Home

ବିଦ୍ୟାଳୟ ରାସ୍ତାରେ ବାଡ଼, ପିଲାଙ୍କ ପାଠପଢ଼ା ବାଧାପ୍ରାପ୍ତ

ବାଲିକୁଦା,୨୩ା୯ (ତାପସ ସ୍ବାଇଁ): ବାଲିକୁଦା ବ୍ଲକ ଶିକ୍ଷା ଅଧୀନରେ ଥିବା ଅନନ୍ତପୁର ପଞ୍ଚାୟତ କେଉପଡ଼ା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଯାତାୟାତ କରିବା କଷ୍ଠକର ହେଉଛି। ମୁଖ୍ୟ ରାସ୍ତାକୁ ସେହି ଗ୍ରାମର ଦେବେନ୍ଦ୍ର ସେଠୀ ଓ ଟୁକୁନା ସେଠୀ ଜବରଦଖଲ…

କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଅସୁସ୍ଥ

ଭୁବନେଶ୍ୱର,୨୩।୯(ଶର୍ମିଷ୍ଠା ପାଣିଗ୍ରାହୀ): ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ ଗୁରୁତର ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ରଖି ଚିକିତ୍ସା କରାଯାଉଛି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଭଜନ…

ଟିଟିପିକୁ ବିସ୍ଫୋରକ ସାମଗ୍ରୀ ଯୋଗାଉଛି ଆଫଗାନିସ୍ତାନ

ପାକିସ୍ତାନୀ ସୁରକ୍ଷା ବାହିନୀ ସୀମାନ୍ତ ଅଞ୍ଚଳରୁ ୨୦୦ କିଲୋଗ୍ରାମ ବିସ୍ଫୋରକ ସାମଗ୍ରୀ ଉଦ୍ଧାର କରିଛି। ଏନେଇ ଆଫଗାନିସ୍ତାନ-ପାକିସ୍ତାନର ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ହୋଇଛି। ବୈଠକରେ ଆତଙ୍କବାଦୀ ଓ ବିସ୍ଫୋରକ ସାମଗ୍ରୀକୁ ସୀମାରେ ନବାଆଣିବା ପ୍ରସଙ୍ଗ ଜୋରଦାର ଚର୍ଚ୍ଚା ହୋଇଥିଲା। ଏହା ପରେ…

ଭାରତୀୟ ନୌସେନାରେ ନିୟୋଜିତ ହେବ ୨୭ଟି ଶକ୍ତିଶାଳୀ ବୁଡାଜାହାଜ

ନୂଆଦିଲ୍ଲୀ,୨୨।୯: ଆଗାମୀ ଦିନରେ ଭାରତୀୟ ନୌସେନା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ନୌସେନା ଭାବେ ପରିଗଣିତ ହେବାକୁ ଯାଉଛି। ଖୁବ୍‌ ଶୀଘ୍ର ୨୭ଟି ବୁଡ଼ାଜାହାଜ ଭାରତୀୟ ନୌସେନାରେ ଯୋଗ ଦେବାକୁ ଯାଉଛି। ଯେଉଁଥିରେ ଦୁନିଆର ସବୁଠାରୁ ଶକ୍ତିଶାଳୀ ବୁଡ଼ାଜାହାଜ ଅନ୍ତର୍ଭୁକ୍ତ। ଏହି ବୁଡ଼ାଜାହାଜଗୁଡ଼ିକ…

ଭାରତ-କାନାଡା ବିବାଦରେ ଚାକିରି ହରାଇପାରନ୍ତି ୧୭ହଜାର କାନାଡିୟ

ଅଟାଓ୍ବା,୨୨।୯: ଭାରତ ଏବଂ କାନାଡା ମଧ୍ୟରେ କୂଟନୈତିକ ସମ୍ପର୍କ ବିଗିଡିବାରେ ଲାଗିଛି। ଉଭୟ ଦେଶର କୂଟନୈତିକଙ୍କୁ ବହିଷ୍କାର ଏବଂ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଗୁରୁତର ଅଭିଯୋଗ ପରେ ଭାରତ କ୍ରମାଗତ ଭାବରେ କଠୋର ଆଭିମୁଖ୍ୟ ଗ୍ରହଣ କରୁଛି। ଏହାପୂର୍ବରୁ ଦୁଇ…

ଦେଶରେ ନିଖୋଜ ହୋଇଯାଉଛନ୍ତି ଆମେରିକାର ମୂଳ ନିବାସୀ

ଓ୍ବାଶିଂଟନ୍‌,୨୨।୯: ଆମେରିକାର ମୂଳ ବାସିନ୍ଦା ଦଶନ୍ଧି ଦଶନ୍ଧି ଧରି ଅତ୍ୟାଚାରର ଶିକାର ହେଉଛନ୍ତି। ଗତ କିଛି ବର୍ଷ ମଧ୍ୟରେ ଏହି ସମ୍ପ୍ରଦାୟର ହଜାର ହଜାର ଲୋକ ନିଖୋଜ ହୋଇଯାଇଛନ୍ତି କିମ୍ବା ସେମାନଙ୍କୁ ହତ୍ୟା କରାଯାଇଛ। ଏହି ଘଟଣା ପଛର କାରଣ ଏଯାଏଁ…

ନିଜାର ହତ୍ୟାକାଣ୍ଡର ପ୍ରମାଣ ଅଛି! କାନାଡା ଅଧିକାରୀଙ୍କ ବଡ ଦାବି

ଅଟାଓ୍ବା,୨୨।୯: ଭାରତ-କାନାଡ କୂଟନୈତିକ ବିବାଦ ମଧ୍ୟରେ କାନାଡା ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ କରିଛି। ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜାରଙ୍କ ହତ୍ୟାରେ ଭାରତର ସମ୍ପୃକ୍ତି ନେଇ କାନାଡା ଏକ ବଡ଼ ଦାବି କରିଛି। ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ…

ନଓ୍ବାଜ-ଜରଦାରିଙ୍କ ସମେତ କେତେଜଣ ବଡ ବଡ ନେତାଙ୍କ ଉପରେ ଆସିପାରେ ସଙ୍କଟ, ପୁଣି ଆରମ୍ଭ ହେବ ୮୦ ଦୁର୍ନୀତି ମାମଲାର ଶୁଣାଣି

ଇସଲାମାବାଦ,୨୨।୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ, ଶେହବାଜ ସରିଫ ଏବଂ ପୂର୍ବତନ ରାଷ୍ଟ୍ରପତି ଆସିଫ ଅଲି ଜରଦାରି ପୁଣି ଥରେ ଅସୁବିଧାରେ ପଡିଛନ୍ତି। ଶୁକ୍ରବାର ପ୍ରକାଶିତ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ୮୦ଟି ହାଇ-ପ୍ରୋଫାଇଲ ମାମଲା ସମେତ ଦୁର୍ନୀତି ମାମଲାର ପୁନଃ…

କାନାଡାର ଖଲିସ୍ତାନୀଙ୍କୁ ସାହାଯ୍ୟ କରୁଛି ପାକିସ୍ତାନ ଆଇଏସଆଇ!

ଇସଲାମବାଦ,୨୨।୯: ଭାରତ ଓ କାନାଡା ମଧ୍ୟରେ କୂଟନୈତିକ ବିବାଦ ଜାରି ରହିଛି। ଏହାରି ଭିତରେ ଭାରତ କାନାଡାବାସୀଙ୍କ ପାଇଁ ଭିସା ସେବା ବନ୍ଦ କରିଛି। ତେବେ ଏହି ତିକ୍ତତା ମଧ୍ୟରେ ପାକିସ୍ତାନର ଗୁଇନ୍ଦା ଏଜେନ୍ସି ଆଇଏସଆଇର ଲିଙ୍କ୍‌ ଥିବର ସୂଚନା ମିଳିଛି।…

ଏନଡିଏରେ ସାମିଲ ହେଲା ଜେଡିଏସ

ନୂଆଦିଲ୍ଲୀ,୨୨।୯: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ତାଙ୍କ ବାସଭବନରେ ଶୁକ୍ରବାର ଜନତା ଦଳ ସେକ୍ୟୁଲାର (ଜେଡିଏସ) ନେତା ଏଚଡି କୁମାରସ୍ବାମୀ ଭେଟିଛନ୍ତି। ଏହି ସମୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ଥିଲେ। ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି…

ବିଶ୍ୱରେ ୪୫୦କୋଟି ଲୋକ ମୌଳିକ ସ୍ବାସ୍ଥ୍ୟସେବା ପାଉନାହାନ୍ତି

ନୂଆଦିଲ୍ଲୀ,୨୨।୯: ବିଶ୍ୱ ଜନସଂଖ୍ୟାର ପ୍ରାୟ ଅଧା ଅର୍ଥାତ୍‌ ୪୫୦କୋଟି ଲୋକ ମୌଳିକ ସ୍ବାସ୍ଥ୍ୟ ସେବାରୁ ବଞ୍ଚିତ ଅଛନ୍ତି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ନିଜ ସଦ୍ୟତମ ରିପୋର୍ଟରେ ଦର୍ଶାଇଛି। ବିଶ୍ୱରେ ପ୍ରାୟ ୨୦୦ କୋଟି ଲୋକଙ୍କୁ ଚିକିତ୍ସା ଖର୍ଚ୍ଚ ନିଜେ ବହନ…

ଦାନିଶ ଅଲିଙ୍କ ଉପରେ ବିବାଦୀୟ ବୟାନ ମାମଲାରେ ରମେଶ ବିଧୁରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲେ ନଡ୍ଡା

ନୂଆଦିଲ୍ଲୀ,୨୨।୯: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏମପି ରମେଶ ବିଧୁରୀଙ୍କୁ ଶୁକ୍ରବାର ଏକ ଅସଂସଦୀୟ ଭାଷା ବ୍ୟବହାରକୁ ନେଇ ଏକ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୧୫ଦିନ ମଧ୍ୟରେ ବିଧୁରୀଙ୍କୁ ଏହାର ଜବାବ ଦେବାକୁ ପଡିବ। ନୋଟିସରେ ବିଧୁରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?