Home

ରଣବୀରଙ୍କ ସହ ରୋମାନ୍ସ କରିବେ ରଶ୍ମିକା

ମୁମ୍ବାଇ: ରଣବୀରଙ୍କ ସହ ରୋମାନ୍ସ କରିବେ ଅଭିନେତ୍ରୀ ରଶ୍ମିକା ମନ୍ଧାନା। ସୂଚନା ଅନୁଯାୟୀ, ସାଉଥ ଅଭିନେତ୍ରୀ ରଶ୍ମିକା ଖୁବ ଶୀଘ୍ର ଏକ ବଲିଉଡ ମୁଭିରେ ନଜର ଆସିବେ। ଏଥର ରଶ୍ମିକା ବଲିଉଡ ଅଭିନେତା ରଣବୀର କପୁରଙ୍କ ସହ ସ୍କ୍ରିନ ସେୟାର କରିବାକୁ…

ମଣିପୁର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଆଜିଠୁ ସର୍ବସାଧାରଣଙ୍କ ପାଇଁ ଇଣ୍ଟରନେଟ୍‌ ସେବା ଆରମ୍ଭ

ଇମ୍ଫାଲ,୨୩।୯: ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ମୁଖ୍ୟମନ୍ତ୍ରୀ ଏନ୍‌ ବିରେନ ସିଂ ସାଧାରଣ ଜନତାଙ୍କୁ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ଆଜି ଅର୍ଥାତ୍‌ ୨୩ ସେପ୍ଟେମ୍ବରରୁ ଜନସାଧାରଣଙ୍କ ପାଇଁ ଇଣ୍ଟରନେଟ୍‌ ସେବା ଆରମ୍ଭ କରିବାକୁ ସିଏମ ସିଂ ଘୋଷଣା କରିଛନ୍ତି। ରାଜ୍ୟରେ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ଭାଜପାକୁ କଂଗ୍ରେସ ଏମପି କେସି ଭେନୁଗୋପାଳଙ୍କ ପ୍ରଶ୍ନ, ଆରଏସଏସରେ କେତେ ମହିଳା ଅଛନ୍ତି

ନୂଆଦିଲ୍ଲୀ,୨୩।୯: ସଂସଦର ଉଭୟ ଗୃହରେ ମହିଳା ସଂରକ୍ଷଣ ବିଲ ପାରିତ ହୋଇଛି। ଅନ୍ୟପକ୍ଷରେ ବିରୋଧୀ ଦଳ ଏହି ଆଇନ ବିରୋଧରେ କିଛି କହୁନାହାଁନ୍ତି, ବରଂ ଏହାର ଉଦ୍ଦେଶ୍ୟ ଉପରେ ପ୍ରଶ୍ନ ଉଠାଇ ଭାଜପା ଉପରେ କ୍ରମାଗତ ଭାବେ ଆକ୍ରମଣ କରୁଛନ୍ତି। ଏହି…

ଭାରତ-ପ୍ରଶାନ୍ତ ମହାସାଗରରେ ଚାଇନାକୁ ଟାର୍ଗେଟ କରିବାକୁ ପ୍ରସ୍ତୁତି, ଏହି ସ୍ବତନ୍ତ୍ର ସମ୍ମିଳନୀର ଆୟୋଜନ କରିବ ଭାରତୀୟ ସେନା

ନୂଆଦିଲ୍ଲୀ,୨୩।୯: ଆସନ୍ତା ସପ୍ତାହରେ ଭାରତୀୟ ସେନା ଭାରତ-ପ୍ରଶାନ୍ତ ମହାସାଗରୀୟ ଦେଶର ସେନା ମୁଖ୍ୟଙ୍କ ଦୁଇ ଦିନିଆ ସମ୍ମିଳନୀ ଆୟୋଜନ କରିବାକୁ ଯାଉଛି। ଏହି ସମ୍ମିଳନୀରେ ଭାରତ-ପ୍ରଶାନ୍ତ ମହାସାଗରରେ ଚାଇନାର ବୃଦ୍ଧି କାର୍ଯ୍ୟକଳାପ ବିରୋଧରେ କାର୍ଯ୍ୟାନୁଷ୍ଠାନ ଉପରେ ଆଲୋଚନା କରାଯିବ। ‘ଇଣ୍ଡୋ-ପାସିଫିକ ଆର୍ମି…

ଝିଅ ମାଳତି ସହ ଆନିମଲ ପାର୍କରେ ଏଞ୍ଜୟ କରୁଛନ୍ତି ପିସି

ମୁମ୍ବାଇ: ବଲିଉଡ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଓ ଆମେରିକୀୟ ସିଙ୍ଗର ନିକ ଜୋନାସ ତାଙ୍କ ଝିଅ ମାଳତି ମେରିଙ୍କର ଭଳ ମାତାପିତା। ଗତବର୍ଷ ଜାନୁୟାରୀରେ ଏହି ଯୋଡି ମାଳତିଙ୍କୁ ସ୍ବାଗତ କରିଥିଲେ। ଆଉ ଏମାନେ ସବୁବେଳେ ଇନଷ୍ଟାଗ୍ରାମରେ ତାଙ୍କ ନହ୍ନି…

ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ନାକ୍‌ ‘ଏ’ ଗ୍ରେଡ ମାନ୍ୟତା

ବାଲେଶ୍ୱର,୨୩|୯(ମାନସ ବିଶ୍ୱାଳ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ଜାତୀୟ ମୂଲ୍ୟାୟନ ଓ ଅଧିସ୍ୱୀକୃତି ପରିଷଦ (ନାକ୍‌) ‘ଏ’ ଗ୍ରେଡ ମାନ୍ୟତା ମିଳିଛି। ସିଜିପିଏରେ ଫକୀରମୋହନ ଓଡ଼ିଶାର ଅନ୍ୟ ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟକୁ ପଛରେ ପକାଇଛି। ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ୩.୧୮ ସିଜିପିଏ ମିଳିଥିବା ବେଳେ…

ଉଦୟନିଧିଙ୍କ ସପକ୍ଷରେ ବାହାରିଲେ କମଲ ହାସନ

ଚେନ୍ନାଇ,୨୩।୯: ନିକଟରେ ତାମିଲନାଡୁର ସରକାରୀ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ସନାତନ ଧର୍ମକୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ବର୍ତ୍ତମାନ ପ୍ରସିଦ୍ଧ ଅଭିନେତା ତଥା ରାଜନେତା କମଲ ହାସନ ଉଦୟାନିଧିଙ୍କ ସପକ୍ଷରେ କହିଛନ୍ତି ଯେ ସନାତନ ବିବାଦରେ ଜଣେ ଶିଶୁଙ୍କୁ ଟାର୍ଗେଟ…

ସିଗାରେଟ ଉପରେ ପ୍ରତିବନ୍ଧକ ଲଗାଇ ପାରନ୍ତି ଋଷି ସୁନକ

ଲଣ୍ଡନ,୨୩।୯: ବ୍ରିଟେନରେ ଏବେ ସିଗାରେଟ ଉପରେ ପ୍ରତିବନ୍ଧକ ଲାଗିପାରେ। ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଆଧାରରେ ଦ ଗାର୍ଡିଆନ କହିଛି ଯେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଏମିତି ପ୍ରତିବନ୍ଧକ ଲଗାଇବା ଉପରେ ବିଚାର କରୁଛନ୍ତି, ଯାହା ଫଳରେ ଅଗାମୀ ପିଢି…

ବହୁତ ଭାଗ୍ୟବାନ ଏହି ୪ ରାଶିର ବ୍ୟକ୍ତି; ଧନର ଅଭାବ ନ ଥାଏ, କମ୍‌ ପରିଶ୍ରମରେ ହୁଅନ୍ତି ସଫଳ

କୁହାଯାଏ କଠିନ ପରିଶ୍ରମ ସଫଳତାର ଚାବିକାଠି। କିଛି ଲୋକ ଏପରି ଥାନ୍ତି ଯେଉଁମାନେ ପରିଶ୍ରମ କରିବା ସତ୍ତ୍ୱେ ସଫଳତା ପାଇ ନ ଥାନ୍ତି। ସେହିଭଳି କିଛି କମ୍‌ ପରିଶ୍ରମରେ ବଡ଼ ସଫଳତା ପାଇଥାନ୍ତି। କାରଣ ଭାଗ୍ୟ ସେମାନଙ୍କ ସହ ରହିଥାଏ। ଜ୍ୟୋତିଷଶାସ୍ତ୍ରରେ…

୯ମ ଶ୍ରେଣୀରୁ ଐଶ୍ୱର୍ଯ୍ୟାଙ୍କୁ ଆସିଥିଲା ଫିଲ୍ମ ଅଫର

ମୁମ୍ବାଇ: ପୂର୍ବତନ ବିଶ୍ୱସୁନ୍ଦରୀ ତଥା ନୀଳନୟନା ଐଶ୍ୱର୍ଯ୍ୟା ରାୟବଚ୍ଚନଙ୍କୁ ପ୍ରଶଂସକ ଖୁବ୍‌ ଭଲ ପାଆନ୍ତି। ଖାଲି ଦେଶରେ ନୁହେଁ, ବିଦେଶରେ ମଧ୍ୟ ଐଶ୍‌ଙ୍କର ଲୋକପ୍ରିୟତା ରହିଛି। ସେ ତାଙ୍କର ବଳିଷ୍ଠ ଅଭିନୟ ମାଧ୍ୟମରେ ସମସ୍ତଙ୍କ ହୃଦୟ ଜିଣିଥାନ୍ତି। ଆଜି ବି ଐଶ୍ୱର୍ଯ୍ୟାଙ୍କର…

ଏହି ଫିଲ୍ମରେ ଡେବ୍ୟୁ କରିଥିଲେ ଭାଇଜାନ

ମୁମ୍ବାଇ: ବଲିଉଡ୍‌ର ହ୍ୟାଣ୍ଡସମ ବ୍ୟାଚଲର ସଲମାନ ଖାନ ଦୀର୍ଘ ବର୍ଷ ଧରି ତାଙ୍କ ପ୍ରଶଂସକଙ୍କର ମନୋରଞ୍ଜନ କରିଆସୁଛନ୍ତି। ତିନି ଦଶନ୍ଧି ଧରି ସେ ତାଙ୍କ କ୍ୟାରିୟରରେ ଭିନ୍ନ ଚରିତ୍ର ସହିତ ପ୍ରଶଂସକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ଏକ…

ଆମେରିକାର ଚେତାବନୀ, ବାଂଲାଦେଶ ନିର୍ବାଚନକୁ ‘ଦୁର୍ବଳ’ କରିବାକୁ ଚେଷ୍ଟା କରୁଥିବା ବ୍ୟକ୍ତିଙ୍କ ଭିଜା ଉପରେ ଲାଗିବ ପ୍ରତିବନ୍ଧକ

ଢାକା,୨୩।୯: ଦକ୍ଷିଣ ଏସିଆ ଦେଶରେ ହେବାକୁ ଥିବା ଗଣତାନ୍ତ୍ରିକ ନିର୍ବାଚନ ପ୍ରକ୍ରିୟାରେ ବାଧା ସୃଷ୍ଟି କରୁଥିବା ବା ଏହାକୁ ଦୁର୍ବଳ କରିବାକୁ ଚେଷ୍ଟା କରୁଥିବା ବାଂଲାଦେଶୀ ନାଗରିକଙ୍କ ଉପରେ ଭିସା ପ୍ରତିବନ୍ଧକ ଲଗାଇବାକୁ ଆମେରିକା ପଦକ୍ଷେପ ନେଉଛି ବୋଲି ଚେତାବନୀ ଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?