କେନ୍ଦୁଝରରେ ରାଜ୍ୟ ସିନିୟର ହ୍ୟାଣ୍ଡବଲ
ଭୁବନେଶ୍ୱର, ୩୧।୭ (ତପନ ସ୍ବାଇଁ): ଅଗଷ୍ଟ ୧୨ ଓ ୧୩ ତାରିଖରେ କେନ୍ଦୁଝରଠାରେ ରାଜ୍ୟ ସିନିୟର ହ୍ୟାଣ୍ଡବଲ ଚାମ୍ପିୟନଶିପ୍ ଅନୁଷ୍ଠିତ ହେବ। ରବିବାର ପୁରୀରେ ଅନୁଷ୍ଠିତ ଓଡ଼ିଶା ରାଜ୍ୟ ହ୍ୟାଣ୍ଡବଲ ସଂଘର ବାର୍ଷିକ ବୈଠକରେ ଏହି ନିଷ୍ପତ୍ତି ନିଆ ଯାଇଛି। ଉକ୍ତ…
ସ୍ପେନ୍କୁ ୩-୦ରେ ହରାଇଲା ଭାରତ
ବାର୍ସିଲୋନା, ୩୧।୭ (ପି.ଟି.): ସ୍ପାନିଶ ହକି ଫେଡେରେଶନର ଶତବାର୍ଷିକୀ ଅବସରରେ ଚାଲିଥିବା ଅନ୍ତର୍ଜାତୀୟ ହକି ଟୁର୍ନାମେଣ୍ଟର ରବିବାର ଅନୁଷ୍ଠିତ ଏକ ମ୍ୟାଚରେ ଭାରତ ୩-୦ ଗୋଲରେ ସ୍ପେନ୍କୁ ପରାସ୍ତ କରିଛି। ମ୍ୟାଚରେ ସମ୍ପୂର୍ଣ୍ଣ ଆଧିପତ୍ୟ ବିସ୍ତାର କରି ଖେଳିଥିବା ଭାରତ ପକ୍ଷରୁ…
ପୁରୁଷ ହକି: ନେଦରଲାଣ୍ଡ୍ସକୁ ହରାଇଲା ଭାରତ
ବାର୍ସିଲୋନା, ୩୧ା୭ (ପି.ଟି.): ସ୍ପାନିଶ୍ ହକି ମହାସଂଘର ଶତବାର୍ଷିକୀ ଅବସରରେ ଆୟୋଜିତ ଇଣ୍ଟରନ୍ୟାଶନାଲ ଟୁର୍ନାମେଣ୍ଟରେ ଭାରତୀୟ ପୁରୁଷ ହକି ଦଳ ଏଫ୍ଆଇଏଚ୍ ହକି ପ୍ରୋ-ଲିଗ୍ ଚାମ୍ପିୟନ ନେଦରଲାଣ୍ଡ୍ସକୁ ୨-୧ ଗୋଲ୍ରେ ପରାସ୍ତ କରିଛି। ରବିବାର ଖେଳାଯାଇଥିବା ଏହି ମ୍ୟାଚ୍ରେ ଭାରତ ତରଫରୁ…
ଭର୍ଷ୍ଟାପେନ ଜିତିଲେ ବେଲଜିଆନ ଗ୍ରାଁ ପ୍ରି
ସ୍ପା-ଫ୍ରାଙ୍କୋଚାମ୍ପ୍ସ (ବେଲଜିୟମ), ୩୧।୭ (ଏପି): ଡିଫେଣ୍ଡିଂ ଫର୍ମୁଲାଓ୍ବାନ ଚାମ୍ପିୟନ ମ୍ୟାକ୍ସ ଭର୍ଷ୍ଟାପେନ ରବିବାର ଅନୁଷ୍ଠିତ ବେଲଜିଆନ ଗ୍ରାଁ ପ୍ରି ଫର୍ମୁଲାଓ୍ବାନ ମୋଟରରେସିଂ ବିଜେତା ହୋଇଛନ୍ତି। ପୂରା ସିଜନରେ ଆଧିପତ୍ୟ ବିସ୍ତାର କରିଥିବା ଏହି ରେଡ୍ବୁଲ୍ ଡ୍ରାଇଭର କ୍ରମାଗତ ୮ମ ଏବଂ ଓଭରଅଲ୍…
ଅଷ୍ଟ୍ରେଲିଆ ପଥରେ ବର୍ଷା ବାଧା
ଲଣ୍ଡନ, ୩୧।୭: ଓଭାଲ ଗ୍ରାଉଣ୍ଡରେ ଅନୁଷ୍ଠିତ ପଞ୍ଚମ ତଥା ଅନ୍ତିମ ଆଶେଷ କ୍ରିକେଟ ଟେଷ୍ଟରେ ଅଷ୍ଟ୍ରେଲିଆର ବିଜୟ ପଥରେ ବର୍ଷା ବାଧା ସୃଷ୍ଟି କରିଛି। ଇଂଲଣ୍ଡ ପକ୍ଷରୁ ୩୮୪ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବାବେଳେ ଅଷ୍ଟ୍ରେଲିଆ ରବିବାର ୪ର୍ଥ ଦିବସରେ…
‘ନିର୍ଦ୍ଦିଷ୍ଟ ମ୍ୟାଚ କିମ୍ବା ସିରିଜକୁ ନେଇ ଚିନ୍ତିତ ନୋହୁଁ’
ବ୍ରିଜଟାଉନ୍, ୩୧।୭: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ପରାସ୍ତ ହୋଇଛି। ଭାରତ ୪୦.୫ ଓଭରରେ ୧୮୧ ରନ୍କରି ଅଲ୍ଆଉଟ ହୋଇଥିବାବେଳେ ଓ୍ବେଷ୍ଟଇଣ୍ଡିଜ ୮୦ଟି ବଲ୍ ବାକିଥାଇ ୩୬.୪ ଓଭରରେ ୪ ଉଇକେଟ ହରାଇ ୧୮୨ ରନ ସଂଗ୍ରହ…
ଆୟୋଜକ ନ୍ୟୁଜିଲାଣ୍ଡର ବିଦାୟ
ଡୁନେଡିନ୍/ସିଡ୍ନୀ, ୩୧ା୭ (ଏପି): ଚଳିତ ଫିଫା ମହିଳା ଫୁଟ୍ବଲ ବିଶ୍ୱକପ୍ର ଗ୍ରୁପ୍ ‘ଏ’ରେ ରବିବାର ନ୍ୟୁଜିଲାଣ୍ଡ ଓ ସୁଇଜରଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଏକ ମ୍ୟାଚ ଗୋଲ୍ଶୂନ୍ୟ ଭାବେ ଶେଷ ହୋଇଛି। ଏଥି ସହିତ ନ୍ୟୁଜିଲାଣ୍ଡ ଟୁର୍ନାମେଣ୍ଟ ଇତିହାସରେ ପ୍ରଥମ ଦଳ ଭାବେ…
ହିଜାବରେ ପ୍ରଥମ ଖେଳାଳି ବେନ୍ଜିନା
ଆଡିଲେଡ୍, ୩୧ା୭ (ଏପି): ସିନିୟର ମହିଳା ଫୁଟ୍ବଲ ବିଶ୍ୱକପ୍ରେ ହିଜାବ ପରିଧାନ କରି ଖେଳିବାରେ ମରକ୍କୋ ଡିଫେଣ୍ଡର ନୌହେଲା ବେନ୍ଜିନା ପ୍ରଥମ ଖେଳାଳି। ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ଖେଳି ସେ ଇତିହାସ ସୃଷ୍ଟି କରିଛନ୍ତି। ସୂଚନାଯୋଗ୍ୟ, ସ୍ବାସ୍ଥ୍ୟ ଓ…
ବିଜିୟୁ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ
ଭୁବନେଶ୍ୱର,୩୧।୭: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ଭୁବନେଶ୍ୱର ପକ୍ଷରୁ ନିକଟରେ ଏକ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇଥିଲା। ଉକ୍ତ ଉତ୍ସବ ଜରିଆରେ ୨୦୨୩-୨୪ ଶିକ୍ଷାବର୍ଷର ବିବିଏ ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମିକ୍ଟ ମବର ପରିଚାଳନା ନିର୍ଦ୍ଦେଶକ…
ହୋଣ୍ଡାର ଅଲ୍ ନ୍ୟୁ ଡିଓ ୧୨୫ଉନ୍ମୋଚିତ
ଭୁବନେଶ୍ୱର,୩୧।୭ (ଅଭୟ ଦାଶ): ହୋଣ୍ଡା ମୋଟରସାଇକେଲ୍ ଆଣ୍ଡ୍ ସ୍କୁଟର ଇଣ୍ଡିଆ (ଏଚ୍ଏମ୍ଏସ୍ଆଇ)ର ବହୁ ପ୍ରତୀକ୍ଷିତ ତଥା ଅଲ୍ ନ୍ୟୁ ଡିଓ ୧୨୫କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏହି ଅବସରରେ ହୋଣ୍ଡା ମୋଟରସାଇକେଲ୍ ଆଣ୍ଡ୍ ସ୍କୁଟର ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ, ସଭାପତି…
ରିଟେଲ୍ ଋଣ ବୁକ୍ରେ ୮୭% ଅଭିବୃଦ୍ଧି
ଭୁବନେଶ୍ୱର,୩୧।୭: ବନ୍ଧନ ବ୍ୟାଙ୍କ ପକ୍ଷରୁ ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ବିଶେଷ କରି ପରିଚାଳନା ପରିବେଶ ଅନୁକୂଳ ହୋଇ ରହିଥିବାରୁ ବ୍ୟାଙ୍କର ସୁଦୃଢ଼ ବ୍ୟବସାୟ ଅଭିବୃଦ୍ଧି ଜାରି ରହିଛି। ଏପରିକି ବ୍ୟାଙ୍କର ରିଟେଲ୍ ଋଣ ବୁକ୍ରେ…
ୟୁବିଆଇ ସହ ଆଇବିଏମ୍ର ସହଭାଗିତା
ଭୁବନେଶ୍ୱର,୩୧।୭: ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ (ୟୁବିଆଇ) ଏବଂ ଆଇବିଏମ୍ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷ କରି ଡିଜିଟାଲ ବ୍ୟାଙ୍କିଙ୍ଗ ଏବଂ ଅତ୍ୟାଧୁନିକ ଜ୍ଞାନକୌଶଳର ପ୍ରୟୋଗ ଜରିଆରେ କାରବାର ବୃଦ୍ଧି ଓ ଗ୍ରାହକଙ୍କ…
Archives


