍ଡ୍‌ ‘ସକ୍ସେସ୍‌’ର ନୂତନ ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶନିବାର ଭୁବନେଶ୍ୱରର ପଟିଆଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ…

ପୁଣି ବଢ଼ିପାରେ ଖାଦ୍ୟ ମୁଦ୍ରାସ୍ଫୀତି

ଭୁବନେଶ୍ୱର, ୨୪।୯: ସକ୍ରିୟ ମୌସୁମୀ ସାରା ଦେଶରେ ଖରିଫ ଚାଷକୁ ପୁନର୍ଜୀବିତ କରିଛି। ଏହାର ପ୍ରଭାବରେ ସାରା ଦେଶରେ ପୂର୍ବ ବର୍ଷଗୁଡ଼ିକ ଅପେକ୍ଷା ଚଳିତବର୍ଷ ଭଲ ଧାନ ଅମଳ ହେବ ବୋଲି ଆଶା କରାଯାଉଛି। ତେବେ ତୈଳବୀଜ ଓ ଡାଲି ଜାତୀୟ…

ସଫଳ ପିଜୁଳି ଚାଷୀ କୁଅଁର ଦମ୍ପତି, କରୁଛନ୍ତି ଲକ୍ଷାଧିକ ଟଙ୍କା ଆୟ

ସମ୍ବଲପୁର,୨୩ା୯ (ଶୁଭାଶିଷ ପାଢ଼ୀ): ଦୃଢ଼ ଇଚ୍ଛାଶକ୍ତି ଥିଲେ ସଫଳତା ମିଳେ। ସଂଘର୍ଷ କରି ଏଭଳି ସଫଳତା ପାଇଛନ୍ତି ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଫଟାମୁଣ୍ଡା ଗାଁର ଚାଷୀ ଦମ୍ପତି ଯଜ୍ଞଶିନୀ କୁଅଁର ଓ ସ୍ବାମୀ ମହେନ୍ଦ୍ର। ଏମାନେ ପିଜୁଳି ଚାଷ କରି…

ବିଓଆଇ ମହାନଦୀ ବିହାର ଶାଖାର ନୂତନ ପରିସର

ଭୁବନେଶ୍ୱର, ୨୪।୯: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ଅଧୀନ ମହାନଦୀ ବିହାର ଶାଖାର ନୂତନ ପରିସର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଏହି ଶାଖା ପୂର୍ବରୁ ଶିଖରପୁରସ୍ଥିତ ପ୍ରଧାନ ଟ୍ରାନ୍ସପୋର୍ଟ ବିଲ୍ଡିଂରେ କାର୍ଯ୍ୟକ୍ଷମ ଥିଲା। ବିଶେଷକରି ଗ୍ରାହକମାନଙ୍କୁ ଉତ୍ତମ…

ସିୟୁଇଇ-୨୦୨୪ ଆବେଦନ ଆରମ୍ଭ

ଭୁବନେଶ୍ୱର, ୨୪।୯: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସେଞ୍ଚୁରିଅନ୍‌ ବିଶ୍ୱବିଦ୍ୟାଳୟ (ଓଡ଼ିଶା ଏବଂ ଏପି) ପକ୍ଷରୁ ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷା-୨୦୨୪ (ସିୟୁଇଇ-୨୦୨୪) ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ସମ୍ପର୍କରେ ଘୋଷଣା କରାଯାଇଛି। ସେଞ୍ଚୁରିଅନ୍‌ ବିଶ୍ୱବିଦ୍ୟାଳୟ ଓଡ଼ିଶାର କୁଳପତି…

ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣକୁ ଗୁରୁତ୍ୱ

ଭୁବନେଶ୍ୱର, ୨୪।୯ : ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣକୁ ଗୁରୁତ୍ୱ ଦିଆଯାଇଛି। ବିଶେଷ କରି ଚଳିତ ବର୍ଷର ପାର୍ବଣ ସମୟରେ ନିରବଚ୍ଛିନ୍ନ ଓ ଅବାଧ ବିଦ୍ୟୁତ୍‌ ଯୋଗାଣ ପାଇଁ ଟିପିସିଓଡିଏଲ୍‌ ପ୍ରତିବଦ୍ଧ ରହିଛି।…

ପାରାଦୀପ ପୋର୍ଟରେ କରାଯାଉ କଣ୍ଟେନର ଟର୍ମିନାଲ

ଭୁବନେଶ୍ୱର,୨୪।୯: ଓଡ଼ିଶାର ପ୍ରମୁଖ ବନ୍ଦର ‘ପାରାଦୀପ ପୋର୍ଟ’ରେ ଏକ ଅତ୍ୟାଧୁନିକ କଣ୍ଟେନର ଟର୍ମିନାଲ କରାଯାଉ ବୋଲି ଜିନ୍ଦଲ ଷ୍ଟେନ୍‌ଲେସ୍‌ର ଲଜିଷ୍ଟିକ୍ସ ମୁଖ୍ୟ ଭେଙ୍କଟେଶ୍ୱର ରାଓ ଭୁବନେଶ୍ୱରଠାରେ ଆୟୋଜିତ ଦିନିକିଆ ଲଜିଷ୍ଟିକ୍‌ ସମ୍ମିଳନୀକୁ ସମ୍ବୋଧିତକରି ଏଭଳି ମତବ୍ୟକ୍ତ କରିଛନ୍ତି। ସେହିଭଳି ଉକ୍ତ କଣ୍ଟେନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?