Home

ବଜ୍ରପାତ ନେଉଛି ଜଣଙ୍କ ପରେ ଜଣଙ୍କ ଜୀବନ, ୧୦ ବର୍ଷରେ ଗଲାଣି…

ମହାକାଳପଡ଼ା, ୮ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନରେ ବିଗୁଡୁଛି ପରିବେଶ। ବିଶ୍ୱରେ ତାପମାତ୍ରା ବୃଦ୍ଧି ଯୋଗୁ ଏହାର ପ୍ରଭାବରେ ଗ୍ରୀନ୍‌ଲାଣ୍ଡରୁ ପୂର୍ବାପେକ୍ଷା ଅଧିକ ମାତ୍ରାରେ ବରଫ ତରଳୁଛି। ଯାହାକି ପରିବେଶବିତ୍‌ମାନଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ପ୍ରଶାନ୍ତ ମହାସାଗରରେ ଜଳବାୟୁ…

କଂଗ୍ରେସକୁ ବଡ଼ ଉପହାର ଦେଲେ ବିଜୟ, ହେଲେ DMK…

ନୂଆଦିଲ୍ଲୀ,୮।୬: TVK ତାମିଲନାଡୁରେ ଏହାର ପ୍ରଥମ ରାଜ୍ୟ ସଭା ଆସନ କଂଗ୍ରେସକୁ ଦେବାକୁ ନିଷ୍ପତ୍ତି ନେଇଛି। ଥାଲାପତି ବିଜୟଙ୍କ କଂଗ୍ରେସକୁ ଆସନ ଦେବାର ନିଷ୍ପତ୍ତି ପରେ, DMK ଆନୁଷ୍ଠାନିକ ଭାବରେ ଇଣ୍ଡିଆ ମେଣ୍ଟରୁ ଓହରି ଯିବାର ଘୋଷଣା କରିଛି। ଡିଏମକେ ନେତାମାନେ…

ମିଶାଇଲ ଆକ୍ରମଣକୁ ନେଇ ନାଲି ହୋଇଗଲେ ଟ୍ରମ୍ପ, ଫୋନ କରି ନେତାନ୍ୟାହୁଙ୍କୁ ଦେଲେ କଡ଼ା ଚେତାବନୀ

ଓ୍ବାଶିଂଟନ,୮।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏବେ ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧକୁ ନେଇ ମତଭେଦରେ ଅଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ ନେତାନ୍ୟାହୁଙ୍କୁ ଆମେରିକା-ମଧ୍ୟସ୍ଥତା ଚୁକ୍ତିକୁ ଗ୍ରହଣ କରିବାକୁ ପଡିବ। ଟ୍ରମ୍ପ…

ଏମରଜେନ୍ସି ଲ୍ୟାଣ୍ଡିଂ ସମୟରେ ଜଳିଗଲା ବିମାନ, ସାମ୍ନାକୁ ଆସିଲା ଲୋମ ଟାଙ୍କୁରା ଭିଡ଼ିଓ

କିନସାସା,୮।୬: ଡୋମିନିକାନ ଗଣରାଜ୍ୟର ଏକ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବିମାନରେ ଥିବା ଉଭୟ କ୍ରୁ ସଦସ୍ୟ ପ୍ରାଣ ହରାଇଛନ୍ତି। ବିମାନଟି ରନୱେକୁ ଛୁଇଁବା ମାତ୍ରେ ଧୂଆଁ ବାହାରିଥିଲା…

TVK ଏଣ୍ଟ୍ରି, DMK-AAP ଆଉଟ, ଇଣ୍ଡିଆ ମେଣ୍ଟ ବୈଠକରେ ଯୋଗଦେବେ ରାହୁଲ, ମମତା, ଅଖିଳେଶ

ନୂଆଦିଲ୍ଲୀ,୮।୬: ପଶ୍ଚିମବଙ୍ଗରେ ଟିଏମସି ଏବଂ ତାମିଲନାଡୁରେ ଡିଏମକେର ପରାଜୟ ପରେ ପରିବର୍ତ୍ତନଶୀଳ ରାଜନୈତିକ ସମୀକରଣ ମଧ୍ୟରେ ସୋମବାର ଇଣ୍ଡିଆ ମେଣ୍ଟର ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଭାଜପାକୁ ମୁକାବିଲା କରିବା ପାଇଁ ରଣନୀତି ପ୍ରସ୍ତୁତ କରିବା ପାଇଁ ଦିଲ୍ଲୀର କନଷ୍ଟିଚ୍ୟୁସନ…

ଗିରିପାଲିରେ ଡବଲ ମର୍ଡର: ଚେନ କ୍ରାଙ୍କ ମାଡ଼ରେ ଚାଲିଗଲା ୨ ଜଣଙ୍କ ଜୀବନ

ସମ୍ବଲପୁର,୮।୬(ପ୍ରମୋଦ ବହିଦାର): ସମ୍ବଲପୁର ଶାସନଥାନା ଅନ୍ତର୍ଗତ ଗିରିପାଲିର ଖଡ଼ିଆପଡ଼ାରେ ମା’ ଓ ଝିଅଙ୍କୁ ବୀଭତ୍ସ ହତ୍ୟା ଭଳି ଏକ ଚାଞ୍ଚଲ୍ୟକର ଘଟଣାର ଖବର ମିଳିଛି। ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଉଭୟଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି ବୋଲି…

କ୍ରାଇମ୍‌ବ୍ରାଞ୍ଚ ସ୍କାନର୍‌ରେ ଗଙ୍ଗଓ୍ବାର

ଭୁବନେଶ୍ୱର, ୮ା୬ (ତ୍ରିନାଥ ମହାନ୍ତି) ବାଲିଅନ୍ତା ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମ୍‌ ବ୍ରାଞ୍ଚ(ସିବି) ସ୍କାନରକୁ ଆସିଛନ୍ତି ବରିଷ୍ଠ ଆଇପିଏସ୍‌ ଅଧିକାରୀ ଦୟାଲ ଗଙ୍ଗଓ୍ବାର। ତାଙ୍କ ଘରେ ଅବୈଧ ଭାବେ ସୌମ୍ୟଙ୍କୁ କାମ କରାଉଥିବା ଅଭିଯୋଗର ତଦନ୍ତ କରି ରିପୋର୍ଟ ଦେବାକୁ…

୧,୪୦୦ କି.ମି. ଯାଇ ଦିଲ୍ଲୀ ପ୍ରଫେସରଙ୍କୁ ହତ୍ୟା କରିଥିଲେ ପଶ୍ଚିମବଙ୍ଗ ଦମ୍ପତି

ନୂଆଦିଲ୍ଲୀ,୮ା୬: ଦିଲ୍ଲୀ ୟୁନିଭର୍ସିଟିର ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଦେବୋସ୍ମିତା ପଲ୍‌ଙ୍କୁ ଗତ ବୁଧବାର ପୂର୍ବ ଦିଲ୍ଲୀର ବସୁନ୍ଧରା ଏନ୍‌କ୍ଲେଭସ୍ଥିତ ସତ୍ୟମ ଆପାର୍ଟମେଣ୍ଟରେ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡ ସହ ଜଡ଼ିତ ପଶ୍ଚିମବଙ୍ଗର ଏକ ଦମ୍ପତିଙ୍କୁ ରବିବାର ଗିରଫ…

ବକୁଳବନ ଢାଞ୍ଚାରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ୱର/ଖୋର୍ଦ୍ଧା, ୮।୬ (ରବିନାରାୟଣ ଜେନା/ ପ୍ରଭାତ ପାଣିଗ୍ରାହୀ) ରାଜ୍ୟରେ ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଏବଂ ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇ ଦେବାପାଇଁ ରାଜ୍ୟ ସରକାର ବଦ୍ଧପରିକର। ଶିକ୍ଷା କ୍ଷେତ୍ରରେ ସର୍ବାଙ୍ଗୀନ ବିକାଶ ଆମର ସର୍ବୋଚ୍ଚ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ…

ସାଗର ଓ ନୀଳ ଅର୍ଥନୀତି

ପୃଥିବୀର ମୋଟ ଆୟତନର ପ୍ରାୟ ୭୧ ଭାଗ ହେଉଛି ମହାସାଗର ଏବଂ ଏଥିରେ ପୃଥିବୀର ମୋଟ ଜଳର ୯୮ ପ୍ରତିଶତ ଅଛି। ମହାସାଗରଗୁଡ଼ିକ ପରସ୍ପର ସହିତ ସଂଯୁକ୍ତ ଥିଲେ ସୁଦ୍ଧା ଏହାକୁ ୨୦୦୦ ମସିହା ପୂର୍ବରୁ ଚାରିଟି ମହାସାଗର ଯଥା: ପ୍ରଶାନ୍ତ…

ସୁନା ପଞ୍ଜୁରିରେ ‘ଶିକ୍ଷିତ ପକ୍ଷୀ’

ଆଧୁନିକ ସହର ଏବେ ଭୂସମାନ୍ତର ସମ୍ପ୍ରସାରଣ ଅପେକ୍ଷା ଭୂଲମ୍ବ ସମ୍ପ୍ରସାରଣ ଉପରେ ଅଧିକ ଗୁରୁତ୍ୱ ଦେଉଛି। ସେଥିପାଇଁ ସହର ଭିତରେ ଗଢା ଚାଲିଛି ବହୁତଳ ଆପାର୍ଟମେଣ୍ଟ। ସାଧାରଣ ଲୋକ ଏହାର ଉପଭୋକ୍ତା ଓ ସେହି ଉପଭୋକ୍ତାଙ୍କୁ ଦିନରାତି ପ୍ରଲୋଭିତ କରୁଛି ବିଭିନ୍ନ…

ବିକାଶ ବନାମ ଭବିଷ୍ୟତ

ଜୁନ୍‌ ୫ରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ପ୍ରକୃତି ଓ ପରିବେଶକୁ ସୁରକ୍ଷିତ ରଖିବା ଲାଗି ଅନେକ ସ୍ଥାନରେ ବହୁବିଧ ପଦକ୍ଷେପ ନେବା ଲାଗି ନିଷ୍ପତ୍ତି ବା ସଂକଳ୍ପ ନିଆଯାଇଥିବା ଦେଖିବାକୁ ମିଳିଛି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ସେହିଦିନ ୪୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?