Home

କନ୍ୟାଶ୍ରମରେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ପୋଲିସ ବସ୍‌ ପୋଡ଼ିଲେ ଗ୍ରାମବାସୀ

ରାୟଗଡ଼ା/ଟିକିରି,୨୩।୯ (ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଡଙ୍ଗାସିଲ ଗ୍ରାମରେ ଥିବା ଏକ କନ୍ୟାଶ୍ରମରେ ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ଶନିବାର ପୋଲିସ ଅଭିଯୁକ୍ତ ପିଅନ ଶିବପ୍ରସାଦ ମିଶ୍ରଙ୍କୁ ଗିରଫ କରିଛି। ପରେ…

ବିଓଏମ୍‌କୁ ରାଜଭାଷା ‘କୀର୍ତ୍ତି ପୁରସ୍କାର’

ଭୁବନେଶ୍ୱର, ୨୪।୯: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) କୁ ନିକଟରେ ରାଜଭାଷା ‘କୀର୍ତ୍ତି ପୁରସ୍କାର’ପ୍ରଦାନ କରାଯାଇଛି। ବିଶେଷକରି ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ରାଜଭାଷା ହିନ୍ଦୀର ଶ୍ରେଷ୍ଠ କାର୍ଯ୍ୟ ନିମନ୍ତେ ବିଓଏମ୍‌କୁ ସର୍ବୋଚ୍ଚ ସମ୍ମାନ ‘ରାଜଭାଷା କୀର୍ତ୍ତି’ପୁରସ୍କାର ପ୍ରଦାନ କରାଯାଇଛି।…

ଜିଓର ସ୍ବତନ୍ତ୍ର ଅଫର

ଭୁବନେଶ୍ୱର, ୨୪।୯: ରିଲାଏନ୍ସ ଜିଓ ପକ୍ଷରୁ ଏକ ସ୍ବତନ୍ତ୍ର ଅଫରର ଶୁଭାରମ୍ଭ କରାଯାଇଛି। ବିଶେଷକରି ଭାରତରେ ନିର୍ମିତ ଆଇଫୋନ୧୫କୁ ରିଲାଏନ୍ସ ଡିଜିଟାଲ, ଜିଓ ମାର୍ଟ କିମ୍ବା ରିଲାଏନ୍ସ ରିଟେଲ ଷ୍ଟୋରରୁ କିଣୁଥିବା ଗ୍ରାହକମାନେ ଏହି ଆକର୍ଷଣୀୟ ଅଫରର ଲାଭ ନେଇପାରିବେ। ଏପରିକି…

ବାଟବଣା କଲା ଗୁଗଲ ମ୍ୟାପ୍‌

ଓ୍ବାଶିଂଟନ: ଆଜିକାଲି ଟେକ୍ନୋଲୋଜି ବହୁତ ଆଗେଇଛି। ଲୋକେ ଆଗେ ଅଜଣା ସ୍ଥାନ ବିଷୟରେ ଲୋକଙ୍କୁ ପଚାରିବା ସହ ଅଯଥା ସମୟ ନଷ୍ଟ କରୁଥିଲେ। ମାତ୍ର ଗୁଗଲ ମ୍ୟାପ ଯୋଗୁ କାହାକୁ ନ ପଚାରି ସିଧା ଯାଇ ଠିକଣା ସ୍ଥାନରେ ପହଞ୍ଚି ଯାଉଛନ୍ତି।…

ପ୍ରଭାତ, ସ୍ତ୍ରୀ ଲକ୍ଷ୍ମୀ ବିଳାସିନୀଙ୍କ ନାଁରେ ଚାର୍ଜଫ୍ରେମ୍‌

ଭୁବନେଶ୍ୱର,୨୪।୯(ସୂର୍ଯ୍ୟକାନ୍ତ ବେହେରା): ବହୁଚର୍ଚ୍ଚିତ ସିଶୋର ଚିଟ୍‌ଫଣ୍ଡ ଠକେଇ ମାମଲାର ୯ବର୍ଷ ପରେ ଭୁବନେଶ୍ୱର ସିବିଆଇ-୧ କୋର୍ଟରେ ଚାର୍ଜଫ୍ରେମ ହୋଇଛି। କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ଏବଂ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ବିଳାସିନୀଙ୍କ ନାଁରେ ବେଆଇନ ଅର୍ଥ କାରବାର ଅଭିଯୋଗରେ ଚାର୍ଜଫ୍ରେମ…

ନିଜ୍ଜର ହତ୍ୟା ପ୍ରମାଣ ଭାରତକୁ ଦିଆଯାଇଛି: ଟ୍ରୁଡୋ

ଟରଣ୍ଟୋ,୨୪ା୯ : ବିଚ୍ଛିନ୍ନତାବାଦୀ ନେତା ହରଦୀପ୍‌ ସିଂ ନିଜ୍ଜର ହତ୍ୟା ସହ ଭାରତୀୟ ଏଜେଣ୍ଟ ସମ୍ପୃକ୍ତ ଥିବା ନେଇ ନିର୍ଭରଯୋଗ୍ୟ ଅଭିଯୋଗର ପ୍ରମାଣ ବହୁ ସପ୍ତାହ ପୂର୍ବରୁ ଭାରତକୁ ଦିଆଯାଇଥିବା କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ କହିଛନ୍ତି। ଏହି ସାଂଘାତିକ ଘଟଣାର…

ଆହୁରି ବିଗିଡ଼ିବ ସ୍କୁଲ ପଢ଼ା, ୨୫ରୁ ଆନ୍ଦୋଳନକୁ ଓହ୍ଲାଇବେ ମାଧ୍ୟମିକ ଶିକ୍ଷକ

ଭୁବନେଶ୍ୱର, ୨୪।୯ (ଅସମାପିକା ସାହୁ): ରାଜ୍ୟର ଶିକ୍ଷା କ୍ଷେତ୍ରରେ ଶିକ୍ଷକ ସଙ୍କଟ ଲାଗି ରହିଥିବାବେଳେ ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁ ପିଲାଙ୍କ ପାଠପଢ଼ା ଗୁରୁତର ପ୍ରଭାବିତ ହୋଇଛି। ପ୍ରାଥମିକ ଶିକ୍ଷକମାନେ କାର୍ଯ୍ୟ ବନ୍ଦ କରି ବିଇଓଙ୍କ ଅଫିସ୍‌ ଆଗରେ ଧାରଣାରେ ବସିଥିବାରୁ ୧୬ଦିନ…

ଆତଙ୍କବାଦୀ ତାଲିମ ଶିବିର ଚଳାଇଥିଲେ ନିଜ୍ଜର

ନୂଆଦିଲ୍ଲୀ,୨୪ା୯: ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ୍‌ ସିଂ ନିଜ୍ଜରଙ୍କ ହତ୍ୟାକୁ ନେଇ ଭାରତ ଓ କାନାଡା ମଧ୍ୟରେ ବିବାଦ ତୀବ୍ର ହୋଇଛି। ତେବେ ନିଜ୍ଜର ଧର୍ମୀୟ କିମ୍ବା ସାମାଜିକ ବ୍ୟକ୍ତିତ୍ୱ ନୁହନ୍ତି, ସେ ଆତଙ୍କବାଦୀମାନଙ୍କ ପାଇଁ ତାଲିମ ଶିବିର ଚଳାଇବା ସହ ଆତଙ୍କବାଦ…

ମଣିପୁରରୁ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ,୨୪ା୯ : ହିଂସାପ୍ରବଣ ମଣିପୁରରୁ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଗିରଫ କରିଛି। ସେ ମ୍ୟାନ୍‌ମାରର ବିଦ୍ରୋହୀ ଗୋଷ୍ଠୀ ସହ ସମ୍ପୃକ୍ତ ଏବଂ ମଣିପୁର ହିଂସାର ଫାଇଦା ଉଠାଇ ସେ ଭାରତ ବିରୋଧରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର…

ପ୍ରବଳ ବର୍ଷାରେ ନାଗପୁର ଜଳାର୍ଣ୍ଣବ

ନାଗୁପର,୨୪।୯: ମୁଷଳଧାରାରେ ବର୍ଷା ଯୋଗୁ ନାଗପୁରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହର ମଧ୍ୟରେ ୩ ଫୁଟରୁ ଅଧିକ ପାଣି ଭରି ରହିଛି। ଶୁକ୍ରବାର ରାତିରୁ ଆରମ୍ଭ ହୋଇଥିବା ମୁଷଳଧାରା ବର୍ଷା ନାଗପୁରବାସୀଙ୍କ ନିଦ ହଜାଇ ଦେଇଛି। ବର୍ଷା ଯୋଗୁ ରାସ୍ତା…

ଏକସଙ୍ଗେ ନିର୍ବାଚନ ଲାଗି କମିଟିର ପ୍ରଥମ ବୈଠକ

ନୂଆଦିଲ୍ଲୀ,୨୪୯: ଦେଶରେ ଏକସଙ୍ଗେ ସମସ୍ତ ନିର୍ବାଚନ କରାଇବା ପାଇଁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ରାଜନୈତିକ ଦଳଗୁଡ଼ିକୁ ଆମନ୍ତ୍ରଣ କରି ଏକସଙ୍ଗେ ନିର୍ବାଚନ ନେଇ ନ୍ୟାୟିକ ଆୟୋଗ ସେମାନଙ୍କ…

ହମ୍‌ସଫର ଏକ୍ସପ୍ରେସ୍‌ରେ ନିଆଁ

ଅହମଦାବାଦ,୨୪ା୯: ଗୁଜରାଟର ଭାଲସାଦ ଷ୍ଟେଶନ ନିକଟରେ ତିରୁଚିରାପଲ୍ଲୀ- ଶ୍ରୀଗଙ୍ଗାନଗର ହମ୍‌ସଫର ଏକ୍ସପ୍ରେସ୍‌ ଟ୍ରେନ୍‌ରେ ନିଆଁ ଲାଗିଯାଇଥିଲା। ଶନିବାର ଅପରାହ୍ନରେ ଟ୍ରେନ୍‌ଟି ଭାଲସାଦ ଷ୍ଟେଶନ ଛାଡ଼ିବା ପରେ ଜେନେରେଟର କୋଚ୍‌ରୁ ନିଆଁ ବାହାରି ପାଖ ବଗିରେ ଲାଗିଯାଇଥିଲା। ଟ୍ରେନ୍‌କୁ ଅଟକାଯିବା ପରେ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?