Home

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଉତ୍ତରପ୍ରଦେଶର ସେଖ କାଲିମ୍‌ (୩୮), ମଣିକରାଜ ପାଲ (୩୮) ଏବଂ ବରଗଡ଼…

ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି: ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି ଯୁବଛାତ୍ର

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ପାଠ୍ୟ ପୁସ୍ତକରେ ଗୁରୁତର ତ୍ରୁଟିକୁ ନେଇ ବିଜୁ ଜନତା ଦଳର ଯୁବ ଛାତ୍ର ଶାଖା ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛି। ବର୍ଷା ସତ୍ତ୍ୱେ ବହୁ ସଂଖ୍ୟାରେ ଛାତ୍ରୀଛାତ୍ର ଓ ଯୁବକମାନେ ଯୋଗ ଦେଇ ରାଜ୍ୟ…

୨୪ ଘଣ୍ଟାରେ ୪ ଥର ଅଫର ଦେଲେ ସରକାର, ହେଲେ CJP କହିଲା ନା ନଡ୍ଡାଙ୍କ ଘର ନା ଅଫିସ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟିର ଏକ ବିବୃତ୍ତିରେ କୁହାଯାଇଛି ଯେ ଏହା ନିରପେକ୍ଷ ଆଲୋଚନାକୁ ପସନ୍ଦ କରେ। ଏହା କାହାର କାର୍ଯ୍ୟାଳୟ କିମ୍ବା ମନ୍ତ୍ରଣାଳୟରେ ଆଲୋଚନା କରିବାକୁ ଆଗ୍ରହୀ ନୁହେଁ। ଦଳ କହିଛି ଯେ ଏହା ଜନ୍ତର ମନ୍ତରରେ ଏହି ପ୍ରସଙ୍ଗ…

CJP ପ୍ରଦର୍ଶନ ପ୍ରଭାବ! NDMCର ବଡ଼ ନିଷ୍ପତ୍ତି, ଏହି ସମୟରୁ ବନ୍ଦ ହେବ ଦୋକାନ

ନୂଆଦିଲ୍ଲୀ,୨୩ା୭: ଗୁରୁବାର ସନ୍ଧ୍ୟା ୬:୩୦ ସୁଦ୍ଧା ଜାତୀୟ ରାଜଧାନୀ ଦିଲ୍ଲୀର କନଟ୍ ପ୍ଲେସ୍ ଖାଲି ହୋଇପାରେ । ନୂଆଦିଲ୍ଲୀ ମ୍ୟୁନିସିପାଲ୍ କାଉନସିଲ୍ (NDMC)ର ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷଙ୍କ ପରାମର୍ଶ ପରେ ଏହି ଆବେଦନ କରାଯାଇଛି । ନୂଆଦିଲ୍ଲୀ ବ୍ୟବସାୟୀ ସଂଘ (NDTA)…

CJPର ବଡ଼ ଘୋଷଣା: ଆସନ୍ତାକାଲି ସାରା ଦେଶରେ ହେବ ପ୍ରତିବାଦ

ନୂଆଦିଲ୍ଲୀ,୨୩।୯: କକ୍ରୋଚ ଜନତା ପାର୍ଟି (CJP) ଗୁରୁବାର ଏକ ବଡ଼ ଘୋଷଣା କରିଛି। ପୋଲିସ ବର୍ବରତା ବିରୋଧରେ ଦଳ ସାରା ଦେଶରେ ଶାନ୍ତିପୂର୍ଣ୍ଣ ପ୍ରତିବାଦ ପାଇଁ ଡାକରା ଦେଇଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଦଳ ଦ୍ୱାରା ପ୍ରକାଶିତ ଏକ ପୋଷ୍ଟର…

ମଣିଷ-ହାତୀ ସଂଘର୍ଷ ପ୍ରଶମନକୁ ସୁଦୃଢ଼ କରିବା ପାଇଁ ପ୍ରୟାସ

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡରେ କେନ୍ଦୁଝରର ଡିଏଫ୍‌ଓ ଧନରାଜ ଏଚ୍‌ଡିଙ୍କ ଅଧ୍ୟକ୍ଷତାରେ ମଣିଷ-ହାତୀ ସଂଘର୍ଷ ପ୍ରଶମନ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କେନ୍ଦୁଝରର ସମସ୍ତ ଏସିଏ୍‌ଫ, ରେଞ୍ଜ ଅଧିକାରୀ, ସହଯୋଗୀ ଏନ୍‌ଜିଓ, ସେମାନଙ୍କର ଜିଲା…

NEET ପେପର୍‌ ଲିକ ବିବାଦ: ଛାତ୍ରୀଛାତ୍ରଙ୍କୁ ଆଲୋଚନା ପାଇଁ ଖୋଲା ନିମନ୍ତ୍ରଣ ଦେଲେ ସରକାର

ନୂଆଦିଲ୍ଲୀ,୨୩।୭: NEET ପେପର ଲିକ ନେଇ ସାରା ଦେଶରେ ପ୍ରତିବାଦ ଜାରି ରହିଛି। ସଡ଼କଠାରୁ ସଂସଦ ପର୍ଯ୍ୟନ୍ତ ରାଜନୈତିକ ବାତାବରଣ ଉଷ୍ମ ହୋଇଛି। ଛାତ୍ର ସଂଗଠନ ଏବଂ ବିଭିନ୍ନ ରାଜନୈତିକ ଦଳର ନେତାମାନେ ରାଜଧାନୀ ଦିଲ୍ଲୀର ଜନ୍ତରମନ୍ତରରେ ସେମାନଙ୍କର ପ୍ରତିବାଦକୁ ତୀବ୍ର…

ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା ଉପସଭାପତି ଭାବେ ନିଯୁକ୍ତ କରାଯାଇଛି। ଏହି ଦାୟିତ୍ୱ ପାଇଁ ସେ ପ୍ରଥମେ ପ୍ରଧାନମନ୍ତ୍ରୀ…

ଭୋ ଭୋ ହୋଇ କାନ୍ଦିଲେ ଆନ୍ନା ହଜାରେ: ଅସୁସ୍ଥ ଥିବା ସତ୍ତ୍ୱେ..

ମୁମ୍ବାଇ,୨୩।୭:ବରିଷ୍ଠ ସମାଜସେବୀ ଆନ୍ନା ହଜାରେ ଏକ ନୀରବ ପ୍ରତିବାଦ ସମୟରେ ଭୋ ଭୋ ହୋଇ କାନ୍ଦିଛନ୍ତି। ମହାରାଷ୍ଟ୍ରର ଶିରିଡିରେ ଏକ ନୀରବ ପ୍ରତିବାଦ ଆୟୋଜନ କରାଯାଇଥିଲା। ଦିଲ୍ଲୀରେ ଚାଲିଥିବା ଛାତ୍ର ପ୍ରତିବାଦକୁ ସମର୍ଥନ କରିବା ପାଇଁ ସେ ୱାଡିଆ ପାର୍କରେ ଥିବା…

ଫାଷ୍ଟ ଟ୍ରାକ କୋର୍ଟ ଗଠନକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ଉପରେ ଆସିଲା CJPର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ପାଇଁ ଦାୟୀ ଲୋକଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ-ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି ଯେ ଯୁବପିଢ଼ିଙ୍କ ଭବିଷ୍ୟତ ସହିତ ସାଲିସ କରୁଥିବା କାହାରିକୁ ଛଡ଼ାଯିବ ନାହିଁ।…

‘କ୍ଷମା କରନ୍ତୁ…’, କାହିଁକି ଏମିତି କହି ଜନ୍ତର ମନ୍ତରରୁ ହଟିଗଲେ ଅଭିଜିତ ଦୀପକେ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର ମନ୍ତରରେ ଏକ ମାସରୁ ଅଧିକ ସମୟ ଧରି ପ୍ରତିବାଦ କରୁଥିବା କୋକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ଅଭିଜିତ ଦୀପକେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗୁରୁବାର, ତାଙ୍କୁ ପ୍ରବଳ ଜ୍ୱର ଏବଂ ଶରୀର ଯନ୍ତ୍ରଣା ଯୋଗୁ…

ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ ମାନ୍ୟବର ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ଏକ ଦାବିପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?